Home Left

ଗରଦପୁର ବ୍ଲକରେ ଦୁର୍ନୀତି ଅଭିଯୋଗ

ପାଟକୁରା,୧୨ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗରଦପୁର ବ୍ଲକ ଏବେ ଦୁର୍ନୀତିର ଗନ୍ତାଘର ସାଜିଛି। ଉନ୍ନୟନ ଅର୍ଥର ବ୍ୟାପକ ହେରଫେର ହୋଇଛି। ଏପରି ଅଭିଯୋଗର ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ରାଷ୍ଟ୍ରୀୟ ମଧ୍ୟବିତ ପରିବାର ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲିଖିତ…

ରାଜୀବ ଗାନ୍ଧୀ ହତ୍ୟାକାଣ୍ଡ: କଂଗ୍ରେସର ପ୍ରଶ୍ନ କ’ଣ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ପୁନର୍ବିଚାର ପାଇଁ ଆବେଦନ କରିବେ

ନୂଆଦିଲ୍ଲୀ,୧୨ ।୧୧: କଂଗ୍ରେସର ସାଧାରଣ ସମ୍ପାଦକ ତଥା କର୍ନାଟକ ପ୍ରଭାରୀ ରଣଦୀପ ସୁରଜେୱାଲା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀଙ୍କୁ ମୁକ୍ତ କରିବାକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ବିଧାନର ମୂଳ ନୀତିର ଅଣଦେଖା ବୋଲି କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗଣତାନ୍ତ୍ରିକ ସିଦ୍ଧାନ୍ତର ବିଜୟ: ଷ୍ଟାଲିନ୍‌

ଚେନ୍ନାଇ/ନୂଆଦିଲ୍ଲୀ,୧୨ା୧୧: ରାଜୀବ ଗାନ୍ଧୀଙ୍କ ୬ ହତ୍ୟାକାରୀଙ୍କୁ ମୁକ୍ତ କରିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ସ୍ବାଗତ କରିଛନ୍ତି। ଡିଏମ୍‌କେ ମୁଖ୍ୟ ଷ୍ଟାଲିନ୍‌ କହିଛନ୍ତି, ଏ.ଜି. ପେରାରିଭଲନ୍‌ଙ୍କ ପରେ ସୁପ୍ରିମକୋର୍ଟ ଅନ୍ୟ ୬ ଜଣଙ୍କୁ ଛାଡ଼ିଦେଇଛନ୍ତି। ଦୀର୍ଘ…

ଚାଇନା ନାଗରିକଙ୍କ ବ୍ୟାଗ୍‌ରୁ ବାଦୁଡ଼ି ମାଂସ ଧରିଲା ସନ୍ଧାନୀ କୁକୁର

ବ୍ୟାଙ୍କକ୍‌,୧୨।୧୧: ଥାଇଲାଣ୍ଡର ସୁବର୍ଣ୍ଣଭୂମି ଏୟାରପୋର୍ଟରେ ଜଣେ ଚାଇନା ନାଗରିକ ନିଜ ବ୍ୟାଗ୍‌ରେ ଚାଲାଣକରି ଆଣୁଥିବା ବାଦୁଡ଼ି ମାଂସକୁ ସନ୍ଧାନୀ କୁକୁର ଧରିଛି। ପ୍ରାଣୀଧନ ଉନ୍ନୟନ ବିଭାଗର କୁକୁରଟି ବିମାନବନ୍ଦରରେ ଡ୍ୟୁଟିରେ ନିୟୋଜିତ ଥିବାବେଳେ ମାଲେସିଆ, କମ୍ବୋଡିଆ, ତାଇଓ୍ବାନ, ଲାଓସ୍‌, ଭିଏତ୍‌ନାମ ଓ…

ଆମ ପାଇଁ ନ୍ୟାୟ କାହିଁ

ଚେନ୍ନାଇ/ନୂଆଦିଲ୍ଲୀ,୧୨ା୧୧: ମୁକ୍ତି ପାଇଥିବା ନଳିନୀ ଶ୍ରୀହରନ୍‌ଙ୍କ ସମେତ ଅନ୍ୟ ଦୋଷୀମାନଙ୍କ ପରିବାର ଲୋକେ ଖୁସି ବ୍ୟକ୍ତ କରିଥିବାବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ସମୟରେ ଆମତ୍ଘାତୀ ବିସ୍ଫୋରଣରେ ମୃତାହତ ହୋଇଥିବା ଲୋକଙ୍କ ପାଇଁ ନ୍ୟାୟ କାହିଁ ବୋଲି ଶୁକ୍ରବାର ଜଣେ…

୩୧% ବୃଦ୍ଧି ପାଇଛି ପ୍ରତ୍ୟକ୍ଷ ଟିକସ ସଂଗ୍ରହ

ନୂଆଦିଲ୍ଲୀ,୧୨।୧୧: ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ମଧ୍ୟରେ (୨୦୨୨-୨୩ ନଭେମ୍ବର ୧୦ ପର୍ଯ୍ୟନ୍ତ) ଦେଶର ପ୍ରତ୍ୟକ୍ଷ ଟିକସ ସଂଗ୍ରହ ପ୍ରାୟ ୩୧% (୩୦.୬୯%) ବୃଦ୍ଧି ପାଇଛି। ଏପରିକି ଏହି ସମୟ ମଧ୍ୟରେ ଟିକସ ସଂଗ୍ରହ ୧୦.୫୪ ଟ୍ରିଲିୟନ ଟଙ୍କାରେ ପହଞ୍ଚତ୍ଛି…

ଆଶଙ୍କାରେ ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ସରକାରୀ ସ୍ତରରେ ଅନୁଷ୍ଠିତ ହେଉଥିବା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’କୁ ନେଇ ପୁଣି ଆଶଙ୍କା ଦେଖାଦେଇଛି। ଚଳିତବର୍ଷ ପୁସ୍ତକ ହେମ ହେବ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱାତ୍ମକ ପରିସ୍ଥିତି ସୃଷ୍ଟି ହୋଇଛି। ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟକୁ…

ଭୁଶୁଡ଼ିବାକୁ ବସିଛି ମକରା ନଦୀବନ୍ଧ

କଣାସ,୧୨।୧୧(ସ୍ବ.ପ୍ର.): କଣାସ ବ୍ଲକକୁ ୧୭ରୁ ଊର୍ଦ୍ଧ୍ୱ ନଦୀନାଳ ଘେରି ରହିଛି। ନଦୀବନ୍ଧ ସୁରକ୍ଷା ଦାୟିତ୍ୱରେ ଥିବା ଅଧିକାରୀଙ୍କ ଖାମଖିଆଲ ନୀତି ଯୋଗୁ ପ୍ରତିବର୍ଷ ବନ୍ୟା ସମୟରେ ବିଭିନ୍ନ ନଦୀ ବନ୍ଧ ଭାଙ୍ଗି ଅଞ୍ଚଳର ଲୋକେ ଦୁଦ୍ଦର୍ର୍ଶା ଭୋଗୁଛନ୍ତି। ଚଳିତବର୍ଷ ବନ୍ୟାରେ ରାଜୁଆ…

ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୨ା୧୧: ଖୋର୍ଦ୍ଧା ସଦର ଥାନା ଅଧୀନ ବ୍ରଜମୋହନପୁର ପଞ୍ଚାୟତ ଶରଧାପୁର ଗ୍ରାମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ରବୀନ୍ଦ୍ରନାଥ ବଳିୟାରସିଂ (୭୦)। ଖବରପାଇ ପୋଲିସ ଘଟଣସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର…

ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ,୧୨ା୧୧: ରାଜ୍ୟରେ ଅନିୟନ୍ତ୍ରିତ ହାତୀମୃତ୍ୟୁ ରୋକିବା ପାଇଁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦିଗରେ ପୋଲିସ ଓ ବନ ବିଭାଗର ମିଳିତ ଭାବେ ଏକ ଟାସ୍କଫୋର୍ସ ଗଠନ କରାଯାଇଛି। ଏହି ଟାସ୍କଫୋର୍ସର ଆଗାମୀ କାର୍ଯ୍ୟାବଳୀ ସମ୍ପର୍କିତ ସତ୍ୟପାଠ ଶୁକ୍ରବାର ହାଇକୋର୍ଟରେ…

ଉତ୍ତରପ୍ରଦେଶରୁ ଦ୍ୱିତୀୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଅଧିକାରୀ କହି ୩ କୋଟିର ଲୋଭ ଦେଖାଇ ଜଣେ ବ୍ୟବସାୟୀଙ୍କଠାରୁ ୨.୩୫ କୋଟି ଟଙ୍କା ଠକେଇ କରିବା ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ରାକେଟର ଦ୍ୱିତୀୟ ଅଭିଯୁକ୍ତଙ୍କୁ ଉତ୍ତରପ୍ରଦେଶର ଏଟା ଜିଲାରୁ ଗିରଫ କରିଛି।…

ଲିଙ୍ଗ ନିରୂପଣ ଧରାଇଲେ ମିଳିବ ୨୫ ହଜାର

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): କନ୍ୟାଭ୍ରୂଣର ଜୀବନ ଅଧିକାରକୁ ସୁରକ୍ଷା କରିବା ତଥା ଲିଙ୍ଗ ନିରୂପଣ ଭଳି ବେଆଇନ କାର୍ଯ୍ୟକୁ ରୋକିବା ପାଇଁ ରାଜ୍ୟ ସରକାର ସୂଚନା ପ୍ରଦାନକାରୀ ପ୍ରୋତ୍ସାହନ ଯୋଜନା ଆରମ୍ଭ କରିଛନ୍ତି। ଏଥିପାଇଁ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି। ବେଆଇନ ଲିଙ୍ଗ ନିରୂପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?