Home Left

ଦେଶର ନାଁ ପରିବର୍ତ୍ତନ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାଁ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ସେ ଶାମିଙ୍କ ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେବେଠାରୁ ସେ ନିରନ୍ତର ବିବାଦରେ ରହିଆସୁଛନ୍ତି। ବର୍ତ୍ତମାନ ସେ ଦେଶର ନାମ ପରିବର୍ତ୍ତନ…

‘ଋକ୍‌-ବେଦ- ଶାକଲ ସଂହିତା’ ଓଡ଼ିଆ ସଂକଳନ ପ୍ରକାଶିତ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ବେଦ ହିଁ ଭାରତୀୟ ଧର୍ମ, ସଂସ୍କୃତି ଓ ଦର୍ଶନର ପ୍ରାଣ। ମାନବ ସମାଜର ଏହି ପ୍ରାଚୀନତମ ଗ୍ରନ୍ଥ ଦ୍ବାରା ମାନବୀୟ ପ୍ରଜ୍ଞାର ଉତ୍ତରୋତ୍ତର ଅଭିବୃଦ୍ଧି ଘଟିପାରିଛି। ବେଦ ଋକ୍‌, ସାମ, ଯଜୁ ଓ ଅଥର୍ବ ଚାରି ଭାଗରେ ବିଭକ୍ତ।…

୨୦୧୯ ପର୍ଯ୍ୟନ୍ତ ଅନାଦେୟ ଇ-ଚାଲାଣ ପ୍ରତ୍ୟାହାର

କଟକ ଅଫିସ,୧୫ା୮: ରାଜ୍ୟର ବିଭିନ୍ନ ଯାନ ଉପରେ ୨୦୧୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ଅନାଦେୟ ହୋଇ ପଡ଼ିରହିଥିବା ଇ-ଚାଲାଣଗୁଡ଼ିକୁ ପ୍ରତ୍ୟାହାର କରିନିଆଯାଇଛି। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି। ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ…

ସଂଗ୍ରାମୀଙ୍କ ଗାଁ ଅବହେଳିତ

ଖୋର୍ଦ୍ଧା ଅଫିସ,୧୫।୮: ‘ତୁମେ ରକ୍ତ ଦିଅ, ମୁଁ ତୁମକୁ ସ୍ବାଧୀନତା ଦେବି’ ସୁଭାଷ ବୋଷଙ୍କ ଏହି ଡାକରାରେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଚମ୍ପାଇଲୋ ଗ୍ରାମର ୨୦ରୁ ଊର୍ଦ୍ଧ୍ୱ ସଂଗ୍ରାମୀ ଆଜାଦ୍‌ ହିନ୍ଦ୍‌ ଫୌଜରେ ସାମିଲ ହୋଇଥିଲେ। ସେମାନେ ବ୍ରିଟିଶ ବିରୋଧରେ…

‘ସାମାଜିକ ମୂଲ୍ୟବୋଧ ବଜାୟ ରହୁ’

ସମାଜରୁ ନିଶା ଓ ହିଂସାର ବିଲୋପ ଘଟି ସାମାଜିକ ମୂଲ୍ୟବୋଧ ବଜାୟ ରହୁ। ମହାତ୍ମା ଗାନ୍ଧୀ, ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଭଳି ମହା ମନୀଷୀଙ୍କ ଆଦର୍ଶ ଓ ଚିନ୍ତାଧାରା ଏବେ ଯୁବପିଢ଼ିଙ୍କଠାରୁ ଦୂରେଇ ଯାଉଛି। ସମାଜରେ ମୂଲ୍ୟବୋଧ କ୍ରମଶଃ ଅବକ୍ଷୟମୁଖୀ ହେଉଥିବା…

ନବାବଙ୍କ ବିରୋଧରେ ମାନହାନୀ ମାମଲା ରୁଜୁ କଲେ ସମୀର

ମୁମ୍ବାଇ,୧୫।୮: ମୁମ୍ବାଇର ପୂର୍ବତନ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଅଧିକାରୀ ସମୀର ୱାଙ୍ଖେଡେ ଏନସିପି ନେତା ନବାବ ମଲିକଙ୍କ ବିରୋଧରେ ମାନହାନୀ ମୋକଦ୍ଦମା ଦାୟର କରିଛନ୍ତି। ମହାରାଷ୍ଟ୍ର ସାମାଜିକ ନ୍ୟାୟ ବିଭାଗର ମୁମ୍ବାଇ ଜିଲା ଜାତି ପ୍ରମାଣପତ୍ର ଯାଞ୍ଚ କମିଟିରୁ ଏକ…

ଦେଶପ୍ରେମର ଊର୍ଜା

ଈଶ୍ୱରଙ୍କ ଅମୃତ ସନ୍ତାନ କହିଲେ ସମଗ୍ର ମନୁଷ୍ୟ ସମାଜକୁ ଇଙ୍ଗିତ କରେ। ବିଶ୍ୱର ବିଭିନ୍ନ ଭୂଖଣ୍ଡରେ ଥିବା ମଣିଷ ସମାଜର ସାମଗ୍ରିକ ପ୍ରଚେଷ୍ଟାରେ ପ୍ରତ୍ୟେକ ଭୂଖଣ୍ଡଗୁଡ଼ିକ ଗୋଟିଏ ଗୋଟିଏ ସମୃଦ୍ଧ ରାଷ୍ଟ୍ରରେ ପରିଣତ ହୋଇଛି। ବିଭିନ୍ନ ଦେଶରେ ଜନ୍ମ ନେଇଥିବା ଅନେକ…

ଛତିଶଗଡ଼ କଥାରେ ଖୋଲିବନି ଫାଟକ: ମନ୍ତ୍ରୀ

ଭୁବନେଶ୍ବର,୧୫ା୮(ବ୍ୟୁରୋ): ମହାନଦୀକୁ ନେଇ ଏବେ ପୁଣି ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ମହାନଦୀରେ ଜଳସ୍ତର ବଢ଼ିବା କାରଣରୁ ଛତିଶଗଡ଼ ପଟେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିବା ବେଳେ ହୀରାକୁଦର ଅଧିକ ଫାଟକ ଖୋଲିବା ଲାଗି ଛତିଶଗଡ଼ ସରକାର…

ଓଡ଼ିଶାର ୪ ଫୁଟ୍‌ବଲ କୋଚ୍‌ ଉତ୍ତୀର୍ଣ୍ଣ

ଭୁବନେଶ୍ୱର,୧୫ା୮ (ସ୍ପୋଟର୍‌ସ ବ୍ୟୁରୋ): ସମ୍ମାନଜନକ ଏଏଫ୍‌ସି ‘ବି’ ଡିପ୍ଲୋମା ଫୁଟ୍‌ବଲ କୋଚିଂ ପାଠ୍ୟକ୍ରମରେ ଓଡ଼ିଶାର ୪ ଫୁଟ୍‌ବଲ କୋଚ୍‌ କୃତିତ୍ୱର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶାରୁ ୭ ସମେତ ସମଗ୍ର ଦେଶରୁ ୨୪ ଜଣ କୋଚ୍‌…

‘ଜାତୀୟ ପତାକା କେମିତି ଉତ୍ତୋଳନ କରାଯାଏ, ମୋତେ ଶିଖାଅ ନାହିଁ’

କୋଲକତା,୧୫।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ହର ଘର ତିରଙ୍ଗା’ ଅଭିଯାନକୁ ଟାର୍ଗେଟ କରିଛନ୍ତି। ସ୍ବାଧୀନତା ଦିବସ ଅବସରରେ ବେହେଲାଠାରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାଦିନରୁ ଜାତୀୟ ପତାକା ଉତ୍ତୋଳନ କରିଆସୁଛୁ। ଏଥିରେ…

ନାଟମଣ୍ଡପ ଉପରକୁ ଚଢ଼ିଗଲେ ଯୁବକ

ପୁରୀ ଅଫିସ,୧୫।୮: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ନେଇ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରବିବାର ଶ୍ରୀମନ୍ଦିର ନାଟମଣ୍ଡପ ଉପରିଭାଗ ତଥା ମଝିଦେଉଳ ଉପରକୁ ଜଣେ ଯୁବକ ଚଢ଼ିଯାଇଥିଲେ। ଚୂନରା ସେବାୟତ ଓ ଅଗ୍ନିଶମ ବାହିନୀର ମିଳିତ ଉଦ୍ୟମରେ ତାଙ୍କୁ ଉଦ୍ଧାର କରାଯାଇଛି।…

ଜଳ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀସ୍ତରୀୟ ଆଲୋଚନା ଜରୁରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ସମ୍ପ୍ରତି ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଛତିଶଗଡ଼ରେ ୪/୫ ଟି ଜିଲା ଜଳାର୍ଣ୍ଣବ ହେବା ସହ ଜନଜୀବନ ଗଭୀର ଭାବରେ ପ୍ରଭାବିତ ହୋଇଛି। ସେହିଭଳି ଓଡ଼ିଶାରେ ମଧ୍ୟ ବନ୍ୟା ଆସିଛି। ତେଣୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri