Home Left

ବିଭାଜନ ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ମୋଦି-ଶାହା

ନୂଆଦିଲ୍ଲୀ,୧୪ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ‘ବିଭାଜନ ବିଭିଷିକା ସ୍ମୃତି ଦିବସ’ ଅବସରେ ଦେଶର ବିଭାଜନ ସମୟରେ ମୃତ୍ୟୁ ହୋଇଥିବା ସମସ୍ତ ନାଗରିକଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ଏହାସହ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମସ୍ତ ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳୀ…

‘ହର୍‌ ଘର ତ୍ରିରଙ୍ଗା’ ରାଲିର ଶୁଭାରମ୍ଭ କଲେ ଖିଲାଡିବୟ

ମୁମ୍ବାଇ: ସ୍ବାଧୀନତା ଦିବସ ପୂର୍ବରୁ ଅକ୍ଷୟ କୁମାର ଡେପୁଟି ସିଏମ୍‌ ଦେବେନ୍ଦ୍ର ଫଡ୍‌ନାବିସ୍‌ଙ୍କ ସହ ମୁମ୍ବାଇରେ ପୋଲିସ କର୍ମଚାରୀଙ୍କ ପାଇଁ ୧୦ କିଲୋମିଟର ଦୌଡ଼କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଭାରତ ସ୍ବାଧୀନତାର ୭୫ ତମ ବର୍ଷ ପାଳନ ପାଇଁ ମେରାଇଭ୍‌…

ନରଓ୍ବେ

ୟୁରୋପ ମହାଦେଶର ଉତ୍ତର ଭାଗରେ ଥିବା ଏକ ଦେଶ ହେଉଛି ନରଓ୍ବେ। ଜାଣିବା ଏହି ଦେଶ ସମ୍ପର୍କରେ କିଛି ରୋଚକ ତଥ୍ୟ… ଏହି ଦେଶର ଉତ୍ତର ଭାଗରେ ଶୀତଋତୁରେ ଆଦୌ ସୂର୍ଯ୍ୟୋଦୟ ହେଉ ନ ଥିବା ବେଳେ ଗ୍ରୀଷ୍ମଋତୁରେ ସୂର୍ଯ୍ୟାସ୍ତ ହୋଇ…

ଆଜିର ଦିନରେ ଦୁଇଭାଗ ହୋଇଥିଲା ଦେଶ; ଲୁହରେ ଭିଜିଥିଲା ଭାରତ ମା’ର ପଣତ

ଭାରତ ଇତିହାସରେ ଅଗଷ୍ଟ ୧୪ ତାରିଖକୁ ଲୁହରେ ଲେଖାଯାଇଛି। କାରଣ ଏହି ଦିନ ଦେଶ ବିଭାଜିତ ହୋଇଥିଲା। ୧୯୪୭ ଅଗଷ୍ଟ ୧୪ରେ ପାକିସ୍ତାନ ଏବଂ ୧୯୪୭ ଅଗଷ୍ଟ ୧୫ରେ ଭାରତ ଏକ ପୃଥକ ରାଷ୍ଟ୍ର ଘୋଷିତ ହୋଇଥିଲା। ଏହା କେବଳ ଦେଶର…

ସୁନ୍ଦରଗଡ଼-ଝାରସୁଗୁଡ଼ା ଯୋଗାଯୋଗ ବିଚ୍ଛିନ୍ନ

ହେମଗିରି,୧୪ା୮(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ତୁହାକୁ ତୁହା ଲଗାଣବର୍ଷା ଜନଜୀବନ ଅସ୍ତବ୍ୟସ୍ତ କରିଥିବା ବେଳେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲାକୁ ସଂଯୋଗ କରୁଥିବା ଚାଉରିମହୁଲ ବ୍ରିଜ ଉପରେ ପ୍ରାୟ ୨ରୁ ୩ ଫୁଟ…

ପୁଣି ଭାରତକୁ ପ୍ରଶଂସା କଲେ ଇମ୍ରାନ: କହିଲେ,କାହା ଆଗରେ ନଇଁପଡେ ନାହିଁ ଭାରତ

ଇସଲାମାବାଦ,୧୪।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣିଥରେ ଭାରତର ସ୍ବାଧୀନ ବୈଦେଶିକ ନୀତିକୁ ପ୍ରଶଂସା କରିଛନ୍ତି। ଲାହୋରରେ ଆୟୋଜିତ ଏକ ରାଲିରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ଏକ ଭିଡିଓ ଦେଖାଇ ଭାରତକୁ ପ୍ରଶଂସା କରିଥିଲେ। ରୁଷିଆରୁ…

ବଡ ସଫଳତା: ଅସ୍ତ୍ରଶସ୍ତ୍ର ସହ ୪ ଆତଙ୍କବାଦୀଙ୍କୁ ଗିରଫ କଲା ପଞ୍ଜାବ ପୋଲିସ

ଚଣ୍ଡିଗଡ଼,୧୪ ।୮: ସ୍ୱାଧିନତା ଦିବସ ପୂର୍ବରୁ ପଞ୍ଜାବ ପୋଲିସ ଦିଲ୍ଲୀ ପୋଲିସ ସହୟତାରେ ପାକିସ୍ତାନ ଆଇଏସ ସମର୍ଥିତ ଆତଙ୍କ ମଡୁଲ ଉପରୁ ପରଦା ଉଠାଇଛି । ପଞ୍ଜାବ ପୋଲିସ କାନାଡା ସ୍ଥିତ ଉର୍ଶ ଡଲ୍ଲା ଓ ଅଷ୍ଟ୍ରେଲିଆ ସ୍ଥିତ ଗୁରଜଂଟ ସିଂଙ୍କ…

ରାସ୍ତାରେ ପଡ଼ିଲା ଗଛ, ଅଟକି ରହିଲା ଗାଡ଼ି

ପାଟଣା,୧୪।୮(ସ୍ବ.ପ୍ର.): ଲଗାଣ ବର୍ଷାରେ ୨୨୦ ନମ୍ବର ଜାତୀୟ ରାଜପଥ ପାଟଣା- କରଞ୍ଜିଆ ରାସ୍ତାର ସାହାରପଡ଼ା ଉଦୟପୁର ଛକ ନିକଟରେ ଏକ ଗଛ ପଡ଼ିଯାଇଛି। ଗଛଟି ଶନିବାର ବିଳମ୍ବିତ ରାତିରେ ରାସ୍ତା ଉପରେ ପଡ଼ିଥିବାରୁ ଅଳ୍ପ ସମୟ ପାଇଁ ଗାଡ଼ି ଚଳାଚଳରେ ବାଧା…

ଶପିଂ କରୁଥିଲେ

ବର୍ତ୍ତମାନ ସମସ୍ତ ଦୋକାନ ବଜାର ଖୋଲା। ନା ଅଛି କରୋନା କଟକଣା, ନା ଅଛି ସନ୍ଧ୍ୟା ପୂର୍ବରୁ ଦୋକାନ ବନ୍ଦ ହୋଇଯିବାର ଟେନ୍‌ସନ୍‌। ତେଣୁ ସବୁଠି ଗ୍ରାହକଙ୍କ ଭିଡ଼ ଜମୁଛି। ହେଲେ ଏବେ ବି କରୋନା ସଙ୍କଟ ସମ୍ପୂର୍ଣ୍ଣ ଦୂର ହୋଇ…

ଆଜାଦୀର ମହୋତ୍ସବ

ଆସନ୍ତାକାଲି ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ପାଳନ ହେବ ଆଜାଦୀର ଅମୃତ ମହୋତ୍ସବ। ଦେଶର ପ୍ରତିଟି ଘରେ ଫରଫର ହୋଇ ଉଡ଼ିବ ତ୍ରିରଙ୍ଗା । ତେବେ ଏହି ବିଶେଷ ଦିବସକୁ ସ୍ମରଣୀୟ କରିବା ଲାଗି ଭାରତବର୍ଷର ବିଭିନ୍ନ ସ୍ଥାନରେ…

ଲଗାଣ ବର୍ଷାରେ ରେଳ ଲାଇନ୍‌ରେ ଖସିଲା ମାଟି ଅତଡ଼ା

ରାୟଗଡା ଅଫିସ,୧୪।୮: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ୁଛି । ତେବେ ରାୟଗଡ଼ା ଜିଲାରେ ଲଗାଣ ବର୍ଷା ପ୍ରଭାବରେ କେଆର୍‌ ରେଳ ଲାଇନ୍‌ ଉପରେ ମାଟି ଅତଡ଼ା ଖସି…

‘ବେବିମୁନ’ ଉପଭୋଗ କରୁଛନ୍ତି ଆଲିଆ

ବି ଟାଉନ୍‌ରେ ରଣବୀର କପୁର ଏବଂ ଆଲିଆ ଭଟ୍ଟ ପାଓ୍ବାରଫୁଲ ଯୋଡି ଭାବେ ଜଣାଶୁଣା। ଖୁବ ଶୀଘ୍ର ଉଭୟ ନିଜର ପ୍ରଥମ ସନ୍ତାନକୁ ଏହି ଦୁନିଆକୁ ସ୍ବାଗତ କରିବାକୁ ଯାଉଛନ୍ତି। ଏନେଇ ଦୁହେଁ ବେଶ ଖୁସି ଅଛନ୍ତି। ଏବେ ‘ରାଲିଆ’ ବେବିମୁନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri