Home Left

କ୍ଷମତା ହସ୍ତାନ୍ତର ଘୋଷଣା କଲେ ସିଦ୍ଦାରାମାୟା , କହିଲେ-ରାହୁଲ ଗାନ୍ଧୀ ଯାହା କହିବେ ମୁଁ ତାହା କରିବି…

ବେଙ୍ଗାଲୁରୁ, ୨୮।୫: କର୍ନାଟକ କଂଗ୍ରେସ ସରକାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା କ୍ଷମତା ହସ୍ତାନ୍ତର ଏବେ ପଥ ପରିଷ୍କାର କରିଛି। ସୂତ୍ର ଅନୁଯାୟୀ, ଦିଲ୍ଲୀରେ ଅନେକ ବୈଠକ ପରେ, ରାହୁଲ ଗାନ୍ଧୀ ସିଦ୍ଦାରାମାୟାଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡିବା ପାଇଁ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ସକାଳେ ପଶ୍ଚିମବଙ୍ଗରୁ ବାଲିଆପାଳ ଅଭିମୁଖେ ଯାଉଥିବା ଏକ ଲୁଣ ବୋଝେଇ…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ ପ୍ରସ୍ତୁତକାରୀ କମ୍ପାନୀ ହିରୋ ମୋଟୋକର୍ପ (Hero MotoCorp)। କମ୍ପାନୀ ନିଜ ଗ୍ରାହକମାନଙ୍କ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ। ଘଟଣାକୁ ଗୁରୁତ୍ୱର ସହ ନେଇ ଓଡ଼ିଶା ସରକାର କଡ଼ା ସତର୍କତା ଜାରି କରିଛନ୍ତି।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫: ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍ କାରରେ ନିଆଁ ଲାଗି ଚାରି ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଅଗ୍ନିକାଣ୍ଡରେ…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ ହେଉଥିବା ଦେଖିବାକୁ ମିଳିଛି। ବ୍ଲକର କର୍ଲାମୁଣ୍ଡା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫ ବର୍ଷୀୟ ଯୁବ ସେନସେଶନ୍‌ ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ ବ୍ୟାଟର୍‌ଙ୍କ ବିସ୍ଫୋରକ ଇନିଂସ…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ,୨୮।୫: ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA ର ଦଳ ଲକ୍ଷ୍ନୌର ଦୁଇଟି ପୃଥକ ଅଞ୍ଚଳରେ ଯାଞ୍ଚ କରିବାକୁ ଯାଇଥିବା ବେଳେ,…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ କୋଠା। ହେଲେ, ଏଯାବତ୍‌ ତାହାକୁ ହସ୍ତାନ୍ତର ନ କରାଯିବା ଫଳରେ ଲୋକେ ରାଜସ୍ବ…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ କ୍ୱାଲିଫାୟର୍‌ ୨ ରେ ନିର୍ଣ୍ଣୟ ହେବ। ଏହି ମ୍ୟାଚ ୨୯ ମେ’ରେ ଗୁଜରାଟ…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର ପ୍ରଭାବରେ ପାନୀୟ ଜଳ ପ୍ରକଳ୍ପରେ ପାଣି ହେଉନାହିଁ। ପ୍ରକଳ୍ପରୁ ଜଳଯୋଗାଣ ଅନିୟମିତ ଦେଖାଦେଇଛି।…

JIOର ଟେନ୍‌ସନ୍‌ ବଢ଼ାଇଲା BSNL, ନୂଆ ପ୍ଲାନ୍‌ରେ ୨୮ ଦିନ ପାଇଁ ୨-ଜିବି ଡାଟା ସହ…

ନୂଆଦିଲ୍ଲୀ,୨୮ା୫: ସରକାରୀ ଟେଲିକମ୍‌ କମ୍ପାନୀ BSNL ନୂତନ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଏକ ଅତ୍ୟନ୍ତ ସୁଲଭ ପ୍ରିପେଡ୍‌ ପ୍ଲାନ ପ୍ରଚଳନ କରିଛି। କମ୍ପାନୀ ୫୧ରେ ଏକ ନୂଆ ସ୍ମାର୍ଟ ଷ୍ଟାର୍ଟ ପ୍ଲାନ ଲଞ୍ଚ କରିିଛି ଯାହା ଉପଭୋକ୍ତାମାନଙ୍କୁ ପ୍ରତିଦିନ ୨-ଜିବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?