Home Left

ଅର୍ଚ୍ଚନାଙ୍କ ପୈତୃକ ବାସଭବନରେ ଇଡିର ଚଢ଼ାଉ

କେସିଙ୍ଗା/ଜୁନାଗଡ଼,୧୦ା୧୧(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ବହୁ ଚର୍ଚ୍ଚିତ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ପିତାଙ୍କ ବାସଭବନରେ ଇଡି ଚଢ଼ାଉ କରିଛି। ଗୁରୁବାର ସକାଳେ ଦୁଇଟି ଇନୋଭା ଗାଡ଼ିରେ ଆସି ୫ଜଣ ଇଡି ଅଧିକାରୀ ଘରେ ପଶି ଖୋଳତାଡ଼ ଆରମ୍ଭ…

ଶୋଏବଙ୍କଠାରୁ ଅଲଗା ହେବେ କି ସାନିଆ

ଭାରତୀୟ ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକଙ୍କ ମଧ୍ୟରେ ଛାଡପତ୍ର ନେଇ ଚର୍ଚ୍ଚା ଜୋର ଧରିଛି। ଦୁହେଁ ଖୁବ୍‌ଶୀଘ୍ର ଆନୁଷ୍ଠାନିକ ଭାବେ ଛାଡପତ୍ର ନେବାକୁ ଯାଉଛନ୍ତି। ପାକିସ୍ତାନ ମିଡିଆରେ ମଧ୍ୟ ଗତ କିଛି ଦିନ ହେବ…

ଲୋକ ଆସୁ ନାହାନ୍ତି, ବେପାର ମାନ୍ଦା

ପାରାଦୀପ,୧୦ା୧୧(ସ୍ବ.ପ୍ର.): ପାରାଦୀପର ସମୁଦ୍ର ବେଳାଭୂମିରେ ଚାଲିଥିବା କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଗୁରୁବାର ୪ ଦିନରେ ପହଞ୍ଚିଛି। ସାରେ ଲୋକଙ୍କ ଗହଳି ଟିକିଏ ଅଧିକ ହୋଇଥିଲେ ହେଁ ବ୍ୟବସାୟୀମାନେ କିନ୍ତୁ ଖୁସି ନାହାନ୍ତି। କାରଣ ଯେଉଁଭଳି ବେପାର ହେବ ବୋଲି ଆଶା କରୁଥିଲେ…

ଆଦାୟ ହୋଇପାରେ ୭ଶହ କୋଟି

ଯାଜପୁର ଅଫିସ/ଧର୍ମଶାଳା/ ଚଢ଼େଇଧରା,୧୦ା୧୧ (ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବହୁଚର୍ଚ୍ଚିତ ରାହାଡ଼ପୁର ପାହାଡ଼ରୁ ଅନୁମୋଦନଠାରୁ ଢେର ଗୁଣ ଅଧିକ କଳାପଥର ଲୁଟ ଅଭିଯୋଗ ଉପରେ ସାଟେଲାଇଟ ମାପଚୁପ ସମ୍ପନ୍ନ ହୋଇଛି। ବୁଧବାର ଯାଜପୁର ଅତିରିକ୍ତ ଜିଲାପାଳ(ରାଜସ୍ବ) ଅକ୍ଷୟ କୁମାର…

ପରିବେଶର ଶତ୍ରୁ ବେଆଇନ ଇଟାଭାଟି

କେନ୍ଦ୍ରାପଡ଼ା ଅଫିସ,୧୦ା୧୧: ନଭେମ୍ବର ଆରମ୍ଭରୁ କେନ୍ଦ୍ରାପଡ଼ା ଜିଲାରେ ମାଟି ଇଟାଭାଟି ବଢ଼ି ଚାଲିଛି। ନଦୀ ଶଯ୍ୟାର ୫୦୦ ମିଟର ମଧ୍ୟରେ ମାଟି ଓ ବାଲି ଉଠା ପାଇଁ କଟକଣାକୁ ସ୍ଥାନୀୟ ମାଟି ଇଟା ନିର୍ମାତା ମାନୁନାହାନ୍ତି। ଏହି ବେଆଇନ ଇଟାଭାଟି ପରିବେଶର…

ଡାକ୍ତର ଅଭାବ, ରୋଗୀ ସେବାରେ ବାଧା

ପଟ୍ଟାମୁଣ୍ଡାଇ, ୧ା୧୧ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ଦୀର୍ଘଦିନ ହେଲା ବିଭିନ୍ନ ବିଭାଗରେ ଡାକ୍ତର, ବିଶେଷଜ୍ଞ ପଦବୀ ଖାଲିପଡିଛି। ଫଳରେ ରୋଗୀ ସେବା ବାଧାପ୍ରାପ୍ତ ହେଉଛି। ଏହା ଉପରେ ନିର୍ଭର କରୁଥିବା ଅଞ୍ଚଳବାସୀ ହଇରାଣ ହେଉଛନ୍ତି। ବିଶେଷକରି ଅଞ୍ଚଳରେ…

ଥରିଲା ଅରୁଣାଚଳ ପ୍ରଦେଶ

ଇଟାନଗର,୧୦।୧୧: ଗୁରୁବାର ଅରୁଣାଚଳ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୭ରେ ମାପ କରାଯାଇଥିଲା। ଭୂକମ୍ପ ଯୋଗୁ ନାଗାଲାଣ୍ଡ ପର୍ଯ୍ୟନ୍ତ ଭୂମି ଥରିଥିଲା। ଏଥିରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ଏପର୍ଯ୍ୟନ୍ତ ଆସିନାହିଁ। ଏହାପୂର୍ବରୁ ଆଜି…

ଚୋରି ଲୁଚାଇବାକୁ ରାତିଆଧିଆ ଖାଦାନ ପୋତା

ଯାଜପୁର ଅଫିସ,୧୦ା୧୧:ଅନୁମତିଠାରୁ ବହୁ ଗୁଣରେ ଅଧିକ କଳାପଥର ଉତ୍ତୋଳନ ଅଭିଯୋଗର ସାଟେ ଲାଇଟ୍‌ ତଦନ୍ତକୁ ତ୍ୱରାନ୍ବିତ କରିବା ପରେ ଅନ୍ୟ ଲିଜ୍‌ଧାରୀଙ୍କ ମଧ୍ୟରେ ଛନକା ପଶିଛି। ଯାଜପୁର ଜିଲାର ଧର୍ମଶାଳା ତହସିଲ ଅଧୀନରେ ଏହି ବେଆଇନ କାର୍ଯ୍ୟକୁ ଘଣ୍ଟ ଘୋଡାଇବାକୁ ବରଡା…

ଶୁଣିଲାନି ପ୍ରଶାସନ: ୬ କି.ମି. ଘାଟିରାସ୍ତା ମରାମତି କଲେ ଗ୍ରାମବାସୀ

ଦଶମନ୍ତପୁର,୧୦ା୧୧ (ଡି.ଏନ୍‌.ଏ.): ଶୁଣିଲାନି ପ୍ରଶାସନ। ବାରମ୍ବାର ଜଣାଇବା ପରେ ବାଧ୍ୟ ହୋଇ ଏବେ ଗ୍ରାମବାସୀ ଶ୍ରମ ଦାନକରି ୬ କି.ମି. ଘାଟିରାସ୍ତା ମରାମତି କରି ନିର୍ମାଣ କରିଛନ୍ତି। ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡ଼ା ପଞ୍ଚାୟତର…

ଡିସଚାର୍ଜ ହେଲେ ଆଲିଆ

ଅଭିନେତ୍ରୀ ଆଲିଆ ଭଟ୍ଟ ନିକଟରେ କନ୍ୟା ସନ୍ତାନର ମା’ ହୋଇଛନ୍ତି। ଝିଅ ଜନ୍ମର ୫ ଦିନ ପରେ ଆଲିଆ ଆଜି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଡିସଚାର୍ଜବେଳେ ସ୍ବାମୀ ରଣବୀର କପୁର ତାଙ୍କ ସହ ଥିଲେ। କପୁର ଏବଂ ଭଟ୍ଟ ପରିବାର ଏକତ୍ର…

୬୦ବର୍ଷ ପୂର୍ବରୁ ୧୫ ହିତାଧିକାରୀ ଭତ୍ତା ଯୋଜନାରେ ସାମିଲ

ଯାଜପୁର ଅଫିସ,୧୦ା୧୧: ଦୁର୍ବଳ ପ୍ରଶାସନିକ ନିୟନ୍ତ୍ରଣ କାରଣରୁ ଯାଜପୁର ଜିଲାରେ ମଧୁବାବୁ ପେନସନ ଯୋଜନା, ବିଧବାଭତ୍ତା ଓ ଭିନ୍ନକ୍ଷମ ଭତ୍ତା ଯୋଜନାରେ ବ୍ୟାପକ ହେରାଫେରି ହେଉଛି। ୬୦ ବର୍ଷ ନ ପୁରୁଣୁ ଭେଣ୍ଡିଆ ଟୋକା ଏବଂ ମୃତ ବ୍ୟକ୍ତି ଭତ୍ତା ପାଉଛନ୍ତି।…

ଋଣ ବୋଝ ହେଳା କାଳ: ବିଷ ପିଇଲେ ଗୋଟିଏ ପରିବାରର ୬ ସଦସ୍ୟ

ପାଟନା,୧୦।୧୧: ବିହାରର ନୱାଡା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଋଣ ବୋଝ ଯୋଗୁ ଗୋଟିଏ ପରିବାର ୬ ସଦସ୍ୟ ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ଏଥିମଧ୍ୟରୁ ଜଣଙ୍କ ଜୀବନ ବଞ୍ଚିଯାଇଥିବାଥିବାବେଳେ ବାକି ୫ ଜଣଙ୍କ ମୃତ୍ୟୁ ହୋଇଛି। ପରିବାରର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?