Home Left

ଆସନ୍ତା ମାର୍ଚ୍ଚରେ ମହିଳା ଆଇପିଏଲ୍‌

ନୂଆଦିଲ୍ଲୀ, ୧୩ା୮: ବହୁ ପ୍ରତୀକ୍ଷିତ ମହିଳା ଆଇପିଏଲ୍‌ ୨୦୨୩ ମାର୍ଚ୍ଚରୁ ଖେଳାଯିବ। ଏଥିପାଇଁ ଏକ ମାସ ସମୟ ରଖାଯାଇଥିବା ବିସିସିଆଇର ଜେaଣ ବରିଷ୍ଠ କର୍ମକର୍ତ୍ତା ସୂଚନା ଦେଇଛନ୍ତି। ଫେବୃୟାରୀ ୯ରୁ ୨୬ ଦକ୍ଷିଣ ଆଫ୍ରିକାରେ ହେବାକୁଥିବା ମହିଳା ଟି୨୦ ବିଶ୍ୱକପ୍‌ ପରେ…

ବଜ୍ରଗଡ଼ରେ ବିଶୁଦ୍ଧ ପାନୀୟ ଜଳ, ପକ୍କା ଘର ସ୍ବପ୍ନ

ଭଞ୍ଜନଗର,୧୩।୮(ଡି.ଏନ.ଏ.): ଦେଶର ସମସ୍ତ ଗରିବ ଲୋକଙ୍କୁ ପକ୍କା ଘର, ବିଜୁଳି, ପାଣି ଆଦି ସୁବିଧା ୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଯୋଗାଇ ଦିଆଯିବ ବୋଲି ଗତ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ…

ଅଶୋକଙ୍କୁ ଜାତୀୟ ଦାୟିତ୍ୱ

ଭୁବନେଶ୍ୱର, ୧୩।୮ (କ୍ରୀଡ଼ା ପ୍ରତିନିଧି): ଅନ୍ତର୍ଜାତୀୟ ବାସ୍କେଟବଲ ଆସୋସିଏଶନ (ଏଫ୍‌ଆଇବିଏ)ର ୧୮ ବର୍ଷରୁ କମ୍‌ ଏସିଆନ ବାସ୍କେଟବଲ ଚାମ୍ପିୟନଶିପ୍‌ ଇରାନର ତେହେରାନଠାରେ ଚଳିତ ମାସ ୨୧ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଓଡ଼ିଶା ବାସ୍କେଟବଲ ଆସୋସିଏଶନ (ଓବିଏ)…

କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୪୦୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୧୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।…

ସର୍ବଭାରତୀୟ ଏଲ୍‌ଆଇସି କ୍ରୀଡ଼ା ପାଇଁ ୧୬ ମନୋନୀତ

ଭୁବନେଶ୍ୱର, ୧୩।୮ (କ୍ରୀଡ଼ା ପ୍ରତିନିଧି): ଭାରତୀୟ ଜୀବନବୀମା ନିଗମ (ଏଲ୍‌ଆଇସି)ର ପୂର୍ବ ମଧ୍ୟ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ କ୍ୟାରମ୍‌ ଏବଂ ଚେସ୍‌ (ମହିଳା ଓ ପୁରୁଷ) ଖେଳ ପାଇଁ ଚୟନ ପ୍ରତିଯୋଗିତା ଶେଷ ହୋଇଛି। ଏଥିରୁ ପ୍ରଦର୍ଶନଭିତ୍ତିରେ ଭୋପାଳରେ ଆସନ୍ତା ନଭେମ୍ବରରେ…

ସଲମାନ ଶିକାର କରିଥିବା କୃଷ୍ଣସାର ମୃଗର ହେବ ସ୍ମାରକୀ

ଜୟପୁର,୧୩ ।୮: ବଲିଉଡ ଭାଇଜାନ ସଲମାନ ଖାଁ କିଛିଦିନ ହେବ ଖୁବ୍ ଚର୍ଚ୍ଚାରେ ରହୁଛନ୍ତି । ଯେବେଠାରୁ ତାଙ୍କୁ ହତ୍ୟା ଧମକ ମିଳିଲାଣି ସେବେଠାରୁ ସେ ପବ୍ଲିକ ପ୍ଲେସ ଯିବା କମ କରି ଦେଇଛନ୍ତି । ଏହାସହ ତାଙ୍କ ସୁରକ୍ଷାକୁ ବି…

ଶପଥ ନେବେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି

କଟକ ଅଫିସ, ୧୩।୮: ଶପଥ ନେବେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି ଗୌରୀଶଙ୍କର ଶତପଥୀ ଏବଂ ଚିତ୍ତରଞ୍ଜନ ଦାସ। ଶନିବାର ଅପରାହ୍ନ ୩ଟା ୩୦ରେ ହାଇକୋର୍ଟର ମୁଖ୍ୟ ବିଚାରପତି ଶପଥ ତାଙ୍କୁ ପାଠ କରାଇବେ। ତେବେ ଏହାକୁ ମିଶାଇ ହାଇକୋର୍ଟର…

ତ୍ରିରଙ୍ଗା ପ୍ରସ୍ତୁତିରେ ସାମିଲ ଏସ୍‌ଏଚ୍‌ଜି

ଛତ୍ରପୁର,୧୩।୮(ଡି.ଏନ୍‌.ଏ.): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ଦେଶର ପ୍ରତ୍ୟେକ ଘରେ ଜାତୀୟ ପତାକା ଉଡାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆହ୍ବାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଲକ୍ଷାଧିକ ଜାତୀୟ ପତାକା ଆବଶ୍ୟକ ପଡୁଛି। ଗଞ୍ଜାମ ଜିଲାରେ ବିଭିନ୍ନ ମହିଳା…

ଭାରତୀୟ ଦଳରେ ଓଡ଼ିଶାର ଆଶିଷ

ଭୁବନେଶ୍ୱର, ୧୩।୮(କ୍ରୀଡ଼ା ପ୍ରତିନିଧି): ଇରାନର ତେହେରାନଠାରେ ୧୪ତମ ୧୮ ବର୍ଷରୁ କମ୍‌ ଏସିଆନ ପୁରୁଷ ଭଲିବଲ ଚାମ୍ପିୟନଶିପ୍‌ ଚଳିତ ମାସ ୧୫ରୁ ୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଶୁକ୍ରବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ଆଶିଷ…

ପାରଳାଖେମୁଣ୍ଡି ସହର ରାସ୍ତା ବିପର୍ଯ୍ୟସ୍ତ

ପାରଳାଖେମୁଣ୍ଡି, ୧୩।୮ (ଡି.ଏନ୍‌.ଏ): ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ସବୁ ରାସ୍ତା ଅବସ୍ଥ୍ୟ ଏବେ ଶୋଚନୀୟ ହୋଇପଡ଼ିଛି। ସହରର ଦୁଇଟି ମୁଖ୍ୟ ରାସ୍ତା ରହିଥିବା ବେଳେ କୋଟି କୋଟି ଟଙ୍କା ବ୍ୟୟବରାଦ କରାଯାଇ ଦୁଇ ବର୍ଷ ପୂର୍ବେ ନିର୍ମାଣ କରାଯାଇଥିଲା।…

ଜାତୀୟ କ୍ରୀଡ଼ା ପାଇଁ ଶ୍ରଦ୍ଧାଞ୍ଜଳି ଓଡ଼ିଶା ମହିଳା ଫୁଟବଲ କୋଚ୍‌

ଭୁବନେଶ୍ୱର, ୧୩।୮(କ୍ରୀଡ଼ା ପ୍ରତିନିଧି): ଆସନ୍ତା ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୧୦ ପର୍ଯ୍ୟନ୍ତ ୩୬ତମ ଜାତୀୟ କ୍ରୀଡ଼ା ପ୍ରତିଯୋଗିତା ଗୁଜରାଟରେ ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ମହିଳା ଫୁଟବଲ ଖେଳାଳିଙ୍କୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଜାତୀୟ କ୍ରୀଡ଼ା ପାଇଁ ଏକ ସୁସଙ୍ଗଠିତ…

ପାଣି ପାଇଁ ଚଢ଼ିବାକୁ ପଡୁଛି ୨୫ ଫୁଟ ପାହାଡ଼

କେନ୍ଦୁଝର, ୧୩।୮(ସ୍ବ.ପ୍ର.): ସମସ୍ତଙ୍କୁ କିପରି ବିଶୁଦ୍ଧ ପାନୀୟ ଜଳ ମିଳିବ ସେ ନେଇ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉଥିଲେ ହେଁ ଏବେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ବାଂଶପାଳ, ତେଲକୋଇ ଆଦି ବ୍ଲକ ଅଞ୍ଚଳରେ ଅନେକ ଗ୍ରାମ ଓ ବସ୍ତିର ଲୋକେ ପାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri