ମହାପ୍ରଭୁଙ୍କ ସରିଲା ଝୁଲଣ ଯାତ୍ରା
ପୁରୀ ଅଫିସ,୧୪ ।୮: ଶ୍ରାବଣ ଶୁକ୍ଳ ଦଶମୀ ତିଥିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଝୁଲଣଯାତ୍ରା ଭାଦ୍ରବ ମାସ କୃଷ୍ଣ ପ୍ରତିପଦା ତିଥି ଶନିବାର ଶେଷ ହୋଇଛି। ପ୍ରତିଦିନ ପରି ଝୁଲଣର ଶେଷ ଦିନରେ ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ପରେ ମହାପ୍ରଭୁଙ୍କ ଆଜ୍ଞାମାଳ…
ଭଡ଼ାରେ ଲାଗୁଛି ଶରଧାବାଲି
ପୁରୀ ଅଫିସ,୧୪ ।୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ଆସିଲେ, ମନକୁ ଚାଲି ଆସେ ଶରଧାବାଲି। ଶ୍ରୀମନ୍ଦିର, ମହୋଦଧି ଓ ତୀର୍ଥ ପୁଷ୍କରିଣୀ ଭଳି ଶ୍ରୀଜଗନ୍ନାଥ ପରମ୍ପରାରେ ଶରଧାବାଲିର ମହତ୍ତ୍ବ ଓ ପ୍ରସିଦ୍ଧି ମଧ୍ୟ ସର୍ବଦା ସ୍ବତନ୍ତ୍ର। ହେଲେ ପୁରୀ ଶରଧାବାଲି ଏବେ…
ରାସ୍ତା ବୁଡ଼ିଲା, ଘରେ ପଶିଲା ପାଣି
ଖୋର୍ଦ୍ଧା ଅଫିସ,୧୪ ।୮: ଖୋର୍ଦ୍ଧା ସହରର ବିପର୍ଯ୍ୟସ୍ତ ଡ୍ରେନେଜ୍ ବ୍ୟବସ୍ଥା ସ୍ଥାନୀୟ ଲୋକଙ୍କ ପାଇଁ ସମସ୍ୟା ବଢ଼ାଉଛି। ଅଧିକାଂଶ ଡ୍ରେନ୍ ପୋତି ହୋଇଥିବା ବେଳେ ଅନେକ ସ୍ଥାନରେ ଜବରଦଖଲରେ ରହିଛି। ଲଘୁଚାପଜନିତ ବର୍ଷା ଯୋଗୁ ନୟାଗଡ଼ ରାସ୍ତା, ନୂଆ ବସ୍ଷ୍ଟାଣ୍ଡ ରୋଡ୍,…
ସୁଶୀଲ ସାହୁ, ସିଦ୍ଧି ସମୃଦ୍ଧିଙ୍କୁ ସୁରଜ ପୁରସ୍କାର
ଭୁବନେଶ୍ୱର/ଛତ୍ରପୁର, ୧୪ ।୮(ଡି.ଏନ୍.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳ ଆଲାଡ଼ି ଗ୍ରାମର ସ୍ବର୍ଗତ ସୁଶୀଲ ସାହୁ ଓ ଗୋପାଳପୁରସ୍ଥିତ କନିଷି ବ୍ଲକ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ମରଣୋତ୍ତର ଭାବେ ‘ସୁରଜ ପୁରସ୍କାର’…
ରୋଷେଇ କରି ରେକର୍ଡ
କେନ୍ଦୁଝର, ୧୪ ।୮: ଖାଦ୍ୟ ବିଶ୍ୱକୁ ଗୋଟିଏ ଥାଳିରେ ବାନ୍ଧି ରଖିଥାଏ। ଏଭଳି ଚିନ୍ତା ରଖି ପିଲାଦିନରୁ ରୋଷେଇ ପ୍ରତି ଆକୃଷ୍ଟ ହୋଇଥିବା କେନ୍ଦୁଝରର ଝିଅ ବୁସ୍ରା ସଲିମ ଦୀର୍ଘ ଘଣ୍ଟା ଧରି ରୋଷେଇ କରି ବିଶ୍ୱ ରେକର୍ଡ କରି ରାଜ୍ୟ…
ସଞ୍ଜୟ ରାଉତ, ନୱାବ ମଲିକଙ୍କ ସମେତ ଏମଭିଏ ମେଣ୍ଟର ୩ ବଡ ନେତା ଜେଲରେ
ମୁମ୍ବାଇ,୧୪ ।୮: ଏନସିପି ନେତା ଅନିଲ ଦେଶମୁଖ ଓ ନୱାବ ମଲିକଙ୍କ ପରେ ଏବେ ଶିବସେନା ନେତା ସଞ୍ଜୟ ରାଉତଙ୍କ ନୂଆ ଠିକଣା ମୁମ୍ବାଇର ଆର୍ଥର ରୋଡ ଜେଲ ହୋଇଯାଇଛି । ଏହି ୩ ବଡ ବଡ ନେତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)…
୩୦ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କଲା ମିଶନ ଶକ୍ତି
ଭୁବନେଶ୍ୱର,୧୪ ।୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ହର୍ ଘର୍ ତ୍ରିରଙ୍ଗା ଅଭିଯାନ ଜୋରଦାର ହେବାରେ ଲାଗିଛି। ଅଗଷ୍ଟ ୧୩ରୁ ୧୫ ମଧ୍ୟରେ ସମସ୍ତ ଘର ଏବଂ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଉଛି। ଶନିବାର ମିଶନ…
‘ଜନକଲ୍ୟାଣରେ ଭାଗୀଦାର ହେଉ ଏନ୍ଆଇଟି’
ରାଉରକେଲା ଅଫିସ,୧୪ ।୮: ରାଉରକେଲା ସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍ଆଇଟି)ର ୧୯ତମ ସମାବର୍ତ୍ତନ ଉତ୍ସବ ଶନିବାର ଭୁବନେଶ୍ୱର ବେହେରା ପ୍ରେକ୍ଷାଳୟରେ ଉଦ୍ଘାଟିତ ହୋଇଛି। ସମାରୋହରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ…
ବଢୁଛି ଜଳକା, ବୈତରଣୀ
ରୂପସା/ଭଣ୍ଡାରିପୋଖରୀ, ୧୪ ।୮(ଡି.ଏନ.ଏ./ସ୍ବ.ପ୍ର.): ଲଗାଣବର୍ଷା ଯୋଗୁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ଓ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଜଳକା ନଦୀର ମଥାନୀଠାରେ ବିପଦସଂକେତ ୫.୫ମିଟର ଥିବାବେଳେ ଶୁକ୍ରବାର…
୨୦୨୭ ସୁଦ୍ଧା ନୂଆ ୬ ବିମାନବନ୍ଦର
ଯାଜପୁର ଅଫିସ,୧୪ ।୮: ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟରେ ୬ଟି ଲେଖାଏ ବିମାନବନ୍ଦର ଏବଂ ରେଳ ପ୍ରକଳ୍ପର ନୂତନ କାର୍ଯ୍ୟ କିମ୍ବା ବିକାଶ ପାଇଁ ପ୍ରସ୍ତାବ ଗୃହୀତ ହୋଇଛି। ଏହାବାଦ୍ ସଡ଼କ ପରିବହନ କ୍ଷେତ୍ରରେ ୬ଟି ପ୍ରକଳ୍ପ ହାତକୁ…
ସମ୍ଭାବ୍ୟ ବନ୍ୟା: ୮ ଜିଲା ପାଇଁ ୬ ଅଧିକାରୀ ନିଯୁକ୍ତ
ଭୁବନେଶ୍ୱର,୧୪ ।୮(ବ୍ୟୁରୋ): ଲଘୁଚାପଜନିତ ବର୍ଷା ଯୋଗୁ ମହାନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ୮ ଜିଲା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ୬ ଜଣ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି। ସେହି ଅଧିକାରୀମାନେ ଜିଲାର ବନ୍ୟା ପରିସ୍ଥିତିକୁ…
ପାଞ୍ଚ ମହଲାରୁ ଡେଇଁପଡ଼ିଲେ ରୋଗୀ
ଢେଙ୍କାନାଳ ଅଫିସ, ୧୪ ।୮: ବାପାଙ୍କ ମୃତ୍ୟୁ ପରେ ମାନସିକ ଚାପରେ ଥିଲେ। ଶନିବାର ହିତାହିତ ଜ୍ଞାନ ହରାଇ ବ୍ଲେଡ୍ରେ କାଟି ପକାଇଥିଲେ ହାତଗୋଡ଼। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ୫ମ ମହଲାରୁ ଡେଇଁ ପୁଣି…
Archives


