Home Left

ବାସିଖାଦ୍ୟ ଖାଇ ଜଣେ ମୃତ, ୫ ଗୁରୁତର

ବାଲେଶ୍ୱର ଅଫିସ/ସିମୁଳିଆ,୩ା୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଦଧିବାମନପୁର ଗ୍ରାମରେ ବାସିଖାଦ୍ୟ ଖାଇ ୬ଜଣଙ୍କ ମଧ୍ୟରୁ ଜଣେ ଭଦ୍ରକ ମେଡିକାଲରେ ମୃତ୍ୟୁ ହୋଇଥିବା ବେଳେ ୫ ଗୁରୁତରଙ୍କୁ କଟକର ଏକ ଘରୋଇ ମେଡ଼ିକାଲରେ ବୁଧବାର ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, କହ୍ନେଇବିନ୍ଧା ପଞ୍ଚାୟତ…

ମାସକୁ ୫୦୦ ଟଙ୍କା ରୋଜଗାର କରୁଥିବା ସାଧାରଣ ଯୁବକରୁ କମେଡିର ‘ବାଦ୍‌ଶାହା’

ବମ୍ବେ: କେତେବେଳେ ‘ଡା. ମଶହୁର ଗୁଲାଟୀ’ ତ କେବେ ‘ଗୁତ୍ଥି’ ଚରିତ୍ରରେ ଲୋକଙ୍କ ମୁହଁରେ ହସ ଫୁଟାଉଥିବା କମେଡିଆନ୍‌ ସୁନୀଲ ଗ୍ରୋଭରଙ୍କ ପାଇଁ ଆଜିର ଦିନଟି ଖାସ୍‌। କାରଣ ସେ ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହି ସ୍ବତନ୍ତ୍ର ଦିନରେ ତାଙ୍କ…

୧୪ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ପାପଡ଼ାହାଣ୍ଡି,୩ା୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଦଳେଇଗୁଡ଼ା ଏସ୍‌ଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟର ୧୪ ଜଣ ଛାତ୍ରୀ ବୁଧବାର ଅସୁସ୍ଥ ହୋଇ ପାପଡ଼ାହାଣ୍ଡି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ଜଣଙ୍କୁ ଥଣ୍ଡା, କାଶ ଓ ଜ୍ୱର ହୋଇଥିବା ବେଳେ ୨…

ରୋହିତ ଶର୍ମା ପଛରେ ରହିଗଲେ, ଇତିହାସ ରଚିଲେ ମହିଳା କ୍ରିକେଟର୍‌

ବର୍ମିଂହାମ,୩।୮:ନ୍ୟୁଜିଲାଣ୍ଡ ମହିଳା କ୍ରିକେଟର ସୁଜି ବେଟ୍ସ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି। ସେ ଟି-୨୦ରେ ୩୫୦୦ ରନ ସ୍କୋର କରିଛନ୍ତି। ସେ ଏହା କରିବାରେ ଉଭୟ ପୁରୁଷ କିମ୍ବା ମହିଳା କ୍ରିକେଟ୍‌ରେ ପ୍ରଥମ ଖେଳାଳି ହୋଇଛନ୍ତି।…

ପରକିଆ ପ୍ରୀତି ନେଇ ମହିଳାଙ୍କ ସହ ୨ ପୁରୁଷଙ୍କୁ ବାନ୍ଧି ଛେଚିଦେଇଗଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୩।୮(ଡି.ଏନ୍‌.ଏ.): ପରକିଆ ପ୍ରୀତି ଓ ଅନୈତିକ କାର୍ଯ୍ୟକଳାପ ଲାଗି ସୋଲାର ପାଣି ଟାଙ୍କି ଖୁଣ୍ଟରେ ଜଣେ ମହିଳା ସମେତ ଦୁଇ ପୁରଷଙ୍କୁ ଗ୍ରାମବାସୀ ବାନ୍ଧି ରଖିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ। ମହିଳା…

ଚଳିତବର୍ଷ ୨ଥର ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ,୩।୮: ଅଗଷ୍ଟ ୨୭ରୁ ଏସିଆ କପ ଆରମ୍ଭ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ପୁଣି ଥରେ ମୁହାଁମୁହିଁ ହେବେ। ଅଗଷ୍ଟ ୨୮ରେ ଦୁବାଇରେ ହେବାକୁ ଥିବା ଏ ଗ୍ରୁପ୍‌ର ଓପନିଂ ମ୍ୟାଚରେ ଭାରତ ଏବଂ ପାକିସ୍ତାନ…

ଏମିତି ଝିଅଙ୍କୁ ଭୁଲରେ ବି କରନ୍ତୁ ନାହିଁ ବିବାହ

ବିବାହ ଖେଳ ଘର ନୁହେଁ। ବିବାହ ଲାଗି ପ୍ରସ୍ତୁତ ହେବା ଜରୁରୀ। ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଯେ, ତୁମର ଜୀବନସାଥୀଙ୍କର କି ପ୍ରକାର ଅଭ୍ୟାସ ଅଛି ଏହା ଜାଣିବା ଆବଶ୍ୟକ କାରଣ ତୁମକୁ ତାଙ୍କ ସହିତ ସାରା ଜୀବନ ବିତାଇବାକୁ ପଡିବ।…

ଝଗଡ଼ା ଲାଗୁଥିଲେ ଦୁଇ ମେଣ୍ଢା, ମଝିରେ ପଶି କୁକୁର କଲା ଏପରି…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ବିଧାୟକ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୮(ବ୍ୟୁରୋ): ଓଡ଼ିଶାର ୨୪ ଜଣ ବିଧାୟକ ବୁଧବାର ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସବୁ ଦଳର ବିଧାୟକ ଅଭିନନ୍ଦନ ଜଣାଇଛନ୍ତି। ଏହାସହ ରାଷ୍ଟ୍ରପତିଙ୍କୁ ପ୍ରଭୁ ଜଗନ୍ନାଥଙ୍କ ଫଟୋ, ମହାପ୍ରସାଦ ଏବଂ ଅନ୍ୟାନ୍ୟ ସ୍ମରଣିକା ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ,…

ପିଆର୍‌ଏମ୍‌ ମେଡିକାଲ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୩।୮: ମୟୂରଭଞ୍ଜ ଜିଲା ବାରିପଦା ପିଆର୍‌ଏମ୍‌ ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭଞ୍ଜସେନା ପକ୍ଷରୁ ଆନ୍ଦୋଳନ କରାଯାଇଛି। ସେଠାକାର ଅନଭିଜ୍ଞ ସୁପରିଟେଣ୍ଡେଣ୍ଟକୁ ବଦଳି, ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାକୁ ତୁରନ୍ତ ସୁଧାରି ଜନସାଧାରଣଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇଦେବା…

ପୁଣି ଏକାଠି କାମ କରିବେ ରୋହିତ-ଅଜୟ

ବଲିଉଡ୍‌ ନିର୍ଦ୍ଦେଶକ ରୋହିତ ଶେଟ୍ଟୀ ଏବଂ ଅଭିନେତା ଅଜୟ ଦେବଗନଙ୍କୁ ପୁଣି ଥରେ ଏକାଠି ଦେଖିବାକୁ ମିଳିବ। ରୋହିତ ଏବଂ ଅଭିନେତାଙ୍କ ଫିଲ୍ମ ‘ସିଙ୍ଘମ’ ଏବଂ ‘ସିଙ୍ଗହମ’ ରିଟର୍ନସ୍‌ ବକ୍ସ ଅଫିସରେ ସଫଳତା ପାଇବା ପରେ ଏବେ ଦୁହେଁ ପୁଣି ଏକାଠି…

ବଲିଉଡ୍‌ରେ କ୍ୟାରିୟର କରିବାକୁ ଆଗ୍ରହୀ ଅଛନ୍ତି କି ନାଗା

ଅଭିନେତା ନାଗା ଚୈତନ୍ୟ ସାଉଥ୍‌ର ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ। ସେ ତାଙ୍କର ଜବରଦସ୍ତ ଅଭିନୟ ଏବଂ ଲୁକ୍‌କୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ଏବେ ଏହି ଅଭିନେତା ବର୍ତ୍ତମାନ ଅମିରଙ୍କ ଫିଲ୍ମ ‘ଲାଲ୍‌ ସିଂ ଚଡ୍ଡା’ରେ ଡେବ୍ୟୁ କରିଛନ୍ତି। ଏହା ହେଉଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri