କୋହଲିଙ୍କ ଖରାପ ଫର୍ମକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା
ଲଣ୍ଡନ,୧୧।୭: ଇଂଲଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ୧୭ ରନ୍ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଟିମ ଇଣ୍ଡିଆ କିନ୍ତୁ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ୨-୧ରେ ଜିତିବାରେ ସଫଳ ହୋଇଥିଲା। ଏହା ସତ୍ତ୍ୱେ ବିରାଟ କୋହଲି…
ଭିଜିଲାନ୍ସ ଜାଲରେ ଆଇଆଇସି
ଉମରକୋଟ,୧୧ା୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଥାନାର ଅତିରିକ୍ତ ଥାନାଧିକାରୀ (ଆଇଆଇସି) ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅତିରିକ୍ତ ଥାନାଧିକାରୀ ଲିମରାଜ ପ୍ରଧାନ ଏକ ପୁରୁଣା କେସ୍କୁ କୋହଳ କରିବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୨୦…
ଜୋକୋଭିଚ୍ଙ୍କୁ ୭ମ ଓ୍ବିମ୍ବେଲଡନ ଟାଇଟଲ
ଓ୍ବିମ୍ବେଲଡନ, ୧୧ା୭: ଓ୍ବମ୍ବେଲଡନ ଓପନ ଟେନିସ୍ ପୁରୁଷ ସିଙ୍ଗଲ୍ସ ଚାମ୍ପିଅନ୍ ହୋଇଛନ୍ତି ସର୍ବୀୟ ଟେନିସ୍ ଷ୍ଟାର ନୋଭାକ୍ ଜୋକୋଭିଚ୍। ରବିବାର ଫାଇନାଲରେ ସେ ଅଷ୍ଟ୍ରେଲିଆର ନିକ୍ କିର୍ଗିଓସ୍ଙ୍କୁ ୪-୬, ୬-୩, ୬-୪, ୭-୬ (୩) ସେଟ୍ରେ ହରାଇ ଦେଇଛନ୍ତି। ଫଳରେ ସେ…
‘ପ୍ରତିଦ୍ୱନ୍ଦ୍ୱିତା ପାଇଁ ରଣନୀତି ଆବଶ୍ୟକ’
ଭୁବନେଶ୍ୱର,୧୧।୭(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି)-୨୦୨୧ର ସିଭିଲ ସର୍ଭିସ ପରୀକ୍ଷାରେ ଶ୍ରୁତି ଶର୍ମା ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଥିଲେ। ୨୫ ବର୍ଷୀୟା ଶ୍ରୁତି ଦ୍ୱିତୀୟ ଥର ପ୍ରଚେଷ୍ଟାରେ ଏହି ସଫଳତା ପାଇଥିଲେ। ଉତ୍ତରପ୍ରଦେଶର ବିଜନୋର ଜିଲାରେ ଜନ୍ମଗ୍ରହଣ କରିଥିବା ଶ୍ରୁତି ଦିଲ୍ଲୀରେ…
ମା’ ହେବା ପରେ ଫିଲ୍ମ ପରଦାକୁ ଦୂରେଇ ଯିବେ କି ଆଲିଆ
ବଲିଉଡ ସୁପରଷ୍ଟାର ରଣବୀର କପୁର ଆଜିକାଲି ତାଙ୍କର ଆଗାମୀ ଫିଲ୍ମ ‘ଶମଶେରା’ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଫିଲ୍ମକୁ ସହ ସେ ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚାରେ ଅଛନ୍ତି। ଖୁବ୍ଶୀଘ୍ର ସେ ବାପା ହେବାକୁ ଯାଉଛନ୍ତି। ଏଥିପାଇଁ ରଣବୀୟ ବେଶ୍ ଖୁସି…
ପୂରଣ ହୋଇପାରୁନି ଶିକ୍ଷକ ପଦବୀ
ରସୁଲପୁର,୧୧ା୭(ଡି.ଏନ.ଏ.): ରସୁଲପୁର ବ୍ଲକ୍ ଅଞ୍ଚଳର ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡ଼ିଛି। ହେଲେ ଉକ୍ତ ପଦବୀ ପୂରଣ ପାଇଁ ସରକାରଙ୍କ ପକ୍ଷରୁ ନୂତନ ଶିକ୍ଷକ ନିଯୁକ୍ତି କରାଯାଉ ନାହିଁ। ଅନ୍ୟପକ୍ଷରେ ଓଏଏସ୍ ପରୀକ୍ଷା ଢାଞ୍ଚାରେ ପ୍ରତ୍ୟେକ ବର୍ଷ ଶିକ୍ଷକ ନିଯୁକ୍ତି…
ମହିଳାଙ୍କ ଜମି ହଡ଼ପ କରିଛି ଠିକା ସଂସ୍ଥା
ଚଣ୍ଡିଖୋଲ,୧୧ା୭(ଡି.ଏନ୍.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ନିଆଳିଠାରେ ମେଗା ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟ ୨୦୧୬ରୁ ଆରମ୍ଭ ହୋଇଥିଲେ ମଧ୍ୟ ଅଦ୍ୟାବଧି ଶେଷ ହୋଇନାହିଁ। ୩ ବର୍ଷ ମଧ୍ୟରେ କାର୍ଯ୍ୟ ଶେଷ ହେବାର ଅବଧି ଥିବାବେଳେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବାରେ ଠିକା…
ପସନ୍ଦର ବିଦ୍ୟାଳୟ ଯିବାକୁ ଚାଲିଛି ରାଜନୀତି
ଜଗତ୍ସିଂହପୁର ଅଫିସ,୧୧ା୭: ରାଜ୍ୟ ସରକାର କିଛି ବର୍ଷ ପ୍ରାଥମିକ ବିଦ୍ୟାଳୟସ୍ତରରେ ସମାନୁପାତିକ ଭିତ୍ତିରେ ଶିକ୍ଷକ ବଦଳି କରୁଥିଲେ। କିନ୍ତୁ ତାହା ବନ୍ଦ କରାଯାଇ ନୂଆ ବଦଳି ନିୟମ ଲାଗୁ କରାଯାଇଛି। ଏଥିରେ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟସ୍ତରରେ ଖାଲି ପଦବୀ ପୂରଣ…
ଭିତ୍ତିଭୂମି ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ
ଜଗତ୍ସିଂହପୁର ଅଫିସ, ୧୧ା୭: ରାଜ୍ୟ ସରକାର ଶିକ୍ଷାର ବିକାଶ ଉପରେ ଗୁରୁତ୍ୱ ଦେଉଥିବା ନେଇ ପ୍ରଚାର ହେଉଛି। କିନ୍ତୁ ନିକଟସ୍ଥ ଆଳିପିଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟଟି ଦୀର୍ଘ ବର୍ଷ ହେବ ଅବହେଳିତ ଅବସ୍ଥାରେ ରହିଛି। ଭିତ୍ତିଭୂମି ଅଭାବରୁ ଏଠାରେ ଶିକ୍ଷାଦାନ ବାଧାପ୍ରାପ୍ତ…
ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ, ରୋଗୀ ହଇରାଣ
ନିରାକାରପୁର,୧୧ା୭(ଡି.ଏନ୍.ଏ.): ଶ୍ରୀକ୍ଷେତ୍ର ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିଲା। ତେବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଶ୍ରଦ୍ଧାଳୁମାନେ ନୂଆ ଜଗନ୍ନାଥ ସଡ଼କରେ ନିରାକାରପୁର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଯାଇଥାନ୍ତି। କେତେଜଣ ଶ୍ରଦ୍ଧାଳୁ ରଣପୁରରୁ ପୁରୀକୁ ଯିବା…
ବଢ଼ି ଚାଲିଛି ସଂକ୍ରମଣ: ଆଜି ରାଜ୍ୟରୁ ୫୭୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୫୭୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୪,୦୭୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୩୬ ଜଣ ଚିହ୍ନଟ ହୋଇଥିବା…
୨୦୨୪ରେ ଏମଭିଏ ପୁଣି ମିଳିତ ଭାବେ ଲଢ଼ିବା ଆବଶ୍ୟକ, କହିଲେ ପଓ୍ବାର…
ମୁମ୍ବାଇ,୧୧।୭ : ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ପରେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ମହା ବିକାଶ ଅଘାଡ଼ିର ଭବିଷ୍ୟତ କେଉଁ ଦିଗକୁ ଯିବ ସେ ନେଇ ନାନା ଚର୍ଚ୍ଚା ଜାରି ରହିଛି। ଏପରିସ୍ଥଳେ ଏନସିପି ସୁପ୍ରିମୋ ଶରଦ ପୱାର କହିଛନ୍ତି ଯେ ମୋର…
Archives


