Home Left

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ ଏହା ଚତୁର୍ଥ ଘଟଣା। ରାଜ୍ୟ ପ୍ରସ୍ତୁତ ଭାଷଣରେ ଧ୍ୟାନ ରଖିବା ପାଇଁ ବାଚସ୍ପତି ଏମ୍‌.…

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ମାତ୍ର ଏହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ଭିନ୍ନ ପ୍ରତିକ୍ରିୟା…

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ ଯଦି ଭବିଷ୍ୟତରେ ଅଶାନ୍ତି ଦେଖାଦିଏ, ତେବେ ମହିଳା ଜଣଙ୍କୁ ସ୍ତ୍ରୀର ଅଧିକାର ମିଳିପାରିବ ବୋଲି…

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା ଭାରତରେ ଖେଳିବ କି ନାହିଁ ତାହା ସ୍ପଷ୍ଟ କରିବାକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ପକ୍ଷରୁ…

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ୟକ୍ତିଗତ ସଚିବ ଚନ୍ଦ୍ରଶେଖର ଏସ୍‌. ସୋମବାର ଓଡ଼ିଶା ସରକାରଙ୍କ ମୁଖ୍ୟ…

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ମଙ୍ଗଳବାର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ…

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଛି। ମୋଟ ୩୦ କୋଟି ଟଙ୍କାର ବ୍ୟବସାୟ କରି ଏହା…

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମଙ୍ଗଳବାର ନବୀନ ନିବାସରେ ଅନୁଷ୍ଠିତ ଦଳୀୟ ବୈଠକରେ ସେ…

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି, ଅର୍ଥାତ ସିଷ୍ଟେମେଟିକ ଇନଭେଷ୍ଟମେଣ୍ଟ ପ୍ଲାନର ପ୍ରକୃତ ଶକ୍ତି ହେଉଛି ‘କମ୍ପାଉଣ୍ଡିଂ’, ଯେଉଁଥିରେ ଆପଣଙ୍କ ନିବେଶ…

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି ୨୭ ବର୍ଷର ବ୍ୟବଧାନ ପରେ ଶନି ଦେବ ପୁଣି ଥରେ ନିଜ ସ୍ୱ-ନକ୍ଷତ୍ର ଉତ୍ତରା…

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ଭାବେ ମନୋନୀତ କରାଯାଇଥିବା ଜଣାପଡିଛି । ରାଜ୍ୟ ସରପଞ୍ଚ…

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା ଅଭିଯୁକ୍ତ ହେଲେ ଗୋଳନ୍ଥରା ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri