Home Left

ଭୁବନେଶ୍ୱରରେ ଏଭେରେଷ୍ଟ ବିକେସିସି

ଭୁବନେଶ୍ୱର,୯।୧୧: ଓଡ଼ିଶାର ହସ୍ପିଟାଲିଟି ଛାତ୍ରୀଛାତ୍ରୀମାନଙ୍କ ପାଇଁ ପ୍ରଥମ ଥର ଏକ ଜାତୀୟସ୍ତରର କୁକିଂ ପ୍ରତିଯୋଗିତା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହୋଟେଲ ମ୍ୟାନେଜମେଣ୍ଟ କ୍ୟାଟରିଂ ଟେକ୍ନୋଲୋଜି ଏବଂ ଆପ୍ଲାଏଡ୍‌ ନ୍ୟୁଟ୍ରିସନ୍‌ ଭୁବନେଶ୍ୱର ଦ୍ୱାରା ଆୟୋଜିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାର ସିଜନ୍‌-୪ କାର୍ଯ୍ୟକ୍ରମ ‘ଏଭେରେଷ୍ଟ ବେଟର…

ରାଜ୍ୟରେ ୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୧୬ ଏବଂ ଲୋକାଲ କେସରୁ ୧୦ ଜଣ ରହିଛନ୍ତି। ଚିହ୍ନଟ…

ଜିଏସ୍‌ଟି ବ୍ୟବସ୍ଥାର ପରିବର୍ତ୍ତନ ଆବଶ୍ୟକ

ନୂଆଦିଲ୍ଲୀ,୯।୧୧: ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ର ହାର କ୍ରମାଗତ ଭାବେ ହ୍ରାସ ପାଉଥିବା ନେଇ ପ୍ରଧାନମନ୍ତ୍ରୀଙ୍କ ଅର୍ଥନେତିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ବିବେକ ଦେବରାୟ ଚିନ୍ତା ପ୍ରକଟ କରିଛନ୍ତି। ବିଶେଷକରି କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ସଂଗ୍ରହ…

ବୃଦ୍ଧି ପାଉଛି ବୀମା ଶିଳ୍ପର କାରବାର

ନୂଆଦିଲ୍ଲୀ, ୯।୧୧: ଗତ କିଛି ମାସ ହେବ ବିଭିନ୍ନ କାରଣ ଓ ମାନ୍ଦାବସ୍ଥା ଯୋଗୁ ଭାରତୀୟ ବୀମା ଶିଳ୍ପରେ ବ୍ୟାପକ ଅସ୍ଥିରତା ଦେଖାଦେଇଥିଲା। କାରଣ କୋଭିଡ୍‌ ଯୋଗୁ ସବୁ ବର୍ଗର ଲୋକ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ସ୍ଥିତିରେ ବୀମା…

ପିଏମ୍‌ଏଓ୍ବାଇ-ଜି ହିତାଧିକାରୀ ଚୟନରେ ଦୁର୍ନୀତି

ସୋନପୁର,୯।୧୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଚରଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍‌ଏଓ୍ବାଇ-ଜି)ରେ ଦୁର୍ନୀତି ହୋଇଛି। ଫୁଲମୁଠି ଗ୍ରାମରେ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଦୁର୍ନୀତି ହୋଇଥିବା ତଦନ୍ତ ରିପୋର୍ଟରୁ ଜଣାପଡିଛି। ଏହି ଦୁର୍ନୀତିରେ ସରକାରୀ କର୍ମଚାରୀ ସାମିଲ ଅଛନ୍ତି।…

ପାଣିଟାଙ୍କିରେ ମାଛଚାଷ

ବୈପାରିଗୁଡା,୯।୧୧ (ଡି.ଏନ୍‌.ଏ): ଚାଷୀଙ୍କ ବିକାଶ ପାଇଁ ସରକାରଙ୍କ ଅନେକ ଯୋଜନା ରହିଛି ା ମାତ୍ର ସେସବୁ ଦୁର୍ଗମ ଆଦିବାସୀ ଅଞ୍ଚଳରେ ପହଞ୍ଚତ୍ପାରୁନି। ମାଛଚାଷ ହେଉଛି ଏହାର ଏକ ଉଦାହରଣ। ସେମାନଙ୍କ ପାଖରେ ପୋଖରୀ ନାହିଁ କି ସମ୍ବଳ ନାହିଁ ା ମାତ୍ର…

ଅଚଳ ଟ୍ରାଫିକ୍‌ ସିଗ୍‌ନାଲ, ସିସିଟିଭି

ରାୟଗଡ଼ା ଅଫିସ,୯।୧୧: ରାୟଗଡ଼ା ସହର ଏକ ବ୍ୟବସାୟିକ ପେଣ୍ଠସ୍ଥଳୀ ରୂପେ ପରିଚିତ। ଦିନକୁ ଦିନ ଜନସଂଖ୍ୟା ବଢ଼ୁଛି। ହେଲେ ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆସୁନାହିଁ। ସହରରେ ଟ୍ରାଫିକ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ନାଁକୁ ମାତ୍ର ଲାଗିଛି ଟ୍ରାଫିକ୍‌…

ଅଲୋଡ଼ା ହୋଇଛି ୨ ଭେଣ୍ଡିଂ ଜୋନ୍‌

ବ୍ରହ୍ମପୁର ଅଫିସ,୯।୧୧:ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ପକ୍ଷରୁ ବହୁ ଉନ୍ନୟନମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଯାହାଦ୍ୱାରା ସହରବାସୀ ଅନେକ କ୍ଷେତ୍ରରେ ଉପକୃତ ହୋଇପାରୁଛନ୍ତି। କିନ୍ତୁ ବିଏମ୍‌ସି ଦ୍ୱାରା ନିର୍ମାଣ କରାଯାଇଥିବା ଅନେକ ପ୍ରକଳ୍ପ ବର୍ତ୍ତମାନ ଅଲୋଡ଼ା ହୋଇ ରହିଛି। ବର୍ତ୍ତମାନ କୋର୍ଟପେଟା ମର୍ଦ୍ଦରାଜ…

ଅତିଥିଙ୍କୁ ମିଳେନି ଆତିଥ୍ୟ

ବଅଁରପାଳ, ୯।୧୧: ଘରକୁ ଅତିଥି ଆସିଲେ ଅତ୍ୟନ୍ତ ଆନନ୍ଦର ସହ ଆତିଥ୍ୟ ପ୍ରଦାନ କରାଯାଏ। ଏହା ଆମ ପରମ୍ପରା ଓ ଚଳଣି। ହେଲେ ଅନୁଗୋଳ ଜିଲା ବଅଁରପାଳ ବ୍ଲକର ତୁଳସୀପାଳ ଓ ଗଡ଼ସନ୍ତ୍ରୀ ଗ୍ରାମରେ ମା’ ଲୋଭୀ ଠାକୁରାଣୀଙ୍କ ଯାତ୍ରା ବେଳେ…

‘ଭ୍ରଷ୍ଟାଚାର ବିରୋଧରେ ଲୋକଙ୍କୁ ସଚେତନ କରାଇବା ଲକ୍ଷ୍ୟ’

ଭଦ୍ରକ ଅଫିସ,୯।୧୧: ଭଦ୍ରକରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଭାରତ ଯୋଡ଼ୋ ଯାତ୍ରା କରାଯାଇଛି। ଜିଲା ସଭାପତି ସୁବ୍ରତ ଦାସ ଏହାର ନେତୃତ୍ୱ ନେଇଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ରାଜ୍ୟ ମହିଳା ସଭାନେତ୍ରୀ ବନ୍ଦିତା…

କିଡିଗାଁରେ ବଣୁଆ ହାତୀ ଆତଙ୍କ, ଧାନ ଫସଲ ନଷ୍ଟ

ପାରଳାଖେମୁଣ୍ଡି,୮ା୧୧(ଡି.ଏନ୍‌.ଏ.): ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କିଡିଗାଁ ଗ୍ରାମରେ ବଣୁଆ ହାତୀର ଉପଦ୍ରବ। ଗାଁ ନିକଟରେ ଥିବା ପାହାଡ଼ରେ ଦୁଇଟି ହାତୀ ରହିଛନ୍ତି। ଦୁଇଟି ବଣୁଆ ହାତୀ କିଡିଗାଁ ଗ୍ରାମର ନିକଟସ୍ଥ ପାହାଡକୁ ଆସି ରାତିରେ ଖାଦ୍ୟ ସଂଗ୍ରହ ପାଇଁ…

‘ଉତ୍ସାହ ବଢ଼ାଇଛି ଜାତୀୟସ୍ତରର ଟୁର୍ନାମେଣ୍ଟ’

ତାଳଚେର/ଅନୁଗୋଳ ଅଫିସ, ୯।୧୧: ଢେଙ୍କାନାଳ ଷ୍ଟାଡିୟମରେ ଗତ ୩ ତାରିଖରେ ଉଦ୍‌ଘାଟିତ ହୋଇଥିବା ବାଜି ରାଉତ କପ୍‌ ଜାତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚ ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବ୍ଲାକ ଡାଇମଣ୍ଡ ଷ୍ଟାଡିୟମରେ ଖେଳାଯାଇଥିବା ବେଳେ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?