Home Left

୨୦ରେ ଜୀ ସାର୍ଥକର ‘ଦିଲ୍‌ ମୋର ମାନେନା’

ଭୁବନେଶ୍ୱର,୧୪।୧୧: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଘରୋଇ ଟିଭି ଚ୍ୟାନେଲ ଜି ସାର୍ଥକର ବହୁ ପ୍ରତୀକ୍ଷିତ ସୁପରହିଟ ଓଡ଼ିଆ ଚଳଚ୍ଚିତ୍ର ‘ଦିଲ୍‌ ମୋର ମାନେନା’ ଆସନ୍ତା ରବିବାର (ନଭେମ୍ବର-୨୦) ସା ୬ଟା ୩୦ରେ ଓ୍ବାର୍ଲଡ ଟେଲିଭିଜନ ପ୍ରିମିୟର ହେବାକୁ ଯାଉଛି। ବିଶେଷକରି ଓଲିଉଡ୍‌ର…

ବ୍ରୋଞ୍ଜ ସ୍ତମ୍ଭ, ଲେଜର ଟେକ୍ନୋଲୋଜିରେ ନେତାଜୀ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୀବନୀକୁ ନେଇ ରାଜ୍ୟ ସଂଗ୍ରହାଳୟରେ ଆରମ୍ଭ ହୋଇଛି ସ୍ବତନ୍ତ୍ର ସ୍ଥାୟୀ ପ୍ରଦର୍ଶନୀ। ୨୬ଟି ବ୍ରୋଞ୍ଜ ସ୍ତମ୍ଭରେ ଲେଜର ଟେକ୍ନୋଲୋଜି ଆଧାରରେ ନେତାଜୀଙ୍କ ବିଭିନ୍ନ ପ୍ରକାର ଫଟୋଚିତ୍ରକୁ ସମନ୍ବିତ କରାଯାଇ ଉପସ୍ଥାପିତ ହୋଇଛି। ଦୂରରୁ ଦେଖିଲେ…

ଟିଏସ୍‌ଏମ୍‌ଏଲ୍‌କୁ କଳିଙ୍ଗ ସୁରକ୍ଷା ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୧୪।୧୧: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା (କମ୍ପାନୀ) ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)ର ଗୋପାଳପୁର ଓ ଆଠଗଡ଼ଠାରେ ଅବସ୍ଥିତ ଫେରୋ ଆଲଏଜ କାରଖାନାକୁ ନିକଟରେ ‘କଳିଙ୍ଗ ସୁରକ୍ଷା ଉତ୍କର୍ଷ ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…

ଏଗନ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୪।୧୧: ଦେଶର ପ୍ରମୁଖ ବୀମା କମ୍ପାନୀ ଏଗନ୍‌ ଲାଇଫ୍‌ ଇନ୍‌ସ୍ୟୁରାନ୍‌ସର ନୂତନ ଉତ୍ପାଦ ‘ଆଇ ଗ୍ୟାରେଣ୍ଟି ମାକ୍ସ ସେଭିଙ୍ଗ୍‌ସ ପ୍ଲାନ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଏହା ହାଇ ରିଟର୍ନ ସହ ଲାଇଫ୍‌ କଭରର ୨ଗୁଣା ଲାଭ ପ୍ରଦାନ କରିଥାଏ।…

୨୪%ବୃଦ୍ଧି ପାଇଛି ନିଗମର ପ୍ରିମିୟମ ଆୟ

ନୂଆଦିଲ୍ଲୀ,୧୪।୧୧: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ଅର୍ଦ୍ଧବାର୍ଷିକ ଫଳାଫଳ (୨୦୨୨-୨୩ ଆର୍ଥିକ ବର୍ଷର ୧ ଏପ୍ରିଲରୁ ୩୦ ସେପ୍ଟେମ୍ବର) ନିକଟରେ ଘୋଷଣା କରାଯାଇଛି। ବିଶେଷକରି ନିଗମର ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ ଡାଇରେକ୍ଟର୍ସ)ର ନିଷ୍ପତ୍ତିକ୍ରମେ ଚଳିତ ଆର୍ଥିକ ବର୍ଷର ପ୍ରଥମ ୬…

ରାଜ୍ୟ ସନ୍ତରଣ ପ୍ରତିଯୋଗିତା ଉଦ୍‌ଯାପିତ

ସମ୍ବଲପୁର,୧୪ା୧୧(ବ୍ୟୁରୋ): ଖଟେଶ୍ୱର ପାଣ୍ଡେ ସ୍ମାରକୀ ଦଶମ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସମ୍ବଲପୁରସ୍ଥିତ ଡା. ଝସକେତନ ସାହୁ ସନ୍ତରଣାଗାରଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର ସମେତ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଟକ, ଭୁବନେଶ୍ୱର ଓ ବୌଦ୍ଧ ଜିଲାରୁ ୧୫୦ ଜଣ ପ୍ରତିଯୋଗୀ ଭାଗ…

ଅବହେଳିତ ଅବସ୍ଥାରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତି

ଖୋର୍ଦ୍ଧା ଅଫିସ,୧୪ା୧୧: ଭାରତୀୟ ମୁକ୍ତି ସଂଗ୍ରାମର କଥା ଉଠିଲେ, ପ୍ରଥମ ସ୍ବାଧୀନତା ଆନ୍ଦୋଳନର ପାଇକ ବିଦ୍ରୋହ ଓ ପାଇକ ବୀରଙ୍କ କଥା ମନେପଡ଼େ। ପାଇକ ବିଦ୍ରୋହର ଅନ୍ୟତମ କର୍ଣ୍ଣଧାର ବକ୍ସି ଜଗବନ୍ଧୁଙ୍କ ନେତୃ୍‌ତ୍ୱରେ ୧୮୧୭ରେ ଖୋର୍ଦ୍ଧା ମାଟିରୁ ଦିନେ ଇଂରେଜମାନଙ୍କ ବିରୋଧରେ…

ରାଜ୍ୟ ସବ୍‌ଜୁନିୟର ଚେସ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ପଟିଆସ୍ଥିତ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜ ପରିସରରେ ରାଜ୍ୟ ୧୩ ବର୍ଷରୁ କମ୍‌ (ବାଳିକା ଓ ଓପନ୍‌) ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଆରମ୍ଭ ହୋଇଛି। ରାଜ୍ୟର ୧୬ ଜିଲାରୁ ମୋଟ ୧୨୩ (୩୫ ବାଳିକା…

ତୃତୀୟ ଦିବସରେ ଓଡ଼ିଶାକୁ ୨ ରୌପ୍ୟ, ୧ ବ୍ରୋଞ୍ଜ

ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଚାଲିଥିବା ୩୭ତମ ଜାତୀୟ ଜୁନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ତୃତୀୟ ଦିବସରେ ଓଡ଼ିଶା ୨ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ହାସଲ କରିଛି। ୧୬ ବର୍ଷରୁ କମ୍‌ ବାଳକ ହାମର ଥ୍ରୋରେ ଓଁକାର…

ଭୋକିଲା ଶୋଉଥିବା ବାଳକ ଆମେରିକାରେ ବୈଜ୍ଞାନିକ

ନାଗପୁର,୧୪।୧୧ : ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲାର ଏକ ନିପଟ ମଫସଲ ଗ୍ରାମରେ ଏକଦା ଦିନକୁ ବେଳାଏ ଖାଇବା ଯୋଗାଡ଼ କରିବା ନିମନ୍ତେ ସଂଘର୍ଷ କରୁଥିବା ବାଳକ ଏବେ ଆମେରିକାରେ ଜଣେ ବରିଷ୍ଠ ବୈଜ୍ଞାନିକ। ଜଣେ ନିଜର କଠିନ ପରିଶ୍ରମ ଏବଂ ଦୃଢ଼…

୬ ଶିକ୍ଷକଙ୍କ ଦିନକର ଦରମା ବନ୍ଦ

କେନ୍ଦୁଝର,୧୪ା୧୧(ସ୍ବ.ପ୍ର.): ବିଳମ୍ବରେ ସ୍କୁଲ ଆସିବାକୁ ନେଇ ୬ ଶିକ୍ଷକଙ୍କ ଦିନକର ଦରମା ବନ୍ଦ ହୋଇଛି। କେନ୍ଦୁଝର ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଶନିବାର ୨ ସ୍କୁଲ୍‌ ପରଦର୍ଶନ ସମୟରେ ଶିକ୍ଷକଙ୍କ ଅନୁପସ୍ଥିତି ଦେଖି ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଖବର…

୨୧ କି.ମି. ସନ୍ତରଣ କରି ଜିୟାଙ୍କ ରେକର୍ଡ

ବାଲୁଗଁ।,୧୪।୧୧(ଡି.ଏନ୍‌.ଏ.): ଏସିଆ ମହାଦେଶର ସର୍ବବୃହତ୍‌ ଲବଣାକ୍ତ ହ୍ରଦ ଚିଲିକାରେ ରବିବାର ୧୩ ବର୍ଷୀୟା ଦିବ୍ୟାଙ୍ଗ ସନ୍ତରଣକାରୀ ଜିୟା ରାୟ ୨୧ କିଲୋମିଟର ସନ୍ତରଣ କରି ରେକର୍ଡ ସୃଷ୍ଟି କରିଛନ୍ତି ା ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ର କାଳିଜାଈ ମନ୍ଦିର ନିକଟରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?