Home Left

ଏହି ଅଭିନେତ୍ରୀଙ୍କ ନାମ ସହ ଅଛି ସଲ୍‌ମାନଙ୍କ କନେକ୍‌ଶନ

ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଧୀରେ ଧୀରେ ଇଣ୍ଡଷ୍ଟ୍ରିରେ ସଫଳତା ପାଇବାରେ ଲାଗିିଛନ୍ତି। ସେ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଚଳଚ୍ଚିତ୍ରରେ ଅଭିନୟ କରିବା ପୂର୍ବରୁ କିଆରାଙ୍କ ନାମ ଆଲିଆ ଥିଲା। ଡେବ୍ୟୁ ସହିତ ସେ ତାଙ୍କ ନାମ ପରିବର୍ତ୍ତନ କରିଥିଲେ। କିଆରା…

ଆମେରିକା ଦୂତାବାସ ଉପରେ ଆକ୍ରମଣକୁ ପୂରିଲା ୨୪ ବର୍ଷ

ୱାଶିଂଟନ,୮ ।୮: ପୂର୍ବ ଆଫ୍ରିକାରେ ଆମେରିକା ଦୂତାବାସ ଉପରେ ୧୯୯୮ରେ ହୋଇଥିବା ବୋମାମାଡ ଘଟଣାକୁ ୨୪ ବର୍ଷ ପୂରଣ ହୋଇଛି । ଏହାକୁ ନେଇ ଆମେରିକା ଏକ ବୟାନ ଜାରି କରିଛି । ଆମେରିକା କହିଛି, ସେ ଅଲ-କାଏଦା ନେତା ଅୟମାନ…

ଶ୍ରୀକାନ୍ତ ତ୍ୟାଗି ମାମଲା: ନୋଏଡା ସୋସାଇଟିରେ ଗଣ୍ଡଗୋଳ ଉପରେ କାର୍ଯ୍ୟାନୁଷ୍ଠାନ, ଥାନା ପ୍ରଭାରି ନିଲମ୍ବିତ

ନୋଏଡା,୮ ।୮: ଉତ୍ତର ପ୍ରଦେଶର ନୋଏଡାରେ ଓଏମଏକ୍ସ ସେସୋଇଟିରେ ମହିଳାଙ୍କୁ ଧମକାଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶ୍ରୀକାନ୍ତ ତ୍ୟାଗିଙ୍କ ବିରୋଧରେ ଗ୍ୟାଙ୍ଗଷ୍ଟର ଆକ୍ଟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହା ବ୍ୟତୀତ ଅଭିଯୁକ୍ତ ନେତାଙ୍କ ସମ୍ପତ୍ତି ମଧ୍ୟ ଏଥିରେ ସଂଲଗ୍ନ…

ଗାଜା ପଟ୍ଟି ଉପରେ ଇସ୍ରାଏଲର ବିମାନ ଆକ୍ରମଣ, ଆତଙ୍କବାଦୀ ସଙ୍ଗଠନର ଦୁଇ ମୁଖ୍ୟ କମାଣ୍ଡର ନିହତ

ଗାଜା ସିଟି,୮ ।୮: ଗାଜା ପଟ୍ଟି ଉପରେ ଇସ୍ରାଏଲର ବିମାନ ଆକ୍ରମଣରେ ଉଗ୍ରବାଦୀ ଇସଲାମିକ ଜିହାଦର ଦ୍ୱିତୀୟ ଶୀର୍ଷ ମୁଖ୍ୟ କମାଣ୍ଡର ଖାଲିଦ ମଂସୁର ନିହତ ହୋଇଥିବା ଜଣାପଡିଛି । ଏହି ବିମାନ ଆକ୍ରମଣରେ ଏବେ ସୁଦ୍ଧା ଇସଲାମିକ ଜିହାଦର ୨…

୪-୧ରେ ଭାରତର ସିରିଜ ବିଜୟ

ଲଡରହିଲ,୭।୮: ଫ୍ଲୋରିଡାରେ ଖେଳାଯାଇଥିବା ଟି-୨୦ ସିରିଜର ରବିବାର ଅନ୍ତିମ ମ୍ୟାଚରେ ଭାରତ ୮୮ ରନ୍‌ରେ ବିଜୟୀ ହୋଇଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଭାରତ ୪-୧ରେ କବ୍‌ଜା କରି ନେଇଛି। ଭାରତ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି…

ଭାରତରେ ଆମେରିକା ନୌସେନା ଜାହାଜ

ନୂଆଦିଲ୍ଲୀ,୭।୮: ଭାରତ-ଆମେରିକା ଦ୍ୱିପାକ୍ଷିକ ପ୍ରତିରକ୍ଷା ଓ ସାମରିକ ସହଯୋଗ ବୃଦ୍ଧିର ସ୍ବରୂପ ଆମେରିକା ନୌସେନାର ଏକ ଜାହାଜ ମରାମତି ଓ ଆନୁଷଙ୍ଗିକ ସେବା ନିମନ୍ତେ ପ୍ରଥମ ଥର ପାଇଁ ଭାରତ ଆସିଛି। ତାଇଓ୍ବାନ ପ୍ରସଙ୍ଗକୁ ନେଇ ଚାଇନା ଆମେରିକା ମୁହାଁମୁହିଁ ହୋଇଥିବା…

ହୀରାକୁଦ ଡ୍ୟାମ୍‌ରେ ବୁଡିଯାଇ ୨ ଅଧିକାରୀ ନିଖୋଜ, ଜଣେ ଉଦ୍ଧାର

ସମ୍ବଲପୁର,୭ା୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଝାଙ୍କରାଣୀପୀଠ ମନ୍ଦିର ଘାଟରେ ରବିବାର ଏକ ଅଘଟଣ ଘଟିଛି। ଡ୍ୟାମରେ ବୁଡିଯାଇ ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ(ଏମ୍‌ସିଏଲ୍‌ )ର ୨ଜଣ କର୍ମଚାରୀ ନିଖୋଜ ଅଛନ୍ତି। ସେମାନେ ହେଲେ ମହେଶ ଛିତୋରୀ( ୪୦) ଓ ଅଭିଷେକ କୁମାର(…

ଓ୍ବେଷ୍ଟଇଣ୍ଡିଜ ଆଗରେ ୧୮୯ ରନ୍‌ ଟାର୍ଗେଟ୍‌

ଲଡରହିଲ, ୭।୮: ଫ୍ଲୋରିଡାରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ଟି-୨୦ ସିରିଜର ଅନ୍ତିମ ତଥା ପଞ୍ଚମ ମ୍ୟାଚରେ ଭାରତର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ…

ପୁଣି ଚେତାବନୀ ଦେଲା ଚାଇନା

ବେଜିଂ,୭।୮: ଆମେରିକା ସିନେଟ୍‌ର ବାଚସ୍ପତି ନାନ୍ସି ପେଲୋସିଙ୍କ ତାଇୱାନ ଗସ୍ତ ପରେ ଚାଇନା ରାଗରେ ନିଆଁବାଣ ହୋଇପଡିଛି। ତାଇୱାନକୁ ଲାଗିଥିବା ଷ୍ଟ୍ରେଟ୍‌ରେ ସମାରାଭ୍ୟାସ ଜାରି ରଖିଛି। ଡ୍ରାଗନ କହିଛି, ବର୍ତ୍ତମାନ ୟେଲୋ ଏବଂ ବୋହାଇ ସମୁଦ୍ରରେ ମଧ୍ୟ ସାମରିକ କାର୍ଯ୍ୟ ଆରମ୍ଭ…

ଭାରତର ଲକ୍ଷ୍ୟ ଆମଦାନୀ ହ୍ରାସ, ରପ୍ତାନି ବୃଦ୍ଧି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୮: ନୀତି ଆୟୋଗର ସପ୍ତମ ଗଭର୍ନିଂ କାଉନସିଲ ବୈଠକ ରବିବାର ଦିଲ୍ଲୀରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରରେ ଅନୁଷ୍ଠିତ ଏହି ବୈଠକରେ ଦେଶର ବିଭିନ୍ନ ପ୍ରସଙ୍ଗ ଉଠିଛି। ପ୍ରଧାନମନ୍ତ୍ରୀ ମୋଦି ୨୦୪୭ ପର୍ଯ୍ୟନ୍ତ…

ଗାଁକୁ ମାଡ଼ି ଆସିଲା କେନାଲ ପାଣି

ଭବାନୀପାଟଣା,୭।୮(ସ୍ବ.ପ୍ର.): ଲଘୁଚାପ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି । ଏନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଅନ୍ୟପକ୍ଷେ ଇନ୍ଦ୍ରାବତୀ ସବ୍‌ ମାଇନର କେନାଲରୁ ଜୟପାଟଣା ବ୍ଲକ ଜୋରଖଣ୍ଡି ପଡାକୁ ପାଣି ମାଡ଼ି ଆସି ରବିବାର ଲୋକଙ୍କ ଘରେ ପଶିଛି।…

ମୋଦିଙ୍କୁ ରାଖୀ ପଠାଇଲେ ପାକିସ୍ତାନ ଭଉଣୀ

ମୋଦିଙ୍କୁ ରାଖୀ ପଠାଇଲେ ପାକିସ୍ତାନ ଭଉଣୀ ନୂଆଦିଲ୍ଲୀ,୭।୮: ଆଗକୁ ଆସୁଛି ରକ୍ଷାବନ୍ଧନ। ଭାଇ ହାତରେ ରାଖୀ ବାନ୍ଧିବାକୁ ଭଉଣୀମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାକିସ୍ତାନୀ ଭଉଣୀ କମାର ମୋହସିନ ଶେଖ ତାଙ୍କ ପାଇଁ ରାଖୀ ପଠାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri