Home Left

ଦେଶ ବିକାଶରେ ଆଦିବାସୀଙ୍କ ପ୍ରମୁଖ ଭୂମିକା ରହିଛି: ମନ୍ତ୍ରୀ

କାଳିଆପାଣି,୧୦।୮(ଡି.ଏନ.ଏ.):  ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ଟାଟା ଷ୍ଟିଲ ମାଇନିଂର ଟାଟାଷ୍ଟିଲ୍‌ ଫାଉଣ୍ଡେଶନ ପକ୍ଷରୁ ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କୁ ନେଇ ମଙ୍ଗଳବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଗ୍ରାମ୍ୟ ଉନ୍ନୟନ ଓ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତି ରଞ୍ଜନ…

ମଧ୍ୟପ୍ରଦେଶରେ ‘ଶ୍ରୀକାନ୍ତ ତ୍ୟାଗୀ’, ଅବସରପ୍ରାପ୍ତ ସେନାଙ୍କୁ ପିଟିଲେ ଭାଜପା ନେତା

ଭୋପାଳ,୧୦ ।୮: ଉତ୍ତର ପ୍ରଦେଶ ନୋଏଡାରେ ମହିଳାଙ୍କୁ ଅଭଦ୍ର ବ୍ୟବହାର କରି ଚର୍ଚ୍ଚାକୁ ଆସିଥିବା ଶ୍ରୀକାନ୍ତ ତ୍ୟାଗୀଙ୍କ ଭଳି ମାମଲା ଏବେ ମଧ୍ୟପ୍ରଦେଶର ରିୱାରେ ଦେଖିବାକୁ ମିଳିଛି । ଏଠାରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଯୁବନେତା ଅବସରପ୍ରାପ୍ତ ସେନା ଯବାନଙ୍କ ଦୋକାନରେ…

ଏଚ୍‌ଆଇଭି ସଂକ୍ରମିତ ପ୍ରେମିକଙ୍କ ରକ୍ତକୁ ଦେହରେ ଇନ୍‌ଜେକ୍ଟ କଲେ

ଦିଶପୁର: ପ୍ରେମିକ, ପ୍ରେମିକାମାନେ ନିଜ ଭଲପାଇବାର ପ୍ରମାଣ ଦେବାକୁ ଯାଇ ଅନେକ ସମୟରେ ବିଭିନ୍ନ ପ୍ରକାର ଅଜବ ଘଟଣା ସବୁ ଘଟାଇବାର ନଜିର ରହିଛି। ସେହିପରି ପ୍ରେମିକ ନିକଟରେ ନିଜ ପ୍ରେମକୁ ପ୍ରମାଣିତ କରିବାକୁ ଯାଇ ଆସାମର ଜଣେ ୧୫ ବର୍ଷୀୟା…

ବିବାହର ୫୪ ବର୍ଷ ପରେ ସନ୍ତାନ

ରାୟପୁର: ରାଜସ୍ଥାନର ୭୫ ବର୍ଷୀୟ ଗୋପିଚାନ୍ଦ ବିବାହର ୫୪ ବର୍ଷ ପରେ ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଗତ ସୋମବାର ଅଲଓ୍ବାରରେ ଗୋପିନାଥଙ୍କ ୭୦ ବର୍ଷୀୟା ସ୍ତ୍ରୀ ଏକ ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ଏଭଳି ଘଟଣା ରାଜସ୍ଥାନରେ ପ୍ରଥମ…

ଏସ୍‌ବିଆଇର ନୂଆ ଗ୍ରାହକ ସେବା ନମ୍ବର

ମୁମ୍ବାଇ,୧୦।୮: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ନୂଆ ଗ୍ରାହକ ସେବା ଟୋଲ ଫ୍ରି ନମ୍ବର ୧୮୦୦-୧୨୩୪ ଓ ୧୮୦୦-୨୧୦୦ ର ଜାରି କରାଯାଇଛି। ଏହାଦ୍ୱାରା ବ୍ୟାଙ୍କର ଖାତା ଧାରକମାନେ ବିଭିନ୍ନ ପ୍ରକାର ବ୍ୟାଙ୍କିଙ୍ଗ ସେବା ଓ ଅଭିଯୋଗର ସମାଧାନ ପାଇପାରିବେ।…

୧୪ରୁ ସୁଜି, ମଇଦା ରପ୍ତାନି ଉପରେ କଟକଣା

ନୂଆଦିଲ୍ଲୀ,୧୦।୮: ଭାରତ ସରକାର ନିକଟରେ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ନିୟନ୍ତ୍ରଣ ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ। ଉକ୍ତ ବୈଠକ ଶେଷ ପରେ କେନ୍ଦ୍ର ସରକାର ସୁଜି ଓ ମଇଦା ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏପରିକି…

ରିଲିଜ ପୂର୍ବରୁ ‘ଲାଲ ସିଂ ଚଢା’କୁ ନେଇ ମୁହଁ ଖୋଲିଲେ ଆମିର

ମୁମ୍ବାଇ: ବଲିଉଡ୍ ଅଭିନେତା ଆମିର ଖାଁ ଏବେ ତାଙ୍କ ଫିଲ୍ମ ‘ଲାଲ ସିଂ ଚଢା’କୁ ନେଇ ଖୁବ ଚର୍ଚ୍ଚାରେ । ଏବେ ସେ ଫିଲ୍ମର ଖୁବ୍ ପ୍ରମୋଶନ କରୁଥିବା ଦେଖାଯାଉଛି । ଅଗଷ୍ଟ ୧୧ରେ ଫିଲ୍ମଟି ରିଲିଜ୍ ହେବ । ଫିଲ୍ମଟି…

ଆରମ୍ଭ ହେଲା ପଦଯାତ୍ରା ପ୍ରତିଯୋଗିତା

ଭୁବନେଶ୍ବର, ୧୦ା୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅଖିଳ ଭାରତ କଂଗ୍ରେସ କମିଟି କ୍ରାନ୍ତି ଦିବସ ଅର୍ଥାତ୍‌ ମଙ୍ଗଳବାରରୁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ଦେଶବ୍ୟାପୀ ସ୍ବାଧୀନତା ଗୌରବ ଯାତ୍ରା କରିବା ପାଇଁ ନିଷ୍ପତ୍ତି ନେଇଛି। ସେହି ଅନୁଯାୟୀ ପ୍ରତି ଜିଲାରେ…

୪ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ପାରଳାଖେମୁଣ୍ଡି, ୧୦ା୮ (ଡି.ଏନ୍‌.ଏ): ଗଜପତି ଜିଲାରେ ଗତ ଦୁଇଦିନ ଧରି ଲାଗିରହିଛି ଲଘୁଚାପ ବର୍ଷା। ଜନ ଜୀବନ ଅସ୍ତବ୍ୟସ୍ତ ହୋଇଗଲାଣି। ଲଗାଣ ବର୍ଷା ଯୋଗୁ ନଦୀର ଜଳସ୍ତର ମଧ୍ୟ ବୃଦ୍ଧିପାଇ କୂଳ ଲଙ୍ଘୁଛି। ମୋହନା ନିକଟରେ ପ୍ରବାହିତ ହେଉଥିବା ହରଭଙ୍ଗି ନଦୀର…

ପୁଣି ରାସ୍ତାରେ ୫ ଫୁଟ୍‌ର ଗର୍ତ୍ତ

କଟକ ଅଫିସ,୧୦ା୮: କଟକ ସହରର ଅନେକ ସ୍ଥାନରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଠିକା ସଂସ୍ଥା ଜାଇକା ବିଭିନ୍ନ ଓ୍ବାର୍ଡରେ ରାସ୍ତା ମରାମତି ଆଳରେ ଖୋଳିଦେଇଛି। ବର୍ଷା ହେଲେ ସେଥିରେ ପାଣି ଜମି ରହୁଛି। ପଥଚାରୀମାନେ ସେଥିରେ ପଡି ଖଣ୍ଡିଆଖାବରା ହେଉଛନ୍ତି।…

‘ବିଚାରପତିଙ୍କ ପାଇଁ ନ୍ୟାୟ ପ୍ରଦାନ ଏକମାତ୍ର ଲକ୍ଷ୍ୟ’

କଟକ ଅଫିସ, ୧୦ା୮: କଟକସ୍ଥିତ ଓଡ଼ିଶା ଜୁଡିସିଆଲ ଏକାଡେମୀରେ ନବନିଯୁକ୍ତ ୪୭ ଜଣ ସିଭିଲ ଜଜ୍‌ଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଅଧ୍ୟକ୍ଷତା କରି ସିଭିଲ ଜଜ୍‌ମାନଙ୍କୁ ଶପଥ ପାଠ…

ଐତିହ୍ୟ ମାନ୍ୟତା ଚାହୁଁଛି ‘ପାଥେରପୁରୀ’

ପୁରୀ ଅଫିସ,୧୦।୮: ପାଥେରପୁରୀ ଓ ରବୀନ୍ଦ୍ରନାଥ ଟାଗୋର, ଓଡ଼ିଆ ଏବଂ ବଙ୍ଗ ସାହିତ୍ୟର ଏକ ଅଦ୍ଭୁତ ମିଳନ। ପୁରୀରେ ଥିବା ଶତାବ୍ଦୀର ପୁରୁଣା କୋଠା ପାଥେରପୁରୀ ଏବେ ଏକ ଭୂତକୋଠି ହୋଇ ପଡ଼ିରହିଛି। ଦିନେ ସାହିତ୍ୟ ଓ କାବ୍ୟ ରଚନାର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri