Home Left

ହାତୀ ଦିବସରେ ଅଭିନବ ପ୍ରତିବାଦ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ସାରା ବିଶ୍ବରେ ଅଗଷ୍ଟ ୧୨କୁ ହାତୀ ଦିବସ ଭାବରେ ପାଳନ କରାଯାଉଛି। ହାତୀ ସଂରକ୍ଷଣ ଓ ହାତୀ-ମଣିଷ କିପରି ଭାବରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ କରିପାରିବେ, ସେହି ବାର୍ତ୍ତା ବହନ କରିଥାଏ ହାତୀ ଦିବସ। ହେଲେ ଓଡ଼ିଶାରେ ହାତୀ ମୃତ୍ୟୁରେ…

ରତ୍ନଭଣ୍ଡାର ଖୋଲିବା ନେଇ ଜୋର୍‌ ଧରିଲା ଚର୍ଚ୍ଚା

ପୁରୀ ଅଫିସ,୧୩।୮:ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ଭେ (ଏଏସ୍‌ଆଇ) ଚିଠି ଲେଖିବା ପରେ ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ଜୋର ଧରିଛି। ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପରିଚାଳନା କମିଟି କି ନିଷ୍ପତ୍ତି ନେଉଛି ତାହାରି…

ଆର୍‌ଏସଏସ, ମୋହନ ଭାଗବତ ବଦଳାଇଲେ ଟୁଇଟର ଡିପି

ନୂଆଦିଲ୍ଲୀ,୧୩ ।୮: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ) ସ୍ୱାଧିନତା ଦିବସ ପୂର୍ବରୁ ତା’ର ସୋସିଆଲ ମିଡିଆ ଆକାଉଣ୍ଟର ପ୍ରୋଫାଇଲ ଫଟୋରେ ତ୍ରିରଙ୍ଗା ଚିତ୍ର ଲଗାଇଛି । କିଛିଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତେ ନିଜ ନିଜର ସୋସିଆଲ ମିଡିଆ ଆକାଉଣ୍ଟ…

କାତାର-ଇକ୍ୱେଡର ଉଦ୍‌ଘାଟନୀ ନଭେମ୍ବର ୨୦ରେ

ଜେନେଭା, ୧୩ା୮(ଏପି): ପୁରୁଷ ଫୁଟ୍‌ବଲ ବିଶ୍ୱକପ୍‌ ଗୋଟିଏ ଦିନ ପୂର୍ବରୁ ଆରମ୍ଭ ହେବ। ଫେଡେରେଶନ ଅଫ୍‌ ଇଣ୍ଟରନ୍ୟାଶନାଲ ଫୁଟ୍‌ବଲ ଆସୋସିଏଶନ୍ସ(ଫିଫା) ଏ ସମ୍ପର୍କରେ ଗୁରୁବାର ଆନୁଷ୍ଠାନିକ ନିଷ୍ପତ୍ତି ନେଇଛି। ଆୟୋଜକ ଦେଶ କାତାରର ମ୍ୟାଚ ରବିବାର ସନ୍ଧ୍ୟାରେ ଆୟୋଜନ କରାଯିବା ଦ୍ୱାରା…

ମୋର ବୋଧହୁଏ ଯୋଗ୍ୟତା ନାହିଁ: ପଙ୍କଜା

ମୁମ୍ବାଇ,୧୩।୮: ନିକଟରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରାଯାଇଛି। ଏଥିରେ ଭାଜପା ନେତ୍ରୀ ପଙ୍କଜା ମୁଣ୍ଡେଙ୍କୁ ସ୍ଥାନ ନ ମିଳିବାରୁ ସେ ନିରାଶା ବ୍ୟକ୍ତ କରିଛନ୍ତି। ପଙ୍କଜା କହିଛନ୍ତି, ମୋ ପାଖରେ ବୋଧହୁଏ ‘ପର୍ଯ୍ୟାପ୍ତ ଯୋଗ୍ୟତା’ ନାହିଁ। ସୂଚନାଯୋଗ୍ୟ, ଗତ ସପ୍ତାହରେ ମହାରାଷ୍ଟ୍ର…

ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି

କଟକ ଅଫିସ,୧୩ା୮: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ୨ ଜଣଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ସମ୍ବିଧାନର ଧାରା ୨୧୭ ଅନୁଯାୟୀ ବରିଷ୍ଠତା ଭିତ୍ତିରେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କୁ ଏହି ନିଯୁକ୍ତି ମିଳିଥିବା…

ସ୍ବାଧୀନତା ସଂଗ୍ରାମୀଙ୍କ ସଂଘର୍ଷର କାହାଣୀ ‘ସ୍ବରାଜ’

ଭୁବନେଶ୍ୱର,୧୩ା୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷର ସ୍ବାଧୀନତା ଦିବସକୁ ଅଧିକ ସ୍ମରଣୀୟ କରିବା ପାଇଁ ଦୂରଦର୍ଶନ (ଡିଡି-୧)ରେ ପ୍ରସାରିତ ହେବାକୁ ଯାଉଛି ଏକ…

ଅମରନାଥ ଯାତ୍ରା: ଭାଙ୍ଗିଲା ୫ ବର୍ଷର ରେକର୍ଡ ୩.୬୫ ଲକ୍ଷ ଶ୍ରଦ୍ଧାଳୁ କଲେ ବାବାଙ୍କ ଦର୍ଶନ

ଶ୍ରୀନଗର,୧୩ ।୮: କରୋନା ମହାମାରୀ ପରେ ଚଳିତ ବର୍ଷ ଆରମ୍ଭ ହୋଇଥିବା ବାବା ଅମରନାଥଙ୍କ ଦର୍ଶନ କରିଥିବା ଶ୍ରଦ୍ଧାଳୁ ଗତ ୫ ବର୍ଷର ରେକର୍ଡ ଭାଙ୍ଗିଛନ୍ତି । ଅମରନାଥ ଯାତ୍ରାରେ ଏଥର ୩.୬୫ ଲକ୍ଷ ଶ୍ରଦ୍ଧାଳୁ ଭୋଳା ବାବାଙ୍କ ପବିତ୍ର ଗୁମ୍ଫା…

ସତ୍ୟରଞ୍ଜନ ସାହୁ ବୌଦ୍ଧ ଜିଲାପାଳ

ଭୁବନେଶ୍ବର, ୧୩ା୮(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ଶୁକ୍ରବାର ବଡ଼ଧରଣର ଅଦଳବଦଳ କରିଛନ୍ତି। ବରିଷ୍ଠ ଓଏଏସ୍‌ ଅଧିକାରୀ ସତ୍ୟରଞ୍ଜନ ସାହୁଙ୍କୁ ବୌଦ୍ଧ ଜିଲାପାଳ ଭାବେ ବଦଳି କରାଯାଇଛି। ଏଥିପୂର୍ବରୁ ସତ୍ୟରଞ୍ଜନ ଓଡ଼ିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଥିଲେ। ସେହିପରି ୨୦୦୬ ବ୍ୟାଚ୍‌…

ଏଟିଏମ୍‌ ତାଡ଼ି ଲୁଟିନେଲେ ୨୦ ଲକ୍ଷ

ସମ୍ବଲପୁର,୧୨ା୮(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଶାସନ ଛକଠାରେ ଥିବା ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଅତ୍ୟାଧୁନିକ ସରଞ୍ଜାମ ସାହାଯ୍ୟରେ ଏଟିଏମ୍‌ ତାଡ଼ି ୨୦ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଶାସନ ଏସ୍‌ବିଆଇ ଶାଖା…

ଜାତିସଂଘ ପକ୍ଷରୁ ମନୋନୀତ ୬ ଯୁବ ଅଧିବକ୍ତାଙ୍କ ମଧ୍ୟରେ ଓଡ଼ିଶାର ସୌମ୍ୟ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଯୁବ ଦିବସ ଅବସରରେ ଶୁକ୍ରବାର ଜାତିସଂଘ ଭାରତ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ଭାରତର ୬ଜଣ ଯୁବ ଅଧିବକ୍ତାଙ୍କୁ ଜାତିସଂଘ ପକ୍ଷରୁ ସ୍ବୀକୃତି ଦିଆଯାଇଛି। ଏମାନଙ୍କ ମଧ୍ୟରେ ଓଡ଼ିଶାର ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ…

ଆରମ୍ଭ ହେଲା ‘ଛାତ’ ଯୋଜନା

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଭୂତଳ ଜଳ ଉପରେ ନିର୍ଭରତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିଯୋଗୁ ଭୂତଳ ଜଳସ୍ତର ହ୍ରାସ ପାଇଚାଲିଛି। ସହରାଞ୍ଚଳରେ ଏହି ସ୍ଥିତି ଉତ୍କଟ ହେଲାଣି। ବର୍ଷା ଜଳକୁ ସଂରକ୍ଷଣ କରିବା ସହ ଭୂତଳ ଜଳ ସଞ୍ଚରଣ କରିବା ପାଇଁ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri