Home Left

ଚୋର ଭାବି ୨ ଯୁବକଙ୍କୁ ନିସ୍ତୁକ ମାଡ଼: ପାରିଶ୍ରମିକ ଟଙ୍କା ଧରି ଗାଁକୁ ଫେରୁଥିଲେ

ଜୁନାଗଡ଼,୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିଶ୍ରମିକ ଟଙ୍କା ଧରି ଫେରୁଥିବା ବେଳେ ରାସ୍ତାରେ ୨ ଯୁବକଙ୍କୁ ଚୋର ଭାବି ନିସ୍ତୁକ ମାଡ଼ ମରାଯାଇଛି। ଯାହାକି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଭଳି…

ଗୁଣି ସନ୍ଦେହରେ ବାପାଙ୍କୁ ହତ୍ୟା, ଜୀବନ ବଞ୍ଚାଇ ଥାନାକୁ ଦୌଡ଼ିଲେ ପୁଅ

ରାୟଗଡ଼ା ଅଫିସ/ଟିକିରି,୪ା୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିବା ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି। ଏଭଳି ସ୍ଥିତିରେ ଝାଡ଼ାବାନ୍ତିକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଗମ୍ଭୀର ରୂପ ନେଇଛି। ବୁଧବାର ରାତିରେ…

ଫାଇନାଲରେ ମଞ୍ଜୁ ବାଲା

ବର୍ମିଂହାମ୍‌,୪ା୮: ମହିଳା ହାମର ଥ୍ରୋ ଇଭେଣ୍ଟର ଫାଇନାଲରେ ଭାରତର ମଞ୍ଜୁ ବାଲା ପ୍ରବେଶ କରିଛନ୍ତି। ହେଲେ ସରିତା ସିଂ ଆଗକୁ ଯିବାରେ ବିଫଳ ହୋଇଛନ୍ତି। ୩୩ ବର୍ଷୀୟା ମଞ୍ଜୁ ବାଲା କ୍ୱାଲିଫିକେଶନ ରାଉଣ୍ଡରେ ତାଙ୍କର ଶ୍ରେଷ୍ଠ ଥ୍ରୋ ୫୯.୬୮ ମିଟର ସହ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ

ଝାରସୁଗୁଡା ଅଫିସ, ୪।୮: ଝାରସୁଗୁଡା ଜିଲା ଲଖନପୁର ବ୍ଳକ୍‌ କନିଷ୍ଠ ଯନ୍ତ୍ରୀ ଟିକିନାଥ ଭଏଁସାଲ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଠିକାଦାରଙ୍କ ବିଲ୍‌ ପାସ୍‌ କରାଇଦେବାକୁ କହି ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲେ। ଏହା…

ସେମିଫାଇନାଲରେ ପହଞ୍ଚିଲେ ହିମା

ବର୍ମିଂହାମ୍‌, ୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ମହିଳା ୨୦୦ ମିଟର ଦୌଡ଼ ସେମିଫାଇନାଲରେ ଭାରତର ସ୍ପ୍ରିଣ୍ଟର ହିମା ଦାସ ପ୍ରବେଶ କରିଛନ୍ତି। ୨୩.୪୨ ସେକେଣ୍ଡ ଟାଇମିଂ ସହ ସେ ତାଙ୍କ ହିଟ୍‌ରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ହିଟ୍‌ ନମ୍ବର-୨ରେ ହିମାଙ୍କ ସମେତ…

ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ

ପାପଡ଼ାହାଣ୍ଡି/ମୈଦଲପୁର,୪।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସାନବାର୍ଲି ପଞ୍ଚାୟତ ବଡ଼ବାର୍ଲି ଗ୍ରାମରେ ଗୁରୁବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ତାଙ୍କ ନାମ ମାଲିଙ୍ଗ ଜାନି । ସେ ତାଙ୍କ ବୃଦ୍ଧ ବାପାଙ୍କ ସହ ରହୁଥିଲେ। ଗାଁ ନିକଟ ତେନ୍ତୁଳିଗଛରୁ…

ନକଲି ପାଉଡର ବ୍ୟବସାୟୀଙ୍କୁ ଧରି ପୋଲିସ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୪।୮(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗ୍ରାମ ଗବାଟବାଡ଼ି ଅଞ୍ଚଳରେ କେତେକ ଅଜଣା ବ୍ୟକ୍ତି ଲୋକଙ୍କୁ ଲୁଗାସଫା ପାଉଡର ବିକ୍ରି କରୁଥିଲେ। ୪କେଜି ପାଉଡରକୁ ମାତ୍ର ୧ଶହ ଟଙ୍କାରେ ବିକ୍ରି କରୁଥିଲେ। ହେଲେ ଉକ୍ତ ପାଉଡର ନକଲି…

ହସ୍ପିଟାଲରେ ଆଜମଙ୍କୁ ଭେଟିଲେ ଅଖିଳେଶ

ଲକ୍ଷ୍ନୌ,୪।୮: ସମାଜବାଦୀ ପାର୍ଟି(ଏସ୍‌ପି) ନେତା ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାଁଙ୍କୁ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ବୁଧବାର ତାଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ଗୁରୁତର ହେବାରୁ ଗୁରୁବାର ତାଙ୍କୁ ଆଇସିୟୁରେ ଭର୍ତ୍ତି…

ଟ୍ରେନ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ରାଉରକେଲା ଅଫିସ,୪।୮: ରାଉରକେଲା ରେଲଓ୍ବେ ଷ୍ଟେଶନ ଡାଉନ୍‌ ଲାଇନରେ ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ହେଲେ ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଏ ନେଇ ରାଉରଜେଲା ଜିଆରପି ଏକ ଅପମୃତ୍ୟୁ ମାମଲା (ନଂ.୪୯।୨୨) ରୁଜୁ କରି ଘଟଣାର ତଦନ୍ତ…

ଦିଲ୍ଲୀ ଗସ୍ତରେ ଫଡ୍‌ନବିସ: କ୍ୟାବିନେଟ ସମ୍ପ୍ରସାରଣ ଉପରେ ହେବ ଚର୍ଚ୍ଚା

ମୁମ୍ବାଇ,୪।୮: ମହାରାଷ୍ଟ୍ରରେ ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ସମୟ ହେବ ନୂତନ ସରକାର ଗଠନ ହୋଇସାରିଥିଲେ ମଧ୍ୟ କ୍ୟାବିନେଟ ସମ୍ପ୍ରସାରଣ ଅଟକି ରହିଛି। ତେବେ ଶୁକ୍ରବାର କ୍ୟାବିନେଟ ସମ୍ପ୍ରସାରଣ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଇତିମଧ୍ୟରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ…

ସ୍କୁଲର ୭ଜଣଙ୍କୁ କରୋନା

ଚନ୍ଦାହାଣ୍ଡି,୪।୮ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ସପ୍ତାହରେ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ପାଟଖଲିଆ ସ୍କୁଲରୁ ୫ ଜଣ ଛାତ୍ର ଏବଂ ୨ ଜଣ ଶିକ୍ଷକଙ୍କ ରିପୋର୍ଟ ପଜିଟିଭ…

ମହିମାଙ୍କ ବଡ ପୁଅଙ୍କୁ ସାଙ୍ଗରେ ନେଲା ସିବିଆଇ

କଟକ ଅଫିସ,୪।୮: ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ଗୁରୁବାର ସିବିଆଇ ପକ୍ଷରୁ ଚଢାଉ କରାଯାଇଥିଲା। ଚଢାଉ ପରେ ସିବିଆଇ ଅଧିକାରୀମାନେ ମହିମାଙ୍କ ବଡ ପୁଅଙ୍କୁ କଟକ ଓଡ଼ିଆ ବଜାର ସ୍ଥିତ ଘରୁ ସାଙ୍ଗରେ ନେଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗୁରୁବାର ମହିମା ମିଶ୍ରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri