ହାଇକୋର୍ଟରେ ପହଞ୍ଚିଲା ହାତୀ ମୃତ୍ୟୁ ମାମଲା
କଟକ ଅଫିସ,୨୯ା୬: ରାଜ୍ୟରେ ବାରମ୍ବାର ହାତୀ ମୃତ୍ୟୁ ହେଉଥିବା ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ମଙ୍ଗଳାବାଗ ଅଞ୍ଚଳର ସମାଜସେବୀ ଗୀତା ରାଉତ ଏହି ମାମଲା ରୁଜୁ କରିଛନ୍ତି। ହାତୀ ଶିକାରକୁ ରୋକିବା ପାଇଁ କଠୋର ଆଇନ…
ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ
ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ ଭଗବାନଙ୍କୁ ହାତ ଯୋଡ଼ି ବାହାରିଲେ ସବୁ କାମ ଶୁଭ ହୋଇଥାଏ। ଏହାଛଡ଼ା ଜ୍ୟୋତିଷଶାସ୍ତ୍ରରେ ଏଭଳି…
‘ଫ୍ଲୋର୍ ଟେଷ୍ଟରେ ଆମେ ଜିତିବୁ’
ଗୁଆହାଟୀ,୨୯।୬: ମହାରାଷ୍ଟ୍ରରେ କ୍ଷମତାସୀନ ମହା ବିକାଶ ଅଘାଡି (ଏମଭିଏ) ସରକାର ସଙ୍କଟରେ ପଡିଛି। ସରକାର ବିରୋଧରେ ବିଦ୍ରୋହ ଘୋଷଣା କରିଥିବା ଶିବସେନାର ୪୦ରୁ ଅଧିକ ବିଧାୟକ ଏବେ ଆସାମର ଗୁଆହାଟୀରେ ଅଛନ୍ତି। ରାଜ୍ୟପାଳ ଭଗତ ସିଂହ କୋଶୟାରୀ ଗୁରୁବାର ୧୧.୫ ସୁଦ୍ଧା…
୪୩ ହଜାର ଦରମା ଜାଗାରେ ୧.୪ କୋଟି ଟଙ୍କା ପଠାଇଦେଲା କମ୍ପାନୀ, ପରେ କର୍ମଚାରୀ ଯାହା କଲେ…
ମାସ ଯାକ କାମ କରିବା ପରେ ପ୍ରତ୍ୟେକ କର୍ମଚାରୀ ପହିଲାକୁ ଅପେକ୍ଷା କରିଥାନ୍ତି। କାରଣଟି ହେଉଛି ଦରମା। ମାସ ଶେଷରେ ଦରମା ମିଳିବାର ଖୁସି ଅଲଗା ପ୍ରକାର ଥାଏ। ଏବେ ଏହି ଦରମାକୁ ନେଇ ଏକ ନିଆରା ମାମଲା ସାମ୍ନାକୁ ଆସିିଛି।…
ଇଂଲଣ୍ଡ ବିପକ୍ଷ ଟେଷ୍ଟ ଖେଳିବେ ନାହିଁ ରୋହିତ: ବୁମ୍ରା ଅଧିନାୟକ!
ଲଣ୍ଡନ,୨୯।୬: ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟ୍କା ଲାଗିଛି। କରୋନା ଆକ୍ରାନ୍ତ ଥିବା ରୋହିତ ଶର୍ମା ପଞ୍ଚମ ଟେଷ୍ଟରେ ଖେଳିବେ ନାହିଁ। ତାଙ୍କ ସ୍ଥାନରେ ଦ୍ରୁତ ବୋଲର ଜଶପ୍ରୀତ ବୁମ୍ରାଙ୍କୁ ଅଧିନାୟକତ୍ୱ ଦିଆଯାଇଛି। କରୋନା…
ଭାଜପାକୁ ସମର୍ଥନ ଦେବେ ରାଜ ଠାକରେ
ମୁମ୍ବାଇ,୨୯।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ମଧ୍ୟରେ ଭାଜପା ଆସ୍ଥାଭୋଟ ଦାବି କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନେତା ଦେବେନ୍ଦ୍ର ଅଛନ୍ତି। ଏହି କ୍ରମରେ ବୁଧବାର ସେ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍ଏନ୍ଏସ୍) ମୁଖ୍ୟ ରାଜ ଠାକରେଙ୍କ ସହ କଥା ହୋଇଛନ୍ତି। ଫ୍ଲୋର…
ଅଗଷ୍ଟ ୬ରେ ଉପରାଷ୍ଠ୍ରପତି ନିର୍ବାଚନ
ନୂଆଦିଲ୍ଲୀ,୨୯।୬: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବୁଧବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ମିଳିଛି। ଏଥିପାଇଁ ଜୁଲାଇ ୫ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଅଗଷ୍ଟ ୬ରେ ଭୋଟ…
ଗାଧୋଇବା ପରେ ଏମିତି ଥରୁଛି କୁକୁର ଛୁଆ, ଭିଡିଓ ଦେଖିଲେ…
କୁକୁର ପିଲାଦିନରୁ ବୁଦ୍ଧିମାନ ଆଉ ସାହସୀ ମଧ୍ୟ। ବେଳେବେଳେ ଏମାନଙ୍କର ସାହସୀ ପଣିଆ ଉଭେଇ ଯାଇ ଭୟଭୀତ ହୋଇଯାଆନ୍ତି। ଏବେ ସେମିତି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଦୟା ଆସିବ। ଭିଡିଓରେ ଏକ କୁକୁର ଛୁଆକୁ…
ମୌସୁମୀ ଅଧିବେଶନ: ଏଥର ଦିନକୁ ୬ ଘଣ୍ଟା ଯାଏ ଚାଲିବ ବିଧାନସଭା କାର୍ଯ୍ୟ
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଏଥର ଦିନକୁ ୬ ଘଣ୍ଟା ଚାଲିବ ବିଧାନସଭା କାର୍ଯ୍ୟ। ମୌସୁମୀ ଅଧିବେଶନରେ ଦୁଇଟି ପର୍ଯ୍ୟାୟରେ ଚାଲିବ ଗୃହ କାର୍ଯ୍ୟ। ପ୍ରଥମ ପର୍ଯ୍ୟାୟ ସାଢ଼େ ୧୦ରୁ ସାଢ଼େ ଗୋଟାଏ ଓ ଦ୍ୱିତୀୟ ପର୍ଯ୍ୟାୟରେ ଅପରାହ୍ନ ୪ ଟାରୁ ୬ଟା ପରିବର୍ତ୍ତେ ୭ଟା…
ଓଓ୍ବାଇସିଙ୍କୁ ଝଟ୍କା: ୪ ବିଧାୟକ ଆର୍ଜେଡିରେ ସାମିଲ
ପାଟନା,୨୯।୬: ବିହାରରେ ଆସାଦୁଦ୍ଦିନ ଓୱାଇସିଙ୍କ ପାର୍ଟିକୁ ବଡ଼ ଝଟ୍କା ଲାଗିଛି। ରାଜ୍ୟରେ ଏଆଇଏମ୍ଆଇଏମ୍ ବିଧାୟକଙ୍କ ମଧ୍ୟରୁ ଚାରିଜଣ ଆରଜେଡିରେ ଯୋଗ ଦେଇଛନ୍ତି। ସେମାନେ ହେଲେ ଶାହନଓ୍ବାଜ,ଇଜହାର, ଅଞ୍ଜାର ନାଇୟନୀ ଏବଂ ସଇଦ ରୁକଉଦ୍ଦିନ। ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତଥା…
ବଢୁଛି ତାପମାତ୍ରା, ୟେଲୋ ଓ୍ବାର୍ନିଂ ଜାରି
ବେଜିଂ,୨୯ା୬: ଚାଇନାର ବିଭିନ୍ନ ଅଞ୍ଚଳରେ ବୁଧବାର ଉଚ୍ଚ ତାପମାତ୍ରା ଏବଂ ଲୁ ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କେନ୍ଦ୍ରୀୟ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ ଯେ, ଙ୍ଗାସୁ, ସିଚୁଆନ, ଚୋଗକିଙ୍ଗ୍, ହେନାନା, ଅନହୁଇ, ହୁନାନ, ଝୋଜିୟାଙ୍ଗ, ଫୁଜିୟାନ, ଝିଞ୍ଜିୟାଙ୍ଗରେ ଦିନରେ…
ସ୍ତ୍ରୀଙ୍କ କମେଣ୍ଟ୍କୁ ଅପେକ୍ଷା କରିଥିଲେ ରଣବୀର, ଶେଷରେ…
ବଲିଉଡ୍ ଅଭିନେତା ରଣବୀର ସିଂ ସୋସିଆଲ ମିଡିଆରେ ସ୍ତ୍ରୀ ଦୀପିକା ପାଦୁକୋନଙ୍କ ସହ ବହୁତ ମଜା କରନ୍ତି। ପରସ୍ପରର ଗୋଡ ଟାଣିବାଠାରୁ ଆରମ୍ଭ କରି ପରସ୍ପର ଉପରେ ପ୍ରେମ ବର୍ଷା କରିବାକୁ ଉଭୟ ଆଦୌ ପଛାନ୍ତି ନାହିଁ। ନିକଟରେ ରଣବୀର ଇନଷ୍ଟାଗ୍ରାମରେ…
Archives


