ଦୋଷୀ ସାବ୍ୟସ୍ତ ହେଲେ ବାହୁବଳୀ ବିଧାୟକ
ପାଟନା,୧୪।୬: ବିହାରର ମୋକମା ବିଧାୟକ ଅନନ୍ତ ସିଂଙ୍କୁ ନିଷିଦ୍ଧ ଆଧୁନିକ ଅସ୍ତ୍ର ଏକେ-୪୭ ରଖିବା ଏବଂ ହ୍ୟାଣ୍ଡ ଗ୍ରେନେଡ ଜବତ ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହି ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜୁନ୍ ୨୧ରେ ଦଣ୍ଡବିଧାନ ଉପରେ…
ଇତିହାସ ରଚିଲେ ଜେମ୍ସ ଆଣ୍ଡରସନ୍: ୧୪୫ ବର୍ଷ ଟେଷ୍ଟ କ୍ରିକେଟ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି
ନଟିଂହାମ,୧୪।୬: ଇଂଲଣ୍ଡର ତାରକା ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ ଇତିହାସ ସୃଷ୍ଟି କରିଛନ୍ତି। ଟେଷ୍ଟ କ୍ରିକେଟରେ ୬୫୦ ଉଇକେଟ ନେବାରେ ଜେମ୍ସ ଆଣ୍ଡରସନ ଦୁନିଆର ପ୍ରଥମ ଦ୍ରୁତ ବୋଲର ହୋଇଛନ୍ତି। ୧୪୫ ବର୍ଷ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ…
ମହାରାଷ୍ଟ୍ର ଗସ୍ତରେ ମୋଦି,ତୁକାରାମ ମନ୍ଦିରର କରିବେ ଉଦ୍ଘାଟନ
ମୁମ୍ବାଇ,୧୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମହାରାଷ୍ଟ୍ର ଗସ୍ତ କରିବେ। ସେଠାରେ ମୋଦି ପୁଣେ ଦେହୁରେ ଥିବା ଜଗତଗୁରୁ ସନ୍ତ ତୁକାରାମ ମହାରାଜଙ୍କ ପ୍ରତିମୂର୍ତ୍ତି ଏବଂ ଶିଳା ମନ୍ଦିରର ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ମନ୍ଦିର ପ୍ରଶାସନ…
ଭାରତ ପାଇଁ ‘କର ବା ମର’ ମ୍ୟାଚ୍
ବିଶାଖାପଟନମ୍,୧୪।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ବିଶାଖାପଟନମ୍ରେ ଖେଳାଯିବ। ଆଜି ଅର୍ଥାତ୍ ମଙ୍ଗଳବାର ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ୍ରେ ଟିମ୍ ଇଣ୍ଡିଆ ପ୍ରତ୍ୟାବର୍ତ୍ତନ କରିବାକୁ ଚେଷ୍ଟା କରିବ। ପାଞ୍ଚ…
ନାଳରୁ ମିଳିଲା ଯୁବକଙ୍କ ମୃତଦେହ
ବାଲେଶ୍ୱର ଅଫିସ ୧୪।୬: ବାଲେଶ୍ୱର ସହରସ୍ଥିତ ଦର୍ଜି ପୋଖରୀ ଛକ ନିକଟ ନବ କୁମାର ମହାଳିକଙ୍କ ଘର ପଛପଟେ ଥିବା ଏକ ନାଳରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ପରିଚୟ ଜଣାପଡି ନ ଥିବା ବେଳେ…
ଦ୍ୱିତୀୟ ଦିନରେ ଇଡିରେ ହାଜର ହେଲେ ରାହୁଲ
ନୂଆଦିଲ୍ଲୀ,୧୪।୬: ନ୍ୟାଶନାଲ ହେରାଲ୍ଡ ମାମଲାରେ ଆଜି ପୁଣି ଇଡିରେ ହାଜର ହୋଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତାଙ୍କୁ ମଙ୍ଗଳବାର ଦ୍ୱିତୀୟ ରାଉଣ୍ଡ ଜେରା କରିବ। ସୋମବାର ମଧ୍ୟ ରାହୁଲ ଇଡି କାର୍ଯ୍ୟାଳୟରେ ହାଜର ହୋଇଥିଲେ। ସେଠାରେ…
ଗୌହାଟୀ ଭୂସ୍ଖଳନ: ଗଲା ୪ ଜୀବନ
ଗୌହାଟୀ,୧୪।୬: ଭୂସ୍ଖଳନ ଯୋଗୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏଭଳି ଏକ ଘଟଣା ଘଟିଛି ଆସାମ ଗୌହାଟୀର ବୋରାଗାଓଁ ନିକଟ ନିଜାରପାର ଅଞ୍ଚଳରେ। ସୋମବାର ରାତିାର ଲଗାଣ ବର୍ଷା ଯୋଗୁଁ ଏଭଳି ହୋଇଥିବା ଜଣାପଡ଼ିଛି। ସେହିପରି ଆହୁରି ୪ଜଣ ଫସିଥିବା ସୂଚନା…
ଅଧିକ ଦିନ ‘ଲିଭ୍ ଇନ୍’ ରହିବା ବିବାହ ସହ ସମାନ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୪।୬: ଯଦି ଜଣେ ପୁରୁଷ ଏବଂ ଜଣେ ମହିଳା ଦୀର୍ଘ ସମୟ ଧରି ଏକାଠି ରୁହନ୍ତି, ତେବେ ଆଇନ ଅନୁଯାୟୀ ଏହାକୁ ବିବାହ ଭଳି ଧରାଯିବ ଏବଂ ସେମାନଙ୍କ ସନ୍ତାନ ପୈତୃକ ସମ୍ପତ୍ତିରେ ଭାଗରୁ ବଞ୍ଚିତ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ…
‘ମୁସଲମାନଙ୍କୁ କ୍ଷମା ମାଗନ୍ତୁ ଭାରତ ସରକାର’
ମୁମ୍ବାଇ,୧୪।୬: ମୁମ୍ବାଇ ନିକଟରେ ଥିବା ଠାଣେ ପୋଲିସର ଅଫିସିଆଲ ୱେବ୍ସାଇଟ ହ୍ୟାକ୍ ହୋଇଛି। ୱେବ୍ସାଇଟ ହ୍ୟାକ୍ କରିଥିବା ହ୍ୟାକର୍ ଭାରତ ସରକାରଙ୍କ ପାଇଁ ଏକ ବାର୍ତ୍ତା ଲେଖିଛି। ଏହି ବାର୍ତ୍ତାରେ ହ୍ୟାକର୍ ମୁସଲମାନମାନଙ୍କୁ କ୍ଷମା ମାଗିବାକୁ ଭାରତ ସରକାରଙ୍କୁ କହିଛନ୍ତି। ୱେବ୍ସାଇଟ…
ଚାଷ ଜମିରୁ ମିଳିଲା ମା, ପୁଅଙ୍କ ମୃତଦେହ
ହାଟଡିହୀ/କେନ୍ଦୁଝର.୧୪l୬(ଡ଼ି.ଏନ.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ହାବଳେଶ୍ୱର ପଞ୍ଚାୟତ ମଙ୍ଗରାଜପୁର ଆଦିବାସୀ ସାହି ନିକଟ ଏକ ଚାଷ ଜମିରୁ ପୋଲିସ ମା’, ପୁଅଙ୍କ ମୃତଦେହ ମଙ୍ଗଳବାର ଜବତ କରିଛି। ସେମାନେ ହେଲେ ମା’ ଜେମା ଦାସ (୫୫) ଏବଂ ପୁଅ ସନ୍ତା…
କାଲି ରାତିରୁ ଆଉ ଖାଉନାହାନ୍ତି ରାହୁଲ
ରାୟପୁର,୧୪।୬: ଛତିଶଗଡରେ ଆଜିକୁ ପ୍ରାୟ ୫ ଦିନ ହେବ ବୋରୱେଲ ଭିତରେ ୧୧ ବର୍ଷର ବାଳକ ରାହୁଲ ସାହୁ ଫସିଯାଇଛନ୍ତି। ତାଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଉଦ୍ଧାରକାରୀ ଦଳ ରାହୁଲଙ୍କ ଖୁବ ନିକଟରେ ଅଛନ୍ତି। କିନ୍ତୁ କଠିନ…
ଓୱାଇସିଙ୍କୁ କାହିଁକି ଧନ୍ୟବାଦ ଦେଲେ ବରୁଣ ଗାନ୍ଧୀ
ନୂଆଦିଲ୍ଲୀ,୧୪ ।୬: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ପି ବରୁଣ ଗାନ୍ଧ ବେକାରୀ ଓ ଯୁବବର୍ଗଙ୍କ ବିଭିନ୍ନ ସମସ୍ୟାକୁ ନେଇ ଲଗାତାର ସରକାରଙ୍କୁ ଟାର୍ଗେଟ କରୁଥିବା ବେଳେ ଏବେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କୁ ଧନ୍ୟବାଦ ଦେଇ ଆସିଛନ୍ତି ଚର୍ଚ୍ଚାକୁ । ନିକଟରେ…
Archives


