Home Left

୨୦୨୩ରୁ ବନ୍ଦ ହେବ ଜନ୍‌ସନ୍‌ ପାଉଡର ବିକ୍ରି

ନୂଆଦିଲ୍ଲୀ,୧୩ା୮: ଆମେରିକାରେ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ର ବେବି ପାଉଡର ବିକ୍ରି ବନ୍ଦ ପରେ ବର୍ତ୍ତମାନ ସାରା ବିଶ୍ୱରେ ଏହାର ବିକ୍ରି ବନ୍ଦ ହେବାକୁ ଯାଉଛି। ଏପରିକି ୨୦୨୩ରେ ସାରା ବିଶ୍ୱରେ ଏହି ପାଉଡର ବିକ୍ରି ବନ୍ଦ ହୋଇଯିବ ବୋଲି ଔଷଧ ପ୍ରସ୍ତୁତ…

ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ୬.୭୧%

ନୂଆଦିଲ୍ଲୀ,୧୩ା୮: ଚଳିତ ବର୍ଷ ଜୁଲାଇର ଖୁଚୁରା ମୁଦ୍ରାସ୍ଫୀତି ହାର କିଛି ପରିମାଣରେ ହ୍ରାସ ପାଇଛି। ଫଳରେ ଗତ ମାସ ତୁଳନାରେ ଖୁଚୁରା ମୁଦ୍ରାସ୍ଫୀତି ହାର ହ୍ରାସ ପାଇ ୬.୭୧% ରେ ରହିଛି। ଏପରିକି ଏହା ଗତ ୫ ମାସରେ ସବୁଠୁ କମ୍‌…

ଲଗାଣ ବର୍ଷା: ଡାକ୍ତରଙ୍କ କ୍ୱାର୍ଟର୍ସ ଆଗରେ ଆଣ୍ଠୁଏ ପାଣି

ପଟ୍ଟାମୁଣ୍ଡାଇ,୧୩।୮(ସ୍ବ.ପ୍ର.): ଲଘୁଚାପଜନିତ ଲଗାଣ ବର୍ଷାରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବିଶେଷକରି ମଜୁରି ଲାଗି ତେଲଲୁଣ ସଂସାର ଚଳାଉଥିବା ଅଭାବୀ ଲୋକର ହାଣ୍ଡି ଉପରେ ଲଗାଣ ବର୍ଷା ଏକପ୍ରକାର ଦାଉ ସାଧିଛି। ଗତ ୫ ଦିନ ଧରି…

‘ଇକୋନୋମିଷ୍ଟ’ ବିରୋଧରେ ମାମଲା

ବାଗଦାଦ୍‌,୧୩ା୮: ବ୍ରିଟେନର ଜଣାଶୁଣା ପତ୍ରିକା ‘ଦି ଇକୋନୋମିଷ୍ଟ’ରେ ନିକଟରେ ଏକ ବିବାଦୀୟ ଆର୍ଟିକଲ ପ୍ରକାଶ ପାଇଥିଲା। ଆରବ ଦୁନିଆର ମୋଟୀ ମହିଳାମାନଙ୍କୁ ଏଥିରେ ସ୍ଥାନିତ କରାଯାଇଥିଲା। ଜୁଲାଇ ଶେଷଭାଗରେ ପ୍ରକାଶିତ ‘ଆରବର ପୁରୁଷଙ୍କ ତୁଳନାରେ ମହିଳାମାନେ କାହିଁକି ମୋଟୀ’ ଶୀର୍ଷକ ନିବନ୍ଧରେ…

ଜଳ ନିଷ୍କାସନ ପଥରୁ ଅବରୋଧ ହଟିଲା

ମାର୍ଶାଘାଇ,୧୩।୮ (ଡି.ଏନ.ଏ): ମାର୍ଶାଘାଇ ବ୍ଲକ ବେରୁହଁା ଦଳିତସାହିର ଲୋକ ସପ୍ତାହେ ଧରି ଜଳବନ୍ଦୀ ଅବସ୍ଥାରେ ଥିଲେ। ଶୁକ୍ରବାର ଏହି ସମସ୍ୟା ଦୂର ହୋଇଛି। ପାଣି ଜମି ରହିବାରୁ ସପ୍ତାହେ ହେଲା ପିଲାମାନେ ବିଦ୍ୟାଳୟ ଓ ପିଇବା ପାଣି ପାଇଁ ନଳକୂପକୁ ଯିବାରେ…

କଂଗ୍ରେସ ପ୍ରବକ୍ତାଙ୍କ ଘୋର ଆପତ୍ତି ଜନକ ବୟାନ

କଲବୁର୍ଗି,୧୩ ।୮: ଦେଶରେ ପୁଣିଥରେ ମହିଳାଙ୍କୁ ନେଇ ଆପତ୍ତି ଜନକ ବୟାନ ସାମନାକୁ ଆସିଛି । ଏଥର କର୍ନାଟକର ପ୍ରଦେଶ କଂଗ୍ରେସ କମିଟି ପ୍ରବକ୍ତା ଓ ବିଧାୟକ ପ୍ରିୟାଙ୍କ ଖଡଗେ ଏହି ବୟାନ ଦେଇଛନ୍ତି । ବିଧାୟକ ପ୍ରିୟାଙ୍କ ଖଡଗେ ତାଙ୍କ…

ଥାନାକୁ ଆଣି ଛାଡ଼ିଦେଲା ପୋଲିସ

ସମ୍ବଲପୁର,୧୩ା୮(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ପୋଲିସ ଶୁକ୍ରବାର ଏକ ସ୍କ୍ରାପ୍‌ ବୋଝେଇ ଟ୍ରାକ୍ଟର ଥାନାକୁ ଆଣି ଛାଡ଼ିଦେଇଥିବା ନେଇ ଚର୍ଚ୍ଚା ଜୋର ଧରିଛି। ସ୍ଥାନୀୟ କେତେଜଣ ରାଜନେତାଙ୍କ ଚାପରେ ପୋଲିସ ଏଭଳି କରିଥିବା କୁହାଯାଉଛି। ଅପରପକ୍ଷେ ଉକ୍ତ ଟ୍ରାକ୍ଟରଟି ସ୍ଥାନୀୟ…

ମଣିଷଙ୍କ ପରି ଦୁଇ ଗୋଡ଼ରେ ଚାଲୁଛି ଛେଳି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଡାକ୍ତରୀ, ଇଞ୍ଜିନିୟରିଂ ପାଇଁ ହେବ ଗୋଟିଏ ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ,୧୩ା୮: ଇଞ୍ଜିନିୟରିଂ ଏବଂ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଗୋଟିଏ ପ୍ରବେଶିକା ପରୀକ୍ଷା ପ୍ରସ୍ତାବ ଉପରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) କାର୍ଯ୍ୟ କରୁଛି। ଏନ୍‌ଇଇଟି ଏବଂ ଜେଇଇ ବଦଳରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ଅଣ୍ଡରଗ୍ରାଜୁଏଟ୍‌ (ସିୟୁଇଟି-ୟୁଜି) କାର୍ଯ୍ୟକାରୀ କରିବାକୁ ଯୋଜନା…

ନଅଙ୍କ ଦୁର୍ଭିକ୍ଷରେ ଭୋକ ମେଣ୍ଟାଉଥିଲା ସାରୁ ଫୁଲ

ମହାକାଳପଡ଼ା, ୧୩।୮(ଡି.ଏନ.ଏ.): ପୂର୍ବ ଭାରତରେ ଅନାବୃଷ୍ଟି ଯୋଗୁ ୧୮୬୬-୬୭ ମସିହାରେ ଭୟାବହ ନଅଙ୍କ ଦୁର୍ଭିକ୍ଷ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ସମୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଦୁର୍ଭିକ୍ଷ ଯୋଗୁ ଫସଲ ଉତ୍ପାଦନ ନ ଥିଲା। ଜୀବନ ବଞ୍ଚାଇବା ପାଇଁ ଲୋକେ ଖାଦ୍ୟ…

ବିପଦ ସଙ୍କେତ ଉପରେ ଯମୁନା ଜଳସ୍ତର

ନୂଆଦିଲ୍ଲୀ/ବନ୍ଦା,୧୩ା୮: ଉପର ଅବବାହିକାରେ ପ୍ରବଳ ବର୍ଷା ଲାଗିରହିବା ଫଳରେ ଯମୁନା ନଦୀ ବିପଦ ସଙ୍କେତ ଅତିକ୍ରମ କରି ଦିଲ୍ଲୀରେ ୨୦୫.୩୩ ମିଟର ଉଚ୍ଚରେ ପ୍ରବାହିତ ହେଉଛି। ଫଳରେ ନଦୀକୂଳବର୍ତ୍ତୀ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବା ଲାଗି ପ୍ରଶାସନ ପକ୍ଷରୁ ଯୋଜନା…

ନିଶା କବଳରେ ଯୁବବର୍ଗ

କେନ୍ଦ୍ରାପଡ଼ା ଅଫିସ, ୧୩।୮: କେନ୍ଦ୍ରାପଡା ଟାଉନ ପୋଲିସ ଗତ ସୋମବାର ସହରର ୩ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ପ୍ରାୟ ୧୦ଲକ୍ଷ ଟଙ୍କାର ବ୍ରାଉନସୁଗାରକୁ ପୋଲିସ ଜବତ କରିଛି। ଏହା ପୂର୍ବରୁ ସହର ଥାନା ସମେତ ଜିଲାର ମାର୍ଶାଘାଇ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri