ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ
ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ ହୋଇଛନ୍ତି । ମୃତକ ହେଲେ ଗଜପତି ଜିଲା ଅଡବା ଥାନା ଗୁଲୁବା ପଞ୍ଚାୟତ…
୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି
ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ ଊର୍ଦ୍ଧ୍ୱ ହେବ ବୃଦ୍ଧାବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗମାନଙ୍କୁ ସେମାନଙ୍କର ପ୍ରାପ୍ୟ ଭତ୍ତା ଟଙ୍କା…
ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…
ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ରାସ୍ତା ଢ଼ଳେଇ କାମ ସାରି…
ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…
ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ ସେ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି । ରାଜ୍ ପ୍ରସାଦ ଦାୟିତ୍ୱ ସମ୍ଭାଳିବା…
କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ
ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ସିଦ୍ଧରମୈୟା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଇସ୍ତଫା…
ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର
ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ ରୂପେ ରୋକିବା ପାଇଁ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ, ଭଦ୍ରକ…
ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ
ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ । ମୃତ୍ୟୁ ପରେ ଘରେ ଶବ ପଡିରହିଥିଲା। ଖବର ପାଇ ଦୀର୍ଘ ୧୦ ଘଣ୍ଟା…
OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…
ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ କୁମୁରା ସଫଳତା ଅର୍ଜନ କରିଛନ୍ତି। ଉକ୍ତ ଗ୍ରାମର ଜଣେ ଚାଷୀ ଚନ୍ଦ୍ରମଣି କୁମୁରା…
ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….
ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ । ଦଳ ଭିତରେ ଅପମାନିତ ଏବଂ ଅବମାନିତ ଅନୁଭବ କରି ଦଳ ଛାଡିଛି…
ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?
ନୂଆଦିଲ୍ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର ପିଛା ୨.୬୧ ଟଙ୍କା ଏବଂ ଡିଜେଲ ୨.୭୧ ଟଙ୍କା ମହଙ୍ଗା ହେବା ପରେ…
୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ
ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍ ଦେଇ ଏସ୍ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ୩ଜଣ ବ୍ୟାଙ୍କ ଅଧିକାରିଣୀଙ୍କୁ ଗିରଫ କରିଛି। ସେମାନେ ହେଲେ ବୈଶାଖୀ…
IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…
ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ ଐତିହାସିକ କାରମାନା ହୋଇଛି। ପ୍ରଥମଥର ପାଇଁ ୧୦ଟି IPL ଦଳର ପ୍ରତ୍ୟେକ ଖେଳାଳିଙ୍କୁ…

