ଶରଦ ପାଓ୍ବାରଙ୍କୁ ଦିଆଯାଉଛି ଧମକ
ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଶିବସେନା ମୁଖପାତ୍ର ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟି ନାଁରେ ଏକ ବଡ ଅଭିଯୋଗ ଆଣିଛନ୍ତି। ରାଉତ ଟୁଇଟ୍ ଯୋଗେ କହିଛନ୍ତି ଯେ, ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଧମକ ଦିଆଯାଇଛି। ଭାଜପା…
ଅଜବ ଢଙ୍ଗରେ ଆଉଟ୍ ହେଲେ ବ୍ୟାଟ୍ସମ୍ୟାନ୍, ସମସ୍ତେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ
ଲିଡ୍ସ,୨୪।୬: ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ହୋଇଥିବା ତିନି ଟେଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଲିଡ୍ସରେ ଆରମ୍ଭ ହୋଇଛି। ମ୍ୟାଚର ପ୍ରଥମ ଦିନରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିୱି ଦଳର ପ୍ରଥମ…
ଓଟିଟି ପ୍ଲାର୍ଟପର୍ମରେ ଲୋକପ୍ରିୟ ଭାରତୀୟ ଫିଲ୍ମ‘ଆର୍ଆର୍ଆର୍’
ନିର୍ଦ୍ଦେଶକ ଏସ୍ ଏସ୍ ରାଜାମୌଲିଙ୍କ ଫିଲ୍ମ‘ଆର୍ଆର୍ଆର୍’ବକ୍ସ ଅଫିସରେ ପ୍ରାୟ ୧୧୦୦ କୋଟି ଅତିକ୍ରମ କରି ସମସ୍ତ ରେକର୍ଡ ଭାଙ୍ଗିଛିି। ବର୍ତ୍ତମାନ ନେଟ୍ଫ୍ଲିକ୍ସରେ ସବୁଠାରୁ ଲୋକପ୍ରିୟ ଭାରତୀୟ ଚଳଚ୍ଚିତ୍ର ହୋଇପାରିଛି। ଫିଲ୍ମରେ ଜୁନିୟର ଏନ୍ଟିଆର ଏବଂ ରାମ ଚରଣଙ୍କ କେମେଷ୍ଟ୍ରିକୁ ଦର୍ଶକ ପସନ୍ଦ…
ଚପିଯାଇଛି ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନ ହେଉନି
ଖୋର୍ଦ୍ଧା ଅଫିସ,୨୪ା୬: ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁମାନେ ଚେୟାର ଟେବୁଲରେ ବସି ପାଠ ପଢ଼ିବା ସହ ସ୍ବଚ୍ଛ ପାଣି ପିଇବେ। ଏଥିଲାଗି ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୮୩ ଲକ୍ଷ ୪୭ ହଜାର ଟଙ୍କା ଅନୁଦାନ…
୩ ଦିନରେ ବିବାଦୀୟ ରାସ୍ତା ନିର୍ମାଣ ଶେଷ
ନୟାଗଡ଼ ଅଫିସ,୨୪।୬: ରାସ୍ତା ନିର୍ମାଣ ପାଇଁ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲର ସବୁଜ ସଙ୍କେତ ପାଇବା ପରେ ନୟାଗଡ଼ ଜିଲା ପ୍ରଶାସନ ୧ ବନାମ ୧୭ ଖଣ୍ଡ ଗାଁ ମଧ୍ୟରେ ଲାଗି ରହିଥିବା ବିବାଦୀୟ ବଳଭଦ୍ରପୁର ଓ ଢ଼ିପମାଳ ୩ କି.ମି. ରାସ୍ତାକୁ…
ପଶ୍ଚିମ ବଡ଼ଚଣାରେ ବେଆଇନ ମାଙ୍କଡ଼ା ଖାଦାନ
ଚଣ୍ଡିଖୋଲ,୨୪ା୬(ଡି.ଏନ.ଏ.): ଦର୍ପଣ ତହସିଲ ଅନ୍ତର୍ଗତ ପଶ୍ଚିମ ବଡ଼ଚଣା କୁହାଯାଉଥିବା ପ୍ରାୟ ୪ଟି ପଞ୍ଚାୟତରେ ବ୍ୟାପକ ବେଆଇନ ମାଙ୍କଡ଼ା ଖାଦାନ ଚାଲୁଛି। ଯେଉଁଦିନ ତହସିଲ ତରଫରୁ ଚଢ଼ାଉ କରାଯାଉଛି ସେହି ଦିନଟି ଖାଦାନ ବନ୍ଦ ରହୁଥିବାବେଳେ ଅନ୍ୟଦିନ ଖାଦାନରେ ବ୍ୟାପକ କାରବାର ହେଉଛି।…
ପିକ୍ନିକ୍ ସ୍ପଟ୍ରେ ରୂପାନ୍ତରିତ ହେବ ଡ୍ୟାମ୍ ଅଞ୍ଚଳ
ଯାଜପୁର ଅଫିସ,୨୪ା୬: ରାଜ୍ୟରେ ଥିବା ଜଳଭଣ୍ଡାର, ଜଳାଶୟ ଏବଂ ସ୍ବତନ୍ତ୍ର ଡ୍ୟାମ ନିକଟବର୍ତ୍ତୀ ଅଞ୍ଚଳରେ ପିକନିକ୍ ସ୍ପଟ୍, ସୌନ୍ଦର୍ଯ୍ୟକରଣ, ସଂଗ୍ରହାଳୟ ସହ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ପ୍ରକଳ୍ପ ନିର୍ମାଣ କରାଯିବ। ଏଥିପାଇଁ ଜିଲାସ୍ତରରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟାଣ୍ଡାର୍ଡ ଅପରେଟିଂ…
ସ୍ମାର୍ଟ ସ୍କୁଲ: ଶାରଦା ଏକାଡେମୀର କରୁଣ ସ୍ଥିତି
ଡେରାବିଶ,୨୪ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଇନ୍ଦାଳୋ ପଞ୍ଚାୟତ ଛକନାସ୍ଥିତ ଶାରଦା ଏକାଡେମୀ ସ୍ମାର୍ଟ ସ୍କୁଲରେ ରୁପାନ୍ତରିତ ହେବା ପରେ ତା’ର କରୁଣ ସ୍ଥିତି ବୁଦ୍ଧିଜୀବୀଙ୍କୁ ଆଶ୍ଚର୍ଯ୍ୟ କରିଛି। ଡେରାବିଶ ବ୍ଲ୍ଳକରେ ଦ୍ୱିତୀୟ ପର୍ଯ୍ୟାୟରେ ୫-ଟି ଯୋଜନାରେ ଯେଉଁ ୯ଟି ବିଦ୍ୟାଳୟକୁ…
ରାଜ୍ୟରେ ପୁଣି ବଢ଼ିଲାଣି କରୋନା: ଆଜି ୬୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୬୧ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୧୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୬ ଜଣ ଚିହ୍ନଟ ହୋଇଥିବା ବେଳେ…
ଭୋକରେ ଜଳୁଛି ପେଟ, ପାଠକୁ ପଚାରେ କିଏ
ମହାକାଳପଡ଼ା,୨୪ା୬ (ଡି.ଏନ୍.ଏ.): ସମାଜର ମୁଖ୍ୟ ସ୍ରୋତରେ ଜନଜାତି ସମ୍ପ୍ରଦାୟ ଲୋକମାନଙ୍କୁ ସାମିଲ କରିବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଉପାନ୍ତ ଗ୍ରାମାଞ୍ଚଳରେ ତ୍ରୁଣମୂଳ ସ୍ତରରେ ବସବାସ କରୁଥିବା ଅନୁସୂଚିତ ଜନଜାତି ସମ୍ପ୍ରଦାୟ ପିଲାମାନେ କିପରି ପାଠ ପଢ଼ିପାରିବେ, ସେଥିପାଇଁ ସରକାରଙ୍କ…
ସେତୁ ନାହିଁ: ୧୫ କି.ମି. ବୁଲୁଛନ୍ତି ୨୫ ଗ୍ରାମବାସୀ
କେନ୍ଦ୍ରାପଡ଼ା ଅଫିସ, ୨୪ା୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ହଂସୁଆ ନଦୀର ତନ୍ତିଆପାଳଠାରେ ଥିବା ପୋଲ ୨୦୧୪ ମାର୍ଚ୍ଚ ୩ରେ ଭୁଶୁଡି ପଡିଥିଲା। ସେହିବର୍ଷ ଜୁଲାଇରେ ଟେଣ୍ଡର ହୋଇ ସେତୁ ନିର୍ମାଣ ଆରମ୍ଭ ହୋଇଥିଲା। ଇତିମଧ୍ୟରେ ଏହି ନିର୍ମାଣ ଆରମ୍ଭକୁ ୮ବର୍ଷ…
ଅସରାଏ ବର୍ଷାରେ ତାରପୁର ବାଇପାସ ରାସ୍ତା ବେହାଲ
ରଘୁନାଥପୁର,୨୪ା୬(ଡି.ଏନ୍.ଏ.): ଅସରାଏ ବର୍ଷାରେ ରଘୁନାଥପୁର ବ୍ଲକ ତାରପୁର ବାଇପାସ ରାସ୍ତାର ଅବସ୍ଥା ବେହାଲ ହୋଇଯାଉଛି। କିଛି ବ୍ୟବସାୟୀ ସରକାରୀ ଜମିକୁ ମାଡିବସି ଜଳ ନିଷ୍କାସନ ପଥକୁ ସଙ୍କୁଚିତ କରିଦେଇଥିବାରୁ, ଆବଶ୍ୟକ ସମୟରେ ବର୍ଷାଜଳ ନିଷ୍କାସିତ ହୋଇପାରୁ ନାହିଁ। ଫଳରେ କୃତ୍ରିମ ବନ୍ୟା…
Archives


