Home Left

କୋର୍ଟ ନ ଆସିଲେ ରଦ୍ଦ ହେବ ଲାଇସେନ୍ସ

ନୂଆଦିଲ୍ଲୀ,୧୫ା୧୧: ଓଡ଼ିଶାର ବିଭିନ୍ନ ଜିଲା ବାର୍‌ ଆସୋସିଏଶନ ଆନ୍ଦୋଳନରେ ସାମିଲ ହୋଇଥିବାରୁ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ସୁଦ୍ଧା ଆନ୍ଦୋଳନ ପ୍ରତ୍ୟାହାର ନ କଲେ ଆଇନଜୀବୀମାନଙ୍କ ଲାଇସେନ୍ସ ରଦ୍ଦ ହୋଇପାରେ ବୋଲି ସର୍ବୋଚ୍ଚ ଅଦାଲତ ଚେତାବନୀ ଦେଇଛନ୍ତି। ସମସ୍ତଙ୍କୁ ନ୍ୟାୟ…

ନବୀନ ନିବାସ ସମ୍ମୁଖରୁ ଦମ୍ପତିଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ଯାଜପୁର ଜିଲା କୋରେଇ ଥାନାଧିକାରୀଙ୍କ ଦ୍ୱାରା ଶାରୀରିକ ଓ ମାନସିକ ନିର୍ଯାତନାର ଶିକାର ହୋଇଥିବା ଏକ ଦଳିତ ପରିବାର ନ୍ୟାୟ ପାଇଁ ଶେଷରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ମଧ୍ୟାହ୍ନରେ ନିର୍ଯାତିତ ସ୍ବାମୀ ବଳରାମ ଜେନା ଓ ତାଙ୍କ ସ୍ତ୍ରୀ…

ଅଭିଯୁକ୍ତଙ୍କୁ ପୋଲିସର ଏନ୍‌କାଉଣ୍ଟର

ରାଉରକେଲା ଅଫିସ,୧୫।୧୧:ଜମିବାଡ଼ି ବିବାଦରୁ ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ ଝରିଆକୋଚା ବସ୍ତିର ବାଞ୍ଛାନିଧି ତନ୍ତୀ(୪୨)ଙ୍କୁ ଗୁଳି ମାରି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଅଜିତ ଓରାମ ଓରଫ ଚୁମକୁଙ୍କୁ ପୋଲିସ ସୋମବାର ଏନ୍‌କାଉଣ୍ଟର କରିଛି। ତାଙ୍କୁ ରାଉରକେଲା ଜେନେରାଲ ହସ୍ପିଟାଲରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ନାମରେ ଜମି ଦୁର୍ନୀତି ମାମଲା

କଟକ ଅଫିସ,୧୫ା୧୧:ଭୁବନେଶ୍ୱର ଭୀମପୁର ମୌଜାରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୨ ଏକର ୧୩୩ ଡେସିମିଲ ଜମିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ଭଉଣୀ ଗୀତା ମେହେଟାଙ୍କ ନାମରେ ବେଆଇନ ଭାବେ ପଟ୍ଟାଭୁକ୍ତ କରାଯାଇଛି। ଏହି ଜମି ଦୁର୍ନୀତି ନେଇ ଭାରତୀୟ…

ବନ୍ୟା ବିପନ୍ନଙ୍କ ପାଇଁ ‘ଆପାଦ ମିତ୍ର’

ଯାଜପୁର ଅଫିସ,୧୫ା୧୧:ସରକାରୀ ସହାୟତା ପହଞ୍ଚିବା ପୂର୍ବରୁ ବନ୍ୟା ବିପନ୍ନଙ୍କୁ ଗୋଷ୍ଠୀସ୍ତରୀୟ ସ୍ବେଚ୍ଛାସେବୀ (କମ୍ୟୁନିଟି ଲେବୁଲ ଭଲେଣ୍ଟିୟର) ତୁରନ୍ତ ସହଯୋଗ କରିବେ। ଏଥିପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ବା ଓଡ଼ିଶା ଷ୍ଟେଟ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଓଏସ୍‌ଡିଏମ୍‌ଏ) ପକ୍ଷରୁ ଆପାଦ ମିତ୍ର…

ସୁପ୍ରିମକୋର୍ଟରେ ଚିଟ୍‌ଫଣ୍ଡ୍‌ ଦୁର୍ନୀତି: ଆମିକସ୍‌ କ୍ୟୁରି ନିଯୁକ୍ତ

ନୂଆଦିଲ୍ଲୀ,୧୫ା୧୧: ଓଡ଼ିଶାର ହାଇ-ପ୍ରୋଫାଇଲ ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ସହଯୋଗ ପାଇଁ ସୁପ୍ରିମକୋର୍ଟ ସୋମବାର ବରିଷ୍ଠ ଆଇନଜୀବୀ ଗୌରବ ଅଗ୍ରଓ୍ବାଲଙ୍କୁ ଆମିକସ୍‌ କ୍ୟୁରି ରୂପେ ନିଯୁକ୍ତ କରିଛନ୍ତି। ଜମାକାରୀମାନେ ନିଜ କଷ୍ଟ ଅର୍ଜିତ ଧନ ଫେରିପାଇ ନ ଥିବାବେଳେ ଆମିକସ୍‌ କ୍ୟୁରିଙ୍କ…

ଭର୍ଜିନିଆ ବିଶ୍ୱବିଦ୍ୟାଳୟ ପରିସରରେ ଗୁଳିକାଣ୍ଡ, ୩ ମୃତ ଅଭିଯୁକ୍ତ ଗିରଫ

ନ୍ୟୁୟର୍କ,୧୫ ।୧୧: ଆମେରିକାର ଭର୍ଜିନିଆ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ରାତିରେ ଗୁଳିକାଣ୍ଡ ହୋଇଛି । ଏହି ସମୟରେ ଭର୍ଜିନିଆ ବିଶ୍ୱ ବଦ୍ୟାଳୟ ଫୁଟବଲ ଟିମର ୩ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଛି । ଏହାସହ ଅନ୍ୟ ୨ ଜଣ ଆହତ ହୋଇଛନ୍ତି…

ବିହନ ସଙ୍କଟରେ ଆଳୁଚାଷୀ

ଭୁବନେଶ୍ୱର (ବ୍ୟୁରୋ)/କେନ୍ଦ୍ରାପଡ଼ା ଅଫିସ୍‌/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)/ଯାଜପୁର ଅଫିସ୍‌/ ବଲାଙ୍ଗୀର ଅଫିସ୍‌, ୧୫ା୧୧ ରାଜ୍ୟ ସରକାର ଆଳୁ ମିଶନକୁ ଜୋରସୋରରେ ପ୍ରଚାର ପ୍ରସାର କଲେ। ବଜାରର ଚାହିଦା ଓ ମୂଲ୍ୟକୁ ଦେଖି ବିଭିନ୍ନ ଜିଲାରେ ଚାଷୀମାନେ ଏହି ଚାଷ ପ୍ରତି ଆଗ୍ରହ ଦେଖାଇଥିଲେ। ତେବେ…

ଧୂଳିମୟ ଭିଆଇପି ରୋଡ୍‌

ଆନନ୍ଦପୁର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦର ୧୩ ନଂ. ଓ ୧୪ ନଂ. ଓ୍ବାର୍ଡକୁ ସଂଲଗ୍ନ ଭିଆଇପି ରୋଡ୍‌ ଧୂଳିମୟ ହୋଇପଡ଼ିଛି। ଯାନବାହନ ଯାତାୟାତ ସମୟରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ଭାରିଯାନ ଯାତାୟାତ ସମୟରେ ସମ୍ପୃକ୍ତ ରାସ୍ତାଟିରେ ଧୂଳି ଓ…

୧୭ରୁ ସବୁ ଜିଲାରେ ଡେଡିକେଟେଡ ଡେଙ୍ଗୁ ହସ୍ପିଟାଲ, ଛାତ୍ରଙ୍କୁ ଫୁଲ ପ୍ୟାଣ୍ଟ-ସାର୍ଟ ପିନ୍ଧିବାକୁ ନିର୍ଦ୍ଦେଶ

ଲକ୍ଷ୍ନୌ,୧୫ ।୧୧: ଉତ୍ତର ପ୍ରଦେଶରେ ବେଳକୁ ବେଳ ବଢି ଚାଲିଛି ଡେଙ୍ଗୁର ପ୍ରକୋପ । ସେଥିପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନଭେମ୍ବର ୧୭ରୁ ସମସ୍ତ ଜିଲାରେ ଡେଡିକେଟେଡ ଡେଙ୍ଗୁ ହସ୍ପିଟାଲ କାର୍ଯ୍ୟ କରିବାକୁ ଯାଉଛି । ଏଥିରେ ଫିଜିସିଆନ ଓ…

ମିଥୁନଙ୍କ ଗୀତରେ ଝୁମିଲେ ପ୍ରିୟଙ୍କା

ତିନି ବର୍ଷ ପରେ ବିଦେଶରୁ ଭାରତ ଆସିଥିବା ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ ଏବେ ଭାରି ବ୍ୟସ୍ତ। ଗୋଟଇଏ ଦିନରେ ତାଙ୍କୁ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପଡ଼ୁଛି। ୟୁନିସେଫର ବ୍ରାଣ୍ଡ ଆମ୍ବାସଡର ହେବା କାରଣରୁ ଉତ୍ତର ପ୍ରଦେଶର ବିଭିନ୍ନ…

ଗଛରୁ ମିଳିଲା ଝୁଲନ୍ତା ମୃତଦେହ

ଲହୁଣୀପଡା,୧୪।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ-୧୪୩ ନମ୍ବର ଜାତୀୟ ରାଜପଥର ଠିଆବେର୍ଣ୍ଣା ଛକର ବାମ ପଟ ଜଙ୍ଗଲରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଲହୁଣୀପଡା ପୋଲିସ ମୃତଦେହକୁ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରି ବଣାଇ ଡାକ୍ତରଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?