Home Left

ଦେଶରେ କଳା ଯାଦୁ ବିସ୍ତାର ପାଇଁ ଚାଲିଛି ପ୍ରୟାସ:ମୋଦି

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ହରିୟାଣାର ପାନିପତ ଠାରେ ୯୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଦ୍ୱିତୀୟ ପିଢି ଇଥାନଲ କାରଖାନାକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ ସେ କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଆମ…

ବିଦ୍ୟୁତ ଆଘାତରେ ଚାଲିଗଲା ଦମ୍ପତିଙ୍କ ଜୀବନ, ଅଳ୍ପକେ ବର୍ତ୍ତିଗଲା ଶିଶୁକନ୍ୟା

କେନ୍ଦୁଝର,୧୦ା୮(ସ୍ବ.ପ୍ର.): ଯୋଡ଼ା ଥାନା ଅନ୍ତର୍ଗତ ଅଂଶେଇକଳା ପଞ୍ଚାୟତର ଜାମକୁଣ୍ଡିଆ ଗ୍ରାମରେ ବିଦ୍ୟୁତ ଆଘାତରେ ଦମ୍ପତିଙ୍କ ମୃତ୍ୟୁ ନେଇ ଉକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକ ଦ୍ୱୟଙ୍କ ନାମ ମାନ୍ଦୁରୁ ମୁଣ୍ଡା ଓ ରାଇବଣୀ ମୁଣ୍ଡା। ତାଙ୍କ ପାଞ୍ଚ ବର୍ଷର ଶିଶୁକନ୍ୟା…

ଡାକ କର୍ମଚାରୀଙ୍କ ଧର୍ମଘଟ

କେନ୍ଦୁଝର,୧୦ା୮(ସ୍ବ.ପ୍ର.): ସର୍ବଭାରତୀୟ ଡାକ ୟୁନିଅନର ଡାକରାରେ କେନ୍ଦୁଝରଗଡ଼ ମୁଖ୍ୟାଳୟ ଡାକ କର୍ମଚାରୀ ୨୦ ଦଫା ଦାବିରେ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ୧୬୦ ବର୍ଷର ସର୍ବ ପୁରାତନ ଡାକ ବିଭାଗକୁ ଘରୋଇକରଣ ଉଦ୍ୟମକୁ ନିନ୍ଦା କରିବା ସହ ଗ୍ରାମୀଣ ଡାକ ସେବକଙ୍କୁ ସରକାରୀ…

‘ନୀତୀଶ କୁମାରଙ୍କୁ ଧୋକା ଦେଇଛି ଭାଜପା’

ପାଟନା,୧୦।୮: ବିହାରରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ପରେ ଜେଡିୟୁ ଜାତୀୟ ସଭାପତି ଲଲାନ ସିଂ ଭାଜପାକୁ କଡ଼ ଟାର୍ଗେଟ୍‌ କରିଛନ୍ତି। ଭାଜପା ନୀତୀଶ କୁମାରଙ୍କ ପ୍ରତି ବିଶ୍ୱାସଘାତକତା କରିଛି ବୋଲି ସେ ଅଭିଯୋଗ କରିଛନ୍ତି। ନୀତୀଶ କୁମାର ପୂର୍ବରୁ ମୁଖ୍ୟମନ୍ତ୍ରୀ ହେବାକୁ…

ବିଦେଶୀ ପ୍ରେମିକାଙ୍କୁ ଦୁଇଥର ବିବାହ କରିବେ ‘ମସ୍ତରାମ’ ଅଭିନେତା, କିଛି ଏଭଳି…

ବମ୍ବେ: ଓ୍ବେବ୍‌ ସିରିଜ ‘ମସ୍ତରାମ୍‌’ର ଅଭିନେତା ଅଂଶୁମାନ ଝା ତାଙ୍କ ବିଦେଶୀ ପ୍ରେମିକା ସିଆର୍‌ ଓ୍ବିଣ୍ଟର୍ସଙ୍କୁ ବିବାହ କରିବେ। ଚଳିତ ବର୍ଷ ଅକ୍ଟୋବର ୨୯ରେ ଆମେରିକାରେ ପ୍ରଥମେ ତାଙ୍କ ବିବାହ ଅନୁଷ୍ଠିତ ହେବ। ପରେ ମାର୍ଚ୍ଚ ୨୦୨୩ରେ ସେମାନେ ଭାରତୀୟ ପରମ୍ପରାନୁଯାୟୀ…

କାହିଁକି ଟିମ୍‌ରେ ହେଉଛି ଏତେ ପରିବର୍ତ୍ତନ? ରୋହିତ ଦେଲେ ବଡ଼ ବୟାନ..

ନୂଆଦିଲ୍ଲୀ,୧୦।୮: ଭାରତୀୟ କ୍ରିକେଟ ଟିମ୍‌ ଏବେ ଜବରଦସ୍ତ ଫର୍ମରେ ଅଛି। ନିକଟରେ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସୀମିତ ଓଭର ସିରିଜରେ ବିଜେତା ହୋଇଥିଲା। ଏହାପୂର୍ବରୁ ଇଂଲଣ୍ଡ ଗସ୍ତରେ ମଧ୍ୟ ଦିନିକିଆ ଏବଂ ଟି୨୦ ମୁକାବିଲାରେ ଜିତିଥିଲା। ଏବେ ଟିମ୍‌ ଇଣ୍ଡିଆର ନଜର…

ବଡଗାମରେ ସୁରକ୍ଷାକର୍ମୀଙ୍କୁ ସଫଳତା: ୨ ଆତଙ୍କବାଦୀ ନିହତ

ଜମ୍ମୁ ,୧୦ ।୮: ଜମ୍ମୁ-କଶ୍ମୀରର ବଡଗାମରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ବୁଧବାର ସକାଳୁ ସେଠାରେ ଆରମ୍ଭ ହୋଇଥିବା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଜମ୍ମୁ-କଶ୍ମୀର ପୋଲିସ ଟୁଇଟ କରି ଏହି ସୂଚନା ଦେଇଛି ।…

ରାଖୀ ପୂର୍ବରୁ ସାରାଙ୍କୁ ଉପହାର ଦେଲେ ଅର୍ଜୁନ

ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ପୁଣି ନିଜ ଫ୍ୟାଶନର ଜଲଓ୍ବା ଦେଖାଇଛନ୍ତି। ସବୁବେଳେ ନିଜର ନିଆରା ଷ୍ଟାଇଲକୁ ନେଇ ଚର୍ଚ୍ଚାରେ ରହୁଥିବା ସାରାଙ୍କ ରାଖୀ ପୂର୍ବରୁ ଉପହାର ଦେଇଛନ୍ତି ଭାଇ ତଥା କ୍ରିକେଟର୍‌ ଅର୍ଜୁନ ତେନ୍ଦୁଲକର। ଅର୍ଜୁନ ଭଉଣୀଙ୍କୁ…

ଜାଣନ୍ତୁ କେମିତି କିଣିବେ ଛତା

ବର୍ଷାରୁ ରକ୍ଷା ପାଇବା ଲାଗି ଛତା ସଭିଙ୍କୁ ଲୋଡ଼ା। ତେବେ ଅନେକେ ଛତା କିଣିବା ବେଳେ ଏହାର କଲର ଏବଂ ଆକର୍ଷଣୀୟ ଡିଜାଇନ୍‌କୁ ଅଧିକ ଗୁରୁତ୍ୱ ଦେଇଥା’ନ୍ତି । ଫଳରେ ବର୍ଷା ସମୟରେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥା’ନ୍ତି। ତେଣୁ ଛତା…

ଡେଙ୍ଗୁରେ ପୀଡ଼ିତ ହୋଇ ବି ବିରତି ନେଇ ନାହାନ୍ତି କଙ୍ଗନା!

ମୁମ୍ବାଇ: ବଲିଉଡ କୁଇନ କଙ୍ଗନା ରାନୱତଙ୍କୁ ଡେଙ୍ଗୁ । ଏହି ଖବର ପାଇବା ପରେ ତାଙ୍କ ପ୍ରଶଂସକ କଙ୍ଗନାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ତାଙ୍କୁ ଖୁବ୍ ଅଧିକ ମାତ୍ରାରେ ଜ୍ୱର ହୋଇଥିଲେ ବି ସେ ଆରାମ ନ କରି…

କୋରାପୁଟରେ ପ୍ରବଳ ବର୍ଷା: ୩ ଦିନରେ ଭାଙ୍ଗିଲାଣି ୧୩୪ ଘର

କୋରାପୁଟ,୧୦ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ବର୍ତ୍ତମାନ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଗତ ୩ ଦିନରେ ଜିଲାରେ ମୋଟ୍‌ ୧୩୪ଟି ଘର ଭାଙ୍ଗି ଯାଇଥିବା ବୁଧବାର ଜିଲା ଜରୁରୀ ଅଧିକାରୀ ଜ୍ଞାନଜ୍ୟୋତି ତ୍ରିପାଠୀ ସୂଚନା ଦେଇଛନ୍ତି। ଏଥିମଧ୍ୟରୁ ସୋମବାର ଜିଲାରେ ୧୮ଟି ଘର…

ସୁପ୍ରିମକୋର୍ଟରୁ ନୂପୁର ଶର୍ମାଙ୍କୁ ଆଶ୍ୱସ୍ତି: ସମସ୍ତ ମାମଲା ଦିଲ୍ଲୀକୁ ସ୍ଥାନାନ୍ତରିତ

ନୂଆଦିଲ୍ଲୀ,୧୦।୮: ନିଲମ୍ବିତ ଭାଜପା ନେତା ନୂପୁର ଶର୍ମାଙ୍କୁ ବୁଧବାର ସୁପ୍ରିମକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ବିଭିନ୍ନ ରାଜ୍ୟରେ ତାଙ୍କ ବିରୋଧରେ ରୁଜୁ ହୋଇଥିବା ସମସ୍ତ ମାମଲାକୁ ସୁପ୍ରିମକୋର୍ଟ ଦିଲ୍ଲୀକୁ ସ୍ଥାନାନ୍ତର କରିଛନ୍ତି। ସୂଚନାଯୋଗ୍ୟ, ନୂପୁର ଦୀର୍ଘ ଦିନ ଧରି ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri