Home Left

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିଲ୍ଲୀ ଗସ୍ତ କରିବେ। ସକାଳ ୧୦ଟା ୧୫ରେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ବାହାରିବେ ବୋଲି ଜଣାପଡିଛି। ତେବେ ଦିଲ୍ଲୀରେ ପହଞ୍ଚିବା ପରେ ଅପରାହ୍ନରେ ‘ଆଜାଦୀ କି ମହୋତ୍ସବ’ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ…

ଏକ୍ସ-ରେ ମେଶିନ ଅଚଳ, ରୋଗୀ ହନ୍ତସନ୍ତ

ଫୁଲବାଣୀ ଅଫିସ, ୬ା୮: ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ୍ସ-ରେ ମେଶିନ ଦୁଇ ଦିନ ହେବ ଅଚଳ ହୋଇପଡିଛି । ଫଳରେ ରୋଗୀ ନାହିଁ ନ ଥିବା ହଇରାଣ ହେଉଛନ୍ତି  । ଅଧିକ ଖର୍ଚ୍ଚାନ୍ତ ହୋଇ ରୋଗୀ ବାହାରେ ଏକ୍ସ-ରେ କରିବାକୁ…

ବଢ଼ୁଛି ଭେଜାଲ, ରଙ୍ଗମିଶା ଖାଦ୍ୟ ବିକ୍ରି

କେନ୍ଦ୍ରାପଡ଼ା ଅଫିସ, ୬।୮: ଗ୍ରାହକଙ୍କୁ ଆକୃଷ୍ଟ କରିବାକୁ ଷ୍ଟଲ୍‌, ଦୋକାନରେ ଭଳିକି ଭଳି ରଙ୍ଗ ବେରଙ୍ଗ ମିଠା ସହ ଅନ୍ୟ ଖାଦ୍ୟ ସଜା ଯାଉଛି। ଯେଭଳି ଏହା ଗ୍ରାହକଙ୍କୁ ଆକୃଷ୍ଟ କରିବ। ତେବେ ଏହି ରଙ୍ଗଦିଆ ଖାଦ୍ୟ କେନ୍ଦ୍ରାପଡ଼ା ଜିଲାରେ ବିଭିନ୍ନ…

ଖଟିଆରେ ବୁହାହେଲେ: ରାସ୍ତାରେ ପ୍ରସବ କଲେ

ଠାକୁରମୁଣ୍ଡା,୬।୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଖମଡିହା ପୁରୁଣାପାଣି ସାହିକୁ ରାସ୍ତା ନ ଥିବାରୁ ଶୁକ୍ରବାର ଜଣେ ଗର୍ଭବତୀଙ୍କୁ ଖଟିଆରେ ୧ କି.ମି ବୋହି ଆମ୍ବୁଲାନ୍ସ ନିକଟକୁ ନିଆଯାଇଥିଲା। ତେବେ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ବାଟରେ ପିଲା ଜନ୍ମ ହୋଇଥିଲା।…

ବର୍ଷାଭାବରୁ ଖରିଫ ଧାନ ଚାଷ କାର୍ଯ୍ୟ ବ୍ୟାହତ

ବ୍ରହ୍ମପୁର ଅଫିସ,୬ା୮: କୃଷି ବହୁଳ ଗଞ୍ଜାମ ଜିଲାରେ ଚଳିତ ବର୍ଷର ଖରିଫ ଧାନଚାଷ ଆରମ୍ଭରୁ ଉଦବେଗଜନକ ହୋଇଛି। ନିଅଣ୍ଟିଆ ବର୍ଷା ସାଙ୍ଗକୁ ବିପର୍ଯ୍ୟସ୍ତ ସେଚ ବ୍ୟବସ୍ଥା ଯୋଗୁ ତଳି ପୋଡ଼ି ଓ ଗଜା ମରୁଡ଼ି ଲକ୍ଷ ଲକ୍ଷ ଚାଷୀଙ୍କ ଚିନ୍ତା ବଢ଼ାଇ…

ନଡ଼ିଆ ଚାରା ରୋପଣ ନାଁରେ ଅନିୟମିତତା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ, ୭।୮: ଜଗତ୍‌ସିଂହପୁର ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ୨୦୨୦ରେ ବାଲିକୁଦା ବ୍ଲକ ଅନ୍ତର୍ଗତ ଅଢ଼ଙ୍ଗ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ନଡିଆ ଚାରା ରୋପଣ କରାଯାଇଥିଲା। ନଡିଆ ଚାରା, ଖତ, ସାର, ଜଳସେଚନ, ପରିଷ୍କାର ପରିଚ୍ଛନ୍ନତା ଓ ରକ୍ଷଣାବେକ୍ଷଣ ବାବଦରେ ୪୩.୧୪…

ଏହି ଅଭିନେତାଙ୍କ ସହ ରୋମାଣ୍ଟିକ୍‌ ସିନ୍‌ ଲାଗି ଡରନ୍ତି ରାଣୀ

ବଲିଉଡ୍‌ର ଭେଟେରାନ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କୁ ପ୍ରାୟତଃ ସମସ୍ତେ ପସନ୍ଦ କରନ୍ତି। ତାଙ୍କ କ୍ୟାରିୟରେ ସେ ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି। ଏକ ସାକ୍ଷାତକାରରେ ରାଣୀ କହିଥିଲେ ଶାହାରୁଖ ଖାନ ଏବଂ ଅମିର ଖାନ ତାଙ୍କର କ୍ରସ ଥିଲେ। ସେ ଆହୁରି…

୬ ମାସରେ ୨ ଥର ରାସ୍ତା ଢଳେଇ: କାର୍ଯ୍ୟାନୁଷ୍ଠାନ ଦାବି

ତିର୍ତ୍ତୋଲ, ୬।୮ (ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କନୀମୂଳ ପଞ୍ଚାୟତ ଗଇଠିପୁର ଗ୍ରାମରେ ପଞ୍ଚାୟତ ସମିତି ତରଫରୁ ଅନୁମୋଦିତ ହୋଇଥିବା ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବିଡିଓ ଅଟଳ ବିହାରୀ ସ୍ବାଇଁଙ୍କ ସମେତ ବ୍ଲକ…

ସ୍କୁଲରୁ ଉଠାଇ ନେଇ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର

ବିଞ୍ଝାରପୁର,୬।୮(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ପ୍ରୀତିପୁର ଅଞ୍ଚଳର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଶୁକ୍ରବାର ସ୍କୁଲ୍‌ରୁ ଉଠାଇ ନେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ଅଭିଯୋଗ ଆଧାରରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଘଟଣାପରେ ଏସ୍‌ପି…

ବିଶ୍ୱର ଉଚ୍ଚତମ ଚେନାବ ବ୍ରିଜ୍‌

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀରରେ ନିର୍ମାଣ ହେଉଥିବା ବିଶ୍ୱର ଉଚ୍ଚତମ ଚେନାବ ନଦୀ ବ୍ରିଜ୍‌ କାମ ଗୋଟିଏ ସପ୍ତାହ ମଧ୍ୟରେ ଶେଷ ହେବାକୁ ଯାଉଛି। ବ୍ରିଜ୍‌ର ଲମ୍ବ ୧.୩୧୫ କିଲୋମିଟର ହୋଇଥିବାବେଳେ ଏହାକୁ ନଦୀପତ୍ତନଠାରୁ ୩୫୯ ମିଟର ଉଚ୍ଚରେ ନିର୍ମାଣ କରାଯାଇଛି। ସୂଚନାଯୋଗ୍ୟ…

ଦୁର୍ନୀତି ରୋକିବାରେ ଜିରୋ ଟଲରେନ୍ସକୁ ଗୁରୁତ୍ୱ

କଟକ ଅଫିସ, ୬।୮: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ୨୦୧୮ ବ୍ୟାଚ୍‌ର ଗ୍ରେଡ୍‌-ଏ ଅଫିସରଙ୍କ ନିମନ୍ତେ ୨ଦିନିଆ ତାଲିମ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ରାଜ୍ୟ ଭିଜିଲାନ୍ସ ଏକାଡେମୀରେ ଶୁକ୍ରବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ସଚିବ ପି. କେ.…

ନିଷ୍ପତ୍ତି ପ୍ରତ୍ୟାହାର ପାଇଁ ପିଡିପି, କଂଗ୍ରେସର ବିକ୍ଷୋଭ

ଶ୍ରୀନଗର/ନୂଆଦିଲ୍ଲୀ,୬।୮: ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦକୁ ଶୁକ୍ରବାର ୩ ବର୍ଷ ପୂରିଛି। ଏହି ଧାରାରେ ଜମ୍ମୁ-କଶ୍ମୀର ଜନସାଧାରଣଙ୍କୁ ମିଳୁଥିବା ସ୍ବତନ୍ତ୍ର ସୁବିଧା ସୁଯୋଗକୁ କେନ୍ଦ୍ର ସରକାର ୨୦୧୯ ଅଗଷ୍ଟ ୫ରେ ହଟାଇଦେଇଥିଲେ। ଶୁକ୍ରବାର ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି(ପିଡିପି)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri