ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମହିଳା କ୍ରିକେଟ ସାମିଲ: ଘୋଷିତ ହେଲା ୧୮ ଜଣିଆ ଦଳ
ନୂଆଦିଲ୍ଲୀ,୧୨ା୭ : ଆସନ୍ତା ରାଜ୍ୟଗୋଷ୍ଠୀ କ୍ରୀଡା ପାଇଁ ବିସିସିଆଇ ପକ୍ଷରୁ ୧୮ ଜଣିଆ ମହିଳା ଦଳ ଘୋଷଣା କରାଯାଇଛି। ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପ୍ରଥମ ଥର ପାଇଁ ମହିଳା କ୍ରିକେଟକୁ ସାମିଲ କରାଯାଇଛି। ପ୍ରଥମ ସଂସ୍କରଣ ପାଇଁ ହରମନପ୍ରୀତ୍ କୌରଙ୍କୁ ନେତୃତ୍ୱ…
ଆଜି ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଲଣ୍ଡନ,୧୨।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ୍ର ପ୍ରଥମ ମ୍ୟାଚ୍ ଆଜି କେନିଙ୍ଗଷ୍ଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଇଂଲଣ୍ଡ ବିପକ୍ଷରେ ଟି -୨୦ ସିରିଜ ଜିତିଥିବା ଟିମ ଇଣ୍ଡିଆ ମନୋବଳ ବେଶ୍ ଦୃଢ ରହିଛି। ଏହା…
ସରିଲା ଅଧରପଣା ନୀତି
ପୁରୀ ଅଫିସ,୧୨।୭: ରଥ ଉପରେ ସୋମବାର ତିନି ଦିଅଁଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ରାଘବଦାସ ମଠ, ବଡ଼ ଓଡ଼ିଆ ମଠ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୋଟିଏ ଲେଖାଏ ରଥରେ ଦିଅଁଙ୍କୁ ଅଧରପଣା ଲାଗି କରାଯାଇଛି। ପାଣିଆ ଆପଟ ସେବକମାନେ…
ବିକ୍ଷୋଭ ନ କରିବାକୁ ନିଜ ନାଗରିକକୁ କହିଲା ଚାଇନା
କଲମ୍ବୋ,୧୨।୭: ଶ୍ରୀଲଙ୍କାର ବନ୍ଧୁ ବୋଲାଉଥିବା ଚାଇନା ବିକ୍ଷୋଭ ନ କରିବା ପାଇଁ ଉତ୍ତ୍ୟକ୍ତ ଦେଶବାସୀଙ୍କୁ ତାଗିଦ୍ କରିଛି। ଶ୍ରୀଲଙ୍କାରେ ଥିବା ଚାଇନା ରାଷ୍ଟ୍ରଦୂତ ବିକ୍ଷୋଭ ବନ୍ଦ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଏ ନେଇ ଚାଇନା ରାଷ୍ଟ୍ରଦୂତ କାର୍ଯ୍ୟାଳୟ ପକ୍ଷରୁ ଏକ…
ଶେଷରେ ପୁଅର ଝଲକ ଦେଖାଇଲେ ଭାରତୀ
ଟିଭି ଇଣ୍ଡଷ୍ଟ୍ରିର କମେଡି କୁଇନ ଭାବରେ ଜଣାଶୁଣା ଭାରତୀ ସିଂ ଏବଂ ହର୍ଷ ଲିମ୍ବାଚିୟା ଛୋଟ ପରଦା ସବୁଠୁ ଚର୍ଚ୍ଚିତ କପଲ୍ମାନଙ୍କ ମଧ୍ୟରୁ ଅନ୍ୟତମ। ସେମାନଙ୍କର ଯୋଡିକୁ ଦର୍ଶକ ବହୁତ ପସନ୍ଦ କରନ୍ତି। ଦୁଇମାସ ପୂର୍ବେ ଅର୍ଥାତ୍ ଏପ୍ରିଲରେ, ହର୍ଷ ଏବଂ…
ପ୍ରଧାନମନ୍ତ୍ରୀଙ୍କ ଘରେ ନିଆଁ: ୩ ଗିରଫ
କଲମ୍ବୋ,୧୨।୭: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ଓ୍ବିକ୍ରମସିଂଘେଙ୍କ ବାସଭବନରେ ନିଆଁ ଲଗାଇବା ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ଅଭିଯୁକ୍ତମାନଙ୍କୁ ୧୦ ଦିନିଆ କଷ୍ଟଡିକୁ ପଠାଇ ଦିଆଯାଇଛି। କ୍ରିମିନାଲ ଇନ୍ଭେଷ୍ଟିଗେଟିଂ ଡିପାର୍ଟମେଣ୍ଟ (ସିଆଇଡି) ରବିବାର ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ବାସଭବନରେ ନିଆଁ…
୧୨ ଘଣ୍ଟାରେ ପହଞ୍ଚି ହେବ ଦିଲ୍ଲୀରୁ ମୁମ୍ବାଇ
ନୂଆଦିଲ୍ଲୀ,୧୨ ।୭: ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ ୱେର କାମ ୭୦ ପ୍ରତିଶତ ଶେଷ ହୋଇଥିବା ବେଳେ ଆଉ ମାତ୍ର ୩୦ ପ୍ରତିଶତ ବାକି ରହିଥିବା କୁହାଯାଉଛି । ଆସନ୍ତା ବର୍ଷ ୨୦୨୩ରେ ଏହି ଏକ୍ସପ୍ରେସ ୱେରେ ବାହନ ଚଳାଚଳ ଆରମ୍ଭ ହୋଇଯିବ ।…
ଦୋଷ ଲୁଚାଇବାକୁ ଅପଚେଷ୍ଟା: ବିରୋଧୀ
ଭୁବନେଶ୍ୱର,୧୨୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କ ମା’ଙ୍କ ସମେତ ଧାରଣାରେ ବସିଥିବା ଅନ୍ୟମାନଙ୍କୁ ସୋମବାର ପୋଲିସ ଘୋଷାରି ଘୋଷାରି ନେଇ ଗାଡ଼ିରେ ବସାଇବା ସହିତ ଆନ୍ଦୋଳନ ସ୍ଥଳରେ ଥିବା ଟେଣ୍ଟକୁ ଭାଙ୍ଗି ଦେଇଛି। ଏଡି ଘଟଣାକୁ…
ଶ୍ରୀଲଙ୍କାକୁ ସାହାଯ୍ୟ କରିବାକୁ ପ୍ରସ୍ତୁତ ମିଳିତ ଜାତିସଂଘ
ନ୍ୟୁୟର୍କ,୧୨।୭: ଶ୍ରୀଲଙ୍କାରେ ଚାଲିଥିବା ହିଂସାକୁ ନିନ୍ଦା କରିଛନ୍ତି ମିଳିତ ଜାତିସଂଘର ମହାସଚିବ ଜେନେରାଲ ଆଣ୍ଟୋନିଓ ଗୁଟେରସ। ଶ୍ରୀଲଙ୍କାର ଘଟଣାକ୍ରମ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଶ୍ରୀଲଙ୍କାକୁ ସମର୍ଥନ କରିବାକୁ ମିଳିତ ଜାତିସଂଘ ପ୍ରସ୍ତୁତ ଅଛି। ଏକ ନୂତନ ସରକାର ଗଠନ ତଥା…
ଗ୍ୟାସ୍ ଦର ବୃଦ୍ଧି ହାଣ୍ଡିଶାଳକୁ ମହଙ୍ଗା ମାଡ଼: କଂଗ୍ରେସ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ବିଜେଡି ଏବଂ କେନ୍ଦ୍ରରେ ଭାଜପା ସରକାର ସାଧାରଣ ଜନତାଙ୍କୁ ମିଛ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଚାଲିଛନ୍ତି। ଗତ ୨ ବର୍ଷରେ କରୋନା ଯୋଗୁ ସାଧାରଣ ଜନତାଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ହୋଇପଡ଼ିଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ସେମାନଙ୍କ…
ସେବିକା ସାଗରିକାଙ୍କ ଘରେ ରାଜ୍ୟପାଳ
ରସୁଲପୁର,୧୨ା୭(ଡି.ଏନ୍.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ମୁଗୁପାଳ ପଞ୍ଚାୟତ ଖଇରାବାଦ ଗ୍ରାମରେ ସୋମବାର ସକାଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲା ଓ ତାଙ୍କ ପୁଅ ମନି ସିଙ୍ଗଲ ପହଞ୍ଚତ୍ ଥିଲେ ା ଖଇରାବାଦ ଗ୍ରାମବାସୀ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କରିଥିଲେ ା…
ଗଜାମରୁଡ଼ି ଆଶଙ୍କାରେ ଚାଷୀ
କେନ୍ଦ୍ରାପଡ଼ା ଅଫିସ, ୧୨ା୭:ଆକାଶରେ ବାଦଲ ଅଛି, ବର୍ଷା ନାହିଁ। ମୌସୁମୀ ବର୍ଷା ଓଡ଼ିଶାକୁ ଛୁଇଁଥିବା ପାଣିପାଗ ବିଶେଷଜ୍ଞ ସୂଚନା ଦେଇଥିଲେ। ହେଲେ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ପରିମାଣ ଖୁବ୍ କମ୍ ରହିଛି। ଗତ ୩ ମାସର ବର୍ଷା ପରିମାଣ ୨୦୨୧ ବର୍ଷଠାରୁ…
Archives


