Home Left

ମା’ ଆଗରେ ପୁଅଙ୍କୁ ଖଣ୍ଡାରେ ହାଣି ହତ୍ୟା

ବଲାଙ୍ଗୀର ଅଫିସ,୧୬।୮: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ କ୍ୟାମ୍ପସ ପରିସରରେ ମଙ୍ଗଳବାର ସକାଳେ ଏକ ଅଘଟଣ ଘଟିଛି। ୨ ଜଣ ଯୁବକ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ହେଲେ ସୁଦପଡ଼ା ନିବାସୀ ଅଜୁ ଦୋରା(୨୫)। ଏନେଇ…

କାବୁଲରେ ତାଲିବାନର ବିଜୟ ଉତ୍ସବ: ଟ୍ରକରେ ବନ୍ଧୁକ ସହ ତାଲିବାନ ନେତାଙ୍କ ଶୋଭାଯାତ୍ରା

କାବୁଲ,୧୬।୮: ଆଫଗାନିସ୍ତାନରେ ତାଲିବାନ ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯାଇଛି। ଏହି ଅବସରରେ ରାଜଧାନୀ କାବୁଲର ଭାରତୀୟ ଦୂତାବାସ ନିକଟସ୍ଥ ଗ୍ରୀନ ଜୋନ୍‌ର ରାଜ୍ୟ ମିଡିଆ ଅଡିଟୋରିୟମରେ ତାଲିବାନ ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି। ଏଥିରେ ତାଲିବାନର…

କେଜ୍‌ରିୱାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ମଙ୍ଗଳବାର ୫୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇବା ସହ ତାଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରିଛନ୍ତି। ଶୁଭେଚ୍ଛା…

ଆଜି ବନ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଲଗାଣ ବର୍ଷା ଯୋଗୁ ରାଜ୍ୟରେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଅର୍ଥାତ୍‌ ଆଜି ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ସ୍ଥିତି ସମୀକ୍ଷା କରିବେ। ଏହି ବୈଠକରେ ବହୁ ବରିଷ୍ଠ ପଦାଧିକାରୀ…

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୬।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୮୧୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୯ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

କରୋନାରେ ଚାଲିଗଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୬।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୬୦ ବର୍ଷୀୟ ବ୍ୟକ୍ତି। ସେ ରାୟଗଡା ଜିଲାର ବୋଲି…

ଆଜି ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୯…

ଏଫବିଆଇ ଉପରେ ଗୁରୁତର ଅଭିଯୋଗ ଆଣିଲେ ଟ୍ରମ୍ପ

ୱାଶିଂଟନ,୧୬ ।୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେବି ଅଛନ୍ତି ଚର୍ଚ୍ଚାରେ । ସେ ସର୍ବଦା ତାଙ୍କ ବିବାଦୀୟ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ସେ ଆମେରିକାର ଯାଞ୍ଚ ଏଜେନ୍ସି (ଏଫବିଆଇ) ଉପରେ ଗୁରୁତର ଅଭିଯୋଗ ଆଣି…

ବିକାଶ ଧାରାରେ ଯୋଡ଼ି ହୋଇଛି ସୁନ୍ଦରଗଡ଼: ମନ୍ତ୍ରୀ

ସୁନ୍ଦରଗଡ଼,୧୬।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ୭୬ତମ ଜିଲାସ୍ତରୀୟ ସ୍ବଧୀନତା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଶିଳ୍ପ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଶକ୍ତି ବିଭାଗ ମନ୍ତ୍ରୀ ପ୍ରତାପ କେଶରୀ ଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ଲଖନପୁର ବ୍ଲକ ୧୯ଖଣ୍ଡ ମୌଜାରେ ପଶିଲା ବନ୍ୟା ଜଳ, ଲୋକଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଝାରସୁଗଡ଼ା ଅଫିସ,୧୬।୮: ମହାନଦୀ ଉପରମୁଣ୍ଡ ଛତିଶଗଡ଼ରେ ଲଗାଣ ବର୍ଷା ଫଳରେ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ୧୯ ଖଣ୍ଡ ମୌଜାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ନଦୀପାର୍ଶ ଗ୍ରାମସବୁ ପ୍ରଭାବିତ ହେବାରେ ଲାଗିଛି। ଇତିମଧ୍ୟରେ ରେମତା ପଞ୍ଚାୟତ ଚିଖିଲି, ସରଧା ଏବଂ କଣ୍ଢେଇକେଲା…

ଭାସିଗଲା କାର୍‌, ଅଳ୍ପକେ ବର୍ତ୍ତିଲେ ୪

କଟକ ଅଫିସ,୧୬।୮- ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟର ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କଟକ ଜିଲା ଆଠଗଡ ଅଞ୍ଚଳରେ ବନ୍ୟାପାଣି ମାଡିଆସିବା ଫଳରେ ଅନେକ ରାସ୍ତାଘାଟ ବନ୍ଦ ହୋଇପଡିଛି। ବନ୍ୟାପାଣିରେ ଏକ କାର ଭାସିଯାଇଛି। ପୁରୁଣା କଟକ-ସମ୍ବଲପୁର ରାସ୍ତାର…

ୱେଟର ଥିଲେ ଏହି ଅଭିନେତ୍ରୀ

ଏପରି ଅନେକ କଳାକାର ଅଛନ୍ତି ବଡ ପରିବାରରେ ଜନ୍ମ ହେବା ପରେ ମଧ୍ୟ ଫିଲ୍ମରେ ପ୍ରବେଶ କରିବା ପୂର୍ବରୁ ଅନେକ କାମ କରିଛନ୍ତି। ସେହି ଅଭିନେତ୍ରୀ ମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ସୋନମ କପୁର। ସୋନମ ବଲିଉଡର କପୁର ପରିବାରରରେ ଜନ୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri