Home Left

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିପାରନ୍ତି ମୋଦି

ନୂଆଦିଲ୍ଲୀ,୧୧।୮: ଆସନ୍ତା ମାସରେ ଉଜବେକିସ୍ତାନରେ ହେବାକୁ ଥିବା ସାଂଘାଇ କୋଅପରେଶନ ଅରଗାନାଇଜେସନ(ଏସସିଓ) ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କୁ ଭେଟି ପାରନ୍ତି। ଏସସିଓ ବୈଠକ ୧୫-୧୬ ସେପ୍ଟେମ୍ବରରେ ଉଜବେକିସ୍ତାନର ସମରକନ୍ଦରେ ଅନୁଷ୍ଠିତ ହେବ। ଏସସିଓ ବୈଠକରେ  ଉଭୟ…

ଆହୁରି ୫ଦିନ ବର୍ଷିବ

ଭୁବନେଶ୍ୱର,୧୧।୮(ବ୍ୟୁରୋ):ଆସୁଛି ଆଉ ଏକ ଲଘୁଚାପ। ଆହୁରି ୫ଦିନ ଯାଏ ବର୍ଷିବ। ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ପାଣିପାଗ ବିଜ୍ଞାନୀଙ୍କ କହିବାନୁଯାୟୀ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଗୁରୁବାର, ଶୁକ୍ରବାର ପ୍ରବଳ ବର୍ଷା…

ତେଜସ୍ବୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ପାଟନା,୧୧।୮: ବିହାରରେ ପୁଣି ମହାମେଣ୍ଟ ସରକାର ଗଠନ କରାଯାଇଛି। ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ବର୍ତ୍ତମାନ ସରକାରରେ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସେ ଉପମୁଖ୍ୟମନ୍ତ୍ରୀ ହେବାପରେ ଗୃହ ବିଭାଗ ପକ୍ଷରୁ ତାଙ୍କ ସୁରକ୍ଷା ମଧ୍ୟ ବୃଦ୍ଧି କରାଯାଇଛି। ତେଜସୱୀ ଯାଦବଙ୍କୁ ଜେଡ୍‌…

ଶ୍ରୀକାନ୍ତ ତ୍ୟାଗୀଙ୍କୁ ମିଳିଲାନି ଜାମିନ

ଲକ୍ଷ୍ନୌ,୧୧।୮: ନୋଏଡ଼ା ହାଉସିଂ ସୋସାଇଟିରେ ପଡୋଶୀ ମହିଳାଙ୍କୁ ମାଡ଼ ମାରିବା ସହ ଗାଳିଗୁଲଜ କରିବା ଅଭିଯୋଗରେ ଗିରଫ ହୋଇଥିବା ସ୍ଥାନୀୟ ଭାଜପା ନେତା ଶ୍ରୀକାନ୍ତ ତ୍ୟାଗୀ ଅଡୁଆ ବଢିବାରେ ଲାଗିଛି। ଶ୍ରୀକାନ୍ତଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ନୋଏଡାର ସୁରଜପୁର…

ଝିଅ ମାଳତୀଙ୍କ ଫଟୋ ଶେୟାର କଲେ ପ୍ରିୟଙ୍କା

ବଲିଉଡ୍‌ ତଥା ହଲିଉଡ୍‌ରେ ନିଜର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପ୍ରାୟତଃ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ଏହା ସହିତ ସେ ତାଙ୍କ ପରିବାର ସହିତ ସମୟ ବିତାଇବାକୁ ମଧ୍ୟ ଭଲ ପାଆନ୍ତି। ନିକଟରେ…

ରିଲିଜ୍‌ ହେଲା ଆମିରଙ୍କ ଫିଲ୍ମ: ସିନେମା ହଲ୍‌ରେ ଦର୍ଶକଙ୍କ ଭିଡ

ବହୁ ପ୍ରତୀକ୍ଷାର ହେଲା ଅନ୍ତ। ଅଭିନେତା ଆମିର ଖାଁ ଏବଂ କରୀନା କପୁରଙ୍କ ଅଭିନୀତ ଫିଲ୍ମ ‘ଲାଲ୍‌ ସିଂ ଚଡ୍ଡା’ ଗୁରୁବାର ରିଲିଜ୍‌ ହୋଇଯାଇଛି। ଯାହାକୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ଥିଲା। ସକାଳୁ ସକାଳୁ ଆମିରଙ୍କ ଫିଲ୍ମ ଦେଖିବାକୁ ସିନେମା…

କୁଆଡେଗଲେ ପୁରୁଷୋତ୍ତମପୁର ବ୍ଲକ ଜିଆରଏସ ସ୍ବାଗତ ପଣ୍ଡା: ଚାରିଦିନପରେ ବି ଖୋଜଖବର ମିଳୁନି 

ପୁରୁଷୋତ୍ତମପୁର,୧୧/୮(ଡିଏନ୍ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଓ ଶୋଳଘର ପଞ୍ଚାୟତରେ ଜିଆରଏସ ଭାବେ କାର୍ଯ୍ୟରତ ସ୍ବାଗତ ପଣ୍ଡା ନିଖୋଜ ହେବାର ଚାରିଦିନ ବିତିଥିଲେବି ତାଙ୍କର କୌଣସି ଖୋଜଖବର  ମିଳିପାରୁନାହିଁ। ଏହାକୁ ନେଇ ଏଠାରେ ନାନା ପ୍ରକାରର ସଂଦେହ ଘନୀଭୂତ ହୋଇ…

ଶୌଚ ହେବାକୁ ଯାଇଥିଲେ ବୃଦ୍ଧା, ଦଳିଦେଲା ଦନ୍ତା

ଝାରସୁଗୁଡ଼ା ଅଫିସ,୧୧ା୮: ଝାରସୁଗୁଡ଼ା ଜିଲା ବାଗଡିହି ଫରେଷ୍ଟ ରେଞ୍ଜ ଅଧୀନ ବୁଡ଼ାପଡ଼ା ଗ୍ରାମ ନିକଟରେ ଏକ ଦନ୍ତା ଜଣେ ବୃଦ୍ଧାଙ୍କୁ ଦଳି ମାରିଦେଇଛି। ମୃତ ବୃଦ୍ଧା ଜଣଙ୍କ ହେଲେ ବୁଡ଼ାପଡ଼ା ଗ୍ରାମ ରକ୍ସାପାଲିର ସୁବାସି ସିଂନାଏକ(୬୨)। ଏ ସମ୍ପର୍କରେ ଖବରପାଇ ରେଞ୍ଜର…

ହୀରାକୁଦରେ ଖୋଲିଲା ୫ ଗେଟ୍‌

ସମ୍ବଲପୁର,୧୧।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ୫ଟି ଗେଟ୍‌ ଖୋଲିଲା। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ପର୍ଯ୍ୟାୟ କ୍ରମେ ବୁଧବାର ୫ଟି ଗେଟ୍‌ ଖୋଲାଯାଇଛି। ଏ ନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଦିନ ୧୨ଟା ସୁଦ୍ଧା ୨,୯୬,୭୪୩ କ୍ୟୁସେକ୍‌ ଜଳ…

ଆଜି ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଗୁରୁବାର ୬୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭଦ୍ରକର ଜଣେ ୮୦ ବର୍ଷୀୟ…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୫୩୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଗୁରୁବାର ରାଜ୍ୟରୁ ୫୩୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୩୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…

ସୋସିଆଲ ମିଡିଆରେ ଗୋଟିଏ ପୋଷ୍ଟ ପାଇଁ ଏତିକି ଟଙ୍କା ନିଅନ୍ତି ଆଲିଆ

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଖୁବ୍‌ ସମୟ ମଧ୍ୟରେ ଇଣ୍ଡଷ୍ଟ୍ରିରେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ଆଜିର ସମୟରେ ତାଙ୍କର ଚାହିଦା କେବଳ ଫିଲ୍ମରେ ନୁହେଁ, ସୋସିଆଲ ମିଡିଆ ପ୍ଲାଟଫର୍ମରେ ମଧ୍ୟ ରହିଛି। ନିକଟରେ ଗଙ୍ଗୁବାଇ କାଠିଆଓ୍ବାଡି ଏବଂ ଆରଆରଆର ଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri