Home Left

ଉପରମୁହାଁ କରୋନା ସଂକ୍ରମଣ: ଚିହ୍ନଟ ହେଲେ ୧୦୬୫ ପଜିଟିଭ୍‌

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪୪୧ ଜଣ ସ୍ଥାନୀୟ…

ଭାଇଜାନଙ୍କୁ ବିବାହ କରିବାକୁ ଚାହାନ୍ତି ପାକିସ୍ତାନର ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଅର୍ଥାତ ଭାଇଜାନ୍‌ଙ୍କୁ କିଏ ବା ପସନ୍ଦ ନ କରେ। ଆଜିବି ତାଙ୍କ ଫିଲ୍ମକୁ ଦର୍ଶକ ପାଗଳ ଭଳିି ଅପେକ୍ଷା କରି ରହିଥାନ୍ତି। ବର୍ତ୍ତମାନ ଭାଇଜାନଙ୍କୁ ନେଇ ଏକ ଖବର ସାମ୍ନାକୁ ଆସିଛି। ପାକିସ୍ତାନର ଅଭିନେତ୍ରୀ ମୀରା…

ମହିଳାଙ୍କୁ ଆକ୍ରମଣ କରି ତଳେ ପକାଇଲେ ଗୋରୁ, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

‘ଫୋନ ଭୁତ’ର ନୂଆ ପୋଷ୍ଟର

ମୁମ୍ବାଇ: କ୍ୟାଟ୍ରିନା କୈଫ, ସିଦ୍ଧାର୍ଥ ଚତୁର୍ବେଦୀ ଓ ଇସାନ ଖଟ୍ଟରଙ୍କ ଅପକମିଂ କମେଡି ଫିଲ୍ମ ‘ଫୋନ ଭୁତ’କୁ ନେଇ ଦର୍ଶକେ ଖୁବ୍ ଏକ୍ସାଇଟେଡ ଅଛନ୍ତି । କିଛିଦିନ ପୂର୍ବରୁ ମେକର୍ସ ଏହାର ପୋଷ୍ଟର ରିଲିଜ କରିଥିବା ବେଳେ ଏବେ ଫିଲ୍ମର ଫାଷ୍ଟ…

ସ୍ତ୍ରୀକୁ ହତ୍ୟାକରି ସିଝାଇଲେ

ଇସ୍‌ଲାମାବାଦ,୧୬ା୭: ପାକିସ୍ତାନର ସିନ୍ଧରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀ ନର୍ଗିସଙ୍କୁ ଅନୈତିକ ସମ୍ପର୍କରେ ଲିପ୍ତ ରହିବା ପାଇଁ ସ୍ବାମୀ ଆଶିକ ବାଧ୍ୟ କରୁଥିଲେ। ନର୍ଗିସ୍‌ ଏହାର ବିରୋଧ କରିବାରୁ ଆଶିକ ରାଗିଯାଇ ତାଙ୍କୁ ହତ୍ୟା କରିଥିବା ଖବର ପ୍ରକାଶ ପାଇଛି।…

ଏୟାର ଇଣ୍ଡିଆ ବିସ୍ଫୋରଣ ଅଭିଯୁକ୍ତଙ୍କୁ କାନାଡାରେ ହତ୍ୟା

ଅଟାଓ୍ବା,୧୬ା୭: ୧୯୮୫ ଏୟାର ଇଣ୍ଡିଆ ବିସ୍ଫୋରଣ ଅଭିଯୁକ୍ତ ରିପୁଦମନ ସିଂ ମଲିକଙ୍କୁ କାନାଡାର ସରେଠାରେ ହତ୍ୟା କରାଯାଇଛି। ରିପୁଦମନଙ୍କ କାର୍‌ ଭିତରୁ ତାଙ୍କ ଗୁଳିବିଦ୍ଧ ମୃତଦେହକୁ ବ୍ରିଟିଶ କଲମ୍ବିଆ ପୋଲିସ ଜବତ କରିଛି। ୧୯୮୫ ଜୁନ୍‌ ୨୩ରେ ଏୟାର ଇଣ୍ଡିଆ ଫ୍ଲାଇଟ୍‌-୧୮୨…

ଲିଭ୍‌-ଇନ୍‌ରେ ରହିଲେ ବଳାତ୍କାର ମାମଲା କରିପାରିବେନି ମହିଳା

ନୂଆଦିଲ୍ଲୀ, ୧୬ା୭: ନିଜ ଇଚ୍ଛାରେ କୌଣସି ପୁରୁଷଙ୍କ ସହ ଲିଭ୍‌-ଇନ୍‌ ରିଲେଶନରେ ରହି ସମ୍ପର୍କରେ ଫାଟ ସୃଷ୍ଟି ହେବା ପରେ ସମ୍ପୃକ୍ତା ମହିଳା ତାଙ୍କ ବିରୋଧରେ ବଳାତ୍କାର ମାମଲା କରିପାରିବେ ନାହିଁ ବୋଲି ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି।…

ରୁଷିଆ ସହ ଏସ୍‌-୪୦୦ ମିଶାଇଲ୍‌ ଡିଲ୍‌: ହଟିବ ଆମେରିକାର ସିଏଏଟିଏସ୍‌ଏ କଟକଣା

ଓ୍ବାଶିଂଟନ,୧୫ା୭: ରୁଷିଆଠାରୁ ୫ଟି ଏସ୍‌-୪୦୦ ଏୟାର ଡିଫେନ୍ସ ମିଶାଇଲ ସିଷ୍ଟମ କିଣିବା ପାଇଁ ଭାରତର ଚୁକ୍ତି ଆଗରେ ଥିବା ପ୍ରତିବନ୍ଧକ ଏକପ୍ରକାର ହଟିଛି। ଆମେରିକାର ପ୍ରତିନିଧି ସଭାରେ ଏ ନେଇ ଧ୍ୱନିମତରେ ଏକ ସଂଶୋଧନ ଗୃହୀତ ହୋଇଛି। ୨୦୧୮ ଅକ୍ଟୋବରରେ ଟ୍ରମ୍ପ୍‌…

ପାକ୍‌ ପ୍ରଧାନମନ୍ତ୍ରୀଙ୍କ ପୁଅ ଅପରାଧୀ ଘୋଷିତ

ଇସ୍‌ଲାମାବାଦ,୧୬ା୭: ପାକିସ୍ତାନର ଏକ କୋର୍ଟ ଶୁକ୍ରବାର ମନି ଲଣ୍ଡରିଂ ମାମଲାର ଶୁଣାଣି କରି ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫଙ୍କ ସାନପୁଅ ସୁଲେମାନ ଶେହବାଜଙ୍କୁ ଅପରାଧୀ ଘୋଷଣା କରିଛନ୍ତି। ୨୦୨୦ ନଭେମ୍ବରରେ ପାକିସ୍ତାନର ସଂଘୀୟ ତଦନ୍ତ ସଂସ୍ଥା (ଏଫ୍‌ଆଇଏ) ଦୁର୍ନୀତି ନିର୍ବାରଣ ଆଇନ ଏବଂ…

ଇମ୍ରାନଙ୍କ ବିରୋଧରେ ହୋଇପାରେ ଦେଶଦ୍ରୋହ କାର୍ଯ୍ୟାନୁଷ୍ଠାନ

ଇସଲାମାବାଦ,୧୬ ।୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତହରିକ-ଏ-ଇନସାଫ ପାର୍ଟି ମୁଖ୍ୟ ଇମ୍ରାନ ଖାଁଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ପାକିସ୍ତାନ ସରକାର ଏବେ ତାଙ୍କ ବିରୋଧରେ ଦେଶଦ୍ରୋହ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତ ହେଉଥିବା ଜଣାପଡିଛି ।…

ସାମୁଦ୍ରିକ ଜୁଆରରେ ରାସ୍ତାରେ ୩ ଫୁଟର ପାଣି

ମହାକାଳପଡ଼ା,୧୬ା୭(ଡି.ଏନ.ଏ.): ପୂର୍ଣ୍ଣିମା ଯୋଗୁ ସାମୁଦ୍ରିକ ଜୁଆରରେ ପାଣି କୂଳ ଲଙ୍ଘିଛି। ଫଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବତୀଘର ପଞ୍ଚାୟତ ଟୁବି ଫେରିଘାଟ-ବତୀଘର ମୁଖ୍ୟରାସ୍ତାର ପ୍ରସ୍ତାବିତ ସରଂକ୍ଷିତ ଜଙ୍ଗଲ ନିକଟରେ ସମୁଦ୍ର ଜଳ ପ୍ରବେଶ କରି ରାସ୍ତାରେ ୩…

ଉପକୂଳରେ ଜାରି ରହିଛି ଲଘୁଚାପ ବର୍ଷା

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ସକାଳ ୪ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଛି। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri