Home Left

ଅର୍ଚ୍ଚନା ନାଗ ମାମଲା: ଇଡିକୁ ରିପୋର୍ଟ ମାଗିଲା ଏସ୍‌ଆଇଟି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଲେଡି ବ୍ଲାକମେକର ଅର୍ଚ୍ଚନା ନାଗଙ୍କ ପାଇଁ ଅଢୁଆ ବଢିବାରେ ଲାଗିଛି। ବେଆଇନ ଅର୍ଥ କାରବାର ମାମଲାରେ ଇଡି ତଦନ୍ତ କରୁଥିବା ବେଳେ ଏସ୍‌ଆଇଟି ମାମଲାର ରିପୋର୍ଟ ମାଗିଛି। ଆସନ୍ତା ୧୩ ତାରିଖରେ ଦିଲ୍ଲୀରେ ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଏସ୍‌ଆଇଟି…

ଆତଙ୍କ ରୋକିପାରୁନି ‘ଐରାବତ’

ଢେଙ୍କାନାଳ ଅଫିସ, ୧୧।୧୧: ଚିନ୍ତା ବଢ଼ାଇଥିଲେ ହାତୀପଲ। ଏବେ ସେଥିରେ ସାମିଲ ହୋଇଛନ୍ତି ବାର୍‌ହା। ରାତିଅଧିଆ ଦଳବଦ୍ଧ ହୋଇ ସେମାନେ ଖାଇଯାଉଛନ୍ତି ଏକର ଏକର ଜମିର ଫସଲ। ଯେତିକି ଖାଉନାହାନ୍ତି, ତା’ଠାରୁ ଯଥେଷ୍ଟ ଅଧିକ ଦଳିଚକଟି ନଷ୍ଟ କରି ପକାଉଛନ୍ତି। ପାଚିଲା…

ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀଙ୍କ ବିରୋଧରେ ଲଢିପାରନ୍ତି ଭଉଣୀ ନୈନା

ଅହମ୍ମଦାବାଦ,୧୧।୧୧: ଗୁଜରାଟ ବିଧାନସଭା ନିର୍ବାଚନ ଉପରେ ସମଗ୍ର ଦେଶର ନଜର ରହିଛି। ଏଥର ଗୁଜରାଟର ଜାମନଗର ଆସନକୁ ନେଇ ଅନେକ ଚର୍ଚ୍ଚାରେ ରହିଛି। ଜାମନଗରରୁ ଭାଜପା କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଭାବା ଜାଡେଜାଙ୍କୁ ପ୍ରାର୍ଥୀ କରିଛି। ଏବେ କଳ୍ପନାଜଳ୍ପନା ହେଉଛି…

ନିର୍ବାହୀ ଅଧିକାରୀଙ୍କୁ କୈଫିୟତ ତଲବ କଲେ ପୌରାଧ୍ୟକ୍ଷା

ଭଦ୍ରକ ଅଫିସ,୧୧।୧୧: ଭଦ୍ରକ ପୌରପାଳିକା ବିବାଦ ତୁଟୁନି। ଗତ ଜୁନ୍‌ରେ ପୌର ଉପାଧ୍ୟକ୍ଷା ଓ ନିର୍ବାହୀ ଅଧିକାରୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିବା ବେଳେ ଏବେ ପୌରାଧ୍ୟକ୍ଷା ଏବଂ ନିର୍ବାହୀ ଅଧିକାରୀଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି। ପୌରାଧ୍ୟକ୍ଷା ଗୁଲମକ୍କୀ ହବିବ ନିର୍ବାହୀ…

ମେକ୍ସିକୋ ବାର୍‌ରେ ଫୁଟିଲା ଗୁଳି: ୪ ମହିଳାଙ୍କ ସମେତ ୯ ମୃତ

ମେକ୍ସିକୋ ସିଟି,୧୧ା୧୧: ହିଂସା ପ୍ରଭାବିତ ମେକ୍ସିକୋର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୪ ମହିଳାଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଗୁଳିକାଣ୍ଡରେ ଅନ୍ୟ ୨ଜଣ ମହିଳା ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ଭାରତୀୟ ଦଳକୁ ଟ୍ରୋଲ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୧୧।୧୧: ଅଷ୍ଟ୍ରେଲିଆରେ ଚାଲିଥିବା ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ଇଂଲଣ୍ଡଠାରୁ ୧୦ ଉଇକେଟରେ ହାରିବା ପରେ ଭାରତ ବିଶ୍ୱକପ ଜିତିବାର ଆଶା ଶେଷ ହୋଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୧୬୮ ରନ୍‌ କରିଥିଲା। ଏହାର ଜବାବରେ ଇଂଲଣ୍ଡ ଦଳ କୌଣସି…

ଚକଡ଼ା ଦାଉ: ଧାନଚାଷରେ ନିଆଁ ଲଗାଇଲେ ଚାଷୀ

ନୀଳଗିରି,୧୧।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଞ୍ଚଳରେ ଧାନ ଚାଷ ନଷ୍ଟ ହେବାକୁ ବସିଛି। ଏବେ ଧାନ ଗଛରୁ କେଣ୍ଡାଗୁଡ଼ିକ ବାହାରିଥିବା ବେଳେ ଚକଡ଼ା ଓ ଜଉଆ ରୋଗ ଦାଉ ସାଧିଛି। ସ୍ବଳ୍ପ ବୃଷ୍ଟି, ଲଘୁଚାପଜନିତ ବର୍ଷା ଓ ହାତୀମାନଙ୍କ କବଳରୁ…

୧୦୨ ମଣ୍ଡିରେ ଧାନ ବିକିବେ ୬୪, ୩୨୬ ଚାଷୀ

ବାରିପଦା ଅଫିସ,୧୧ା୧୧: ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ଡିସେମ୍ବର ୨୦ରୁ ଚାଷୀଙ୍କଠାରୁ ଖରିଫ ଧାନ କ୍ରୟ ଆରମ୍ଭ ହେବ। ଏଥି ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟିର ଏକ…

ଉଜୁଡ଼ିଯାଉଛି ଚନ୍ଦିର ବଣ

ଖଇରା, ୧୧।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତ ବେଗୁନିଆ ଗ୍ରାମ ନିକଟରେ ଥିବା ଘଞ୍ଚ ଚନ୍ଦିର ବଣ ଦିନେ ଘଞ୍ଚଜଙ୍ଗଲରେ ପରିପୂର୍ଣ୍ଣ ଥିଲା। ଶିଆଳ ହେଟା ଭଳି ଜୀବଜନ୍ତୁ ବାସ କରୁଥିବା ଏହି ଜଙ୍ଗଲରେ ପଶିବାକୁ ଗ୍ରାମବାସୀ ଭୟ…

ନିଜ ସ୍କୁଲ୍‌ ପରିଦର୍ଶନ କରି ପୁରୁଣା ଦିନର ସ୍ମୃତିକୁ ମନେ ପକାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌ -୨ ଗାର୍ଲସ୍‌ ହାଇସ୍କୁଲ୍‌ ପରିଦର୍ଶନ କଲେ ଦ୍ରୌପଦୀ ମୁର୍ମୁ। ନିଜେ ପଢିଥିବା ସ୍କୁଲ୍‌ ପରିଦର୍ଶନ କରି ପୁରୁଣା ଦିନର ସ୍ମୃତିକୁ ମନେ ପକାଇଲେ ରାଷ୍ଟ୍ରପତି। ଏହାସହ ନିଜର ସହପାଠୀଙ୍କୁ ଭେଟିଥିଲେ। ୧୯୭୦-୭୪ ଯାଏ ଅଷ୍ଟମରୁ ଏକାଦଶ ଏହି…

୫ମ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ପତାକା ଦେଖାଇ ଶୁଭାରମ୍ଭ କଲେ ମୋଦି

ବେଙ୍ଗାଲୁରୁ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ଓ ହିମାଚଳ ପ୍ରଦେଶର ନିର୍ବାଚନ ଗସ୍ତ ପରେ ଏବେ ଦକ୍ଷିଣ ଭାରତ ଯାତ୍ରାରେ ଅଛନ୍ତି। ଇତିମଧ୍ୟରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦିଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟପାଳ…

ବେଙ୍ଗାଲୁରୁରେ ପହଞ୍ଚିଲେ ମୋଦି

ବେଙ୍ଗାଲୁରୁ,୧୧।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ମୋଦିଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟପାଳ ଥାୱରଚାନ୍ଦ ଗେହଲୋଟ, ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ, କେନ୍ଦ୍ରମନ୍ତ୍ରୀ ତଥା ଭାଜପା ଏମ୍‌ପି ପ୍ରହଲ୍ଲାଦ ଯୋଶୀ, ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ତଥା ଅଧିକାରୀମାନେ ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?