ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ ଗୁରୁତ୍ୱ ରଖେ ନାହିଁ। କିନ୍ତୁ ଅଭିଷେକ ଶର୍ମାଙ୍କ ପିତା ରାଜକୁମାର ଶର୍ମାଙ୍କଠାରୁ ତାଙ୍କୁ…
କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!
ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ ପାଇଁ ବେଶ ଶୁଭ ରହିପାରେ। ଏହି ରାଶିର ବ୍ୟକ୍ତିମାନଙ୍କୁ କ୍ୟାରିୟରରେ ଉନ୍ନତି ସହ…
ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା
ଭୁବନେଶ୍ୱର,୭।୯: ଚିଫ୍ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା ଯାଞ୍ଚ କରାଯିବ ବୋଲି ଫାୟାର ଅଫିସର ଦେବେନ୍ଦ୍ର ସୂଚନା ଦେଇଛନ୍ତି। ଶିଳ୍ପ ପ୍ରତିଷ୍ଠାନ,…
ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…
ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର ମଧ୍ୟକ୍ରମ ଲାଇନଅପରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଯାଇପାରେ। ନିୟମିତ ଚତୁର୍ଥ ନମ୍ବର ବ୍ୟାଟସମ୍ୟାନ…
ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ
ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ କ୍ରିକେଟ ମଇଦାନରେ ଦେଖିବାକୁ ମିଳିଛି ହାଇଭୋଲଟେଜ ଡ୍ରାମା। ଇଷ୍ଟ ଜୋନର ଯୁବ ବ୍ୟାଟର…
ଇତିହାସ ରଚିବା ପରେ ହଠାତ୍ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍ କ୍ରିକେଟର୍ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି। ଏହି ବାମହାତୀ ବ୍ୟାଟସମ୍ୟାନ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦକ୍ଷିଣ ଜୋନ ବିପକ୍ଷରେ…
ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….
ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର ଥାନା କେସ୍ ନମ୍ବର ୧୦୫/୨୦୨୩ରୁ ଉତ୍ପନ୍ନ ସି.ଟି. କେସ୍ ନମ୍ବର ୫୪/୨୦୨୩ରେ ଅଭିଯୁକ୍ତ…
ସୃଷ୍ଟି ହେଲା ସୂର୍ଯ୍ୟ-ଗୁରୁଙ୍କ ଦ୍ୱିଦ୍ୱାଦଶ ଯୋଗ: ଆଜିଠୁ କର୍କଟ ସମେତ ଏହି ୪ ରାଶି ପାଇଁ ଗୋଲ୍ଡେନ୍ ସୁଯୋଗ, ଅଚାନକ ଧନଲାଭ
ଜ୍ୟୋତିଷ ଗଣନା ଅନୁସାରେ, ସେପ୍ଟେମ୍ବର ୭ ତାରିଖରେ ସୂର୍ଯ୍ୟ ଓ ଗୁରୁଙ୍କ ମଧ୍ୟରେ ଦ୍ୱିଦ୍ୱାଦଶ ଦୃଷ୍ଟି ଯୋଗ ଗଠିତ ହେଉଛି। ଦୁଇ ଗ୍ରହ ପରସ୍ପରଠାରୁ ଦ୍ୱିତୀୟ ଓ ଦ୍ୱାଦଶ ଭାବରେ ଅବସ୍ଥାନ କଲେ ଏହି ଯୋଗ ସୃଷ୍ଟି ହୋଇଥାଏ ବୋଲି ଜ୍ୟୋତିଷରେ…
ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..
ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ ଘରୁ ଉଦ୍ଧାର ହୋଇଛି । ତାଙ୍କ ମୁଣ୍ଡକୁ କାଟି ଏକ ପଲିଥିନ୍ ବ୍ୟାଗ୍ରେ…
ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…
ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି ଆନନ୍ଦପୁର…
ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରବିବାର ସୁଦ୍ଧା ରାଜ୍ୟର ୨୧.୪୨ ଲକ୍ଷ ଚାଷୀ ଧାନ…
ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ
ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ ସିଡିପିଓ ସଂନ୍ଧ୍ୟାରାଣୀ ପଣ୍ଡା ଅଧ୍ୟକ୍ଷତା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ…

