Home Left

ଆମେରିକାରେ ୫ ବର୍ଷ ବୟସ ପର୍ଯ୍ୟନ୍ତ ଶିଶୁଙ୍କୁ କରୋନା ଟିକା

ୱାଶିଂଟନ,୧୮ ।୬: ସାରା ବିଶ୍ୱରେ ପୁଣିଥରେ ମୁଣ୍ଡ ଟେକିଲାଣି କରୋନା ମହାମାରୀ । ଏହାକୁ ଦୃଷ୍ଟିରେ ରଖି ଏବେ ଆମେରିକାରେ କରୋନା ଟିକାକରଣରେ ସାମିଲ ହୋଇଛନ୍ତି ୫ ବର୍ଷ ପର୍ଯ୍ୟନ୍ତ ବୟସର ଶିଶୁ । ଏବେ ସେଠାରେ ୫ ବର୍ଷ ପର୍ଯ୍ୟନ୍ତ…

ପୋଖରୀରେ ଫସିରହିଛି ଆହତ ଦନ୍ତା

ସମ୍ବଲପୁର/ପଡିଆବାହାଲ, ୧୮ା୬(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ବନଖଣ୍ଡରେ ପ୍ରାୟ ୨୦ଦିନ ହେଲା ଆହତ ହୋଇ ବୁଲୁଥିବା ଏକ ଦନ୍ତାହାତୀ ଶୁକ୍ରବାର ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ଫସିରହିଥିବା ଦେଖିବାକୁ ମିଳିଥିଲା। ଦନ୍ତାର ଗୋଡ଼ରେ କ୍ଷତ ରହିଥିବାରୁ ଏହା ଫୁଲିଯାଇଛି। କୌତୁହଳବଶତଃ ହାତୀ…

କଟକରେ ବିକ୍ଷୋଭ, ଉତ୍ତେଜନା

କଟକ ଅଫିସ, ୧୮ା୬:  ସୈନ୍ୟବାହିନୀରେ ଚୁକ୍ତିଭିତ୍ତିକ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଦେଶବ୍ୟାପୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ବିଶେଷକରି ଏହା ହିଂସାତ୍ମକ ରୂପ ଧାରଣ କରୁଛି। ଏହାର ପ୍ରଭାବ କଟକରେ ମଧ୍ୟ ଦେଖିବାକୁ ମିଳିଛି । ଶୁକ୍ରବାର ଶତାଧିକ ଆଶାୟୀ…

ବିବାହ ପାଇଁ ଆସିଲେନି ବିଧାୟକ: ଅପେକ୍ଷା କରି ଫେରିଲେ ସୁମାଲିକା

ଜଗତ୍‌ସିଂହପୁର ଅଫିସ, ୧୮ା୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଏବଂ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳି ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୁମାଲିକା ଦାଶ (୨୯) ପରସ୍ପରକୁ ବିବାହ କରିବାକୁ ଏକପ୍ରକାର ନିଷ୍ପତ୍ତି ନେଇଥିଲେ।…

ଅଗ୍ନିପଥକୁ ବିରୋଧ: ୬୦ କି.ମି. ଦୌଡ଼ିଲେ

ଉମରକୋଟ,୧୮ା୬(ସ୍ବ.ପ୍ର.): ସୈନ୍ୟବାହିନୀରେ ଚୁକ୍ତିଭିତ୍ତିକ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଆନ୍ଦୋଳନ ବିଭିନ୍ନ ରାଜ୍ୟରେ ହିଂସାତ୍ମକ ରୂପ ନେଇଛି। ଏହି ଯୋଜନା ପ୍ରତ୍ୟାହାର ପାଇଁ ନିଯୁକ୍ତି ଆଶାୟୀଙ୍କ ମଧ୍ୟରେ ଦାବି ହେଉଛି। ନବରଙ୍ଗପୁର ଜିଲା ଉମରକୋଟ ସହରର ଜଣେ ଯୁବକ ଶୁକ୍ରବାର ଏହି…

୬୩ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟରେ ଆଉ ୬୩ଟି ଆଦର୍ଶ ବିଦ୍ୟାଳୟ ଶୁକ୍ରବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ନିମାପଡ଼ା ଏବଂ ଗୋପ ବ୍ଲକ୍‌ରେ ଦୁଇଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଦ୍‌ଘାଟନ କରିଥିବାବେଳେ ଅବଶିଷ୍ଟ ୬୧ ଆଦର୍ଶ ବିଦ୍ୟାଳୟ…

ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକରେ ଅଧ୍ୟକ୍ଷତା କରି ସମସ୍ତ ସମ୍ଭାବ୍ୟ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମର…

ରାଜ୍ୟର ୪୨୮୩ ମିଟର ନଦୀବନ୍ଧ ଦୁର୍ବଳ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୮ା: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଛି। ଆସନ୍ତା ୧ ସପ୍ତାହ ମଧ୍ୟରେ ସାରା ରାଜ୍ୟକୁ ମୌସୁମୀ ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ବର୍ଷାଋତୁ ଆସିଲେ ପ୍ରତିବର୍ଷ ପରି ଚଳିତବର୍ଷ…

ସଞ୍ଜୟ ସିଂ ସୂଚନା ଓ ଲୋକ ସମ୍ପର୍କ ପ୍ରମୁଖ ସଚିବ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଥିବା ବେଳେ ଶୁକ୍ରବାର ଆଉ ୨ ଜଣ ଆଇଏଏସ୍‌ ଅଫିସରଙ୍କୁ ବଦଳି କରାଯାଇଛି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ଦୁର୍ଘଟଣାରେ ମହିଳା ମୃତ, ୬ ଗୁରୁତର

ଛତିଆ,୧୮ା୬(ଡି.ଏନ.ଏ.): ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ କୋଲକାତାରୁ ପୁରୀ ଯାଉଥିବା ଏକ ପରିବାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୬ଜଣ ଗୁରୁତର ହୋଇଛନ୍ତି। ଫଳରେ ସେମାନଙ୍କ ଜଗା ଦର୍ଶନ ଅଧୁରା ରହିଛି। ଯାଜପୁର ଜିଲା ବୈରୀ…

‘ଏସ୍‌ଆଇଟିରେ ନିରପେକ୍ଷ ବିଶେଷଜ୍ଞଙ୍କୁ ସାମିଲ କରାଯାଉ’

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡରେ ମାଟିତଳୁ ଏକାଧିକ ହାତୀ କଙ୍କାଳ ଉଦ୍ଧାର ଓ ଗୁଳିବିଦ୍ଧ ଦନ୍ତା ମୃତ୍ୟ ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଗୁରୁବାର ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି) ଗଠନ କରିଛନ୍ତି। ଏଥିରେ ବନ ବିଭାଗର ଦୁଇଜଣ ଅଧିକାରୀ…

୧୭ ମନ୍ତ୍ରୀଙ୍କୁ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର, ୧୮ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ୫ମ ପାଳି ସରକାରର ଦ୍ୱିତୀୟ ମନ୍ତ୍ରୀମଣ୍ଡଳ ଗଠନ ହେବାର ୧୨ଦିନ ବିତିଯାଇଛି। ତେବେ ମନ୍ତ୍ରୀମଣ୍ଡଳ ଗଠନ ହେବାର ୧୨ ଦିନ ପରେ ଶୁକ୍ରବାର ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ ଦିଆଯାଇଛି। ୧୩ କ୍ୟାବିନେଟ୍‌ ମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri