Home Left

ଖଜୁରି ଗଛର କି ଗୁଣ ଗାଇବି

ଦେଶର ସମ୍ୱିଧାନ କହେ ଆଇନ ଦୃଷ୍ଟିରେ ସମସ୍ତେ ସମାନ। ହେଲେ ବାସ୍ତବ କ୍ଷେତ୍ରରେ ତାହାର କାର୍ଯ୍ୟାନ୍ୱୟନ ବା ଅନୁପାଳନ ବେଳେ ହୁଏ କିନ୍ତୁ ଠିକ୍‌ ତା’ର ଓଲଟା। ଜଣେ ଖଟିଖିଆ ମଜୁରିଆ ପାଇଁ ଆଇନ କଚ୍ଛପ ଗତିରେ ଚାଲୁଥିବା ବେଳେ ମହାଜନ…

ବିଲୁପ୍ତି ପଥେ ନୀଳରକ୍ତ କଙ୍କଡ଼ା

ମାନବ ଜାତି ପାଇଁ ପରମ ଉପକାରୀ ବନ୍ଧୁ ହେଉଛି ବିରଳ ନୀଳରକ୍ତ କଙ୍କଡ଼ା। ତା’ର ନୀଳରକ୍ତର କଣିକାରେ ଭରି ରହିଛି ଅମୂଲ୍ୟ ଔଷଧୀୟ ଗୁଣ। ବାଲେଶ୍ୱର ଏବଂ ଭଦ୍ରକ ଜିଲାର ଶାନ୍ତ ବେଳାଭୂମିରେ ନୀଳରକ୍ତ କଙ୍କଡ଼ା ଦେଖାଯାଆନ୍ତି। ଏମାନଙ୍କ ରକ୍ତ ଧଳା…

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ କାର୍ଯ୍ୟରତ ଥିଲେ। କିଛିଦିନ ହେବ କିଡ୍‌ନୀ ରୋଗରେ ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରର ଏକ…

ସମୟ ଧାରାରେ ଚକ୍ରବୃଦ୍ଧି ସୁଧ

ଚକ୍ରବୃଦ୍ଧି ସୁଧ (କମ୍ପାଉଣ୍ଡ ଇଣ୍ଟରେଷ୍ଟ)ର ଧାରଣା ମାନବ ଇତିହାସରେ ସବୁଠୁ ଶକ୍ତିଶାଳୀ ତଥା ବିପଜ୍ଜନକ ଆବିଷ୍କାର। ଏହି ଶବ୍ଦ ସଂସ୍କୃତ ଶବ୍ଦକୋଷ ଓ ବୈଧ-ଅର୍ଥନୈତିକ ସାହିତ୍ୟରେ ରହିଛି। ଏଥିରେ ଦର୍ଶାଯାଇଛି ଯେ, ପୂର୍ୱରୁ ଜମା ଋଣ ଉପରେ ସୁଧ କଷାଯିବା ପ୍ରକ୍ରିୟା…

ଅନ୍ତର୍ଜାତୀୟ ପର୍ବତ ଦିବସ: ହିମବାହର ଆବଶ୍ୟକତାକୁ ଗୁରୁତ୍ୱ

ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ପର୍ବତ ଦିବସ’। ପର୍ବତର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି, ପର୍ବତ ବିକାଶରେ ସୁଯୋଗ ଓ ପ୍ରତିବନ୍ଧକକୁ ଉଜାଗର କରିବା ଏବଂ ବିଶ୍ୱର ପର୍ବତ ଓ ଉଚ୍ଚଭୂମିରେ ସକାରାତ୍ମକ ପରିବର୍ତ୍ତନ ଆଣିବା ପାଇଁ ସହଭାଗିତା…

ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ, ୧୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍‌ ଅଫ୍‌ ଦ ଇନ୍‌ଟାଞ୍ଜିବଲ କଲ୍‌ଚ୍ୟୁରାଲ ହେରିଟେଜ୍‌ ଅଫ୍‌ ହ୍ୟୁମାନିଟିରେ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି। ନୂଆଦିଲ୍ଲୀରେ ଲାଲକିଲ୍ଲାରେ ବୁଧବାର ଅନୁଷ୍ଠିତ ୨୦ତମ ୟୁନେସ୍କୋ ଆନ୍ତଃସରକାରୀ…

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକର ପଛପଟେ ଏକ ବାଇକ୍ ପିଟି ହେବାରୁ ଦୁଇ ଜଣ…

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ ସୂତ୍ରରୁ ଜଣାପଡ଼ିଛି। ମତଦାତା ତାଲିକା ଫର୍ମ ଡିଜିଟାଇଜେସନ ଓ ଦାଖଲର ଅଗ୍ରଗତି ସମୀକ୍ଷା ପାଇଁ…

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ ବୁଧବାର ଦରବାର ହଲ୍‌ ପୁରସ୍କୃତ କରାଯାଇଛି। ସୂଚନା ଯେ, ଜିଲାରୁ ୩ଟି ପଞ୍ଚାୟତକୁ ଏଥିନିମନ୍ତେ…

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ। ବିଶେଷ କରି ଅମଳ ଧାନ ସମ୍ପର୍କରେ ଚାଷୀଙ୍କ ସହ ଆଲୋଚନା…

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ ଏଲପିଜି ଗ୍ୟାସ ଟ୍ୟାଙ୍କର (ଓଡି-୨୯-ଏଫ-୯୩୮୩) ଅନ୍ୟ ଏକ ଟ୍ରକକୁ ସାଇଡ୍‌ ଦେବାକୁ ଯାଇ ଭାରସାମ୍ୟ…

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କୁ ମଙ୍ଗଳବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ପ୍ରଭାରୀ ଭାବେ ନିଯୁକ୍ତି ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri