Home Left

ଭାରତରେ ୫୦ ଲକ୍ଷ ବିସ୍ଥାପିତ

ଜାତିସଂଘ,୧୮ା୬(ପି.ଟି.): ଗତବର୍ଷ ଜଳବାୟୁ ପରିବର୍ତ୍ତନ ଓ ବିପର୍ଯ୍ୟୟ କାରଣରୁ ଭାରତରେ ପାଖାପାଖି ୫୦ ଲକ୍ଷ ଲୋକ ବିସ୍ଥାପିତ ହୋଇଥିବା ଜାତିସଂଘ ରିପୋର୍ଟରେ କୁହାଯାଇଛି। ଜାତିସଂଘ ଶରଣାର୍ଥୀ ସଂସ୍ଥା (ୟୁଏନ୍‌ଏଚ୍‌ସିଆର୍‌) ଦ୍ୱାରା ପ୍ରକାଶିତ ଗ୍ଲୋବାଲ ଟ୍ରେଣ୍ଡ୍‌ସ ରିପୋର୍ଟ ଅନୁୟାୟୀ ଗତବର୍ଷ ହିଂସା, ମାନବାଧିକାର…

୭ ବର୍ଷର ବାଳକ ନାଁରେ ହତ୍ୟା ମାମଲା

ଜୟପୁର,୧୮ା୬: ରାଜସ୍ଥାନ କୋଟାରେ ଜଣେ ୧୪ ବର୍ଷୀୟ ବାଳକଙ୍କ ମୃତ୍ୟୁ ନେଇ ଆଉଜଣେ ୭ ବର୍ଷୀୟ ନାବାଳକଙ୍କ ବିରୋଧରେ ମାମଲା ଦାଏର କରାଯାଇଛି। ବାଳକଙ୍କୁ ବର୍ତ୍ତମାନ ସୁଦ୍ଧା ଗିରଫ କରାଯାଇ ନାହିଁ। ତେବେ ତାଙ୍କ ଠିକ୍‌ ବୟସ ଜାଣିବା ପାଇଁ ଏକ…

ଇୟୁ ସଦସ୍ୟ ହେବ ୟୁକ୍ରେନ୍‌

ଲଣ୍ଡନ,୧୮ା୬: ୟୁକ୍ରେନ୍‌କୁ ୟୁରୋପୀୟ ୟୁନିୟନର ସଦସ୍ୟତା ପ୍ରଦାନ ଲାଗି ଏହାର କାର୍ଯ୍ୟନିର୍ବାହୀ ସଂଗଠନ ଶୁକ୍ରବାର ସୁପାରିସ କରିଛି। ରୁଷିଆ ଆକ୍ରମଣର ସମ୍ମୁଖୀନ ହୋଇଥିବା ୟୁକ୍ରେନ୍‌ ୨୭ ରାଷ୍ଟ୍ରବିଶିଷ୍ଟ ୟୁରୋପୀୟ ସଂଘରେ ସାମିଲ ହେଲେ ମହାଦେଶରେ ଶାନ୍ତି ରକ୍ଷା ହୋଇପାରିବ। ତେବେ ୟୁରୋପୀୟ…

ନୁପୂରଙ୍କୁ ଖୋଜୁଛି ମୁମ୍ବାଇ ପୋଲିସ

ନୂଆଦିଲ୍ଲୀ,୧୮ା୬: ନିଲମ୍ବିତ ଭାଜପା ମୁଖପାତ୍ର ନୁପୂର ଶର୍ମାଙ୍କୁ ମୁମ୍ବାଇ ପୋଲିସ ଖୋଜି ଖୋଜି ରାଜଧାନୀ ଦିଲ୍ଲୀରେ ଯାଇ ପହଞ୍ଚତ୍ଛି। ଇସଲାମ୍‌ ଧର୍ମ ପ୍ରବର୍ତ୍ତକ ପ୍ରଫେଟ ମହମ୍ମଦଙ୍କୁ ନେଇ ବିବାଦୀୟ ବୟାନ ଦେବା ପରେ ଏକାଧିକ ସ୍ଥାନରେ ତାଙ୍କ ବିରୋଧରେ ଏଫ୍‌ଆଇଆର୍‌ କରାଯାଇଛି।…

ଜଷ୍ଟିସ୍‌ ରଞ୍ଜନା ଦେଶାଇ ପିସିଆଇ ମୁଖ୍ୟ

ନୂଆଦିଲ୍ଲୀ,୧୮ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ରଞ୍ଜନା ପ୍ରକାଶ ଦେଶାଇ ପ୍ରେସ୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ପିସିଆଇ) ଅଧ୍ୟକ୍ଷା ନିଯୁକ୍ତ ହୋଇଛନ୍ତି। ଏନେଇ ଶୁକ୍ରବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ପିସିଆଇ ଅଧ୍ୟକ୍ଷ ଜଷ୍ଟିସ୍‌ ଚନ୍ଦ୍ରମଉଲି କୁମାର…

ବିପଦପୂର୍ଣ୍ଣ ସ୍ଥାନ ସମ୍ପର୍କରେ ଜଣାଇବେ କର୍ପୋରେଟର

ଭୁବନେଶ୍ୱର, ୧୮।୬ (ବ୍ୟୁରୋ): ଓଡ଼ିଶା ଛୁଇଁଛି ମୌସୁମୀ। ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଆଗକୁ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ତେଣୁ ବର୍ଷାଜନିତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ହେଉଛି ଭୁବନେଶ୍ୱର ମହାନଗର…

ବିଲ୍ଡର ସଂସ୍ଥାର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଫ୍ଲାଟ୍‌ ଦେବାକୁ କହି ଏକାଧିକ ଲୋକଙ୍କଠାରୁ ୧.୧୬ କୋଟି ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଧ୍ୟସ୍ଥ ସାଜିଥିବା ଜଣେ ବିଲ୍ଡରଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ନୂଆଗାଁ ଗ୍ରାମର ଅମ୍ରେଶ…

ରହସ୍ୟ ଘେରରେ ଦୈତ୍ୟରାଜଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରିବିହାର ପଣ୍ଡାପାର୍କ ବସ୍ତି ନିକଟ ଏକ ଖାଲ ସ୍ଥାନରୁ ଗୁରୁବାର ନାବାଳକ ଦୈତ୍ୟରାଜ ନାୟକଙ୍କ ମୃତଦେହ ମିଳିବା ଘଟଣାରେ ରହସ୍ୟ ବଢ଼ିବାରେ ଲାଗିଛି। ମୃତଦେହ ମିଳିଥିବା ସ୍ଥାନରୁ ସାଇଣ୍ଟିଫିକ୍‌ ଟିମ୍‌ ଶୁକ୍ରବାର ନମୁନା ସଂଗ୍ରହ କରିଛି। ପୂର୍ବାହ୍ନ…

ଆମେରିକାରେ ୫ ବର୍ଷ ବୟସ ପର୍ଯ୍ୟନ୍ତ ଶିଶୁଙ୍କୁ କରୋନା ଟିକା

ୱାଶିଂଟନ,୧୮ ।୬: ସାରା ବିଶ୍ୱରେ ପୁଣିଥରେ ମୁଣ୍ଡ ଟେକିଲାଣି କରୋନା ମହାମାରୀ । ଏହାକୁ ଦୃଷ୍ଟିରେ ରଖି ଏବେ ଆମେରିକାରେ କରୋନା ଟିକାକରଣରେ ସାମିଲ ହୋଇଛନ୍ତି ୫ ବର୍ଷ ପର୍ଯ୍ୟନ୍ତ ବୟସର ଶିଶୁ । ଏବେ ସେଠାରେ ୫ ବର୍ଷ ପର୍ଯ୍ୟନ୍ତ…

ପୋଖରୀରେ ଫସିରହିଛି ଆହତ ଦନ୍ତା

ସମ୍ବଲପୁର/ପଡିଆବାହାଲ, ୧୮ା୬(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ବନଖଣ୍ଡରେ ପ୍ରାୟ ୨୦ଦିନ ହେଲା ଆହତ ହୋଇ ବୁଲୁଥିବା ଏକ ଦନ୍ତାହାତୀ ଶୁକ୍ରବାର ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ଫସିରହିଥିବା ଦେଖିବାକୁ ମିଳିଥିଲା। ଦନ୍ତାର ଗୋଡ଼ରେ କ୍ଷତ ରହିଥିବାରୁ ଏହା ଫୁଲିଯାଇଛି। କୌତୁହଳବଶତଃ ହାତୀ…

କଟକରେ ବିକ୍ଷୋଭ, ଉତ୍ତେଜନା

କଟକ ଅଫିସ, ୧୮ା୬:  ସୈନ୍ୟବାହିନୀରେ ଚୁକ୍ତିଭିତ୍ତିକ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଦେଶବ୍ୟାପୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ବିଶେଷକରି ଏହା ହିଂସାତ୍ମକ ରୂପ ଧାରଣ କରୁଛି। ଏହାର ପ୍ରଭାବ କଟକରେ ମଧ୍ୟ ଦେଖିବାକୁ ମିଳିଛି । ଶୁକ୍ରବାର ଶତାଧିକ ଆଶାୟୀ…

ବିବାହ ପାଇଁ ଆସିଲେନି ବିଧାୟକ: ଅପେକ୍ଷା କରି ଫେରିଲେ ସୁମାଲିକା

ଜଗତ୍‌ସିଂହପୁର ଅଫିସ, ୧୮ା୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଏବଂ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳି ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୁମାଲିକା ଦାଶ (୨୯) ପରସ୍ପରକୁ ବିବାହ କରିବାକୁ ଏକପ୍ରକାର ନିଷ୍ପତ୍ତି ନେଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri