ଫିସ୍ ବଢାଇଲେ ଶାହିଦ
ମୁମ୍ବାଇ: ବଲିଉଡ ଅଭିନେତା ଶାହିଦ କପୁର ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ତାଙ୍କ ଫିଲ୍ମ ‘ଜର୍ସି’ ରିଲିଜ ହୋଇଥିଲା। ଯାହାକି ବକ୍ସ ଅଫିସରେ ଭଲ ଆୟ କରିପାରି ନ ଥିଲା। କହିବାକୁ ଗଲେ ଏହା ଫ୍ଲପ୍…
ବଜ୍ରପାତରୁ ଜଳିଗଲା ବହୁ ଦୋକାନ, କୋଟି କୋଟି ଟଙ୍କାର ସାମଗ୍ରୀ ନଷ୍ଟ
ପାଟନା,୩୦ା୬: ବିହାରର ରାଜଧାନୀ ପାଟନା ପୋଶ ବଜାରରେ ଥିବା ହଥୁଆ ମାର୍କେଟରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଯୋଗୁ ଅନେକ ଦୋକାନ ପୋଡ଼ି ଛାରଖାର ହୋଇଯାଇଛି। ବଜ୍ରପାତରୁ ପ୍ରଥମେ ଏକ ବାଇକ୍ରେ ନିଆଁ ଲାଗିବା ପରେ ଏହା ଗୋଟିଏ ପରେ ଗୋଟିଏକୁ ବ୍ୟାପି…
ବଦନାମ କରୁଛି ବନ ବିଭାଗ
ଅନୁଗୋଳ ଅଫିସ, ୩୦।୬: ସାତକୋଶିଆରେ ବଢ଼ିପାରିଲାନି ବାଘ ସଂଖ୍ୟା। ମହାବଳ ମହାବୀରକୁ ଫାଶରେ ପକାଇ ସରକାରଙ୍କ ବ୍ୟାଘ୍ର ବଂଶବୃଦ୍ଧି ଯୋଜନାକୁ ଫେଲ୍ କରିଦେଲେ ଶିକାରୀ। ପାଣିରେ ପଡ଼ିଗଲା ବନ ବିଭାଗର ସମସ୍ତ ସୁରକ୍ଷା ପ୍ରସ୍ତୁତି। ମର୍ଯ୍ୟାଦା ହାନି ହେଲା ସାତକୋଶିଆର। ୨୦୧୮…
‘ସ୍ବାମୀଙ୍କୁ ବହୁତ ସୁଯୋଗ ଦେଇଛି, ଏବେ ଚାହୁଁଛି ଛାଡପତ୍ର’
ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନଙ୍କ ଭାଇ ରାଜୀବ ସେନ ତାଙ୍କ ବିବାହ ପରଠାରୁ ଚର୍ଚ୍ଚାରେ ରହିଆସୁଛନ୍ତି। ରାଜୀବ ୨୦୧୯ରେ ଅଭିନେତ୍ରୀ ଚାରୁ ଆସୋପାଙ୍କୁ ବିବାହ କରିଥିଲେ। ବିବାହର ମାତ୍ର କିଛି ଦିନ ପରେ ସେମାନଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିଲେ। ଉଭୟଙ୍କ…
କହ୍ନେୟାଲାଲ୍ ହତ୍ୟା ଘଟଣାର ପ୍ରତିବାଦ
କେନ୍ଦୁଝର,୩୦ା୬(ସ୍ବ.ପ୍ର.): ରାଜସ୍ଥାନର ଉଦୟପୁରଠାରେ କହ୍ନେୟାଲାଲ୍ ହତ୍ୟା ଘଟଣା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ପକ୍ଷରୁ ଗୁରୁବାର ଜିଲା ମୁଖ୍ୟାଳୟରେ ଏକ ରାଲି ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହିନ୍ଦୁ ହତ୍ୟାକାରୀଙ୍କୁ…
ମେଶିନରେ ହେଉଛି ଏମ୍ଜିଏନ୍ଆରଇଜିଏସ୍ କାମ
ଆଳି,୩୦ା୬(ଡି.ଏନ.ଏ.): କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଶ୍ରମିକ ମାନଙ୍କୁ ଶହେ ଦିନର କାର୍ଯ୍ୟ ଯୋଗାଇ ଦେବା ଉଦେଶ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏସ୍) କାର୍ଯ୍ୟକାରୀ କରିଛନ୍ତି। କିନ୍ତୁ ଏହି ଯୋଜନାକୁ ବାଟମାରଣା କରିବାରେ…
ଜଙ୍ଗଲରୁ କାଠ ଆସିଲେ ଚୁଲି ଉପରେ ହାଣ୍ଡି ବସେ
ମହାକାଳପଡ଼ା,୩୦ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ପେଟଛେଲା ପଞ୍ଚାୟତ ଆଦିବାସୀ ଶବରପଡ଼ା ଗ୍ରାମବାସୀଙ୍କ ଜୀବନ ଅଧିକାଂଶ ସମୟ ଜଙ୍ଗଲ ଭିତରେ ହିଁ କଟେ। ଏହି ଗାଁର ପରିବାର ସଂଖ୍ୟା ୩୫। ଜନସଂଖ୍ୟା ୨ଶହରୁ ଊର୍ଦ୍ଧ୍ୱ। ଆଦିବାସୀମାନଙ୍କ ନିଜସ୍ବ ଚାଷ…
ଡାକ୍ତରଙ୍କୁ ମାଡ଼
ପଦ୍ମପୁର,୩୦ା୬(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଡାକ୍ତର ଅମରେନ୍ଦ୍ର ଜେନାଙ୍କୁ ବୁଧବାର ବିଳମ୍ବିତ ରାତିରେ ଜନୈକ ମହିଳା ରୋଗୀଙ୍କ ସମ୍ପର୍କୀୟ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ଅପରପକ୍ଷେ ମହିଳା ଜଣକ ରୋଗୀଙ୍କୁ ଡାକ୍ତର…
ଦୀପିକାଙ୍କ ପାଇଁ ଗର୍ବିତ ଅର୍ଜୁନ-ମଲାଇକା
ବଲିଉଡ୍ ଅଭିନେତା ଅର୍ଜୁନ କପୁର ନିକଟରେ ନିଜର ୩୭ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସେ ପ୍ରେମିକା ମଲାଇକା ଆରୋରାଙ୍କ ସହ ପ୍ୟାରିସ ଯାଇଥିଲେ। ସେଠାରେ ଉଭୟ କିଛି ଦିନ ଛୁଟି କାଟି ମୁମ୍ବାଇ ଫେରିଛନ୍ତି। ପ୍ୟାରିସ୍ରେ ଛୁଟି କାଟୁଥିବାବେଳେ…
ସେତୁ ସଂଯୋଗୀକରଣ ରାସ୍ତା ପାଇଁ ବାଟ ଫିଟିଲା
ଆଠମଲ୍ଲିକ, ୩୦।୬ଡି.ଏନ.ଏ.) ଆଠମଲ୍ଲିକ-ଧଳପୁର ମହାନଦୀ ସେତୁର ଆଠମଲ୍ଲିକ ପାର୍ଶ୍ୱ ସଂଯୋଗୀକରଣ ରାସ୍ତାରେ ଅଟକିଥିବା ବିବାଦୀୟ ୬୦ ମିଟର ରାସ୍ତା ନିର୍ମାଣ ପାଇଁ ସମାଧାନର ସୂତ୍ର ବାହାରିଛି। ଉପଖଣ୍ଡ ଆରକ୍ଷୀ ଅଧିକାରୀ ଚିନ୍ତାମଣି ପ୍ରଧାନଙ୍କ ନେତୃତ୍ୱରେ ତାଙ୍କ କାର୍ଯ୍ୟାଳୟରେ ଏ ନେଇ ଏକ ବୈଠକ…
ବେଆଇନ ରେଲଓ୍ବେ ଟିକେଟ କାରବାର: ୨ ମାସରେ ୬ ର଼୍ୟାକେଟ ଠାବ କରିଛି ଆର୍ପିଏଫ୍
ବ୍ରହ୍ମପୁର ଅଫିସ,୩୦।୬: ରେଳ ଯାତ୍ରୀଙ୍କୁ ସହଜ ଓ ସୁବିଧାରେ ସମସ୍ତ ସେବା ଯୋଗାଇବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଷ୍ଟେଶନର ଉନ୍ନତୀକରଣ ଠାରୁ ଆରମ୍ଭ କରି ଯାତ୍ରୀ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ଲୋକେ ଘରେ ବସି ଟ୍ରେନ୍ ଟିକେଟ୍ ବୁକିଂ କରିବା…
କୋହଲିଙ୍କଠାରୁ ଏହି ଆଶା ରଖିଛନ୍ତି ଦ୍ରାବିଡ
ଲଣ୍ଡନ,୩୦।୬: ଜୁଲାଇ ୧ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ ଖେଳାଯିବ। ଏହି ମ୍ୟାଚ ପାଇଁ ଭାରତୀୟ ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛି। ଏହି ମ୍ୟାଚ୍ରେ ସମସ୍ତଙ୍କ ନଜର ବିରାଟ କୋହଲିଙ୍କ ଉପରେ…
Archives


