ଭାରରେ ବୁହା ହେଲେ ରୋଗୀ
ମହାକାଳପଡ଼ା,୧୫ା୮(ଡି.ଏନ୍.ଏ.): ଭାରତ ସ୍ବାଧୀନତା ଲାଭର ୭୫ ବର୍ଷ ପରେ ବି ଗ୍ରାମାଞ୍ଚଳର ଲୋକଙ୍କୁ ମୌଳିକ ସୁବିଧା ମିଳିନି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଚ୍ଛେଲା ପଞ୍ଚାୟତ ଶବରପଲ୍ଲୀ ଗାଁ ଜଙ୍ଗଲଘେରିକୁ ଭଲ ରାସ୍ତାଟିଏ ନାହିଁ। ଫଳରେ ଆମ୍ବୁଲାନ୍ସଟିଏ ଗାଁକୁ ଆସିପାରୁ ନ…
ଲୁଣାନଦୀରେ ବନ୍ୟା ଆଶଙ୍କା: ନଦୀକୂଳବାସୀ ଆତଙ୍କିତ
ଡେରାବିଶ, ୧୫ା୮(ସ୍ବ.ପ୍ର.): ଲଘୁଚାପଜନିତ ଲଗାଣ ବର୍ଷାରେ ମହାନଦୀ ସିଷ୍ଟମ୍ରେ ବନ୍ୟା ଆଶଙ୍କା ଦେଖାଦେଇଛି। ହୀରାକୁଦ ଡ୍ୟାମ୍ରୁ ଖୋଲାଯାଇଥିବା ୩୪ଟି ଗେଟ୍ ଯୋଗେ ପ୍ରବାହିତ ହେଉଥିବା ବନ୍ୟା ଜଳ ରବିବାର ସୁଦ୍ଧା ନରାଜଠାରେ ପହଞ୍ଚତ୍ଛି। ଏହି ବିନ୍ୟାଜଳ ନରାଜରୁ ନିଷ୍କାସନ ହେବା ପରେ…
ବ୍ୟାପକ ଅଞ୍ଚଳ ଜଳମଗ୍ନ
ଜଗତ୍ସିଂହପୁର ଅଫିସ/କୁଜଙ୍ଗ/ତିର୍ତ୍ତୋଲ/ବିରିଡ଼ି (ଡି.ଏନ୍.ଏ.), ୧୫ା୮: ଲଗାଣ ବର୍ଷା ଯୋଗୁ ଜିଲାର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଅନେକ ସ୍ଥାନରେ ଚାଷଜମି ଦେଖିଲେ ସମୁଦ୍ର ପରି ଅନୁଭୂତ ହେଉଛି। କିଛି ସ୍ଥାନରେ କଚ୍ଚା ଘର ଭାଙ୍ଗିଯିବାରୁ ଏହି ପରିବାରଗୁଡିକ ବହୁ ମାତ୍ରାରେ ପ୍ରଭାବିତ…
ବୈତରଣୀ, କାଣୀ ନଦୀରେ ବନ୍ୟା
ଯାଜପୁର ଅଫିସ/ଝୁମ୍ପୁରୀ (ଡି.ଏନ୍.ଏ.),୧୫ା୮: ଯାଜପୁର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଲଘୁଚାପଜନିତ ବର୍ଷା ଯୋଗୁ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀ ଫୁଲିବାରେ ଲାଗିଛି। ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ବୈତରଣୀ ନଦୀର ଆନନ୍ଦପୁରଠାରେ ବିପଦ ସଙ୍କେତ ୩୮.୩୬ ମିଟର…
ଭୁଶୁଡ଼ିଲା ଓଭରବ୍ରିଜ୍
କେନ୍ଦୁଝର,୧୫ା୮(ସ୍ବ.ପ୍ର.): ବହୁ କୋଟି ଟଙ୍କା ବ୍ୟୟରେ ନିର୍ମିତ ବ୍ରିଜ୍ଟି ବର୍ଷାରେ ଭୁଶୁଡ଼ି ପଡ଼ିଛି। ଫଳରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଲୋକେ। କବିତା ମେଡିକାଲ କଲେଜ ନିକଟ ରାସ୍ତାରେ ଥିବା ଓଭର ବ୍ରିଜ୍ଟି ରବିବାର ଭୁଶୁଡ଼ି ପଡ଼ିଥିଲା। ଫଳରେ ଏହାର ମାନକୁ ନେଇ…
ସ୍ବାଧୀନତା ସଂଗ୍ରାମୀ ସ୍ମାରକୀ ସ୍ତମ୍ଭ ଅବହେଳିତ
ଚଣ୍ଡିଖୋଲ,୧୫ା୮(ଡି.ଏନ.ଏ.): ସାରାଦେଶ ଏବେ ପାଳୁଛି ସ୍ବାଧୀନତାର ୭୫ତମ ଅମୃତ ମହୋତ୍ସବ। ଏଥିପାଇଁ ୩ ଦିନ ଧରି ପ୍ରତ୍ୟେକ ଘରେ ତ୍ରିରଙ୍ଗା ପତାକା ଉଡ଼ାଇବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ କରିଛନ୍ତି। ଯେଉଁମାନଙ୍କ ତ୍ୟାଗ ଓ ବଳିଦାନରେ ଦେଶ ସ୍ବାଧୀନତା ଲାଭ କରିଥିଲା ସେମାନଙ୍କୁ ସ୍ମରଣ…
‘ପାକିସ୍ତାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପରି ନାହାଁନ୍ତି ଅଲରାଉଣ୍ଡର’
ଇସ୍ଲାମାବାଦ,୧୫।୮: ଆଇପିଏଲ ୨୦୨୨ରେ ଆଘାତ ହେବାପରେ ହାର୍ଦ୍ଦିକ ପାଣ୍ଡ୍ୟା ଦମ୍ଦାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ବଡ଼ ଟୁର୍ନାମେଣ୍ଟରେ ଟିମ୍ ଇଣ୍ଡିଆର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଂଶ ହେବାକୁ ଯାଉଛନ୍ତି। ୨୭ ଅଗଷ୍ଟରୁ ୟୁଏଇରେ ଟି-୨୦ ଏସିଆ କପ୍ ଅନୁଷ୍ଠିତ ହେବାକୁ ଯାଉଛି। ଅଗଷ୍ଟ…
ମନ୍ନତରେ ତ୍ରିରଙ୍ଗା ଉଡାଇଲେ ଶାହରୁଖ
ସମଗ୍ର ଦେଶ ପାଳନ କରୁଛି ୭୬ ତମ ସ୍ବାଧୀନତା ଦିବସ। ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉତ୍ସବକୁ ଆଜାଦୀ କା ଅମୃତ ମହୋତ୍ସବ ଭାବେ ପାଳନ କରୁଛି ସାରା ଦେଶ। ଏଥିସହ ସାରା ଦେଶରେ ଜାରି ରହିଛି ହର ଘର…
ବିଶ୍ୱରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍
ଜାମାଇକା,୧୫।୮: ନ୍ୟୁଜିଲାଣ୍ଡ ଦଳର ଓପନର୍ ମାର୍ଟିନ ଗୁପ୍ତିଲ ଭାରତୀୟ କ୍ରିକେଟ ଦଳର ଓପନର୍ ରୋହିତ ଶର୍ମାଙ୍କୁ ପଛରେ ପକାଇ ଅନ୍ତର୍ଜାତୀୟ ଟି-୨୦ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚରେ ଗୁପ୍ତିଲ…
ଦେଶର ନାଁ ପରିବର୍ତ୍ତନ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କଲେ ଏହି କ୍ରିକେଟର୍ଙ୍କ ସ୍ତ୍ରୀ
ନୂଆଦିଲ୍ଲୀ,୧୫।୮: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାଁ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ସେ ଶାମିଙ୍କ ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେବେଠାରୁ ସେ ନିରନ୍ତର ବିବାଦରେ ରହିଆସୁଛନ୍ତି। ବର୍ତ୍ତମାନ ସେ ଦେଶର ନାମ ପରିବର୍ତ୍ତନ…
‘ଋକ୍-ବେଦ- ଶାକଲ ସଂହିତା’ ଓଡ଼ିଆ ସଂକଳନ ପ୍ରକାଶିତ
ଭୁବନେଶ୍ୱର, ୧୫।୮(ବ୍ୟୁରୋ): ବେଦ ହିଁ ଭାରତୀୟ ଧର୍ମ, ସଂସ୍କୃତି ଓ ଦର୍ଶନର ପ୍ରାଣ। ମାନବ ସମାଜର ଏହି ପ୍ରାଚୀନତମ ଗ୍ରନ୍ଥ ଦ୍ବାରା ମାନବୀୟ ପ୍ରଜ୍ଞାର ଉତ୍ତରୋତ୍ତର ଅଭିବୃଦ୍ଧି ଘଟିପାରିଛି। ବେଦ ଋକ୍, ସାମ, ଯଜୁ ଓ ଅଥର୍ବ ଚାରି ଭାଗରେ ବିଭକ୍ତ।…
୨୦୧୯ ପର୍ଯ୍ୟନ୍ତ ଅନାଦେୟ ଇ-ଚାଲାଣ ପ୍ରତ୍ୟାହାର
କଟକ ଅଫିସ,୧୫ା୮: ରାଜ୍ୟର ବିଭିନ୍ନ ଯାନ ଉପରେ ୨୦୧୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ଅନାଦେୟ ହୋଇ ପଡ଼ିରହିଥିବା ଇ-ଚାଲାଣଗୁଡ଼ିକୁ ପ୍ରତ୍ୟାହାର କରିନିଆଯାଇଛି। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି। ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ…
Archives


