‘ସୈନିକଙ୍କ ପାଇଁ ରାଖୀଟିଏ’
ବାଲେଶ୍ୱର ଅଫିସ,୧୦।୮: ବାଲେଶ୍ୱର ଜିଲାର ବିଭିନ୍ନ ମହାବିଦ୍ୟାଳୟର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରଷଦ (ଏବିଭିପି) ୟୁନିଟର ସଭାପତିଙ୍କ ନେତୃତ୍ୱରେ ଛାତ୍ରୀଛାତ୍ରମାନେ ସୀମାରେ ଦେଶକୁ ସୁରକ୍ଷା ଦେଉଥିବା ସୈନିକଙ୍କ ପାଇଁ ‘ସୈନିକଙ୍କ ପାଇଁ ରାଖୀଟିଏ’ କାର୍ଯକ୍ରମ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଏକାଠି ହୋଇଥିବା…
ପୁଣି କରୋନାରେ ଆକ୍ରାନ୍ତ ହେଲେ ପ୍ରିୟଙ୍କା
ନୂଆଦିଲ୍ଲୀ ,୧୦।୮: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବୁଧବାର ପ୍ରିୟଙ୍କା ଟୁଇଟ୍ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ଘରେ ନିଜକୁ ଆଇସୋଲେଟ କରି ରଖିବା ସହ ସମସ୍ତ ପ୍ରୋଟୋକଲ ପାଳନ କରୁଛନ୍ତି ବୋଲି…
ଏନ୍ଏଚ୍ ଉପରେ ୩ଫୁଟ୍ ପାଣି
ସମ୍ବଲପୁର,୧୦ା୮(ବ୍ୟୁରୋ): ସମଗ୍ର ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି। ଲଗାଣ ବର୍ଷା ଯୋଗୁ ସମ୍ବଲପୁର ଜିଲାରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଚାଷୀ କୁଳକୁ ଆସ୍ବସ୍ତି ମିଳିଥିଲେ ବି ବର୍ଷା ଲାଗିରହିଥିବାରୁ ଚାଷକାର୍ଯ୍ୟ ଠପ୍ ହୋଇପଡ଼ିଛି। ଅନେକ ସ୍ଥାନରେ ଜନ ନିଷ୍କାସନ…
ଭିତରକନିକାରେ ୟୁଏନ୍ଡିପି, ଏକ୍ରିକ୍ ପ୍ରତିନିଧି ଦଳ
ରାଜନଗର, ୧୦।୮(ଡି.ଏନ.ଏ.): ଓଡ଼ିଶାରେ ୨୫୮.୫୯ ବର୍ଗ କିମି ଲୁଣା ଜଙ୍ଗଲ ଥିବା ବେଳେ କେବଳ ଭିତରକନିକାରେ ୮୧ ପ୍ରତିଶତ ରହିଛି। ବ୍ରାହ୍ମଣୀ, ବୈତରଣୀ ଅବବାହିକାରେ ବିସ୍ତୁତ ହୋଇଥିବା ଭାରତର ଦ୍ୱିତୀୟ ବୃହତମ ଲୁଣା ଜଙ୍ଗଲ ଭିତରକନିକା। ଭିତରକନିକାର ଲୁଣା ଜଙ୍ଗଲ ପ୍ରାକୃତିକ…
ଦୁର୍ବଳ ହେଲା ଅବପାତ!
ଭୁବନେଶ୍ୱର,୧୦।୮(ବ୍ୟୁରୋ): ଦୁର୍ବଳ ହେଲା ଅବପାତ। ବୁଧବାର ସକାଳ ୫.୩୦ ସମୟରେ ଅବପାତ ଛତିଶଗଡ ଏବଂ ପାର୍ଶବର୍ତ୍ତୀ ପୂର୍ବ ମଧ୍ୟପ୍ରଦେଶ ଉପରେ ଦୁର୍ବଳ ହୋଇ ଗୋଟିଏ ସୁଦୃଶ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…
ରୋଜଗାରର ବାଟ ଦେଖାଇଛି କାଇଁଚ ରାଖୀ
କେନ୍ଦ୍ରାପଡ଼ା ଅଫିସ, ୧୦।୮: ଆସନ୍ତା ୧୧ ତାରିଖରେ ରାଖୀ ପୂର୍ଣ୍ଣିମା। ଭାଇ ଓ ଭଉଣୀଙ୍କ ପାଇଁ ଏହି ଦିନଟି ସ୍ବତନ୍ତ୍ର। ଭାଇ ହାତରେ ଭଉଣୀ ରାଖୀ ପିନ୍ଧାଇ ନିଜର ସୁରକ୍ଷା ଦାବିକରେ। ଏହାକୁ ଦୃଷ୍ଟିରେ ରଖି ଓର୍ମାସ ପକ୍ଷରୁ କେନ୍ଦ୍ରାପଡ଼ା ଜିଲା…
ନିର୍ମାଣ ହେଉନି ଅଙ୍ଗନଓ୍ବାଡି ଗୃହ
ରଘୁନାଥପୁର,୧୦।୮(ଡି.ଏନ୍.ଏ.): ଦୀର୍ଘ ବର୍ଷ ହେବ ରଘୁନାଥପୁର ବ୍ଲକ ଜଗନ୍ନାଥପୁର ବାଗସାହି ମିନି ଅଙ୍ଗନଓ୍ବାଡି ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରୁନି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇବା ସହ ୧୫ ଦିନ ମଧ୍ୟରେ ଏହି କାର୍ଯ୍ୟ ଆରମ୍ଭ ନ ହେଲେ ବ୍ଲକ…
ଦାମୋଦରପାଟଣା-ବିଦ୍ରୁପା ରାସ୍ତା ପାଲଟିଛି ମରଣଯନ୍ତା
ପଟ୍ଟାମୁଣ୍ଡାଇ, ୧୦।୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଓ ଯାଜପୁର ଜିଲା ମଧ୍ୟ ଦେଇ ଯାଇଥିବା ଦାମୋଦରପାଟଣା-ବିଦ୍ରୁପା ସଂଯୋଗୀକରଣ ରାସ୍ତା ଏକ ଗୁରୁତ୍ୱପୂର୍ଣ୍ଣ ମାନ୍ୟତା ପାଇଛି। ମାତ୍ର ଆବଶ୍ୟକ ମରାମତି ଅଭାବରୁ ଏହି ରାସ୍ତା ମରଣଯନ୍ତାରେ ପାଲଟିଛି। ଜଳସମ୍ପଦ ବିଭାଗ ଅଧୀନରେ ଥିବା ଏହି ନଦୀବନ୍ଧ ରାସ୍ତାର…
କରୋନା ନେଲା ଆଉ ଜଣଙ୍କ ଜୀବନ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି। ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ସାମୁଦ୍ରିକ ଝଡ଼, ମୃତ୍ତିକା ଅବକ୍ଷୟ ରୋକୁଛି ହେନ୍ତାଳ ଜଙ୍ଗଲ
ମହାକାଳପଡ଼ା,୧୦।୮ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ସାମୁଦ୍ରିକ ଝଡ଼, ଉପକୂଳ ମୃତ୍ତିକା ଅବକ୍ଷୟ ରୋକିବାରେ ମୁଖ୍ୟ ଭୂମିକା ଗ୍ରହଣ କରୁଛି ହେନ୍ତାଳ ଜଙ୍ଗଲ। ଏହି ଅଞ୍ଚଳରେ ବିଗତଦିନରେ ୧୯୬୭, ୧୯୭୧, ୧୯୮୨, ୧୯୯୯ (ମହାବାତ୍ୟା),…
ଆଜି ଶପଥ ନେବେ ନୀତୀଶ
ପାଟନା,୧୦।୮: ମହାମେଣ୍ଟର ନେତା ଭାବେ ନିର୍ବାଚିତ ହୋଇଥିବା ଜେଡ଼ିୟୁ ନେତା ନୀତୀଶ କୁମାର ବୁଧବାର ରାଜଭବନରେ ବିହାରରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଅପରାହ୍ନରେ ଶପଥ ନେବେ । ଏ ନେଇ ଆରଜେଡି ପକ୍ଷରୁ ଟୁଇଟ୍ ମାଧ୍ୟମରେ ସୂଚନା ଦିଆଯାଇଛି। ସେହିପରି ଆରଜେଡି…
ଇମ୍ରାନ ଖାଁଙ୍କ ସମ୍ପର୍କୀୟ ଗିରଫ, ପୂର୍ବତନ ପ୍ରଧାନମନ୍ତ୍ରୀ କହିଲେ ଗିରଫ ନୁହେଁ ଅପହରଣ
ଇସଲାମାବାଦ,୧୦ ।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଜଣେ ନିକଟ ସମ୍ପର୍କୀୟଙ୍କୁ ମଙ୍ଗଳବାର ଗିରଫ କରାଯାଇଛି । ଏକ ଘରୋଇ ଟେଲିଭିଜନ ଚ୍ୟାନେଲରେ ସାକ୍ଷାତ୍କାର ସମୟରେ ରାଜଦ୍ରୋହ ସମ୍ପର୍କୀୟ ବୟାନ ଦେଇଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଏହା…
Archives


