Home Left

ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁଛି ସୁଧାର: ପରିବାରଲୋକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୮: କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଲଗାତର ଭାବେ ଖବର ସାମ୍ନାକୁ ଆସୁଛି। ବର୍ତ୍ତମାନ ତାଙ୍କ ପ୍ରଶଂସକ ପାଇଁ ଏକ ଖୁସି ଖବର ରହିଛି। ଚିକିତ୍ସା ପରେ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାରେ ଏବେ ସାମାନ୍ୟ ସୁଧାର ଆସିଛି। ବର୍ତ୍ତମାନ ରାଜୁଙ୍କ…

କେନ୍ଦ୍ରର ଆନ୍ତରିକତା ନାହିଁ, ନ୍ୟାୟାଳୟର ଦାରସ୍ଥ ହେବ ଆଦିବାସୀ ସମାଜ

ଝାରସୁଗୁଡ଼ା ଅଫିସ,୧୨।୮: ଝାରସୁଗୁଡ଼ା ଜିଲାର ଲଇକେରା, କିର୍ମିରା ଓ ସମ୍ବଲପୁର ଜିଲାର ଯୁଯୁମୁରା ବ୍ଲକକୁ ଆଇଟିଡିଏ ମାନ୍ୟତା ପାଇଁ ସମସ୍ତ ସାମ୍ବିଧାନିକ ବ୍ୟବସ୍ଥା ୨୦୧୧ରୁ ଶେଷ ହୋଇଛି । ଏପରି କି ସମ୍ମିଳିତ ଆଦିବାସୀ ସମାଜ ପକ୍ଷରୁ ୬ ବର୍ଷ ହେଲା…

‘ରକ୍ଷା ବନ୍ଧନ’କୁ ପଛରେ ପକାଇଲା ‘ଲାଲ ସିଂ ଚଡ୍ଡା’: ପ୍ରଥମ ଦିନରେ କଲା ଏତିକି କଲେକ୍ସନ୍‌

ବହୁ ବାଦବିବାଦ ପରେ ଫିଲ୍ମ ‘ଲାଲ ସିଂ ଚଡ୍ଡା’ ଏବଂ ‘ରକ୍ଷା ବନ୍ଧନ’ ଅଗଷ୍ଟ ୧୧ରେ ରିଲିଜ୍‌ ହୋଇଯାଇଛି। ଏହି ଦୁଇଟି ଫିଲ୍ମ ଏକା ସାଙ୍ଗରେ ରିଲିଜ୍‌ ହୋଇଥିବାରୁ ଟକ୍କର ବରାବର ରହିଛି। ଏହାରି ମଧ୍ୟରେ ‘ଲାଲ ସିଂ ଚଡ୍ଡା’ ଏବଂ…

କଂଗ୍ରେସରୁ ମୁହଁ ଫେରାଉଛନ୍ତି ନେତା

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଅନେକ ନେତା ଏବଂ କର୍ମୀ ଏବେ କଂଗ୍ରେସରୁ ମୁହଁ ଫେରାଇ ନେଉଛନ୍ତି। କ୍ରାନ୍ତି ଦିବସରେ ୩୦ରୁ ଅଧିକ ନେତା କଂଗ୍ରେସ ଛାଡ଼ିଥିବା ବେଳେ ପୁଣି ଶୁକ୍ରବାର ୫୦ରୁ ଅଧିକ ଯୁବ କଂଗ୍ରେସ ନେତା ଦଳ ଛାଡ଼ିଛନ୍ତି । ପିସିସି ସଭାପତି…

ଶୋ’ ଛାଡ଼ିବେ ଫହମାନ୍‌

ବମ୍ବେ: ଶୋ’ ଛାଡ଼ିବେ ଅଭିନେତା ଫହମାନ ଖାଁ। ଲୋକପ୍ରିୟ ଧାରାବାହିକ ‘ଇମଲି’ରେ ତାଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳୁଥିଲା। ହେଲେ ଏବେ ନିର୍ମାତା ଏହାର ଦ୍ୱିତୀୟ ସିଜନ୍‌ ଆଣିବାକୁ ଯୋଜନା କରୁଛନ୍ତି। ଅର୍ଥାତ ଧାରାବାହିକରେ ଏବେ ପିଲାମାନଙ୍କୁ ବଡ଼ ହୋଇଥିବା ଦେଖିବାକୁ…

ସୁଶାନ୍ତଙ୍କଠାରୁ କାର୍ତ୍ତିକଙ୍କ ପର୍ଯ୍ୟନ୍ତ ଏମିତି କେତେଜଣଙ୍କୁ ଡେଟ କରିଛନ୍ତି ସାରା

ମୁମ୍ବାଇ: ବଲିଉଡରେ ନିଜର ଅଭିନୟ ବଳରେ ଦର୍ଶକଙ୍କ ନିକଟତର ହୋଇଥିବା ସାରା ଅଲି ଖାଁ ୨୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ୧୯୯୫ରେ ସାରାଙ୍କ ଜନ୍ମ ପଟୌଦି ପରିବାରରେ ହୋଇଥିଲା । ଶୈଫ ଅଲି ଖାଁଙ୍କ ପ୍ରଥମ ପତ୍ନୀ ଅଭିନେତ୍ରୀ…

୮ଘଣ୍ଟାରେ ଦ୍ୱିତୀୟ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୮:ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲା ସ୍ଥିତ ବିଜବେହାରା ଥାନା ଅଞ୍ଚଳରେ ଶୁକ୍ରବାର ଦ୍ୱିପ୍ରହରରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ବିଜବେହାରା ଅଞ୍ଚଳରେ ପୋଲିସ ଓ ସିଆରପିଏଫ୍‌ର ମିଳିତ ନାକା ଟିମ୍‌ ଉପରେ ଆତଙ୍କବାଦୀମାନେ ଗୁଳି ଚଳାଇଛନ୍ତି। ଯେଉଁଥିରେ ଜଣେ ପୋଲିସ କର୍ମଚାରୀ…

ଓଡ଼ିଶାର ୪ ପୋଲିସ ଅଧିକାରୀ ହେବେ ସମ୍ମାନିତ

ଭୁବନେଶ୍ୱର,୧୨।୮(ବ୍ୟୁରୋ): କେନ୍ଦ୍ର ଗୃହ ମନ୍ତ୍ରାଣାଳୟ ପକ୍ଷରୁ ଦେଶର ୧୫୧ ପୋଲିସ ଅଧିକାରୀଙ୍କୁ ସମ୍ମାନିତ କରାଯିବ। ସେମାନଙ୍କ ମଧ୍ୟରୁ ଓଡ଼ିଶାର ୪ ଜଣ ପୋଲିସ ଅଧିକାରୀଙ୍କ ନାମ ଘୋଷଣା କରାଯାଇଛି। ଆସନ୍ତା ୧୫ ତାରିଖରେ ସ୍ବାଧୀନତା ଦିବସ ଅବସରରେ ଏହି ଦକ୍ଷ ପୋଲିସ…

ନିର୍ମାଣ ହେବ ଶେଫ ସଞ୍ଜିବ କପୁରଙ୍କ ବାୟୋପିକ

ମୁମ୍ବାଇ: ଶେଫ ସଞ୍ଜିବ କପୁରଙ୍କ ଶୋ’ ‘ସଞ୍ଜିବ କପୁରର୍ସ କିଚେନ’କୁ ସମସ୍ତେ ଅଳ୍ପ ବହୁତେ ମନେ ରଖିଥିବେ ନିଶ୍ଚୟ । ଟେଲିଭିଜନର ଏହା ଏକ ଲୋକପ୍ରିୟ କାର୍ଯ୍ୟକ୍ରମ ଥିଲା । ଖାଦ୍ୟ ପ୍ରସ୍ତୁତ କରିବା, ଖାଦ୍ୟ ଖାଇବା ଓ ଖୁଆଇବାରେ ରୁଚି…

‘ପ୍ରଧାନମନ୍ତ୍ରୀ ପଦ ପାଇଁ ଅଭିଳାଷ ନାହିଁ, ବିରୋଧୀଙ୍କୁ ଏକାଠି କରିବା ହିଁ ମୂଳ ଲକ୍ଷ୍ୟ’

ନୂଆଦିଲ୍ଲୀ,୧୨।୮: ନୀତୀଶ କୁମାର ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଛାଡ଼ି ପୁରୁଣା ସହଯୋଗୀ ଲାଲୁ ପ୍ରସାଦ ଯାଦବଙ୍କ ଆର୍‌ଜେଡିର ହାତ ଧରି ଅଷ୍ଟମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହି ଅବସରରେ ନୀତୀଶ ପ୍ରଧାନମନ୍ତ୍ରୀ…

ହୀରାକୁଦର ତଳିଆ ଅଞ୍ଚଳକୁ ସତର୍କ କରାଇଲେ ଜିଲାପାଳ

ସମ୍ବଲପୁର, ୧୨।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦରେ ମୋଟ୍‌ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଯାହା ଫଳରେ ତଳିଆ ଅଞ୍ଚଳକୁ ଜଳ ପ୍ରବାହ ତୀବ୍ର ରହିଥିବା ସହ ଅଞ୍ଚଳଗୁଡିକ ଜଳବନ୍ଦୀ ହେବାର ସମ୍ଭାବନା ରହିଛି। ଏହାକୁ ନେଇ…

ଖୋଲିଲା ଆଉ ୬ ଗେଟ୍‌

ସମ୍ବଲପୁର, ୧୨।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶୁକ୍ରବାର ହୀରାକୁଦରେ ଆଉ ୬ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ଏହାକୁ ମିଶାଇ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍‌ ଖୋଲାଯାଇଛି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri