Home Left

ଝିଅକୁ ପ୍ରଥମଥର ଥର କୋଳରେ ଧରି କାନ୍ଦିଲେ ରଣବୀର

ଅଭିନେତ୍ରୀ ଆଲିଆ ଭଟ୍ଟ ନିକଟରେ କନ୍ୟା ସନ୍ତାନର ମା’ ହୋଇଛନ୍ତି। ଝିଅ ଜନ୍ମପରେ ପିତା ରଣବୀର କପୁର ମଧ୍ୟ ବେଶ୍‌ ଖୁସି ଅଛନ୍ତି। ଆଲିଆ ଗର୍ଭବତୀ ଥିବାବେଳେ ରଣବୀର ଝିଅ ଚାହୁଁଥିବା ଖୋଲାଖୋଲି ଭାବେ ସ୍ବୀକାର କରିଥିଲେ। ଏବେ ତାଙ୍କର ଇଚ୍ଛା…

ଚିକିତ୍ସା ବିଜ୍ଞାନରେ ରେଡିଓଲୋଜି

ଆଧୁନିକ ଚିକିତ୍ସା କ୍ଷେତ୍ରରେ ରେଡିଓଲୋଜିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହାକୁ ଦୃଷ୍ଟିରେ ରଖି ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ନଭେମ୍ବର ୮ରେ ଅନ୍ତର୍ଜାତୀୟ ରେଡିଓଲୋଜି ଦିବସ ପାଳନ କରାଯାଇଥାଏ। ଏହା ଆଧୁନିକ ସ୍ବାସ୍ଥ୍ୟସେବାରେ ମେଡିକାଲ ଇମେଜିଙ୍ଗର ଭୂମିକାକୁ ପ୍ରୋତ୍ସାହିତ କରିଥାଏ। ୟୁରୋପୀୟ…

ସରହଦ ଊର୍ଦ୍ଧ୍ୱରେ ପ୍ରେମ

ଇସ୍‌ଲାମାବାଦ୍‌: ପ୍ରେମ ସୀମା ସରହଦ, ବାଧା ବନ୍ଧନ କି ବୟସ ମାନେନା। ଏ କଥା ପ୍ରମାଣିତ ହୋଇଛି ପୋଲାଣ୍ଡର ଜଣେ ୮୩ ବର୍ଷୀୟା ମହିଳାଙ୍କ କ୍ଷେତ୍ରରେ, ଯିଏକି ନିଜ ୨୮ ବର୍ଷୀୟ ପୁରୁଷ ବନ୍ଧୁଙ୍କୁ ବାହାହେବା ପାଇଁ ପାକିସ୍ତାନ ଚାଲିଯାଇଛନ୍ତି। ତାଙ୍କ…

ପ୍ରେମିକାରୁ ସ୍ତ୍ରୀ

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରିର ବେଶ୍‌ ଜଣାଶୁଣା ଗାୟିକା ପଲକ ମୁଛାଲ ମ୍ୟୁଜିକ୍‌ କମ୍ପୋରଜର କମ୍‌ ସିଙ୍ଗର ମିଥୁନଙ୍କୁ ବିବାହ କରିଛନ୍ତି। ରବିବାର ସକାଳେ ମୁମ୍ବାଇରେ ଦୁହେଁ ବାହା ହୋଇଥିବାବେଳେ ସନ୍ଧ୍ୟାରେ ସେମାନେ ରିସେପ୍ସନ୍‌ ପାର୍ଟିର ଆୟୋଜନ କରିଥିଲେ। ପାର୍ଟିରେ ବଲିଉଡ୍‌ ଓ…

ବିଓଆଇ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୮।୧୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ)ର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଗତ ୩୧ ଅକ୍ଟୋବର ୨୦୨୨ରିଖଠାରୁ ଚଳିତ ମାସ ୬ ତାରିଖ ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର କର୍ମଚାରୀ ଓ ଗ୍ରାହକମାନଙ୍କ ମଧ୍ୟରେ ସଚେତନତା…

ଜିଲା ଜଙ୍ଗଲ କାର୍ଯ୍ୟାଳୟକୁ ଲିଫ୍‌ ବ୍ଲୋୟର ପ୍ରଦାନ

ଭୁବନେଶ୍ୱର,୮।୧୧: ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍‌ ପକ୍ଷରୁ ନିକଟରେ ଝାରସୁଗୁଡ଼ା ଜିଲା ଜଙ୍ଗଲ କାର୍ଯ୍ୟାଳୟକୁ ଲିଫ୍‌ ବ୍ଲୋୟର ପ୍ରଦାନ କରାଯାଇଛି। ଏପରିକି ବେଦାନ୍ତ ଲିଃ’ର ସିଇଓ ସୁନୀଲ ଗୁପ୍ତା ଉକ୍ତ ଯନ୍ତ୍ରପାତି (ଲିଫ ବ୍ଲୋୟର) କୁ ଜିଲା ଜଙ୍ଗଲ ଅଧିକାରୀ ଲଳିତ…

ଦିଗପହଣ୍ଡିରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୮।୧୧: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଗଞ୍ଜାମ ଜିଲାର ଦିଗପହଣ୍ଡି ସହରରେ ଶୁଭାରମ୍ଭ ହୋଇଯାଇଛି। ଉଲ୍ଲେଖଯୋଗ୍ୟ ଯେ ୫୨୦୦ ବର୍ଗଫୁଟ ପରିମିତ ସ୍ଥାନରେ ନବନିର୍ମିତ ଏହି ଷ୍ଟୋରରେ ଟ୍ରେଣ୍ଡି ୱିମେନ…

ଅକ୍ଟୋବରରେ ୪୮% ବୃଦ୍ଧି ପାଇଛି ଗାଡ଼ି ବିକ୍ରି

ନୂଆଦିଲ୍ଲୀ, ୮।୧୧: ଚଳିତ ବର୍ଷର ପାର୍ବଣ ଅବସରରେ ଗାଡିର ଖୁଚୁରା ବିକ୍ରି ଆଶାତୀତ ଭାବେ ବୃଦ୍ଧି ପାଇଛି। ବିଶେଷକରି ଚଳିତ ବର୍ଷ ଅକ୍ଟୋବରରେ ଗାଡି ବିକ୍ରି ୪୮% ବୃଦ୍ଧି ପାଇଥିବା ଫେଡେରେଶନ୍‌ ଅଫ୍‌ ଅଟୋ ମୋବାଇଲ୍‌ ଡିଲର୍ସ ଆସୋସିଏଶନ୍‌ (ଫାଡା) ପକ୍ଷରୁ…

ଧୂଳି ଧୂଆଁରେ ଜନଜୀବନ ଅସ୍ତବ୍ୟସ୍ତ

ଚଣ୍ଡିଖୋଲ,୮ା୧୧(ଡି.ଏନ.ଏ.):ଯାଜପୁର ଜିଲାର ବାଲିଚନ୍ଦ୍ରପୁରଠାରୁ ଦେକୁଡ଼ି ପର୍ଯ୍ୟନ୍ତ ହେଉଥିବା ପୂର୍ତ୍ତବିଭାଗ ରାସ୍ତା କାମ ମନ୍ଥର ଗତିରେ ଚାଲିଛି। କ୍ରସର ଗୁଣ୍ଡ ପଡ଼ିଥିବା ହେତୁ ରାସ୍ତାରେ ଯାତାୟତ ଅସମ୍ଭବ ହୋଇପଡ଼ୁଛି। ଏପରି କି ବାଲିଚନ୍ଦ୍ରପୁର ବଜାର ଲୋକମାନେ ଅଣନିଃଶ୍ୱାସୀ ହେଉଛନ୍ତି। ସେହି ରାସ୍ତାଦେଇ ଯାନବାହାନ…

ଭିନ୍ନକ୍ଷମଙ୍କୁ ମିଳୁନି ଆବାସ ଯୋଜନାରେ ଘର

ଯାଜପୁର ଅଫିସ/କାଏମା(ଡି.ଏନ୍‌.ଏ.), ୮ା୧୧:ଯାଜପୁର ଜିଲାରେ କେତେକ ଥିଲାବାଲାଙ୍କୁ ପ୍ରଧାନମନ୍ତ୍ରୀ ଆବାସ, ମୋ କୁଡିଆ ଓ ବିଜୁ ପକ୍କାଘର ଯୋଜନାରେ ସାମିଲ କରାଯାଉଥିବା ଅଭିଯୋଗ ହୋଇଆସୁଛି। କିନ୍ତୁ ବିଡ଼ମ୍ବନା ଯେ, ଭିନ୍ନକ୍ଷମମାନଙ୍କୁ ଏହି ଜନହିତକର ଯୋଜନାରେ ପକ୍କା ଘର ମିଳୁନାହିଁ। ଜିଲାର ଅନେକ…

୭ ମାସରେ ୯୧୪ ପରିବାରକୁ ୧୦୦ ଦିନର କାମ

କେନ୍ଦ୍ରାପଡ଼ା ଅଫିସ, ୮ା୧୧:ଗ୍ରାମାଞ୍ଚଳ ଲୋକଙ୍କୁ ରୋଜଗାରକ୍ଷମ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୦୫ରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ଲାଗୁ ହୋଇଥିଲା। ଏହି ଯୋଜନା କେନ୍ଦ୍ରାପଡ଼ା ଜିଲାରେ ବାଟବଣା ହୋଇଛି। ଜିଲାର ମୋଟ ଜବ୍‌କାର୍ଡଧାରୀ ୩,୨୯,୬୦୫…

ରାଜସାକ୍ଷୀ ହେବେ ସିସୋଡିଆଙ୍କ ସହଯୋଗୀ

ନୂଆଦିଲ୍ଲୀ,୮।୧୧: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘନିଷ୍ଠ ସହଯୋଗୀ ଦିନେଶ ଆରୋରା ରାଜସାକ୍ଷୀ ହେବା ଲାଗି ନିଷ୍ପତ୍ତି ନେଇଛନ୍ତି। ଏହା ସିସୋଡିଆଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ ବୋଲି କୁହାଯାଉଛି। ମାମଲାର ସାକ୍ଷୀ ଭାବେ ଆରୋରାଙ୍କୁ ଆଗୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?