Home Left

ଲତା ମଙ୍ଗେସକରଙ୍କ ଗୀତରେ ଡ୍ୟାନ୍ସ କଲେ ପାକିସ୍ତାନୀ ଯୁବତୀ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ଭିନ୍ନ ସମ୍ପର୍କ ରହିଛି। ଯଦିଓ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ହୋଇ ରହିଛି କିନ୍ତୁ ଯେତେବେଳେ ସାଂସ୍କୃତିକ ପ୍ଲାଟ୍‌ଫର୍ମ କଥା ଆସେ, ଉଭୟ ଦେଶରେ ପରସ୍ପରର ଗୀତ, ସଙ୍ଗୀତ ଏବଂ ଫିଲ୍ମ ପସନ୍ଦ…

ଆଫ୍‌ତାବଙ୍କ ନାର୍କୋ ପରୀକ୍ଷା ହେବ

ନୂଆଦିଲ୍ଲୀ,୧୭।୧୧ : ଲିଭ୍‌-ଇନ୍‌-ପାର୍ଟନର ଶ୍ରଦ୍ଧା ଓ୍ବାଲକରଙ୍କୁ ହତ୍ୟା କରିବା ପରେ ଶରୀରକୁ ୩୫ ଖଣ୍ଡ କରି ଦିଲ୍ଲୀର ବିଭିନ୍ନ ସ୍ଥାନରେ ଫିଙ୍ଗିଥିବା ଅଭିଯୁକ୍ତ ଆଫତାବ୍‌ ପୁନାଓ୍ବାଲାଙ୍କ ନାର୍କୋ ଆନାଲିସିସ୍‌ ବା ଲାଇ ଡିଟେକ୍ଟର ପରୀକ୍ଷା ହୋଇପାରେ। ଏଥିପାଇଁ କୋର୍ଟ ଅନୁମତି ଦେଇଥିବା…

ରାତିର କୃତ୍ରିମ ଆଲୋକ ମଧୁମେହ ରୋଗୀଙ୍କ ପାଇଁ ଘାତକ

ଓ୍ବାଶିଂଟନ୍‌: ରାତିର କୃତ୍ରିମ ଆଲୋକ ମଧୁମେହ ଆକ୍ରାନ୍ତ ରୋଗୀଙ୍କ ବିପଦକୁ ବଢ଼ାଉଥିବା ଏକ ଅଧ୍ୟୟନ ରିପୋର୍ଟରୁ ପ୍ରକାଶ ପାଇଛି। ୟୁରୋପିଆନ୍‌ ଆସୋସିଏଶନ୍‌ ପକ୍ଷରୁ ପ୍ରକାଶିତ ଜର୍ନାଲରେ ଏ ସମ୍ପର୍କିତ ବିସ୍ତୃତ ବିବରଣୀ ଉଲ୍ଲଖ କରାଯାଇଛି। ରକ୍ତରେ ଥିବା ଗ୍ଲୁକୋଜ୍‌ ଲେଭଲ୍‌କୁ ପ୍ରଭବିତ…

ଗ୍ରାମୀ ୨୦୨୩: ବେୟୋନ୍ସ ସର୍ବାଧିକ ମନୋନୀତ

ନୂଆଦିଲ୍ଲୀ : ୨୦୨୩ ବର୍ଷ ଲାଗି ଗ୍ରାମୀ ପୁରସ୍କାର ନିମନ୍ତେ ମନୋନୟନ ତାଲିକା ପ୍ରକାଶ ପାଇଛି। ବେୟୋନ୍ସ ସର୍ବାଧିକ ମନୋନୀତ ଗାୟିକା ମାନ୍ୟତା ପାଇଛନ୍ତି। ଏହି ସେଲିବ୍ରିଟ୍‌ ସିଙ୍ଗରଙ୍କ ‘ବ୍ରେକ୍‌ ମାଇଁ ସୋଲ୍‌’ ସଙ୍ଗ୍‌ ଅଫ୍‌ ଦି ଇୟର ଭାବେ ମନୋନୀତ…

ରାଜ୍ୟରେ ପାରଦ ତଳମୁହାଁ: ୧୫ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ତଳକୁ ଖସିଛି। ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ଉପରେ ରହୁଥିବା ବେଳେ ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୦…

ଲଦାଖର ଜାମିଆ ମସଜିଦ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୬।୧୧: ଲଦାଖର ଡ୍ରାସସ୍ଥିତ ଜାମିଆ ମସଜିଦ୍‌ରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି। ଏନେଇ ଖବର ପାଇବା ପରେ ସେନା ଏବଂ ପୋଲିସ କର୍ମଚାରୀମାନେ ମିଶି ନିଆଁକୁ ଆୟତ୍ତ କରିଛନ୍ତି। ହେଲେ ନିଆଁରେ ମସଜିଦ୍‌ର ଅନେକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। ସାମ୍ନାକୁ ଆସିଥିବା…

ଥରିଲା ହିମାଚଳ ପ୍ରଦେଶ

କୁଲୁ,୧୬।୧୧: ହିମାଚଳ ପ୍ରଦେଶର କୁଲୁରେ ବୁଧବାର ରାତିରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୧ ରହିଥିବା ଜଣାପଡ଼ିଛି। ଭୂକମ୍ପକୁ ନେଇ ଲୋକେ ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ଏଯାବତ ଭୂକମ୍ପରେ କୌଣସି ଧନଜୀବନ ହାନିର…

ଟିଏମ୍‌ସି ଏମ୍‌ପିଙ୍କ ଗାଡି ଧକ୍କାରେ ଶିଶୁ ମୃତ

କୋଲକତା,୧୬।୧୧: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ଏମ୍‌ପିଙ୍କ କାର ଧକ୍କାରେ ଜଣେ ଚାରି ବର୍ଷର ଶିଶୁର ମୃତ୍ୟୁ ଘଟିଛି। ଏହି କାରଟି ତୃଣମୂଳ କଂଗ୍ରେସ ଏମ୍‌ପି ଅବୁ ତାହେର ଖାନଙ୍କର ବୋଲି ଜଣାପଡିଛି। ସେ ମୁର୍ସିଦାବାଦର ଏମ୍‌ପି ଅଛନ୍ତି। ଦୁର୍ଘଟଣା ପରେ ସେ ତୁରନ୍ତ…

ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ

କୋଲକାତା: ଡାକ୍ତରଖାନାରେ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଲୋକପ୍ରିୟ ବଙ୍ଗୀୟ ଅଭିନେତ୍ରୀ ଆଣ୍ଡ୍ରିଲା ଶର୍ମା। ତାଙ୍କୁ ହୃଦ୍‌ଘାତ ହୋଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଛି। ଏହି ଖବର ଶୁଣି ଆଣ୍ଡ୍ରିଲାଙ୍କ ପ୍ରଶଂସକ ତାଙ୍କର ଶୀଘ୍ର ଆରୋଗ୍ୟ…

ଖାଲକୁ ଖସିଲା କାର୍‌: ଚାଲିଗଲା ୮ ଜୀବନ

ଶ୍ରୀନଗର,୧୬।୧୧: ଜମ୍ମୁ-କଶ୍ମୀର କିଶ୍ୱତ୍‌ଓ୍ବାର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର ଗଭୀର ଖସିଯିବାରୁ ୮ ଜଣଙ୍କର ମୃତ୍ୟୁ ହୋଇଛି। କିଶ୍ୱତ୍‌ଓ୍ବାର ଡେପୁଟି କମିଶନର ଏହି ସୂଚନା ଦେଇଛନ୍ତି। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ସାମିଲ ଅଛନ୍ତି।…

‘ଦିନକ ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି’

ପ୍ରୟାଗରାଜ,୧୬।୧୧: ଦିନକ ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି ଜଣେ ବୃଦ୍ଧ। ଏପରି ଦାବି ସହ ସେ ପ୍ରୟାଗରାଜ ପୋଲିସ ଷ୍ଟେଶନ ବାହାରେ ଅନିର୍ଦ୍ଦିଷ୍ଟକାଳ ପାଇଁ ଧାରଣାରେ ବସିଛନ୍ତି। ରାଜ୍ୟରେ ଅନେକ ବ୍ୟବସ୍ଥାରେ ସୁଧାର ଆଣିବାର ଆବଶ୍ୟକତା ରହିଛି। ଯଦି ସେ…

ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବୁଧବାର ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ପାଠପଢ଼ାରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ବରସ୍ଥିତ ୟୁନିଟ୍‌ ୯ ସୁରଭିର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?