ବାଣିଜ୍ୟ କର ଓ ଜିଏସ୍ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଯାଜପୁର ଅଫିସ,୮ା୮: ବାଣିଜ୍ୟ କର ଓ ଜିଏସଟି,କଟକର ଅତିରିକ୍ତ କମିଶନର ପୀୟୁଷ ପାଣିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ବ୍ୟାସନଗର,କଟକ, ଭୁବନେଶ୍ବର ସମେତ…
ଭାଜପା ନେତା ଶ୍ରୀକାନ୍ତଙ୍କ ବେଆଇନ ନିର୍ମାଣ ଉପରେ ଚାଲିଲା ବୁଲଡୋଜର…
ନୋଏଡା, ୮।୮ : ଉତ୍ତରପ୍ରଦେଶର ନୋଏଡାଠାରେ ଜଣେ ମହିଳାଙ୍କ ସହ ଅଶାଳୀନ ବ୍ୟବହାର ପ୍ରଦର୍ଶନ କରିଥିବା ଭାଜପା ନେତା ଶ୍ରୀକାନ୍ତ ତ୍ୟାଗୀଙ୍କ ବାସଭବନରେ ବେଆଇନ ନିର୍ମାଣ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନୋଏଡା ବିକାଶ ପ୍ରାଧିକରଣ ପ୍ରଥମେ ଓମାକ୍ସ ସୋସାଇଟିରେ ଭାଜପା…
ମାଳ ମାଳ ଅଭିଯୋଗ, ଲୋକଙ୍କୁ ମିଳୁନି ନ୍ୟାୟ
ପଟ୍ଟାମୁଣ୍ଡାଇ,୮ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲକୁ ମାଳ ମାଳ ଅଭିଯୋଗ ଆସୁଛି, ହେଲେ ସମାଧାନ ହେଉନି। ନ୍ୟାୟ ପାଇବାରୁ ବଞ୍ଚିତ ହେଉଛନ୍ତି ସ୍ଥାନୀୟ ଜନସାଧାରଣ। ଏମିତି କି ବରିଷ୍ଠ ନାଗରିକମାନଙ୍କ କଥା ବିଭାଗୀୟ ଅଧିକାରୀମାନେ ଶୁଣୁନାହାନ୍ତି। ନ୍ୟାୟ ପାଇଁ ତହସିଲକୁ ଦୌଡି…
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପଦକ ଜିତିଲେ ଏହି ପ୍ରସିଦ୍ଧ କ୍ରିକେଟର୍ଙ୍କ ସ୍ତ୍ରୀ: ସ୍ବାମୀ କହିଲେ…
ବର୍ମିଂହାମ,୮।୮:: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ଖେଳାଳିମାନେ ବହୁତ ଭଲ ପ୍ରଦର୍ଶନ କରୁଛନ୍ତି। ସ୍କ୍ବାସରେ ଭାରତର ତାରକା ଖେଳାଳି ସୌରଭ ଘୋଷାଲ ଏବଂ ଦୀପିକା ପାଲିକଲ କମନୱେଲଥ ଗେମ୍ସର ମିକ୍ସ ଡବଲ୍ସରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହି ମ୍ୟାଚରେ ସେ ଅଷ୍ଟ୍ରେଲୀୟ ଯୋଡିଙ୍କୁ…
ଅସରାଏ ବର୍ଷାରେ ଶ୍ରେଣୀଗୃହରେ ପାଣି
ନାଉଗାଁ,୮ା୮(ସ୍ବ.ପ୍ର): ନାଉଗାଁ ବ୍ଲକ ଶିଖର ପଞ୍ଚାୟତରେ ରହିଛି ନଳାଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ୫ଟି ଶ୍ରେଣୀ ଥିବାବେଳେ ପିଲା ସଂଖ୍ୟା ୫୨। ମାତ୍ର ପିଲା ପଢ଼ିବା ପାଇଁ କେବଳ ୨ଟି ଶ୍ରେଣୀଗୃହ ରହିଛି। ବିଦ୍ୟାଳୟରେ ଶ୍ରେଣୀ ଗୃହର ଅଭାବ…
ଏକ ନୁହେଁ ବଲିଉଡର କିଛି ଅଫରକୁ ରିଜେକ୍ଟ କରିଛନ୍ତି ବିଜୟ
ମୁମ୍ବାଇ: ସାଉଥ୍ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ତାଙ୍କ ବଲିଉଡ ଡେବ୍ୟୁକୁ ନେଇ ଏବେ ଖୁବ୍ ଚର୍ଚ୍ଚାରେ । ତାଙ୍କର ବଲିଉଡ ଡେବ୍ୟୁକୁ ନେଇ ପ୍ରଶଂସକ ଖୁବ୍ ଖୁସି ଅଛନ୍ତି । ଅନେକ ଦିନ ହେବ ତାଙ୍କ ପ୍ରଶଂସକ ବିଜୟଙ୍କୁ ବଲିଉଡରେ ଦେଖିବାକୁ…
ଜେଇଇ ମେନ୍ ଫଳାଫଳ ପ୍ରକାଶିତ
ନୂଆଦିଲ୍ଲୀ,୮।୮: ନ୍ୟାଶନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍ ସେସନ୍-୨ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି। ଛାତ୍ରୀଛାତ୍ରମାନେ ଅଫିସିଆଲ ୱେବସାଇଟ jeemain.nta.nic.in ରେ ଫଳାଫଳ ଯାଞ୍ଚ କରିପାରିବେ। ଜେଇଇ ମେନ୍ ସେସନ୍-୨ ପରୀକ୍ଷା ଜୁଲାଇ ୨୫ରୁ ଜୁଲାଇ ୩୦…
ଖଡ଼ଇଣ୍ଟା ପ୍ରାଣୀ ଚିକିତ୍ସା କେନ୍ଦ୍ର ପାଲଟିଛି ଭୂତକୋଠି
ପଟ୍ଟାମୁଣ୍ଡାଇ,୮ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳରେ ଗୋରୁ, ଛେଳି, ମେଣ୍ଢା, କୁକୁଡ଼ା, ମଇଁଷି ଆଦି ପ୍ରାଣୀ ସମ୍ପଦଙ୍କ ଚିକିତ୍ସା ଦିଗରେ ସରକାରଙ୍କ ବିଭିନ୍ନ ପଦକ୍ଷେପ କେବଳ କାଗଜକଲମରେ ହିଁ ସୀମିତ ହୋଇ ରହିଯାଉଥିବା ଅଭିଯୋଗ ହେଉଛି। ଏପରି ଏକ ଜ୍ୱଳନ୍ତ ଉଦାହରଣ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ…
କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୮ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ସୋମବାର ରାଜ୍ୟରୁ ୬୫୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୯,୫୨୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…
ଲୋକାର୍ପଣ ପରେ କେନାଲ ଶୁଖିଲା
କେନ୍ଦ୍ରାପଡ଼ା ଅଫିସ,୮ା୮: ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ଗତ ମେ ୧୮ରେ ଉଦ୍ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ ରାଜ୍ୟ ଜଳସମ୍ପଦ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଏହି କେନାଲରେ ଖରିଫ ଚାଷ ପାଇଁ ପାଣି ଯୋଗାଇ…
ଆଶା ଆଶଙ୍କାରେ ୧୫୦୦ ବୁଣାକାର
ରସୁଲପୁର,୮ା୮(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତର ଗୋପାଳପୁର ଗାଁ ବୁଣାକାରବହୁଳ ଗାଁ ଅଟେ। ଏଠାରେ ୧୫୦୦ରୁ ଊର୍ଦ୍ଧ୍ୱ ବୁଣାକାର ବସବାସ କରୁଛନ୍ତି। ବିଭିନ୍ନ ସମସ୍ୟା ଭିତରେ ଗତି କରୁଥିବା ଉକ୍ତ ବୁଣାକାର ସମ୍ପ୍ରଦାୟ ରବିବାର ୮ମ ଜାତୀୟ…
ନୂଆ ପ୍ରଡକ୍ଟ ଘୋଷଣା କରିବ ଓଲା
ନୂଆଦିଲ୍ଲୀ,୮।୮: ଭାରତ ବଜାରରେ ଓଲାର ଇଭି ସେଗମେଣ୍ଟ ଦ୍ରୁତ ବୃଦ୍ଧି ପାଉଛି। କମ୍ପାନି ଅଗଷ୍ଟ ୧୫ରେ ତା’ର ଗ୍ରାହକଙ୍କୁ କିଛି ସରପ୍ରାଇଜ ଦେବ ବୋଲି ଜଣାପଡିଛି। ଏହା ପୂର୍ବରୁ କମ୍ପାନୀର ସିଇଓ ଭବେଶ ଅଗ୍ରୱାଲ ସୋସିଆଲ ମିଡିଆରେ ଏକ ଭିଡିଓ ଟିଜର…
Archives


