Home Left

ରସ୍‌ ଟେଲରଙ୍କୁ ଚାପୁଡ଼ା ମାରିଥିଲେ ରାଜସ୍ଥାନ ରୟାଲ୍ସ ମାଲିକ

ନୂଆଦିଲ୍ଳୀ,୧୪।୮: ନ୍ୟୁଜିଲାଣ୍ଡର ରସ୍‌ ଟେଲରଙ୍କ ବହିକୁ ନେଇ ଗୋଟିଏ ପରେ ଗୋଟିଏ ନୂଆ ବିବାଦ ଦେଖିବାକୁ ମିଳୁଛି। ପ୍ରଥମେ ନ୍ୟୁଜିଲାଣ୍ଡ କ୍ରିକେଟରେ ବର୍ଣ୍ଣବୈଷମ୍ୟବାଦ ନେଇ ନିଜ ଆତ୍ମଜୀବନୀରେ ଉଲ୍ଲେଖ କରିଥିବାବେଳେ ବର୍ତ୍ତମାନ ଆଉ ଏକ ବିବାଦ ସୃଷ୍ଟି କରିଛନ୍ତି। ୨୦୧୧ରେ ରାଜସ୍ଥାନ…

ବଦଳୁଛି ବିଦ୍ୟାଳୟ ରୂପ, ବଦଳୁନି ଶିକ୍ଷା ବ୍ୟବସ୍ଥା

ସୁନାବେଡ଼ା,୧୪ ।୮(ସ୍ବ.ପ୍ର.): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର ଶିକ୍ଷା ଓ ଶିକ୍ଷାଦାନ ମାନ ବଦଳୁନି। କୋରାପୁଟ ବ୍ଲକ ଅଧୀନରେ ଥିବା ପଦ୍ମପୁର ଗ୍ରାମପଞ୍ଚାୟତର ନିଘାମାନିଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରେ ଏପରି ଦେଖିବାକୁ…

ବର୍ଷାରେ ଭାସିଗଲା ପୋଲ, ଗ୍ରାମବାସୀ ଜଳବନ୍ଦୀ

ଫୁଲବାଣୀ ଅଫିସ, ୧୪।୮: ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ କନ୍ଧମାଳ ଜିଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ା ଚକାପାଦ ବ୍ଲକ ରାଇପଦା-ଜୁଇଖୋଲ ଗ୍ରାମକୁ ସଂଯୋଗ କରୁଥିବା ବୃତଙ୍ଗ ନଦୀର କାଠ ପୋଲ ଭାସିଯାଇଛି। ଫଳରେ ଯୋଗାଯୋଗ ସଂପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି।…

‘୨୦୨୩ ସୁଦ୍ଧା କାନପୁର ଜଳସେଚନ ପ୍ରକଳ୍ପ ଶେଷ କର’

କେନ୍ଦୁଝର, ୧୪ ।୮ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାକୁ ୨ ଦିନିଆ ଗସ୍ତରେ ଆସି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କାନପୁର ଜଳସେଚନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ। ଜିଲାପାଳ ଆଶିଷ ଠାକ୍‌ରେ ଜଳସେଚନ ବିଭାଗ ବରିଷ୍ଠ ଯନ୍ତ୍ରୀ…

ଜଳ ନିଷ୍କାସନ ହେଉନି: ଚିନ୍ତାରେ ପଞ୍ଚାୟତବାସୀ

ରଘୁନାଥପୁର, ୧୪ ।୮(ଡି.ଏନ୍‌.ଏ.): ଲଘୁଚାପଜନିତ ଲଗାଣ ବର୍ଷା ଫଳରେ ରଘୁନାଥପୁର ବ୍ଲକ ରାଢ଼ଙ୍ଗ ପଞ୍ଚାୟତବାସୀଙ୍କ ଚିନ୍ତା ବଢ଼ିଯାଇଛି। ଜଳ ନିଷ୍କାସନରେ ସମସ୍ୟା ଯୋଗୁ ଉପରମୁଣ୍ଡରୁ ବର୍ଷାପାଣି ଗଡ଼ି ଏହି ସ୍ଥାନରେ ଜମାହୋଇ ରହୁଛି। ଫଳରେ ରାଢ଼ଙ୍ଗ ଓ ଜିରା ଗ୍ରାମର ଚାଷଜମିରେ…

ଆଜି ରାଜ୍ୟରେ ୪୮୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ରବିବାର ୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୧୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୮୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୦୨ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ଅନୁପ୍ରବେଶ ରୋକିବାକୁ ହାଇଆଲର୍ଟ

କେନ୍ଦ୍ରାପଡ଼ା ଅଫିସ, ୧୪ ।୮: ସୋମବାର ସ୍ବାଧୀନତା ଦିବସ ା ୭୫ତମ ସ୍ବାଧୀନତା ଦିବସ ପୂର୍ତ୍ତି ପାଇଁ ଦେଶ ଆଜାଦୀ କୀ ଅମୃତ ମହୋତ୍ସବ ପାଳନ କରୁଛି ା ଏହି ସମୟରେ ଦେଶରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ସମ୍ଭାବନା ଥିବାରୁ କେନ୍ଦ୍ର…

‘ପୋଲିସ ମିତ୍ର’ଙ୍କ ଭାଇ ବ୍ରାଉନସୁଗାର ବେପାରୀ

ଭୁବନେଶ୍ୱର,୧୪ ।୮(ବ୍ୟୁରୋ): ବ୍ରାଉନ୍‌ସୁଗର କାରବାର ଅଭିଯୋଗରେ ଶନିବାର ଭୁବନେଶ୍ୱର ରେଞ୍ଜ୍‌ର ଅବକାରୀ ଟିମ୍‌ କ୍ୟାପିଟାଲ ଥାନା ଅନ୍ତର୍ଗତ କେଦାରପଲ୍ଲୀ ବସ୍ତିରେ ଚଢ଼ାଉ କରି ‘ପୋଲିସ ମିତ୍ର’ ସହଦେବ ନାୟକଙ୍କ ବଡ଼ଭାଇଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଟୁନା ନାୟକ(୩୫)। ତାଙ୍କଠାରୁ…

ଖାଦ୍ୟରେ ତ୍ରିରଙ୍ଗା

ଭୁବନେଶ୍ୱର,୧୪ ।୮(ବ୍ୟୁରୋ): ସ୍ବାଧୀନତାର ୭୫ବର୍ଷ ଉପଲକ୍ଷେ ‘ଆଜାଦୀ କା ଅମୃତ ମହୋତ୍ସବ’ ଅବସରରେ ‘ହର୍‌ ଘର୍‌ ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏନେଇ ରାଜଧାନୀର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ସହର ସାରା ତ୍ରିରଙ୍ଗାମୟ ହୋଇଥିବାବେଳେ ଖାଦ୍ୟରେ ମଧ୍ୟ…

ରାଜ୍ୟ ସରକାର ଦୁର୍ନୀତିର ବଟବୃକ୍ଷ : ଭାଜପା

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ପରିବାରବାଦ, ତୁଷ୍ଟୀକରଣ ଓ ଭ୍ରଷ୍ଟାଚାର ବିରୋଧରେ କେନ୍ଦ୍ରରେ ମୋଦି ସରକାର ଗତ ୮ ବର୍ଷ ଭିତରେ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ସହିତ ଅନେକ ଗରିବ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି। କିନ୍ତୁ ଓଡ଼ିଶାବାସୀଙ୍କୁ ସ୍ବଚ୍ଛ, ଦୁର୍ନୀତିମୁକ୍ତ ଏବଂ ଲୋକାଭିମୁଖୀ…

ଏପରି ସ୍ତ୍ରୀ ଥିଲେ ହେବେ ଭାଗ୍ୟବାନ

ସୁଖ ଶାନ୍ତିରେ ରହିବା ପାଇଁ ମଣିଷ ଅନେକ କିଛି ଆଶା କରିଥାଏ। ମାତ୍ର ଯଦି ଭଲ ଏବଂ ଖରାପର ଚିହ୍ନିବାକୁ କୌଣସି ଜ୍ଞାନ ନାହିଁ, ତେବେ ଏସବୁ ସତ୍ତ୍ୱେ ମଣିଷ ଖୁସିରେ ରୁହେ ନାହିଁ। ଚାଣକ୍ୟ ତାଙ୍କ ଶ୍ଳୋକ ମାଧ୍ୟମରେ ଏପରି…

ବୋମା କଥା ଶୁଣି ଦୌଡ଼ିଲେ ଯାତ୍ରୀ

ଭୁବନେଶ୍ୱର,(ବ୍ୟୁରୋ)୧୪ ।୮: ସମୟ ଅପରାହ୍ନ ପ୍ରାୟ ସାଢେ ୪ଟା। ହଠାତ୍‌ ଭୁବନେଶ୍ୱର ରେଳଷ୍ଟେଶନର ପ୍ଲାଟ ଫର୍ମ ନଂ.୧ରେ ଏକ ବ୍ୟାଗ୍‌ରେ ବୋମା ଥିବା ପ୍ରଚାର ହେଲା। ଏହା ଶୁଣି ଲୋକେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ପ୍ଲାଟଫର୍ମ ଭିତରକୁ ଜିଆର୍‌ପି ଥାନା ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri