Home Left

ଲଗାଣ ବର୍ଷା ଯୋଗୁ ବ୍ୟାପିପାରେ ହଇଜା: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ଲଗାଣ ବର୍ଷା ଯୋଗୁ ପୁଣି ହଇଜା, ଝାଡାବାନ୍ତି ବ୍ୟାପିପାରେ। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମଶ୍ର ସତର୍କ କରାଇଛନ୍ତି। ସେ କହିଛନ୍ତି, ସବୁ ଜିଲା ସିଡିଏମ୍‌ଓଙ୍କୁ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଝାଡାବାନ୍ତି ବ୍ୟାପିଥିବା…

ବରବରା ରାଓଙ୍କୁ ଜାମିନ…

ନୂଆଦିଲ୍ଲୀ, ୧୦।୮ : ମହାରାଷ୍ଟ୍ରରେ ୨୦୧୮ ଭୀମା କୋରେଗାଓଁ ହିଂସା ମାମଲାରେ ଅଭିଯୁକ୍ତ କବି ୮୪ ବର୍ଷ ବୟସ୍କ ପି. ବରବରା ରାଓଙ୍କୁ ସ୍ବାସ୍ଥ୍ୟ ଆଧାରରେ ସୁପ୍ରିମକୋର୍ଟ ବୁଧବାର ଜାମିନ ପ୍ରଦାନ କରିଛନ୍ତି। ଏହାପୂର୍ବରୁ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଥିଲା।…

ଚାଲିଥିଲା ଜୁଆ ଆଡ୍ଡା, ପହଞ୍ଚିଗଲା ପୋଲିସ

ବୁଗୁଡ଼ା,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ ହୋଇଛି। ଏଥିରେ ପୋଲିସ ୧୧ ଜଣ ଜୁଆଡ଼ିଙ୍କୁ କାବୁ କରିବା ସହ ସେଠାରୁ ୭୩୦୦ ଟଙ୍କା ଜବତ କରିଥିବା…

ରିଲିଜ୍‌ ପରେ ବି ନିଜ ଫିଲ୍ମ ଦେଖିବାକୁ ପସନ୍ଦ କରନ୍ତିନି ଅଭିନେତ୍ରୀ

ଫିଲ୍ମ ରିଲିଜ୍‌ ହେବା ପରେ ଷ୍ଟାର୍‌ମାନେ ନିଜ ଫିଲ୍ମ ଦେଖନ୍ତି, ହେଲେ ଏମିତି କିଛି ଷ୍ଟାର୍‌ ଅଛନ୍ତି ଯେଉଁମାନେ ନିଜ ଫିଲ୍ମ ରିଲିଜ୍‌ ହେଲେ ମଧ୍ୟ ଦେଖିବାକୁ ପସନ୍ଦ କରନ୍ତି ନାହିଁ। ହଁ, ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିପାରେ, କିନ୍ତୁ କିଛି…

ଅବସର ପ୍ଲାନ୍‌ ଘୋଷଣା କଲେ ସେରେନା

ନ୍ୟୁୟର୍କ,୧୦ା୮(ପି.ଟି): ୨୩ଟି ଗ୍ରାଣ୍ଡସ୍ଳାମ ଚାମ୍ପିୟନ ସେରେନା ଓ୍ବିଲିୟମ୍ସ ଟେନିସ୍‌ ଛାଡିବା ନେଇ ପରୋକ୍ଷରେ ସୂଚନା ଦେଇଛନ୍ତି। ଅବସର ସମ୍ପର୍କରେ ସିଧାସଳଖ ସୂଚନା ଦେଇ ନଥିଲେ ହେଁ ଟେନିସ୍‌ରୁ ଦୂରେଇ ଆଉ ଏକ ସନ୍ତାନ ଜନ୍ମ କରିବା ସହିତ ନିଜର ବ୍ୟବସାୟ ଉପରେ…

ଛେତ୍ରୀ, ମନୀଷା ପ୍ଲେୟର ଅଫ୍‌ ଦି ଇୟର

ନୂଆଦିଲ୍ଲୀ,୧୦ା୮(ପି.ଟି.): ଭାରତ ପୁରୁଷ ଫୁଟ୍‌ବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ ମଙ୍ଗଳବାର ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଦ୍ୱାରା ବର୍ଷର ଶ୍ରେଷ୍ଠ ପୁରୁଷ ଖେଳାଳି ବିବେଚିତ ହୋଇଛନ୍ତି। ସେ ୭ମ ଥର ପାଇଁ ଏହି ପୁରସ୍କାର ଜିତିଛନ୍ତି। ଅନ୍ୟପକ୍ଷରେ ମହିଳା ବର୍ଗରେ…

ଭାରତୀୟ ମହିଳା ଦଳକୁ ରୌପ୍ୟ ପଦକ

ଭୁବନେଶ୍ୱର, ୧୦ା୮ (କ୍ରୀଡ଼ା ପ୍ରତିନିଧି): ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଅନୁଷ୍ଠିତ ଏସିଆ ରଗ୍‌ବୀ ସେଭେନ୍ସ ପ୍ରତିଯୋଗିତାରେ ଭାରତୀୟ ମହିଳା ଦଳ ରୌପ୍ୟ ପଦକ ହାସଲ କରିଛି। ଭାରତୀୟ ଦଳରେ କିସ୍‌ର ୩ ଖେଳାଳି ହୁପି ମାଝି, ତରୁଲତା ନାଏକ ଓ ଦୁମୁନି ମାର୍ଣ୍ଡି…

ରେଣୁକାଙ୍କୁ କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌

ଦୁବାଇ,୧୦ା୮(ପି.ଟି.): ଭାରତୀୟ ପେସ୍‌ ବୋଲର ରେଣୁକା ସିଂ ମଙ୍ଗଳବାର ପ୍ରକାଶିତ ଆଇସିସି ଟି୨୦ ମହିଳା ର଼୍ୟାଙ୍କିଙ୍ଗରେ କ୍ୟାରିୟର ଶ୍ରେଷ୍ଠ ୧୮ତମ ସ୍ଥାନ ଅଧିକାର କରିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେ ଅଗ୍ରଣୀ ଉଇକେଟ ହାସଲକାରୀ ବୋଲର ହୋଇଥିଲେ। ବର୍ମିଂହାମ୍‌ ଗେମ୍ସରେ ସେ ୧୧ଟି…

ଯୌନଶୋଷଣ ଅଭିଯୋଗରେ ରେସିଂ କୋଚ ବାସନ୍ଦ

ଲଣ୍ଡନ,୧୦ା୮(ପି.ଟି): ଯୌନ ଶୋଷଣ ଅଭିଯୋଗରେ ଇଂଲଣ୍ଡ ରେସିଂ ଦଳର କୋଚ ଟୋନି ମିନିଚିଏଲୋଙ୍କୁ ଆଜୀବନ ବାସନ୍ଦ କରାଯାଇଛି। ଦୀର୍ଘ ୧୫ ବର୍ଷର କ୍ୟାରିୟର ମଧ୍ୟରେ ଏକାଧିକ ଖେଳାଳିଙ୍କ ସହିତ ଅସଦାଚରଣ କରିଥିବା ପ୍ରମାଣିତ ହେବା ପରେ ୟୁକେ ଆଥଲେଟିକ୍ସ ପରିଚାଳନା ବୋର୍ଡ…

ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ

କଟକ ଅଫିସ,୧୦।୮: ଓଡ଼ିଆ ଚଳଚ୍ଚିତ୍ର ସଂଳାପ ଲେଖକ ରଣଜିତ୍‌ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। କଟକ ସ୍ଥିତ ସିଡିଏ-୯ନଂ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ଲିଭର…

ଡୋପିଂ: ଟେନିସ ଖେଳାଳି ମାର୍ଟିନ ସସ୍‌ପେଣ୍ଡ

ଲଣ୍ଡନ, ୧୦ା୮(ଏପି): ଟେନିସ ଖେଳାଳି ଆନ୍ଦ୍ରେଜ ମାର୍ଟିନ ଏକ ପ୍ରତିଯୋଗିତା ବେଳେ ହୋଇଥିବା ଡୋପ୍‌ ଟେଷ୍ଟରେ ବିଫଳ ହେବାରୁ ମଙ୍ଗଳବାର ତାଙ୍କୁ ସସ୍‌ପେଣ୍ଡ କରାଯାଇଛି। ସ୍ଲୋଭାକିଆର ଏହି ୩୨ ବର୍ଷୀୟ ଖେଳାଳିଙ୍କର ଗତ ଜୁନ୍‌ରେ ତାଙ୍କ ଦେଶର ଏକ ଦ୍ୱିତୀୟ ପାହ୍ୟା…

ପ୍ରଭାକର ନେପାଳ କ୍ରିକେଟ ଦଳ ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ,୧୦ା୮(ପି.ଟି.): ପୁବୁଡୁ ଦାସାନାୟକେଙ୍କ ସ୍ଥାନରେ ପୂର୍ବତନ ଅଲରାଉଣ୍ଡର ମନୋଜ ପ୍ରଭାକର ନେପାଳ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ଦାସାନାୟକେ ଜୁଲାଇରେ ତାଙ୍କ ପଦ ତ୍ୟାଗ କରିଛନ୍ତି। ସେ କାନାଡା କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଦରୟିତ୍ୱ ଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri