Home Left

ଗୟାନା ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ପରେ ଫ୍ଲୋରିଡାରେ ଖେଳାଯିବ ଟି୨୦ ମ୍ୟାଚ୍‌

ନୂଆଦିଲ୍ଲୀ,୫ା୮: ଓ୍ବେଷ୍ଟଇଣ୍ଡିଜ୍‌ ସିରିଜର ଅନ୍ତିମ ଦୁଇ ଟି୨୦ ମୁକାବିଲାକୁ ନେଇ ଦେଖା ଦେଇଥିବା ସଙ୍କଟ ଅବସାନ ହୋଇଛି। ଖେଳାଳିଙ୍କୁ ଭିଜା ମିଳିବାରେ ବିଳମ୍ବ ହେବା କାରଣରୁ ଏପରି ଆଶଙ୍କା ଦେଖା ଦେଇଥିଲା। ହେଲେ ଗୟାନା ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ପରେ ସମସ୍ତ ଖେଳାଳିଙ୍କୁ…

ପ୍ରଥମ ଥର ସ୍କ୍ରିନ୍‌ ଶେୟାର କରିବେ କ୍ରିତି-ଶାହିଦ୍‌

ବଲିଉଡ୍‌ ଅଭିନେତା ଶାହିଦ୍‌ କପୁର ଏବଂ କ୍ରିତି ସାନନଙ୍କୁ କଏ ବା ନ ଜାଣେ। ଦୁହେଁ ଦର୍ଶକଙ୍କୁ ଅନେକ ଫିଲ୍ମ ଭେଟି ଦେଇଛନ୍ତି। ହେଲେ ଏବେ ପ୍ରଥମ ଥର ଏହି ଯୋଡିଙ୍କୁ ପରଦାରେ ଦେଖିବାକୁ ମିଳିବ। ନିକଟରେ ଦିନେଶ ବିଜାନ ଫିଲ୍ମ…

ନାନ୍ସିଙ୍କ ଉପରେ ପ୍ରତିବନ୍ଧକ ଲଗାଇଲା ଚାଇନା

ବେଜିଂ,୫।୮: ତାଇଓ୍ବାନ ଯାତ୍ରା ପରେ ଆମେରିକା ହାଉସ୍‌ ସ୍ପିକର ନାନ୍ସି ପେଲୋସିିଙ୍କ ଉପରେ ଚାଇନା ପ୍ରତିବନ୍ଧକ ଲଗାଇଛି। ଶୁକ୍ରବାର ଚାଇନାର ବର୍ହିବ୍ୟାପାର ମନ୍ତ୍ରଣାଳୟ ନାନ୍ସି ଏବଂ ତାଙ୍କ ପରିବାରର ସଦସ୍ୟଙ୍କ ଉପରେ ପ୍ରତିବନ୍ଧକ ଘୋଷଣା କରିଛି। ଏଥିସହ ନାନ୍ସିଙ୍କ ଗସ୍ତକୁ ଦୃଢ଼…

ରିପୋର୍ଟିଂ କରି ସ୍କୁଲର ସମସ୍ୟା ଦେଖାଇଲେ ୧୨ବର୍ଷୀୟ ଛାତ୍ର: ଭିଡିଓ ଭାଇରାଲ

ରାଞ୍ଚି,୫।୮: ଝାଡ଼ଖଣ୍ଡର ଗୋଡ୍ଡା ଅଞ୍ଚଳରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ ୧୨ବର୍ଷୀୟ ଛାତ୍ର ସାମ୍ବାଦିକ ହୋଇ ବିଦ୍ୟାଳୟର ସମସ୍ୟାକୁ ସମସ୍ତଙ୍କ ସମ୍ମୁଖକୁ ଆଣିବାକୁ ପ୍ରୟାସ କରିଛନ୍ତି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

କାରଣ ଦର୍ଶାଅ ନୋଟିସ୍‌ର ଜବାବ ରଖିଲେ ବିଧାୟକ ମୋକିମ

ଭୁବନେଶ୍ୱର,୫।୮(ବ୍ୟୁରୋ): ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିବା ବେଳେ ଜବାବ ରଖିଛନ୍ତି ବିଧାୟକ ମହମ୍ମଦ ମୋକିମ । ସେ କହିଛନ୍ତି, ଜାରି ହୋଇଥିବା ନୋଟିସ୍‌ରେ ଜବାବ ରଖିଛି । କ’ଣ ଲେଖିଛି ଏବେ ସ୍ପଷ୍ଟ…

ଫିଲ୍ମ ଇନ୍‌ଷ୍ଟିଚ୍ୟୁଟ୍‌ ହଷ୍ଟେଲରୁ ମିଳିଲା ଛାତ୍ରଙ୍କ ମୃତଦେହ

ପୁଣେ,୫।୮: ପୁଣେ ସ୍ଥିତ ଫିଲ୍ମ ଆଣ୍ଡ୍‌ ଟେଲିଭିଜନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ(ଏଫ୍‌ଟିଆଇଆଇ) ଛାତ୍ର ହଷ୍ଟେଲରୁ ଶୁକ୍ରବାର ଜଣେ ୩୨ ବର୍ଷୀୟ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଛାତ୍ର ଜଣକ ଆତ୍ମହତ୍ୟା କରିଥିବା ନେଇ ପୋଲିସ ସନ୍ଦେହ କରୁଛି। ବର୍ତ୍ତମାନ ସୁଦ୍ଧା…

ମାର୍ଗାରେଟ୍‌ ଆଲଭାଙ୍କୁ ସମର୍ଥନ ଦେବ ଟିଆର୍‌ଏସ୍‌

ନୂଆଦିଲ୍ଲୀ,୩।୮: ଆସନ୍ତା ଉପରାଷ୍ଟ୍ରପତି ନିର୍ବାଚନରେ ଟିଆର୍‌ଏସ୍‌ ବିରୋଧୀ ଦଳର ପ୍ରାର୍ଥୀ ମାର୍ଗାରେଟ୍‌ ଆଲଭାଙ୍କୁ ସମର୍ଥନ କରିବ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଟିଆର୍‌ଏସ୍‌ ମୁଖ୍ୟ କେ ଚନ୍ଦ୍ରଶେଖର ରାଓ ଦଳର ନେତାଙ୍କ ସହ ପରାମର୍ଶ ପରେ ଆଲଭାଙ୍କୁ ସମର୍ଥନ କରିବାର ଚୂଡ଼ାନ୍ତ ନିଷ୍ପତ୍ତି…

ହସ୍ପିଟାଲରେ ଶିଶୁ ମୃତ୍ୟୁ ନେଇ ଉତ୍ତେଜନା

ବାଲେଶ୍ୱର ଅଫିସ,୫ା୮: ବାଲେଶ୍ୱର ଜିଲା ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଶିଶୁ ମୃତ୍ୟୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ପ୍ରକାଶ, ବାଲିଆପାଳ ଥାନା ଅଧିନସ୍ଥ ବଡ଼ସିମୁଳିଆ ଅଞ୍ଚଳର ଦିଲୀପ କୁମାର୍‌ ବୀର ସ୍ତ୍ରୀ ରବିନା ନାୟକଙ୍କୁ…

ଅନ୍ତେବାସୀ ଛାତ୍ରଙ୍କ ମୃତ୍ୟୁ, ଚିକିତ୍ସା ଅଭିଯୋଗ ଆଣିଲେ ପରିବାର ଲୋକେ

ନୀଳଗିରି,୫ା୮(ଡି.ଏନ୍‌.ଏ): ହଷ୍ଟେଲରେ ରହୁଥିବା ଆଦିବାସୀ ଛାତ୍ରଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତମ ଚିକିତ୍ସା ଯୋଗାଇବା ବଦଳରେ ଗୁରୁତର ଛାତ୍ରଙ୍କୁ ଘରକୁ ପଠାଇ ଦେଇଥିଲେ ଶିକ୍ଷକ। ଶୁକ୍ରବାର ଚିକତ୍ସା ହେଉଥିବା ବେଳେ ଆଖି ବୁଜିଛନ୍ତି। ଏଭଳି ଘଟଣା ବାଲେଶ୍ୱର ଜିଲା…

ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ୨ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୫ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ୨ଟି ପୁସ୍ତକ ‘ଶେଷ ଚିଠି’ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ମହାନ୍ତିଙ୍କୁ ତାଙ୍କ ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇବା…

୭ରୁ ପ୍ରବଳ ବର୍ଷା: ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ମନା

ଭୁବନେଶ୍ୱର,୫।୮(ବ୍ୟୁରୋ): ଆସନ୍ତା ୭ ତାରିଖରେ ଉତ୍ତର-ପଶ୍ଚିମ ତତ୍‌-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ହେବାର ସମ୍ଭାବନା ରହିଛି। ମୌସୁମୀ ଏବଂ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୬ ରୁ ୧୦ ଯାଏ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲାରେ ପ୍ରବଳରୁ…

ଓଲିଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୩୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

ଭବାନୀପାଟଣା,୫।୮(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ପିପଲା ଗ୍ରାମ ନିକଟରେ ଶୁକ୍ରବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ ୩୦ରୁ ଊଦ୍ଧର୍‌ବ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ ଧର୍ମଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ୮ ଜଣ ଶ୍ରମିକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri