ପେଟ୍ରୋଲ ପମ୍ପ ପାଇଁ ଶହଶହ ଟ୍ରିପ୍ ବାଲି ଚେରି: ଉପ ଜିଲାପାଳ କହିଲେ…
ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍ ମାଟି ଚୋରି ହୋଇଛି। ୫୩ ନଂ ଜାତୀୟ ରାଜପଥର ବଡ଼ଝରା ଗାଁ ନିକଟରେ ଏକ ପେଟ୍ରୋଲ ପମ୍ପ ନିର୍ମାଣ ପାଇଁ…
ୟୁକାଲପଟାସ୍ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି ସେଠି ପ୍ରଶାସନର ଦୃଷ୍ଟି ପଡୁ…
ଗୁମର ଖୋଲିଦେଲେ ତାନ୍ୟା: ବିଗ୍ ବସ୍ରୁ ଆସିବା ପରେ….
ମୁମ୍ବାଇ:ଶେଷ ହୋଇଛି ‘ବିଗ୍ ବସ୍ ୧୯’। ଏହି ଶୋ’ରେ ସବୁଠୁ ଚର୍ଚ୍ଚାରେ ଥିବା ଆଧ୍ୟାତ୍ମିକ କଣ୍ଟେଣ୍ଟ କ୍ରିଏଟର ତାନ୍ୟା ମିତ୍ତଲଙ୍କୁ ଚତୁର୍ଥ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ‘ବିଗ୍ ବସ୍ ୧୯’ ଘରୁ ବାହାରିବା ପରେ ତାନ୍ୟା ରାଗିଯାଇଛନ୍ତି। ସେ କହିଛନ୍ତି,…
ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…
ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ…
ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ
ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ ପ୍ରକାର ସ୍ପଷ୍ଟ ହୋଇଥିବା ଆଲୋଚନା ହୋଇଛି । ଏହି ଆଲୋଚନା ଗୁରୁବାର ଭୋର ସମୟରେ…
ରେଳବାଇ ଗ୍ରୁପ ଡିରେ ବଡ଼ ନିଯୁକ୍ତି ଅପଡେଟ, ଦଶମ ପାସ୍ କରିଥିଲେ ମିଳିବ ସୁଯୋଗ, ଦରମା ରହିଛି…
ନୂଆଦିଲ୍ଲୀ,୧୧।୧୨: ସୋସିଆଲ ମିଡିଆରେ ୬୨,୪୬୦ ପଦବୀ ପାଇଁ ରେଳବାଇ ଗ୍ରୁପ ଡି ନିଯୁକ୍ତି ସମ୍ପର୍କିତ ଏକ ବିଜ୍ଞପ୍ତି ଭାଇରାଲ ହେଉଛି, କିନ୍ତୁ ରେଳବାଇ ନିଯୁକ୍ତି ବୋର୍ଡ ଏପର୍ଯ୍ୟନ୍ତ ଏହାକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରିନାହିଁ। ଏହି ସମୟରେ, ଝାଡ଼ଖଣ୍ଡରେ ୩,୪୦୦ ରୁ…
ବାଇକ୍ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …
ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ ପେଟକୁ ଭୁସି ଦେଇଛନ୍ତି। ଯୁବକ ଜଣକ ହେଲେ ଗବ ନଳାଗାଁର 28 ବର୍ଷୀୟ ସାଗର…
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ତାଙ୍କ ପରିଚୟ ମିଳିପାରି ନାହିଁ । Dharitri – Odisha’s No.1…
ଅସହ୍ୟ, ଅସମ୍ଭାଳ ହୋଇପଡ଼ିଲାଣି ଶୀତ: ଥରୁଛି ଓଡ଼ିଶାର କଶ୍ମୀର
ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ । ଦିନକୁ…
୨୦୨୭ ଯାଏ ଏହି ରାଶି ପାଇଁ କାଳ? ପିଛା ଛାଡିବେ ନାହିଁ ଶନି, ପଡିବ ଖରାପ ପ୍ରଭାବ…
ନୂଆ ବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର ଅଳ୍ପ ଦିନ ବାକି ରହିଛି ଏନେଇ ବିଭିନ୍ନ ଜ୍ୟୋତିଷ ବିସାରଦ ବିଭିନ୍ନ ଗ୍ରହ ନକ୍ଷତ୍ରର ଚାଲିକୁ ଦେଖି ନୂଆ ବର୍ଷର ଭବିଷ୍ୟବାଣୀ କରିବା ଜାରି ରଖିଛନ୍ତି ଏହାରି ମଧ୍ୟରେ ଶନିଙ୍କ ଚାଲି ଯୋଗୁଁ ନୂଆ ବର୍ଷରେ ଉପୁଜିବାକୁ ଥିବା ବିପଦ ପ୍ରାୟ ସମସ୍ତ ରାଶିର ବ୍ୟକ୍ତି ବିସେଷଙ୍କ ଧ୍ୟାନ ଆକର୍ଷଣ କରିଛି । ଜ୍ୟୋତିଷ ଗଣନା ଅନୁସାରେ ୨୦୨୬ ମସିହାରେ ଶନିଙ୍କର କୈଣସି ଗୋଚର ଚାଲି ନାହିଁ । ଏଣୁ ୨୦୨୫ ଭଳି ୨୦୨୬ରେ ମଧ୍ୟ ମେଷ, କୁମ୍ଭ ଓ ମୀନ ରାଶିରେ ଶନିଙ୍କ ସାଢେ ସାତ ଚାଲି ଜାରି ରହିବ । ଏହି ସାଢେ ସାତ ଚାଲିର ପ୍ରଥମ ସୋପାନ ମେଷ ରାଶିରେ, ତୃତୀୟ ସୋପାନ କୁମ୍ଭ ରାଶିରେ ଓ ଦ୍ୱିତୀୟ ସୋପାନ ମୀନ ରାଶିରେ ସଂଗଠିତ ହେବାକୁ ଯାଉଛି । ମୀନ ରାଶିରେ ଶନିଦେବଙ୍କ ସାଢେ ସାତ ଚାଲିର ଦ୍ୱିତୀୟ ସୋପାନ ରହୁଥିବାରୁ ଏହି ରାଶିତ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରେ ଚାକିରି, ବ୍ୟବସାୟ ଓ କ୍ୟାରିୟର କ୍ଷେତ୍ରରେ ବଡ ବାଧା ଉପୁଜିବ । ବାରମ୍ୱାର ଅସପଳତା ଯୋଗୁଁ ମନ ସର୍ବଦା ନିରାଶ ରହିବ । ଏହାଛଡା ଆପଣ ମାନସିକ ଚାପ ଅନୁଭବ କରିପାରନ୍ତି । ସଫଳତା ପାଇଁ ଅପଣଙ୍କୁ ଅବଶ୍ୟକତାଠୁ ଢେର ଅଧିକ ପରିଶ୍ରମ କରିବାକୁ ପଡିବ । ଆର୍ଥିକ ମାମଲାରେ ଆପଣଙ୍କୁ ଅଧିକ କ୍ଷତି ସହିବାକୁ ପଡିବ । ଆପମଙ୍କ ଲାଭ ତଥା ଆୟ ତଲମୁହାଁ ହେବ । ଆପମଙ୍କର ଖର୍ଚ୍ଚ ବଢିବା ସହ ସଞ୍ଚୟର ପରିମାଣ କମିକମି ଯିବ । ଏହାଛଡା ଆପଣ ବିଭିନ୍ନ ସ୍ଥାନରେ କରିଥିବା ନିବେଶ ବୁଡିଯିବାର ଆଶଙ୍କା ମଧ୍ୟ ରହିଛି ।
ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍ କରିବାକୁ ଯିବାବେଳେ…
ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା ଅଡ଼ୁଆରେ ପଡ଼ିଛନ୍ତି। ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ବୁଧବାର ତହସିଲଦାର ବେହେରା ବ୍ୟବହାର କରୁଥିବା ସରକାରୀ…
ଏଇ ଭାରତରେ
ପ୍ରାୟ ଏକ ଦଶନ୍ଧି ପୂର୍ୱରୁ ମହାରାଷ୍ଟ୍ର ପଶ୍ଚିମଘାଟ ପର୍ୱତମାଳା ଆଖପାଖ ଗାଁଗୁଡ଼ିକରେ ଜଳସଙ୍କଟ ଯୋଗୁ କୃଷିରେ ବାଧା ଉପୁଜୁଥିଲା। ସେଠାକାର ବୋର୍ଓ୍ୱେଲ କାମ କରୁ ନ ଥିଲା। ଏବେ ଏହି ସମସ୍ୟା ଦୂର କରିଛନ୍ତି ପୁଣେର ଇଞ୍ଜିନିୟର ରାହୁଲ ବକାରେ। ସେ…
Archives


