ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗକୁ ମିଳୁନି ଋଣ
କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ,୨୦ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥ ଅଞ୍ଚଳକୁ ବିକଶିତ କରେ। ଏଥିତ୍ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଧରଣର ଶିଳ୍ପ ପାଇଁ ପ୍ରତ୍ୟେକ ଜିଲାରେ ପ୍ରଧାନମନ୍ତ୍ରୀ…
ରାମ ମନ୍ଦିର ଦାନ ମଧ୍ୟରୁ ୨୨ କୋଟି ଟଙ୍କାର ଚେକ୍ ବାଉନ୍ସ୍…
ଅଯୋଧ୍ୟା, ୨୦।୬ : ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ଦ୍ୱାରା ପରିଚାଳିତ ପାଣ୍ଠି ସଂଗ୍ରହ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ ୫୪୫୭.୯୪ କୋଟି ଟଙ୍କା ସଂଗ୍ରୃହୀତ ହୋଇଛି । ସମ୍ପ୍ରତି ଦାନ ପରିମାଣର ଏକ ହିସାବର ପରୀକ୍ଷାମୂଳକ ରିପୋର୍ଟ ବାହାରିଛି। ଏହା…
ଫିଲ୍ମ ‘ଶାବାଶ ମିଠୁ’ର ଟ୍ରେଲର ରିଲିଜ୍
ଭାରତୀୟ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ‘ମିତାଲି ରାଜ’ଙ୍କ ବାୟୋପିକ ‘ଶାବାଶ ମିଠୁ’ର ଟ୍ରେଲର ମୁକ୍ତିଲାଭ କରିଛି। ଭାରତୀୟ ମହିଳା ଟେଷ୍ଟ ଏବଂ ଦିନିକିଆ ଦଳର ଅଧିନାୟକ ମିତାଲି ରାଜଙ୍କ ଜୀବନୀ ଉପରେ ଆଧାରିତ ହୋଇଛି। ଏହି ଫିଲ୍ମରେ ଅଭିନେତ୍ରୀ…
ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଜବତ
ବିନିକା,୨୦ା୬(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବାଉଁଶୁଣି ଡୁଗୁମାଳି ଜଙ୍ଗଲରୁ ସୋମବାର ଭୋର୍ରୁ ୨୨ ବର୍ଷୀୟ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି ବିନିକା ପୋଲିସ। ସୂଚନାନୁଯାୟୀ, ମୃତ ଯୁବକ ଜଣକ ହେଉଛନ୍ତି ବାଉଁଶୁଣି ଗ୍ରାମର ନେତ୍ର ଭୋଇଙ୍କ ପୁଅ…
କେବେ ଏମିତି ଘଟିବ ଭାବି ନ ଥିଲି, କାହିଁକି ଏପରି କହିଲେ ଦ୍ରାବିଡ
ବେଙ୍ଗାଲୁରୁ,୨୦।୬: ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ କୋଚ୍ ଭାବେ ରାହୁଲ ଦ୍ରାବିଡ ପ୍ରାୟ ୮ ମାସ ପୂରଣ କରିଛନ୍ତି। ବେଙ୍ଗାଲୁରୁରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ସିରିଜର ପଞ୍ଚମ ତଥା ଅନ୍ତିମ ଟି -୨୦ ମ୍ୟାଚ ପୂର୍ବରୁ ରାହୁଲ ଦ୍ରାବିଡ ଟିମ…
ପାଳିତ ମା’ଙ୍କ ପାଖରୁ ଉଦ୍ଧାର ହେଲେ ନାବାଳିକା
ଭୁବନେଶ୍ୱର,୨୦।୬(ବ୍ୟୁରୋ): ୯ ବର୍ଷୀୟା ନାବାଳିକାକୁ ନେଇ ପାଳିତ ଦମ୍ପତି ଓ ଜନ୍ମିତ ମା’ବାପାଙ୍କ ମଧ୍ୟରେ ଲାଗିଥିବା ବିବାଦର ଅନ୍ତ ଘଟିବାକୁ ଯାଇଛି। ୪ ଦିନର କସରତ ପରେ ଶେଷରେ ଚାଇଲ୍ଡ ଲାଇନ୍ ଓ ପୋଲିସର ମିଳିତ ଉଦ୍ୟମରେ ଉକ୍ତ ନାବାଳିକାଙ୍କୁ ରବିବାର…
ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବ୍ରହ୍ମପୁର ଅଫିସ,୨୦ା୬: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ଙ୍କ ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଭୁବନେଶ୍ୱର ହେଡ୍ କ୍ୱାର୍ଟରରେ ଥିବା ଯୋଗାଣ ଅଧିକାରୀ ଅନାଦି ଚରଣ ସେଠୀ୍ଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ସୋମବାର ସକାଳୁ ଚଢ଼ାଉ…
ରାଜ୍ୟରେ ବଢୁଛି କରୋନା: ଆଜି ୪୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୪୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୮୯୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୭ ଜଣ ଚିହ୍ନଟ ହୋଇଥିବା…
ଜୀବନ ହାରିଲେ ଆଉ ଜଣେ ଅଭିନେତ୍ରୀ, ସୁଇସାଇଡ୍ ନୋଟ୍ରେ ଲେଖିଲେ…
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଜୀବନ ହାରିଛନ୍ତି ଆଉ ଜଣେ ଓଡ଼ିଆ ଅଭିନେତ୍ରୀ। ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା କରିଛନ୍ତି । ଧାରାବାହିକ ‘କେମିତି କହିବି କହ’ରେ ସେ ଅଭିନୟ କରିଥିଲେ। ରଶ୍ମିରେଖା ନୟାପଲ୍ଲୀ ଥାନା ଅନ୍ତର୍ଗତ ବଡ଼ ସାହିରେ ଭଡ଼ାରେ ରହୁଥିବା ବେଳେ…
‘ବସୁଧା’ରେ ସରକାରୀ ଅର୍ଥ ଆତ୍ମସାତ
ଯାଜପୁର ଅଫିସ,୨୦ା୬: ଗ୍ରାମାଞ୍ଚଳ ଲୋକଙ୍କ ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ‘ବସୁଧା’ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଠିକାଦାରୀ ରାଜନୀତି ଏହି ଯୋଜନାର ମୂଳଲକ୍ଷ୍ୟକୁ ପରାହତ କରିଛି। ବସୁଧା ପ୍ରକଳ୍ପ ନିର୍ମାଣ ଏବଂ କାର୍ଯ୍ୟକାରୀ ହେବାର…
ବିରୂପା, ଗେଙ୍ଗୁଟି ନଦୀରୁ ବେଆଇନ ବାଲି ଚାଲାଣ
ଚଣ୍ଡିଖୋଲ,୨୦ା୬(ଡି.ଏନ୍.ଏ): ଦର୍ପଣ ତହସିଲ ଅଧୀନରେ ବିରୂପା, ଗେଙ୍ଗୁଟି ଓ କେଲୁଅ ନଦୀ ରହିଛି। ମାତ୍ର ବିରୂପା ଓ ଗେଙ୍ଗୁଟି ନଦୀରୁ ଏବେ ବ୍ୟାପକ ଭାବେ ବେଆଇନ ବାଲି ଚାଲାଣ ହେଉଥିବା ଅଭିଯୋଗ ହେଉଛି। ବିରୂପା ନଦୀର ରାମଦାସପୁର-୧ ଓ ରାମଦାସପୁର-୨ ବାଲିଘାଟକୁ…
ଅଣସରରେ ଲାଗିହୁଏନି ରନ୍ଧାଭୋଗ
ପୁରୀ ଅଫିସ,୨୦ା୬: ଅଣସରରେ ଏବେ ଚତୁର୍ଦ୍ଧାବିଗ୍ରହ। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ପ୍ରତ୍ୟକ୍ଷ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ। ତେବେ ଏହି ଗୁପ୍ତ…
Archives


