ଘସିପୁରା ବିଧାୟକ ବଦ୍ରି ପାତ୍ର ଅସୁସ୍ଥ
କେନ୍ଦୁଝର, ୧୨।୮(ସ୍ବ.ପ୍ର.):କେନ୍ଦୁଝର ଜିଲା ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ବୁଧବାର ରାତିରେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ପୁଅ ଦେବାଶିଷ ପାତ୍ରଙ୍କ କହିବା ଅନୁଯାୟୀ, ବିଧାୟକ ମୂତ୍ରାଶୟ ସଂକ୍ରମଣରେ…
୫୦ଟଙ୍କା ପାଇଁ ନାବାଳକଙ୍କ ଆତ୍ମହତ୍ୟା
ଟେନ୍ସା,୧୧।୮(ଡି.ଏନ୍.ଏ.): ମା’ଙ୍କୁ ମାଗିଲେ ୫୦ଟଙ୍କା ଦିଅ। ମିଟିଂରୁ ଫେରେ ତତେ ଟଙ୍କା ଦେବି କହି ମା’ ଗ୍ରାମକୁ ଗ୍ରୁପ ମିଟିଂ କରିବାକୁ ଚାଲି ଯାଇଥିଲେ। ଏତିକିରେ ନାବାଳକ ରାଗି ଯାଇ ଘର ଭିତରେ ଥିବା ରୁଅରେ ଏକ ଧୋତିରେ ରଶି ଲଗାଇ…
ଦିଲ୍ଲୀରୁ ଧରାହେଲେ ନାଇଜେରୀୟ
ବାଲେଶ୍ୱର ଅଫିସ, ୧୨ା୮:ସାଇବର ଠକ ଏବେ ଆପଣାଇଛନ୍ତି ଅଭିନବ ଉପାୟ। ବିଦେଶିନୀଙ୍କ ଲୋଭ ଦେଖାଇ ଠକି ନେଉଛନ୍ତି ଲକ୍ଷ ଲକ୍ଷ ଟଙ୍କା। ନିକଟରେ ହନିଟ୍ରାପର ଶିକାର ହୋଇ ବାଲେଶ୍ୱର ଅଞ୍ଚଳର ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ହରାଇଛନ୍ତି ୩୦ ଲକ୍ଷ ଟଙ୍କା।…
ମାଟି ତଳୁ ମିଳିଲା ଗଦାଗଦା ଆଧାର କାର୍ଡ
ପାରଳାଖେମୁଣ୍ଡି, ଆର.ଉଦୟଗିରି,୧୨ା୮(ଡି.ଏନ୍.ଏ.):ବର୍ତ୍ତମାନ ସମୟରେ ଆଧାର କାର୍ଡ ସମସ୍ତଙ୍କ ପାଇଁ ଜରୁରୀ ହୋଇପଡ଼ିଥିବା ବେଳେ ଏହାକୁ କେମିତି ଦୁରୂପଯୋଗ କରାଯାଇଛି ତାହା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଜିରାଙ୍ଗ ପଞ୍ଚାୟତ ଡରାବ ଗ୍ରାମରେ। ଗୁରୁବାର ସ୍ଥାନୀୟ ପୋଷ୍ଟଅଫିସ ନିକଟରେ ଥିବା…
୭.୩% ଭାରତୀୟ ରଖିଛନ୍ତି ଡିଜିଟାଲ ମୁଦ୍ରା
ଜାତିସଂଘ, ୧୨ା୮:ଭାରତରେ ୨୦୨୧ରେ ମୋଟ ଜନସଂଖ୍ୟାର ୭.୩% ସେମାନଙ୍କ ନିକଟରେ ଡିଜିଟାଲ ମୁଦ୍ରା ରଖିଥିବା ଜାତିସଂଘ ଟ୍ରେଡ୍ ଆଣ୍ଡ୍ ଡେଭେଲପମେଣ୍ଟ ସଂସ୍ଥା ୟୁଏନ୍ସିଟିଏଡି କହିଛି। ଏହି ତାଲିକାରେ ୟୁକ୍ରେନ୍ ଶୀର୍ଷରେ ରହିଛି। ଏହାର ୧୨.୭% ଲୋକ ଡିଜିଟାଲ ମୁଦ୍ରାର ଅଧିକାରୀ। ୟୁକ୍ରେନ୍…
ନୌସେନା ଜାହାଜରେ ସମୟ ବିତାଇଲେ ସଲମାନ
ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ସଲମାନ ଖାନ୍ ଫିଲ୍ମ ଶୁଟିଂରୁ ବ୍ରେକ୍ ନେଇ ଗୁରୁବାର ଦିନସାରା ଭାରତୀୟ ନୌସେନା ସହ ସମୟ ବିତାଇଛନ୍ତି। ନୌସେନା ଜାହାଜ ଆଇଏନ୍ଏସ୍ ବିଶାଖାପଟ୍ନମରେ ନାଭିକଙ୍କୁ ଭେଟି ସଲମାନ ଉପକୂଳ ସୁରକ୍ଷାକର୍ମୀଙ୍କ ସହ ଆଲୋଚନା କରିଥିଲେ। ଏପରିକି ସେମାନଙ୍କ…
କୋର୍ଟରୁ ଅଭିଯୁକ୍ତ ଚମ୍ପଟ୍
ସମ୍ବଲପୁର,୧୧ା୮(ବ୍ୟୁରୋ): ସମ୍ବଲପୁର କୋର୍ଟ ପରିସରରୁ ଗୁରୁବାର ସନ୍ଧ୍ୟାରେ ସୁନିଲ ନାଏକ ନାମକ ଜଣେ ଅଭିଯୁକ୍ତ ଚମ୍ପଟ୍ ମାରିଛନ୍ତି। ପୋଲିସ କର୍ମଚାରୀଙ୍କ ଅବହେଳା ଯୋଗୁ ଏଭଳି ଘଟଣା ଘଟିଥିବା କୁହାଯାଉଛି। ଏ ନେଇ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ…
୧୦ ଗେଟ୍ରୁ ଜଳ ନିଷ୍କାସନ
ସମ୍ବଲପୁର,୧୧ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରିରହିଥିବାରୁ ଛତିଶଗଡ଼ କଲମା ବ୍ୟାରେଜର ସମସ୍ତ ୬୬ ଗେଟ୍ ଖୋଲି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରକୁ ଆସନ୍ତା ୨୪ରୁ ୩୬ ଘଣ୍ଟା ମଧ୍ୟରେ ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇବା ଆଶଙ୍କା ରହିଛି। ତେଣୁ ହୀରାକୁଦ…
ଶଶୀ ଥରୁରଙ୍କୁ ମିଳିଲା ଫ୍ରାନ୍ସର ସର୍ବୋଚ୍ଚ ସମ୍ମାନ
ନୂଆଦିଲ୍ଲୀ,୧୧।୮: ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁରଙ୍କୁ ଲେଖା ଏବଂ ବକ୍ତୃତା ପାଇଁ ଫ୍ରାନ୍ସର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଚେଭାଲିଅର ଡି ଲା ଲେଗିଅନ୍’ରେ ସମ୍ମାନିତ କରାଯାଇଛି। ନେପୋଲିୟନ ବୋନାପାର୍ଟଙ୍କ ଦ୍ୱାରା ୧୮୦୨ରେ ଏହି ସମ୍ମାନ ପ୍ରତିଷ୍ଠା କରାଯାଇଥିଲା। ଏହି ସଫଳତା…
କର୍ନାଟକରେ ସାମ୍ପ୍ରଦାୟିକ ହିଂସା, ୧୪୪ ଧାରା ଜାରି
କୋପ୍ପାଲ,୧୧।୮: କର୍ନାଟକର କୋପ୍ପାଲ ଜିଲା ଅଧୀନ ହୁଲିହାଇଦର ଗ୍ରାମରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ୬ ଜଣ ଆହତ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ସୂଚନାଯୋଗ୍ୟ,…
ଭାଇର ଆଖି ଲୁହରେ ଭିଜିଲା ରାଖୀ
ଭବାନୀପାଟଣା,୧୧।୮(ସ୍ବ.ପ୍ର.): ରାଖୀ ପୂର୍ଣ୍ଣିମା ଅବସରରେ ଚାରିଆଡେ ହର୍ସଉଲ୍ଲାସ ରହିଥିବା ବେଳେ କଳାହାଣ୍ଡି ଜିଲା ଭବାନୀପାଟଣାରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଗୁରୁବାର ଭାଇଙ୍କୁ ରାଖୀ ବାନ୍ଧି ଫେରୁଥିବା ବେଳେ ସହରର ଘୋଡାଘାଟ ଛକ ନିକଟରେ ଏକ ଟ୍ରକ୍ ଧକ୍କାରେ ଭଉଣୀର…
ଆତଙ୍କବାଦୀଙ୍କ ଷଡ଼ଯନ୍ତ୍ର ପଣ୍ଡ: ୨୪ଘଣ୍ଟାରେ ୫ ନିହତ, ୩୦କିଲୋ ଆଇଡି ଜବତ
ଶ୍ରୀନଗର,୧୧।୮: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀ ନିରୋଧୀ ଅଭିଯାନ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବଡଗାମ ଏବଂ ରାଜୌରୀର ଦୁଇଟି ଭିନ୍ନ ସ୍ଥାନରେ ହୋଇଥିବା ସର୍ଚ୍ଚ ଅପରେଶନରେ ମୋଟ ୫ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ୩୦…
Archives


