ଲଘୁଚାପ ପ୍ରଭାବ: ଏହି ୨ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି…
ସ୍ବତନ୍ତ୍ର ଢଙ୍ଗରେ ପୋଷା କୁକୁରର ଅନ୍ତିମ ସଂସ୍କାର
ପାରଳାଖେମୁଣ୍ଡି,୮।୮(ଡି.ଏନ.ଏ.): ଗଜପତି ଜିଲାର ପାରଳାଖେମୁଣ୍ଡିଠାରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ପୋଷା କୁକୁର ମୃତ୍ୟୁରେ ପରିବାରର ଜଣେ ସଦସ୍ୟଙ୍କୁ ହରାଇବା ଭଳି ତା’ ମାଲିକ ଶୋକ ପ୍ରକାଶ କରିବା ସହ ବାଜା ବଜାଇ ସ୍ବତନ୍ତ୍ର ଢଙ୍ଗରେ ଅନ୍ତିମ ବିଦାୟ ଦେଇଛନ୍ତି।…
ଶାହାଙ୍କୁ ସ୍ବାଗତ ଜଣାଇବାକୁ ଗଲେନି ରାଜ୍ୟର କୌଣସି ମନ୍ତ୍ରୀ: ଅପରାଜିତା ଷଡ଼ଙ୍ଗୀ
ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ରାଜ୍ୟର କୌଣସି ମନ୍ତ୍ରୀ ସ୍ବାଗତ କରିବାକୁ ଯାଇ ନାହାନ୍ତି। ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଏଭଳି ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି, ଯେତେବେଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଭୁବନେଶ୍ୱର ପହଞ୍ଚିଲେ ସେତେବେଳେ…
ଘର ସାମ୍ନାରୁ ବୋଲେରୋ ନେଇଗଲେ ଦୁର୍ବୃତ୍ତ
ବାଲିଗୁଡ଼ା,୮ା୮(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ମାତିଛନ୍ତି ଗାଡ଼ି ଚୋର। ରବିବାର ରାତିରେ ଏକ ବୋଲେରୋ ଚୋରି ହୋଇଥିବା ନେଇ ବାଲିଗୁଡ଼ା ଥାନାରେ ଏତଲା ଦେଇଛନ୍ତି ଗାଡ଼ିମାଲିକ ସୀମା ସାହୁ। ଏତଲାରୁ ପ୍ରକାଶ ଯେ, ବାଲିଗୁଡ଼ା ସହର ସୁନାପାଙ୍ଗା ସାହିରେ ନିଜ ଘର…
ଦୋଷ ଏଡାଉଛି କ୍ରୁଟ୍, କାର୍ଯ୍ୟାନୁଷ୍ଠାନ ପାଇଁ କୁନ୍ଥକୁନ୍ଥ
ଭୁବନେଶ୍ୱର, ୮।୮(ବ୍ୟୁରୋ): ପ୍ରବଳ ବର୍ଷାରେ ଶନିବାର ଖୋର୍ଦ୍ଧା ଜିଲା ଜଟଣୀରେ ‘ମୋ ବସ୍’ ବୁଡିବା ଘଟଣାକୁ ଗୁରୁତ୍ୱର ସହ ନେଉନି ଏହାର ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍)। ଯାତ୍ରୀଙ୍କୁ ବିପଦ ମୁହଁକୁ ଠେଲି ଦିଆଯାଇଥିଲେ ମଧ୍ୟ…
ପିଲାଙ୍କ କୃମି ସମସ୍ୟା ଓ ନିରାକରଣ
ସୁସ୍ଥ ଓ ନୀରୋଗ ରହିବା ପାଇଁ କିଏ ବା ନ ଚାହେଁ? ବିଭିନ୍ନ ପ୍ରକାର ପ୍ରତିରୋଧମୂଳକ ପଦକ୍ଷେପ ଗ୍ରହଣ କରି ନୀରୋଗ ରହିବାର ବାଟ ଆମେ ସମସ୍ତେ ଖୋଜିଥାଉ। ଏକ ଆନନ୍ଦଦାୟକ ଜୀବନ ଶୈଳୀ ପାଇଁ ଆମେ ସର୍ବଦା ଚେଷ୍ଟିତ। ତେବେ…
ରହସ୍ୟମୟ ଆଣ୍ଟାର୍କଟିକା
ନୈସର୍ଗିକ ଶୋଭାର ଭଣ୍ଡାର ହେଉଛି ଆଣ୍ଟାର୍କଟିକା। ପୃଥିବୀର ଦକ୍ଷିଣ ଭାଗକୁ ନେଇ ଏହି ବରଫାବୃତ୍ତ ଅଞ୍ଚଳ ଗଠିତ ଏବଂ ଏହା ହେଉଛି ସ୍ଥାୟୀ ଜନବସତିହୀନ ମହାଦେଶ। ଏଥିରେ ଭୌଗୋଳିକ ଦକ୍ଷିଣ ମେରୁ ଅଛି। ଏହାର ୯୮ ପ୍ରତିଶତ ଅଂଶ ବରଫରେ ଆଚ୍ଛାଦିତ।…
ଧାନତଳି ବଞ୍ଚାଇବାକୁ ଯାଇ ନଦୀରେ ଫସିଗଲେ ୨ ଚାଷୀ
ଭବାନୀପାଟଣା,୮ା୮(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ଏକ ଅଭବାନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଧାନ ତଳିକୁ ବଞ୍ଚାଇବା ଯାଇ ନଦୀରେ ୨ ଚାଷୀ ଜଳବନ୍ଦୀ ହୋଇଥିଲେ। ଦୀର୍ଘ ସମୟ ଧରି ଜଳରେ ଫସିରହିବା ପରେ ଅଗ୍ନିଶମ ବିଭାଗ ସେମାନଙ୍କୁ ଉଦ୍ଧାର କରିଛି। କଳାହାଣ୍ଡି…
ହାତୀନଦୀରେ ବନ୍ୟା: ଚାଷଜମି ଜଳମଗ୍ନ
ଭବାନୀପାଟଣା,୮ା୮(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଜାରିରହିଛି। ଏପରିସ୍ଥଳେ ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୨ଟି ଗେଟ୍ ଖୋଲିବା ପରେ ରବିବାର ବିଳମ୍ବିତ ରାତିରୁ ତଳମୁଣ୍ଡରେ ଥିବା ଜୁନାଗଡ଼ ସହର ନିକଟିସ୍ଥ ହାତୀନଦୀରେ…
ପାଣି ନାହିଁ: ଜମି ଫାଟି ଆଁ କଲାଣି
ବଡ଼ଗାଁ, ୮ା୮(ଡି.ଏନ.ଏ.): ଜମି ଫାଟି ଆଁ କରିଛି। ଯାହା ବୁଣା ହୋଇଥିଲା ସେସବୁ ନଷ୍ଟ ହୋଇଗଲା। ରୁଆ ପାଇଁ ତଳି ପକାଇଥିବା ଚାଷୀ ବର୍ଷା ଅପେକ୍ଷାରେ ରହିଲା। ବିଳମ୍ବ ଯୋଗୁ ଧାନ ରୁଆ ମଧ୍ୟ ହୋଇପାରିଲାନି। ଚାଷୀ ଉପାୟ ଶୂନ୍ୟ ହୋଇ…
ଚାଷକୁ ପାଣି ଅଭାବ, ମରୁଡ଼ି ଆଶଙ୍କା
ଲହୁଣୀପଡ଼ା,୮।୮(ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ଅଞ୍ଚଳରେ ମରୁଡ଼ି ଆଶଙ୍କା ପ୍ରକାଶ ପାଇିଛି। ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଧାନଚାଷ ବ୍ୟାହତ ହୋଇଛି। ପାଣି ଅଭାବରୁ ଜମି ଫାଟି ଯାଇ ଆଁ କରିଥିବା ବେଳେ ଚାଷୀକୁଳ ହତାଶ ହୋଇ ବର୍ଷାକୁ…
ରାତିରେ ବୁଲୁଛି ଡ୍ରୋନ କ୍ୟାମେରା, ଲୋକେ ଭୟଭୀତ
ଖଡ଼ିଆଳ,୮।୮(ଡି.ଏନ.ଏ.): ନୂଆପଡ଼ା ଜିଲାରେ ଚୋର ଆତଙ୍କ ବଢ଼ିବାରେ ଲାଗିଥିବାବେଳେ ବର୍ତ୍ତମାନ ଖଡ଼ିଆଳ ଅଞ୍ଚଳରେ ତାର ପ୍ରଭାବ ପଡିଛି। ଖଡ଼ିଆଳର ବିଭିନ୍ନ ଗ୍ରାମାଞ୍ଚଳରେ ଡ୍ରୋନ କ୍ୟାମେରା ଉଡୁଥିବା ନେଇ ଲୋକଙ୍କ ଭୟ ଦ୍ବିଗୁଣିତ ହୋଇଥିବା ଜଣାପଡିଛି। କିଛି ଦିନ ହେଲା ତୁକୁଲା, କିରିକିଟା,…
Archives


