ଜଗାର ପରବର୍ତ୍ତୀ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ପରବର୍ତ୍ତୀ ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଇତିମଧ୍ୟରେ କନ୍ଧମାଳ ଜିଲାପାଳଙ୍କ ସହାୟତାରେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଜଗାକୁ ଧରି ତାଙ୍କ ମା’ଓ ବାପା ଗତ…
ଅଗ୍ନିବୀରଙ୍କ ପାଇଁ ଆନନ୍ଦ ମହିନ୍ଦ୍ରାଙ୍କ ବଡ ଘୋଷଣା
ନୂଆଦିଲ୍ଲୀ,୨୦ ।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ଇତିମଧ୍ୟରେ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଅଗ୍ନିବୀରମାନେ ୪ ବର୍ଷ…
‘ଆର୍ସି’: କେଜିରୁ ପିଜି ପିଲା ପାଇବେ ସୁବିଧା
ଭୁବନେଶ୍ୱର,୨୦ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଶିକ୍ଷା କ୍ଷେତ୍ର ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ଯାଇଥିଲା। ଅନ୍ଲାଇନ୍ ପାଠପଢ଼ା ହେଉଥିଲେ ମଧ୍ୟ ସମସ୍ତେ ଏହାର ସୁଯୋଗ ପାଉ ନ ଥିଲେ କିମ୍ବା ଅନେକେ ଏହାର ସଦୁପଯୋଗ କରିପାରୁ ନ ଥିଲେ। ସେହିପରି ଉଚ୍ଚଶିକ୍ଷା ଓ…
ଦୋଷ ନ ଥାଇ ଜେଲଦଣ୍ଡ
ବଲାଙ୍ଗୀର ଅଫିସ,୨୦ା୬: ଭାଷା ବୁଝି ନ ପାରି ରାଜ୍ୟ ବାହାରର ଜଣେ ମାନସିକ ରୋଗୀଙ୍କୁ ବଲାଙ୍ଗୀର ପୋଲିସ ଏଟିଏମ୍ ଲୁଟେରା ଭାବେ ଅଭିଯୁକ୍ତ କରି ମାମଲା ରୁଜୁ କରିବାରୁ ସମ୍ପୃକ୍ତ ଯୁବକଙ୍କୁ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡିଛି। ଅନ୍ୟପକ୍ଷେ ପୁଅର…
ଆର୍ଥିକ ସଙ୍କଟ ମଧ୍ୟରେ ଲୋକଙ୍କୁ ଚା’ ପିଆଇଲେ ପୂର୍ବତନ ଶ୍ରୀଲଙ୍କା କ୍ରିକେଟର
କଲମ୍ବୋ,୨୦ ।୬: ଶ୍ରୀଲଙ୍କାରେ ବେଳକୁ ବେଳ ଆର୍ଥିକ ସଙ୍କଟ ବଢିବାରେ ଲାଗିଛି । ଲୋକେ ଖାଦ୍ୟ ପାଇଁ ଏକ ପ୍ରକାର ସଂଗ୍ରାମ କରୁଛନ୍ତି କହିଲେ ଚଳେ । ତୈଳ ସଙ୍କଟ ଲୋକଙ୍କ ପାଇଁ ଆଉ ଏକ ବଡ ଚିନ୍ତାର କାରଣ ପାଲଟି…
ପୋଲିସକୁ ଚକ୍ମା ଦେଇ ନାବାଳକଙ୍କ ଫେରାର ଉଦ୍ୟମ
କେନ୍ଦୁଝର,୨୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋର୍ଟ ଥାନା ଅଞ୍ଚଳରେ ରଜ ପୋଷାକ ପାଇଁ ମା’ଙ୍କୁ ହତ୍ୟା କରିଥିବା ନାବାଳକ ପୁଅଙ୍କୁ ରବିବାର ରାଉରକେଲାସ୍ଥିତ ବାଳାଶ୍ରମକୁ ନିଆଯାଉଥିବା ବେଳେ ଲହୁଣୀପଡ଼ା ନିକଟରେ ସେ ଚମ୍ପଟ ମାରିଥିଲେ। କିଛି ସମୟରେ ପରେ ତାଙ୍କୁ ପୁଣି କାବୁ…
ଆଜିଠୁ ବ୍ଲକ, ନଗର କଂଗ୍ରେସ ପକ୍ଷରୁ ୨ ଦିନିଆ ବିକ୍ଷୋଭ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପକ୍ଷରୁ କରାଯାଉଥିବା ଜେରାକୁ ନେଇ ଦେଶବ୍ୟାପୀ ବିରୋଧର ସ୍ବର ତେଜିବାରେ ଲାଗିଛି। ସୋମବାର ରାହୁଲ ପୁଣି ଇଡିରେ ଜେରାର ସମ୍ମୁଖୀନ ହେବେ। ରାହୁଲଙ୍କୁ ବାରମ୍ବାର ଇଡି ପକ୍ଷରୁ ଜେରା କରାଯିବା ଘଟଣାରେ…
ବିଧାୟକ କ୍ୱାର୍ଟର୍ସ ସ୍ଥାନାନ୍ତର ଯୋଜନା ନାହିଁ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସରକାର ବିଧାୟକମାନଙ୍କ ଲାଗି ଅତ୍ୟାଧୁନିକ କ୍ୱାର୍ଟର୍ସ ନିର୍ମାଣ ନିମନ୍ତେ ପ୍ରାୟ ୮୭୦ ଗଛ କାଟିବା ଯୋଜନା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସେଥିରୁ ୩୫୦ ଗଛ କଟାଯାଇସାରିଛି। ଶହ ଶହ ବର୍ଷ ତଳର ବିରାଟକାୟ ଗଛ କାଟି କ୍ୱାର୍ଟର୍ସ…
ରୁଷିଆର ଦାବି ଯୁଦ୍ଧରେ ଖୁବଶୀଘ୍ର ମିଳିବ ସଫଳତା
ମସ୍କୋ,୨୦ ।୬: ଚଳିତ ବର୍ଷ ଫେବୃୟାରୀରୁ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଥିବା ବେଳେ ଅନୁମାନ କରାଯାଉଥିଲା କି ଖୁବଶୀଘ୍ର ରୁଷିଆ ୟୁକ୍ରେନକୁ ସମ୍ପୂର୍ଣ୍ଣ ଭାବେ ନିଜ ଅଧିନକୁ ନେଇ ଆସିବ । ହେଲେ ଦୀର୍ଘ ପ୍ରାୟ ସାଢେ ୩ ମାସ…
ବର୍ଷକରେ ୧,୩୫୪ ଶିଶୁ, ୩୮ ମା’ମୃତ
ଯାଜପୁର ଅଫିସ,୨୦ା୬: କେବଳ ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ା ନୁହେଁ, ରାଜ୍ୟର ନବରଙ୍ଗପୁର ଜିଲାରେ ମଧ୍ୟ ପୁଷ୍ଟିହୀନତା କାରଣରୁ ମା’ ଓ ଶିଶୁ ମୃତ୍ୟୁସଂଖ୍ୟା ଉଦ୍ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ଗତ ବର୍ଷକ ମଧ୍ୟରେ ନବରଙ୍ଗପୁର ଜିଲାରେ ୧,୩୫୪ ଶିଶୁ ଓ…
ଭାଜପା ଅଫିସ୍ ଜଗିବେ ଅଗ୍ନିବୀର
ନୂଆଦିଲ୍ଲୀ,୨୦।୬: ସେନାରେ ଠିକା ନିଯୁକ୍ତି ଯୋଜନା ‘ଅଗ୍ନିପଥ’କୁ ନେଇ ଦେଶବ୍ୟାପୀ ଆକ୍ରୋଶର ନିଆଁ ଜଳୁଥିବାବେଳେ ଭାଜପା ନେତା କୈଳାସ ବିଜୟଭର୍ଗୀୟ ରବିବାର ସେଥିରେ ଘିଅ ଢାଳିଛନ୍ତି। ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ବିଜୟଭର୍ଗୀୟ କହିଛନ୍ତି, ଅଗ୍ନିବୀରମାନେ ୪ ବର୍ଷ ପରେ ଅବସର…
ଅଗ୍ନିପଥ ଯୋଜନାକୁ ନେଇ ବିଜୟଭର୍ଗିୟଙ୍କ ବିବାଦୀୟ ବୟାନର ଜବାବ ରଖିଲେ ରାହୁଲ
ନୂଆଦିଲ୍ଲୀ,୨୦ ।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ଚାଲିଛି ବିରୋଧ ପ୍ରଦର୍ଶନ । ଏହାରି ଭିତରେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ମହାସଚିବ କୈଳାସ ବିଜୟଭର୍ଗିୟ ଅଗ୍ନିପଥ ଯୋଜନାକୁ ନେଇ ଯେଉଁ ବୟାନ ଦେଇଛନ୍ତି ଏବେ…
Archives


