Home Left

ଗୁରୁଦ୍ୱାରରେ ପହଞ୍ଚିଲେ ରାହୁଲ

ନୂଆଦିଲ୍ଲୀ,୮।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ଆରମ୍ଭ କରିବା ପୂର୍ବରୁ ମଙ୍ଗଳବାର ଗୁରୁଦ୍ୱାରରେ ପହଞ୍ଚିଥିଲେ। ଗୁରୁ ନାନକ ଜୟନ୍ତୀ ଅବସରରେ ସେ ନାନ୍ଦେଡ ଜିଲାରେ ଥିବା ଗୁରୁଦ୍ୱାରରେ ପହଞ୍ଚି ପ୍ରାର୍ଥନା କରିଥିଲେ। ଏହି ସମୟରେ କଂଗ୍ରେସ ଦଳ…

ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬…

‘ଜେଲ ପ୍ରଶାସନ, ସତ୍ୟେନ୍ଦ୍ର ଜୈନଙ୍କ ଧମକ ମୋତେ ଚିନ୍ତାରେ ପକାଇଛି’-ଉପରାଜ୍ୟପାଳଙ୍କୁ ଆଉ ଏକ ଚିଠି ଲେଖିଲେ ସୁକେଶ

ନୂଆଦିଲ୍ଲୀ,୮ ।୧୧: ମଣ୍ଡୋଲି ଜେଲରେ ମନି ଲଣ୍ଡରିଂ ମାମଲାରେ ବନ୍ଦୀଥିବା ଅଭିଯୁକ୍ତ ସୁକେଶ ଚନ୍ଦ୍ରଶେଖର ସୋମବାର ପୁଣିଏକ ଚିଠି ଜାରି କରିଛନ୍ତି । ଏଥିରେ ସେ ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି, ବିନା…

ମ୍ୟୁନିସିପାଲିଟିର ଟାଳଟୁଳ ନୀତି, ତେଜୁଛି ଅସନ୍ତୋଷ

ବାରିପଦା ଅଫିସ,୮ା୧୧: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଦିନକୁ ଦିନ ବଢୁଛି ଟ୍ରାଫିକ ସମସ୍ୟା । ଦୋକାନୀମାନେ ରାସ୍ତା ଉପରେ ବାଣିଜି୍ୟକ ପ୍ରତିଷ୍ଠାନ ଖୋଲିବା ଦ୍ୱାରା ରାସ୍ତା ସଙ୍କୁଚିତ ହୋଇପଡୁଛି । ଫଳରେ ଗାଡ଼ିମଟର ଚଳାଚଳରେ ବ୍ୟାଘାତ ହେଉଥିବା ବେଳେ ପ୍ରତିଦିନ…

କାଠକୁ ଦେଉଛନ୍ତି ଜୀବନ୍ତ ରୂପ

ପାଟଣା, ୮ା୧୧(ସ୍ବ.ପ୍ର.): ତାଙ୍କ ନିହାଣ ମୁନରେ କାଠ କଥା କହେ, ହାତର ସ୍ପର୍ଶରେ ହୋଇଉଠେ ଅନନ୍ୟ। ଘରକରଣାଠାରୁ ଆରମ୍ଭ କରି ପ୍ରତିମୂର୍ତ୍ତିକୁ ଦିଅନ୍ତି ଜୀବନ୍ତ ରୂପ। ବିନା ପ୍ରଶିକ୍ଷଣରେ ନିଖୁଣ କଳାକୃତି ନିର୍ମାଣ କରିବା ସହ କଣ୍ଢେଇ ନୃତ୍ୟଶିଳ୍ପୀ ଭାବେ ସ୍ବତନ୍ତ୍ର…

କଂଗ୍ରେସକୁ ଝଟ୍‌କା: ଭାଜପାରେ ଯୋଗ ଦେଲେ ୨୬ ନେତା

ଶିମ୍‌ଲା,୮।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନର କିଛି ଦିନ ପୂର୍ବରୁ କଂଗ୍ରେସ ରାଜ୍ୟରେ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। କଂଗ୍ରେସର ଅନେକ ନେତା ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁରଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟି (ଭାଜପା) ରେ ଯୋଗ ଦେଇଛନ୍ତି।…

ବାଲେଶ୍ୱର ଡିଭିଜନରେ ୬୮ ମାମଲା ରୁଜୁ

କେନ୍ଦୁଝର,୮।୧୧(ସ୍ବ.ପ୍ର.): ପ୍ରତ୍ୟେକ ବର୍ଷ ଦୁର୍ନୀତି ନିବାରଣ ସପ୍ତାହ ପାଳନ ହେଉଛି। ଦୁର୍ନୀତି ବିରୋଧରେ ଜନ ସଚେତନତା ସୃଷ୍ଟି କରିବା ପାଇଁ ଶପଥପାଠ, ରାଲି, ସଭାସମିତି, ପ୍ରତିଯୋଗିତା ଆଦି ଆୟୋଜନ ହେଉଛି। ଏହା ସତ୍ତ୍ୱେ ଦୁର୍ନୀତି କମିବାର ନଁା ଧରୁନି। ପ୍ରତିଦିନ ରାଜ୍ୟର…

ଜାତୀୟ ରାଜପଥ ସମ୍ପ୍ରସାରଣ ଆଳରେ ମିଶନ ଶକ୍ତି ଗୃହ ନିର୍ମାଣ ବନ୍ଦ

ବାହାନଗା,୮ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ନିର୍ମାଣ ହେବାକୁ ଥିବା ମିଶନ ଶକ୍ତି ଗୃହ ୧ବର୍ଷରୁ ଉର୍ଦ୍ଧ୍ୱ ସମୟ ହେଲା କାମ ନ ହୋଇ ପଡିରହିଛି। ଜାତୀୟ ରାଜପଥ ସମ୍ପ୍ରସାରଣକୁ ଆଳ କରି ସେହି ସ୍ଥାନରୁ ଅନ୍ୟତ୍ର କରିବା ଉଦ୍ଦେଶ୍ୟରେ…

‘ମୋ ଗୋଡରୁ ୩ ଗୁଳି ବାହାରିଛି’

ଇସଲାମାବାଦ୍‌,୮।୧୦: ଗୁଜରାନୱାଲାରେ ଏକ ରାଜନୈତିକ ସମାବେଶରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗୁଳି କରାଯାଇଥିଲା। ଏହି ଗୁଳିକାଣ୍ଡରେ ତାଙ୍କ ଡାହାଣ ଗୋଡରୁ ତିନିଟି ଗୁଳି କଢାଯାଇଛି। ଲାହୋରର ଜମାନ ପାର୍କରେ ଥିବା ତାଙ୍କ ବାସଭବନରୁର ବେକି ଆଣ୍ଡରସନଙ୍କ ସହ ଏକ…

ପାକିସ୍ତାନ ପାଇଁ କଡ଼ା ପରୀକ୍ଷା

ଟୁର୍ନାମେଣ୍ଟରୁ ଏଲିମିନେଟ୍‌ ହେବାର ଦ୍ୱାରଦେଶରୁ ଅପ୍ରତ୍ୟାଶିତ ଭାବେ ପ୍ରତ୍ୟାବର୍ତ୍ତନ କରିଥିଲା ପାକିସ୍ତାନ। ନେଦରଲାଣ୍ଡ୍ସ ନିକଟରୁ ଦକ୍ଷିଣ ଆଫ୍ରିକା ପରାଜିତ ହୋଇ ନ ଥିଲେ ଏବେ ସେମିଫାଇନାଲ ଲାଇନ୍‌ଅପ୍‌ ଭିନ୍ନ ଧରଣର ହୋଇଥାନ୍ତା। ଦକ୍ଷିଣ ଆଫ୍ରିକା ଏହାର କ୍ରିକେଟ ଇତିହାସରେ ସବୁଠାରୁ ବଡ଼…

କୋହଲି ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୮ା୧୧:ଷ୍ଟାର ବ୍ୟାଟର ବିରାଟ କୋହଲି ସୋମବାର ଅକ୍ଟୋବର ମାସ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆରେ ଚାଲିଥିବା ଟି୨୦ ବିଶ୍ୱକପ୍‌ରେ ତାଙ୍କର ପ୍ରଭାବୀ ପ୍ରଦର୍ଶନ ଯୋଗୁ ଭାରତ ସେମିଫାଇନାଲରେ ପ୍ରବେଶ କରିପାରିଛି। ମହିଳା ବିଭାଗରେ…

ନ୍ୟୁଜିଲାଣ୍ଡ ଲାଗି ଇତିହାସ ରଚିବା ସୁଯୋଗ

ଚଳିତ ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ଶେଷ ହୋଇଛି। ଏବେ ଆସୁଛି ନକ୍‌ଆଉଟ ପର୍ଯ୍ୟାୟ। ସୁପର-୧୨ରେ ଭଲ ପ୍ରଦର୍ଶନ କରି ପଏଣ୍ଟ ଭିତ୍ତିରେ ୪ଟି ଦଳ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ‘ଏ’ରୁ ଆସିଛନ୍ତି ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?