Home Left

ପରାଜୟକୁ ସଫଳତା ଭାବରେ ଗ୍ରହଣ କରି ଆଗକୁ ବଢିବାକୁ ପଡିବ: ପାଣ୍ଡ୍ୟା

ଅକଲାଣ୍ଡ,୧୬।୧୧: ଟି-୨୦ ବିଶ୍ୱକପରେ ଭାରତର ପ୍ରଦର୍ଶନକୁ ନେଇ ନିରାଶ ଭାରତୀୟ ଅଧିନାୟକ ତଥା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଏହି ସିରିଜ ଆରମ୍ଭ ପୂର୍ବରୁ ହାର୍ଦ୍ଦିକ କହିଛନ୍ତି, ବିଶ୍ୱକପ୍‌ ଭଳି ପ୍ରତିଯୋଗିତାରେ ସେମିଫାଇନାଲରୁ ବାଦ୍‌ ପଡିବା ନିହାତି ଦୁଃଖଦାୟକ। ଟିମ ଇଣ୍ଡିଆକୁ ପରାଜୟକୁ…

ନବୀନ ନିବାସ ଅଭିମୁଖେ ଅଲଚିକି ଶିକ୍ଷକଙ୍କ ପଦଯାତ୍ରା

ବାରିପଦା ଅଫିସ,୧୬।୧୧: ମୟୂରଭଞ୍ଜ ଜିଲାରେ ୧୫ ବର୍ଷ ଧରି ଦିନକୁ ଶହେ ଟଙ୍କା ମଜୁରି ପାଉଥିବା ଠିକା ନିଯୁକ୍ତି ଶିକ୍ଷକଙ୍କୁ ନିୟମିତ ଦାବି ନେଇ ୩୪ ଦିନ ଧାରଣାରେ ବସିବା ପରେ ବି ସରକାର କିମ୍ବା ପ୍ରଶାସନ କେହି ବୁଝିଲେନି। ଫଳରେ…

ଦାବି ପୂରଣ ନ ହେଲେ ଆନ୍ଦୋଳନ

ବାଲେଶ୍ୱର ଅଫିସ,୧୬।୧୧: ଓଡ଼ିଶା ଅମଲା ସଂଘର ବାଲେଶ୍ୱର ଶାଖା ପକ୍ଷରୁ କନିଷ୍ଠ ସହାୟକମାନଙ୍କ ଯୋଗ୍ୟତା ଭିତ୍ତିକ ଦରମା ଓ ଗ୍ରେଡ୍‌ ପେ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଜରିଆରେ ମଙ୍ଗଳବାର ପ୍ରଦାନ…

ଭାରତ ‘ଡି’ ଦଳରେ ଓଡ଼ିଶାର ପ୍ରିୟଙ୍କା

ଭୁବନେଶ୍ୱର, ୧୬ା୧୧(କ୍ରୀଡ଼ା ପ୍ରତିନିଧି): ୨୦୨୨ ଚ୍ୟାଲେଞ୍ଜର ଟ୍ରଫି ମହିଳା କ୍ରିକେଟ ପାଇଁ ମଙ୍ଗଳବାର ୪ଟି ଦଳ ଘୋଷଣା କରାଯାଇଛି। ଭାରତ ‘ଡି’ ଦଳରେ ଓଡ଼ିଶାର ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ଥାନ ପାଇଛନ୍ତି। ଗଞ୍ଜାମ ହିଞ୍ଜିଳିକାଟୁର ପ୍ରିୟଙ୍କା ସମ୍ପ୍ରତି ଇନ୍ଦିରା ମଇଦାନସ୍ଥିତ ଜାଗୃତି କ୍ରିକେଟ…

ଦାରିଙ୍ଗବାଡିରେ ବଢୁଛି ଶୀତ, ସର୍ବନିମ୍ନ ତାପମାତ୍ରା ୧୦.୫%

ଦାରିଙ୍ଗବାଡି,୧୬।୧୧(ଡି.ଏନ.ଏ ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା ଶୀତ ବଢିବାରେ ଲାଗିଛି। ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଛି। ଏହି କ୍ରମରେ ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବୃଦ୍ଧି ପାଇଛି। ବୁଧବାର ସକାଳ ସମୟରେ ସର୍ବନିମ୍ନ ୧୦.୫ଡିଗ୍ରୀ ତାପମାତ୍ରା…

ଅନ୍ତିମ ଦିବସରେ ଓଡ଼ିଶାକୁ ୩ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୬ା୧୧(ସ୍ପୋଟର୍‌ସ ବ୍ୟୁରୋ): ଆସାମର ଗୁଆହାଟୀଠାରେ ଚାଲିଥିବା ୩୭ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ୨୦୨୨ର ଅନ୍ତିମ ଦିବସରେ ଓଡ଼ିଶା ୩ ସ୍ବର୍ଣ୍ଣ ପଦକ ହାସଲ କରିଛି। ମଙ୍ଗଳବାର ୧୮ବର୍ଷ ବୟସ ବର୍ଗ ୮୦୦ ମିଟର ଦୌଡ଼ ରେସ୍‌ରେ ଓଡ଼ିଶାର ଲକ୍ଷ୍ମୀପ୍ରିୟା…

ବିବାଦୀୟ କାଷ୍ଟିଲୋ

ଇକ୍ୱେଡର ଏହାର ଚତୁର୍ଥ ଫିଫା ଫୁଟ୍‌ବଲ ବିଶ୍ୱକପ୍‌ ଖେଳିବାକୁ ଯାଉଛି। ସୋମବାର ସନ୍ଧ୍ୟା ଦଳ ଘୋଷଣା କରିବାର ଶେଷ ସମୟ ରହିଥିଲା। ବିବାଦକୁ ଏଡାଇବାକୁ ଯାଇ କୋଚ୍‌ ଗୁସ୍ତାଭୋ ଅଲ୍‌ଫାରୋ ଡିଫେଣ୍ଡର ବାଇରନ କାଷ୍ଟଲୋଙ୍କୁ ତାଙ୍କ ଦଳରୁ ବାଦ୍‌ ଦେଇଛନ୍ତି। ମାର୍ଚ୍ଚରେ…

ରାସ୍ତା ମଝିରେ ଶିଶୁଙ୍କୁ ପାଠ ପଢ଼ାଇଲେ,ଖାଦ୍ୟ ଦେଲେ

ଭୋଗରାଇ,୧୬।୧୧(ଡି.ଏନ.ଏ.): ଅଙ୍ଗନୱାଡିି କର୍ମୀ ଶିଶୁମାନଙ୍କୁ ନେଇ ସ୍କୁଲ ସମ୍ମୁଖ ରାସ୍ତା ମଝିରେ ପାଠ ପଢ଼ାଇବା ଏବଂ ସେଠାରେ ସେମାନଙ୍କୁ ମଧ୍ୟାହ୍ନଭୋଜନ ଖାଇବାକୁ ଦେବା ଚର୍ଚ୍ଚାର ବିଷୟ ହୋଇଛି। ଏଭଳି ଏକ ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଶୁଭନନ୍ଦୀପୁର…

ଅମିତ ରୋହିଦାସ ଉପଅଧିନାୟକ

ନୂଆଦିଲ୍ଲୀ,୧୬ା୧୧(ପି.ଟି): ଅଷ୍ଟ୍ରେଲିଆ ଗସ୍ତ ପାଇଁ ୨୩ ଜଣିଆ ପୁରୁଷ ଦଳ ଘୋଷଣା କରିଛି ହକି ଇଣ୍ଡିଆ। ଡ୍ରାଗ ଫ୍ଲିକର ହରମନ୍‌ପ୍ରୀତ ସିଂଙ୍କ ନେତୃତ୍ୱରେ ମଙ୍ଗଳବାର ଦଳ ଘୋଷଣା ହୋଇଥିବା ବେଳେ ଦୁଇ ଜଣ ଓଡ଼ିଆ ଖେଳାଳିଙ୍କୁ ସାମିଲ କରାଯାଇଛି। ଡିଫେଣ୍ଡର ଅମିତ…

ଏସ୍‌ଏଫ୍‌ଟିର ବିଜେତାଙ୍କୁ ଆକର୍ଷଣୀୟ ପୁରସ୍କାର

ନୂଆଦିଲ୍ଲୀ,୧୬ା୧୧: ସାମ୍‌ସଙ୍ଗ୍‌ର ସଲ୍‌ଭ ଫର୍‌ ଟୁମରୋ (ଏସ୍‌ଏଫ୍‌ଟି)ର ଉଦ୍‌ଘାଟନୀ ସଂସ୍କରଣର ଶୀର୍ଷ ୩ଜଣଙ୍କ ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଏପରିକି ୩ ବିଜେତା ଟିମ୍‌ ଯଥା ସ୍ପୁଟନିକ ବ୍ରେନ୍‌, ଉଡାନ ଏବଂ ଆଲ୍‌ଫା ମନିଟର ସମୁଦାୟ ୧ କୋଟି ଟଙ୍କାର ଅନୁଦାନ…

ଲକ୍ସ କୋଜି ବଏଜ୍‌ର ସମ୍ପ୍ରସାରଣ

ଭୁବନେଶ୍ୱର,୧୬ା୧୧: ଦେଶର ପ୍ରମୁଖ ପୋଷାକ ଉଦ୍ୟୋଗ ଲକ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ (ଏଲ୍‌ଆଇଏଲ୍‌)ର କିଡ୍ସ ଇନର ଓ୍ବେୟର ରେଞ୍ଜ ଲକ୍ସ କୋଜି ବଏଜ୍‌ର ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ୧୦୦ରୁ ଅଧିକ ଉପତ୍ାଦକୁ ୧୪ ଟି ପ୍ରମୁଖ ବ୍ରାଣ୍ଡ୍‌ରେ ପ୍ରସ୍ତୁତ…

କେନ୍ଦୁଝରରେ ଭୋଲ୍ଟାସ୍‌ର ବ୍ରାଣ୍ଡ୍‌ ଶପ୍‌

କେନ୍ଦୁଝର,୧୬ା୧୧: ଦେଶର ପ୍ରମୁଖ ଇଲେକ୍ଟ୍ରୋନିକ୍ସ ଉତ୍ପାଦକ କମ୍ପାନୀ ଭୋଲ୍ଟାସ୍‌ର ଆଉ ଏକ ବ୍ରାଣ୍ଡ୍‌ ଶପ୍‌ ଓଡ଼ିଶା ବଜାରରେ ଶୁଭାରମ୍ଭ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ‘ଅମ୍ବିକା ହୋମ୍‌ ଆପ୍ଲିଆନ୍ସ’ ଜରିଆରେ ମଙ୍ଗଳବାର କେନ୍ଦୁଝର ସହର ଥାନା ଛକ (ରତନ ଟାଓ୍ବାର)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?